ପୁରୀ

ଶ୍ରୀମନ୍ଦିରରେ ପାନ, ଗୁଟୁଖା ବ୍ୟାନ ନିୟମ ଲାଗୁ: ପ୍ରଥମ ଦିନରେ ଧରାପଡି ଜରିମାନେ ଦେଲେ ୪ଜଣ

ପୁରୀ ଅଫିସ, ୧ା୮: ଏଣିକି ପାନ, ଗୁଟୁଖା ଖାଇ କେହି ଶ୍ରୀମନ୍ଦିରକୁ କେହି ପ୍ରବେଶ କରିପାରିବେ ନାହିଁ। ସେବାୟତ ହୁଅନ୍ତୁ ଅବା ଭକ୍ତ କିମ୍ବା କର୍ମଚାରୀ କାହାକୁ ବି ଛଡାଯିବ ନାହିଁ। କେହି ବି ଧରାପଡିଲେ ସେମାନଙ୍କଠାରୁ ଆଦାୟ ହେବ ଜରିମାନା।…

ଆଗଭଳି ମିଳୁନି ତାଳପତ୍ର: ସଙ୍କଟରେ ତାଳପତ୍ର କାରିଗରଙ୍କ ଜୀବନ ଜୀବିକା

ଦିନ ଥିଲା ତାଳପତ୍ର କାରିଗର ଭଲ ଦି ପଇସା ରୋଜଗାର କରୁଥିଲେ। ଖରାଦିନେ ବିଞ୍ଚଣା ଆଉ ବର୍ଷାଦିନେ ପଖିଆ ବ୍ୟବହାର କରୁଥିଲେ ଲୋକେ। ଘରେ ଘରେ ଚଟେଇ ଆଉ ତାଳପତ୍ରରେ ତିଆରି ପିଲାଙ୍କ ଖେଳଣାର ବ୍ୟବହାର ବି କମ୍‌ ନ ଥିଲା।…

ଶ୍ରୀମନ୍ଦିରରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ : ଗୋଇନ୍ଦା ରିପୋର୍ଟ ପରେ ସୁରକ୍ଷା କଡ଼ାକଡ଼ି

ପୁରୀ ଅଫିସ, ୧।୮ : ଶ୍ରୀମନ୍ଦିର ଅସୁରକ୍ଷିତ। ଆତଙ୍କବାଦୀମାନେ ଶ୍ରୀମନ୍ଦିର ଉପରେ ଆକ୍ରମଣ କରିପାରନ୍ତି। ରାଜ୍ୟ ଗୋଇନ୍ଦା ବିଭାଗ ପକ୍ଷରୁ ଏମିତି ଏକ ରିପୋର୍ଟ ଗୁରୁବାର ପୁରୀ ଜିଲା ପ୍ରଶାସନ ନିକଟକୁ ଆସିଛି। ରିପୋର୍ଟ ପାଇବା ପରେ ପ୍ରଶାସନ ଓ ପୁରୀ…

ଆଜିଠୁ ପାନ, ଗୁଟ୍‌ଖା ଖାଇ ଶ୍ରୀମନ୍ଦିରକୁ ପ୍ରବେଶ ମନା: ଧରାପଡିଲେ ୫୦୦ ଟଙ୍କା ଜରିମାନା

ପୁରୀ ଅଫିସ୍‌, ୧।୮:ଏଣିକି ପାନ ଖାଇ କେହି ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ନାହିଁ। ସେବାୟତ ହୁଅନ୍ତୁ ଅବା ଭକ୍ତ କେହି ବି ଧରାପଡ଼ିଲେ ସେମାନଙ୍କଠାରୁ ଜରିମାନା ଆଦାୟ ହେବ। ଅଗଷ୍ଟ ୧ ଅର୍ଥାତ୍‌ ଆଜିଠୁ ଏହି କଟକଣା କଡ଼ାକଡ଼ିି ଭାବେ ଲାଗୁ…

