ପୁରୀ

ପୁଣି ଭକ୍ତଙ୍କୁ ମିଳିବ ଟଙ୍କତୋରାଣି

ପୁରୀ ଅଫିସ, ୩୦।୭: ପୁଣି ଭକ୍ତଙ୍କୁ ମିଳିବ ଟଙ୍କତୋରାଣି। ପ୍ରାୟ ୨ବର୍ଷ ଧରି ଆନନ୍ଦବଜାରରୁ ଉଭାନ ହୋଇଯାଇଥିବା ଟଙ୍କତୋରାଣି ଉପଯୁକ୍ତ ମାନ ସହ ଫେରିବ। ସୋମବାର ଅନୁଷ୍ଠିତ ପରିଚାଳନା କମିଟି ବୈଠକରେ ଏହାକୁ ସବୁଜ ସଙ୍କେତ ମିଳିଛି। ଏଥିପାଇଁ ଖୁବ୍‌ଶୀଘ୍ର ସୁଆର…

କୃଷ୍ଣପ୍ରସାଦରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ଅଭିଯୋଗ: ବୃଦ୍ଧି ପାଉଛି ଅସାମାଜିକ କାର୍ଯ୍ୟ, ନିଷ୍କ୍ରିୟ ପୋଲିସ

କୃଷ୍ଣପ୍ରସାଦ,୩୦ା୭(ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ଥାନା ଅଞ୍ଚଳରେ ଗତ କିଛିମାସ ହେବ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏଠାରେ ଦିନକୁ ଦିନ ବେଆଇନ ନିଶା କାରବାର, ଚୋରି, ଡକାୟତି, ହତ୍ୟା ଆଦି ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଉଥିବାରୁ ଲୋକେ…

ଶ୍ରୀଲୋକନାଥଙ୍କ ପୀଠରେ ଜଳ ଲାଗିକଲେ ୩୨ ହଜାର କାଉଡ଼ିଆ

ପୁରୀ ଅଫିସ, ୨୯ା୭: ଶ୍ରାବଣ ମାସ ଦ୍ୱିତୀୟ ସୋମବାର ଶ୍ରୀଲୋକନାଥଙ୍କ ପୀଠରେ କାଉଡ଼ିଆଙ୍କ ପ୍ରବଳ ଭିଡ଼ ହୋଇଥିଲା। ରାଜ୍ୟର ବିଭିନ୍ନ ନଦୀରୁ ଜଳ ଆଣି ୩୨,୩୦୦ କାଉଡ଼ିଆ ଶ୍ରୀଲୋକନାଥଙ୍କୁ ଜଳ ଲାଗି କରିଛନ୍ତି। ତେବେ ରବିବାର ରାତିରେ ଲଗାଣ ବର୍ଷା ଯୋଗୁ…

ଓଡ଼ିଶା ରସଗୋଲାକୁ ଜିଆଇ ଟ୍ୟାଗ୍‌: ସିଂହଦ୍ୱାରରେ ମହାଦୀପ ଦାନ, ରସଗୋଲା ଭୋଗ

ପୁରୀ ଅଫିସ, ୨୯ା୭: ଓଡ଼ିଶା ରସଗୋଲାକୁ ମିଳିଛି ଜିଆଇ ଟ୍ୟାଗ୍‌। ଓଡ଼ିଶା ରସଗୋଲା ପାଇଛି ଭୌଗଳିକ ପରିଚୟ। ମାଡ୍ରାସ ଜିଆଇ କାର୍ଯ୍ୟାଳୟରୁ ଏହି ମାନ୍ୟତା ମିଳିବା ପରେ ସମଗ୍ର ରାଜ୍ୟରେ ଆନନ୍ଦର ଲହରୀ ଖେଳିଯାଇଛି। ସୋସିଆଲ ମିଡ଼ିଆରେ ଛାଇଯାଇଛି ରସଗୋଲା ଓଡ଼ିଶାର।…

ସୋସିଆଲ ମିଡିଆରେ ମହାପ୍ରଭୁଙ୍କ ଗୁପ୍ତ ବିଧି

ପୁରୀ ଅଫିସ,୨୯ା୭:ବିଶ୍ୱନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥ। ଦେଶ ବିଦେଶର ବିଭିନ୍ନ ସ୍ଥାନରେ ଶ୍ରୀଜଗନ୍ନାଥ ମନ୍ଦିର ରହିଛି। ସେଠାରେ ଶ୍ରଦ୍ଧାଳୁମାନେ ଠାକୁରମାନଙ୍କୁ ଉପାସନା କରୁଛନ୍ତି। ଏମିତି କି ଅନେକ ଦେଶରେ ରଥଯାତ୍ରା ବି ଅନୁଷ୍ଠିତ ହେଉଛି। ହେଲେ ଶ୍ରୀମନ୍ଦିରରେ ଦାରୁବିଗ୍ରହଙ୍କ ସେବାପୂଜା, ରୀତିନୀତି ଯେଉଁଭଳି…

ଚକ୍ରନାରାୟଣଙ୍କ ଚାରି ଆଶ୍ରମ ପରିକ୍ରମା

ପୁରୀ ଅଫିସ, ୨୮ା୭: ଶ୍ରାବଣ କୃଷ୍ଣପକ୍ଷ ଏକାଦଶୀକୁ ଚକ୍ରବୁଲା ଏକାଦଶୀ କୁହାଯାଏ। ରବିବାର ଏହି ଚକ୍ରବୁଲା ଏକାଦଶୀରେ ପରମ୍ପରା ଅନୁଯାୟୀ, ଚକ୍ରନାରାୟଣ ଶ୍ରୀକ୍ଷେତ୍ରର ୪ ଆଶ୍ରମ ପରିକ୍ରମା କରିଛନ୍ତି। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ଦଇତାପତି ସେବକମାନେ ମହାପ୍ରଭୁ ଧାରଣ କରୁଥିବା…

ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରୁ ପାଣି ଉଠାଇଲେ କାଉଡ଼ିଆ

କୋଣାର୍କ, ୨୮।୭(ଡି.ଏନ୍‌.ଏ.)-ମାନସିକ ବ୍ରତକୁ ସଫଳ କରିବା ନେଇ ହଜାର ହଜାର କାଉଡ଼ିଆ ରବିବାର ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରୁ ପାଣିଭାର ଉଠାଇ ଶୈବପୀଠ ଅଭିମୂଖେ ଯାତ୍ରା ଆରମ୍ଭ କରିଛନ୍ତି। ଶ୍ରାବଣ ମାସ ପବିତ୍ର ସୋମବାର ପରିପ୍ରେକ୍ଷୀରେ ହଜାର ହଜାର କାଉଡିଆ ଚନ୍ଦ୍ରଭାଗା ତୀର୍ଥ…

ମହାପ୍ରଭୁଙ୍କ ପ୍ରତି ଅସମ୍ମାନ:ତୁଳସୀ ମାଳ ପକାଇ ଶ୍ରୀମନ୍ଦିର ପ୍ରରିକ୍ରମା କଲେ ସାଧୁ

ପୁରୀ ଅଫିସ, ୨୮ା୭: ଶ୍ରୀକ୍ଷେତ୍ର ମାଟିରେ ପୁଣି ଶ୍ରମନ୍ଦିର ସମ୍ମୁଖରେ ମହାପ୍ରଭୁଙ୍କ ପ୍ରତି ଅସମ୍ମାନ। କଳା ଠାକୁରଙ୍କ ଶ୍ରୀମସ୍ତକରେ ଶୋଭା ପାଉଥିବା ତୁଳସୀ ମାଳକୁ ବେକରେ ଧାରଣ କରି ବଡ଼ଦେଉଳ ପରିକ୍ରମା କରିଛନ୍ତି ମହାରାଷ୍ଟ୍ରର ସାଧୁ ମହାମଣ୍ଡଳେଶ୍ୱର ଶାନ୍ତିଗିରିଜୀ ମହାରାଜ। କେବଳ…

ଚିନ୍ତା ହେଉଛି, ତଦାରଖ ନାହିଁ: ପଲିଥିନମୁକ୍ତ ହୋଇପାରିନି ଆନନ୍ଦବଜାର

ପୁରୀ ଅଫିସ, ୨୮।୭: ପ୍ଲାଷ୍ଟିକ ଓ ପଲିଥିନର ବହୁଳ ବ୍ୟବହାର ମଣିଷ ପାଇଁ ମାରାତ୍ମକ ସାବ୍ୟସ୍ତ ହେଲାଣି। ପରିବେଶ ଲାଗି ମଧ୍ୟ ଏହା ଘାତକ ପାଲଟିଛି। ଏଗୁଡ଼ିକର ବହୁଳ ବ୍ୟବହାର ଫଳରେ ମାଟିର ଉର୍ବରତା ହ୍ରାସ, ଗୃହପାଳିତ ପ୍ରାଣୀଙ୍କ ପ୍ରତି ବିପଦ,…

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସୈରାତ ନିଲାମ: ଚୋରି ପାଇଁ ପ୍ରଶ୍ରୟ ଦେଲା ପ୍ରଶାସନ

ଖୋର୍ଦ୍ଧା ଅଫିସ,୨୮।୭: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ସୈରାତକୁ ନିଲାମରେ ନେଇ ଲୁଟ୍‌ ପାଇଁ ପ୍ରତିଯୋଗିତା ଚାଲିଛି। ସୈରାତ ନିଲାମ କରି କୋଟି କୋଟି ଟଙ୍କାର ରାଜସ୍ବ ହଡପ ହେଉଛି। ଚୋରି କରି ବଡ ହେବାକୁ ମନ୍ଦିର ପ୍ରଶାସନ ଦେଉଛି ସୁଯୋଗ। ହାତଛଡା କରିନାହାନ୍ତି…

ଆରମ୍ଭ ହେଲା ରଥ ଭଙ୍ଗା

ପୁରୀ ଅଫିସ, ୨୭ା୭: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ମଧ୍ୟରୁ ଶୁକ୍ରବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଭଙ୍ଗା ଆରମ୍ଭ ହୋଇଛିି। ଭୋଇ ସର୍ଦ୍ଦାର ରବି ଭୋଇଙ୍କ ନେତୃତ୍ୱରେ ଏହା ଭଙ୍ଗା ଯାଉଛି। ଏହି କାମରେ ୧୦ ଜଣ ଭୋଇ ସେବକ…

ଭାରତ୍‌ କୀ ଖୋଜ୍‌ ଅଭିଯାନରେ କେରଳ ଯୁବକ: ବାଇକ୍‌ରେ ବୁଲିବେ ୪ ଦେଶ

ପୁରୀ ଅଫିସ, ୨୭ା୭: ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ବହନ କରୁଛି ଭାରତ। ଏହାର କଳା, ସଂସ୍କୃତି, ଐତିହ୍ୟ, ପରମ୍ପରା, ଲୋକକଳା ବେଶ୍‌ ସମୃଦ୍ଧ। ଯିଏ ଏହାର ରହସ୍ୟକୁ ଭେଦ କରିପାରିଛି ସେ ହିଁ ବୁଝିପାରିଛି କାହିଁକି ଭାରତ ଶ୍ରେଷ୍ଠ। ତେଣୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?