ପୁରୀ

ସୁଆର ମହାସୁଆର ନିଯୋଗ ନିର୍ବାଚନ: ପ୍ରାର୍ଥିପତ୍ର ଯାଞ୍ଚ ସରିଲା, ଆଜି ପ୍ରତ୍ୟାହାର

ପୁରୀ ଅଫିସ, ୨୭ା୭: ଆସନ୍ତା ଅଗଷ୍ଟ ୧୦ ତାରିଖରେ ଶ୍ରୀମନ୍ଦିରର ସୁଆର ମହାସୁଆର ନିଯୋଗ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଗତ ୨୧ ତାରିଖରେ ନାମାଙ୍କନପତ୍ର ଦାଖଲ କରାଯାଇଛିି। ମୋଟ ୩୭ ଜଣ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ଲାଗି ପ୍ରାର୍ଥିପତ୍ର ଦାଖଲ…

ଆନନ୍ଦ ବଜାର ଶୃଙ୍ଖଳା ଭେଳିକି: ଖୋଲିଲାନି ଅଭିଯୋଗ ପ୍ରକୋଷ୍ଠ

ପୁରୀ ଅଫିସ,୨୬ା୭: ଶ୍ରୀମନ୍ଦିରରେ ଶୃଙ୍ଖଳା ଓ ସ୍ବଚ୍ଛତା ଆଣିବା ଲାଗି ଏକାଧିକ ନିଷ୍ପତ୍ତି ହେଉଛିି। ହେଲେ ଏହି ନିଷ୍ପତ୍ତି ମଧ୍ୟରୁ ଅନେକ ବାସ୍ତବତାର ରୂପ ନେଇପାରୁନିି। ଆନନ୍ଦ ବଜାରରେ ଅଭିଯୋଗ ପ୍ରକୋଷ୍ଠ ଖୋଲିବା ଲାଗି ମନ୍ଦିର ପ୍ରଶାସନ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ଆରମ୍ଭ ହେଲା ରଥ ଭଙ୍ଗା

ପୁରୀ ଅଫିସ, ୨୬ା୭: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ମଧ୍ୟରୁ ଶୁକ୍ରବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଭଙ୍ଗା ଆରମ୍ଭ ହୋଇଛିି। ଭୋଇ ସର୍ଦ୍ଦାର ରବି ଭୋଇଙ୍କ ନେତୃତ୍ୱରେ ଏହା ଭଙ୍ଗା ଯାଉଛି। ଏହି କାମରେ ୧୦ ଜଣ ଭୋଇ ସେବକ…

ଏମାର ମଠ ପାଚେରି ଭୁଶୁଡ଼ିଲା

ପୁରୀ ଅଫିସ,୨୬।୭: ପୁଣି ଭୁଶୁଡ଼ିଲା ଏମାର ମଠ ପାଚେରି। ପୁରୀର ଅନ୍ୟତମ ଏହି ପୁରୁଣା ମଠର ପାଚେରି ଗୁରୁବାର ହୋଇଥିବା ବର୍ଷାରେ ପ୍ରାୟ ୪ଫୁଟ ଭୁଶୁଡ଼ିି ପଡ଼ିିଛି। ସିଂହଦ୍ୱାର ସମ୍ମୁଖ ଦୋଳମଣ୍ଡପ ସାହି ପ୍ରବେଶ ପଥରୁ ଅଳ୍ପ କିଛି ବାଟ ଆଗକୁ…

ଚିଲିକାରୁ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ: ପେସାଦାର ମତ୍ସ୍ୟଜୀବୀ ମହାସଂଘର ବିରୋଧ