ପୁରୀରେ ବ୍ରିଟିଶ ଅମଳର ହାତଚାଳିତ ଇଞ୍ଜିନ

ପୁରୀ ଅଫିସ, ୧।୮: ପୁରୀ ସହରରେ ରହିଛି ବ୍ରିଟିଶ ଅମଳର ହାତଚାଳିତ ଇଞ୍ଜିନ। ଜିଲା ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ନିକଟ ଏକ ପରିତ୍ୟକ୍ତ ଘରେ ପଡ଼ିରହିଛି ଏହି ଐତିହାସିକ କୀର୍ତ୍ତିରାଜି। ସୋମବାର ଓଡ଼ିଶା ହାଇକୋର୍ଟ ଅତିଥି ଭବନ ଶିଳାନ୍ୟାସ ସମୟରେ ଏହା…

ମହାପ୍ରଭୁଙ୍କୁ ଦର୍ଶନ କଲେ ନେପାଳ ରାଜଗୁରୁ

ପୁରୀ ଅଫିସ, ୩୧ା୭: ନେପାଳର ରାଜଗୁରୁ ତଥା ବୌଦ୍ଧିକ ସାଧକ ଅର୍ଜୁନ ପ୍ରସାଦ ବାସ୍ତୋଲା ବୁଧବାର ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପୂର୍ବାହ୍ନ ପ୍ରାୟ ୧୦ଟାରେ ବାସ୍ତୋଲା ତାଙ୍କ ସହଯୋଗୀମାନଙ୍କ ସହ ଆସି ସିଂହଦ୍ୱାରରେ ପହଞ୍ଚତ୍ବା ପରେ ଓଡ଼ିଶା ଇଣ୍ଟରନ୍ୟାଶନାଲ ସେଣ୍ଟର(ଓଆଇସି) ପକ୍ଷରୁ…

କେଳୁଣୀ ମୁହାଣ ବନ୍ଦ ଯୋଗୁ ପ୍ରାଚୀ, କାଦୁଆରେ କୃତ୍ରିମ ବନ୍ୟା: ପାଣି ଘେରରେ ୫ ଗାଁ, ରାସ୍ତାରେ ୪ଫୁଟର ପାଣି

କାକଟପୁର, ୩୧।୭(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ତଣ୍ଡାହାର ଗ୍ରାମ ନିକଟରେ ରହିଛି କେଳୁଣୀ ମୁହାଣ। ଏଠାରେ ପ୍ରାଚୀ ଓ କାଦୁଆ ନଦୀ ସମୁଦ୍ରରେ ମିଶିଛନ୍ତି। ପ୍ରାଚୀ ଓ କାଦୁଆ ନଦୀରେ ବର୍ଷା ଯୋଗୁ ଜଳ ବୃଦ୍ଧି ଏବଂ କେଳୁଣୀ ମୁହାଁଣ…

ଶ୍ରୀମନ୍ଦିର ସୂଚନା କେନ୍ଦ୍ର ହେବ ଯାତ୍ରୀ ସହାୟତା କେନ୍ଦ୍ର

ପୁରୀ ଅଫିସ, ୩୧ା୭: ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରତିଦିନ ଶ୍ରୀମନ୍ଦିରକୁ ହଜାର ହଜାର ଶ୍ରଦ୍ଧାଳୁ ଆସିଥାନ୍ତି। ତେବେ ଶ୍ରୀମନ୍ଦିର ସମେତ ପୁରୀ ସହରର ଆଖପାଖ ଏବଂ ଜିଲାର ଅନ୍ୟ କେତେକ ଦର୍ଶନୀୟସ୍ଥଳ ସମ୍ପର୍କରେ ଜାଣିବାକୁ ଚାହିଁଥାନ୍ତି। ସେମାନେ ଘରୋଇ ଟୁର୍‌ ଅପରେଟର…

କେଳୁଣୀ ମୁହାଁଣ ବନ୍ଦ ଯୋଗୁ ପ୍ରାଚୀ, କାଦୁଆରେ କୃତ୍ରିମ ବନ୍ୟା: ପାଣି ଘେରରେ ୫ ଗାଁ, ରାସ୍ତରେ ୪ଫୁଟର ପାଣି

କାକଟପୁର, ୩୦।୭(ଡି.ଏନ୍‌.ଏ.)-ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ତଣ୍ଡାହାର ଗ୍ରାମ ନିକଟରେ ରହିଛି କେଳୁଣୀ ମୁହାଁଣ। ଏଠାରେ ପ୍ରାଚୀ ଓ କାଦୁଆ ନଦୀ ସମୁଦ୍ରରେ ମିଶିଛନ୍ତି। ପ୍ରାଚୀ ଓ କାଦୁଆ ନଦୀରେ ବର୍ଷା ଯୋଗୁ ଜଳ ବୃଦ୍ଧି ଏବଂ କେଳୁଣୀ ମୁହାଁଣ ବନ୍ଦ…

ଗ୍ରାମାଞ୍ଚଳ କ୍ରିକେଟ୍‌ରଙ୍କୁ ଉତ୍ସାହିତ କରୁଛନ୍ତି ‘ବନମାଳୀ’: ସଫଳ ବ୍ୟାଟ୍‌ ପ୍ରସ୍ତୁତକାରୀ ହେବା ଲକ୍ଷ୍ୟ

ସାକ୍ଷୀଗୋପାଳ, ୩୦।୭(ଡି.ଏନ୍‌.ଏ.)-ପିଲାଦିନରୁ ତାଙ୍କର କ୍ରିକେଟ୍‌ ଖେଳ ପ୍ରତି ଆଗ୍ରହ ରହିଥିଲା। ନଡ଼ିଆ ବାହୁଙ୍ଗା କିମ୍ବା ପତଳା ପଟା ଖଣ୍ଡେ ମିଳିଗଲେ ସେଥିରେ ବ୍ୟାଟିଂ ଆରମ୍ଭ କରିଦେଉଥିଲେ। ପରିବାରର ଆର୍ଥିକ ଅବସ୍ଥା ଭଲ ନ ଥିବାରୁ ଆବଶ୍ୟକ ବ୍ୟାଟ୍‌, ବଲ୍‌ ଆଦି ସରଞ୍ଜାମ…

ଖୁବ୍‌ଶୀଘ୍ର ସେବାୟତଙ୍କୁ ପରିଚୟପତ୍ର

ପୁରୀ ଅଫିସ, ୩୦।୭: ଶ୍ରୀମନ୍ଦିର ସଂସ୍କାର ମାମଲାର ଶୁଣାଣି ବେଳେ ସେବକ ଏବଂ କର୍ମଚାରୀଙ୍କୁ ପରିଚୟପତ୍ର ପ୍ରଦାନ ପାଇଁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହାକୁ କିପରି କାର୍ଯ୍ୟକାରୀ କରାଯିବ ତାହା ଉପରେ ଗୁରୁତ୍ୱ ଦେଇଥିଲା ଶ୍ରୀମନ୍ଦିର ପ୍ରଶାସନ। ହେଲେ ଏ ପର୍ଯ୍ୟନ୍ତ…

୮୫ ବର୍ଷ ବୟସରେ ବି ଚଳଚଞ୍ଚଳ ବେଳାଭୂମି ସଫେଇ ପାଇଁ ଶକୁବାଇ ସମ୍ମାନିତ

ପୁରୀ ଅଫିସ, ୩୦।୭: ପର୍ଯ୍ୟଟନ ସହର ପୁରୀକୁ ପ୍ରତ୍ୟହ ଦେଶ ବିଦେଶର ବହୁ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁ ଆସିଥାନ୍ତି। ତେବେ ଶ୍ରୀକ୍ଷେତ୍ର ବୁଲିବାକୁ ଆସି ସେବା ଯୋଗାଇଦେବା ଆନନ୍ଦ ଅତ୍ୟନ୍ତ ନିଆରା। ମହାରାଷ୍ଟ୍ରର ଶକୁବାଇ ଦେଶମୁଖ୍‌ ନାମ୍ନୀ ୮୫ ବର୍ଷୀୟା ବୃଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?