କୃଷ୍ଣପ୍ରସାଦ, ୨୪ା୭(ଡି.ଏନ୍‌.ଏ.)-ପୁରୀ ଜିଲାର କୃଷ୍ଣପ୍ରସାଦ ବ୍ଲକକୁ ୩ ପାର୍ଶ୍ୱରୁ ଚିଲିକା ଏବଂ ଗୋଟିଏ ପାର୍ଶ୍ୱରୁ ବଙ୍ଗପୋସାଗର ଘେରି ରହିଛି। ତେଣୁ ଚିଲିକାକୁ କୃଷ୍ଣପ୍ରସାଦର ଭାତହାଣ୍ଡି ବୋଲି କୁହାଯାଇଥାଏ। ଚିଲିକାରୁ ମାଛ ମାରିବା ଏବଂ ଚିଙ୍ଗୁଡ଼ି ଘେରି ଦ୍ୱାରା ସେମାନେ ଯାହାକିଛି ଅର୍ଥ…

ଭଜନ, ସଂକୀର୍ତ୍ତନରେ ଝଙ୍କୃତ ହେବ ସିଂହଦ୍ୱାର ସମ୍ମୁଖ, ପ୍ରତି ରବିବାର ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଆଧ୍ୟାତ୍ମିକ ପରିକ୍ରମା

ପୁରୀ ଅଫିସ, ୨୧।୭ : ଶ୍ରୀମନ୍ଦିର କୋଟି କୋଟି ହିନ୍ଦୁଙ୍କ ଆସ୍ଥା ଓ ବିଶ୍ୱାସର ପୀଠ। ବିଶ୍ୱନିୟନ୍ତାଙ୍କ ବିଜେସ୍ଥଳୀ। ସିନ୍ଦୂରା ଫାଟିଲେ ହଜାର ହଜାର ଶ୍ରଦ୍ଧାଳୁଙ୍କ ପାଦ ପଡେ ବଡ଼ଦାଣ୍ଡରେ। ଏକମୁହଁା ହୋଇ ସମସ୍ତେ ଛୁଟିଥାନ୍ତି ସିଂହଦ୍ୱାର ଅଭିମୁଖେ। ସମସ୍ତଙ୍କ ମନରେ…

ପାରିକୁଦ ଗଡ଼ରେ ଗୁରୁପୂର୍ଣ୍ଣିମା, ଭଜନ ପ୍ରତିଯୋଗିତା

କୃଷ୍ଣପ୍ରସାଦ,୧୬ା୭(ଡି.ଏନ୍‌.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ପାରିକୁଦ ଗଡ ଗାନ୍ଧୀଛକସ୍ଥିତ ଶ୍ରୀ ଶିରିଡି ସାଇବାବାଙ୍କ ପୀଠରେ ମଙ୍ଗଳବାର ଗୁରୁପୂର୍ଣ୍ଣିମା ପାଳିତ ହୋଇଯାଇଛି ା ଶିରିଡ଼ି ସାଇ ସଂସ୍ଥାନ ତରଫରୁ ସାଇ ସଂକୀର୍ତ୍ତନ, ସାଇ ସତ୍‌ଚରିତ ପାରାୟଣ, ନାରାୟଣ ସେବା ଆଦି କାର୍ଯ୍ୟକ୍ରମ…

ଏଟିଏମ୍‌ରେ ତାଲା ଯୋଗୁ ଗ୍ରାହକ ହନ୍ତସନ୍ତ

କୃଷ୍ଣପ୍ରସାଦ,୧୪ା୭(ଡି.ଏନ୍‌.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ବଜ୍ରକୋଟ ଷ୍ଟେଟବ୍ୟାଙ୍କ ଏଟିଏମ୍‌ କେନ୍ଦ୍ରଟିକୁ ଗତ ଜୁନ୍‌ ୧୩ ତାରିଖରେ କେହି ଦୁବୃର୍ତ୍ତ ଟଙ୍କା ଲୁଟ୍‌ ନିମନ୍ତେ ଭାଙ୍ଗି ଦେଇଥିଲେ। ଏହା ପରଠାର ଏଟିଏମ୍‌ଟିରେ ତାଲା ପଡ଼ି ରହିଥିବା ଯୋଗୁ ଗ୍ରାହକମାନେ ସେବା ପାଇବାରୁ ବଞ୍ଚତ୍ତ…

ମୋ’ବେଳାଭୂମିରେ ଆବର୍ଜନା ମୁକ୍ତ ଅଭିଯାନ

କୃଷ୍ଣପ୍ରସାଦ,୧୦ା୭(ଡି.ଏନ୍‌.ଏ.)-ପୁରୀ ଜିଲାପାଳଙ୍କ ସ୍ବଚ୍ଛ ପରିବେଶ କାର୍ଯ୍ୟକ୍ରମ ଅବସରରେ ମୋ’ ବେଳାଭୂମି ଯୋଜନାରେ କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଚିଲିକା ଉପକୂଳସ୍ଥିତ ପର୍ଯ୍ୟଟନ ସ୍ଥଳଗୁଡ଼ିକରୁ ଆବର୍ଜନା ମୁକ୍ତ ପାଇଁ ଅଭିଯାନ ଆରମ୍ଭ ହୋଇଯାଇଛି। ବ୍ଲକର ବିଜୁ ଯୁବ ବାହିନୀ ତରଫରୁ ସାତପଡା ଚିଲିକା ଉପକୂଳରେ…

କହ୍ନେଇପୁରରେ ଉଗ୍ର ଗୋଷ୍ଠୀକନ୍ଦଳ: ବୋମାମାଡ଼ରେ ୧୧ ଆହତ

କୃଷ୍ଣପ୍ରସାଦ,୯ା୭(ଡି.ଏନ୍‌.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କହ୍ନେଇପୁର ଗାଁ’ରେ ୨ ପକ୍ଷରୁ ଗୋଷ୍ଠୀ କନ୍ଦଳ ସୋମବାର ଉଗ୍ରରୂପ ଧାରଣ କରି ଗଣ୍ଡଗୋଳ ଘଟିଛିି ା ଫଳରେ ଉଭୟ ଗୋଷ୍ଠୀ ଲୋକେ ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଏ ନେଇ କୃଷ୍ଣପ୍ରସାଦ ଥାନାରେ…

ନବବଧୂ ହତ୍ୟା ଘଟଣା, ଅଭିଯୁକ୍ତଙ୍କୁ ଗିରଫ ଦାବି: ଥାନା ସମ୍ମୁଖରେ ବାପଘର ଗ୍ରାମବାସୀଙ୍କ ଧାରଣା

କୃଷ୍ଣପ୍ରସାଦ,୭ା୭(ଡି.ଏନ୍‌.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଶିଆଳଗାଁରେ ଅଧିକ ଯୌତୁକ ଦାବି କରି ମାମାଲି ପଲେଇ ନାମକ ଜଣେ ନବବଧୂଙ୍କୁ ଶ୍ୱଶୁର ଘର ପରିବାର ତରଫରୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ଚଳିତ ମାସ ୧ ତାରିଖରେ ଉକ୍ତ ଘଟଣା ଘଟିଥିଲେ ମଧ୍ୟ…

ଯୌତୁକଜନିତ ବଧୂ ହତ୍ୟା ନେଇ ଶାଶୁ, ଶ୍ୱଶୂର, ସ୍ବାମୀଙ୍କ ନାମରେ ଅଭିଯୋଗ

କୃଷ୍ଣପ୍ରସାଦ,୨ା୭.(ଡି.ଏନ୍‌.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଶିଆଳ ଗାଁରେ ଜଣେ ନବ ବିବାହିତା ବଧୂଙ୍କୁ ଅଧିକ ଯୌତୁକ ଦାବି କରି ସୋମବାର ହତ୍ୟା କରାଯାଇଥିବା କୃଷ୍ଣପ୍ରସାଦ ଥାନାରେ ଅଭିଯୋଗ ହୋଇଛି। ପୋଲିସ ସୂତ୍ରରୁ ପ୍ରକାଶ, ମୃତା ବଧୂ ଜଣକ ହେଉଛନ୍ତି ମୋରଡ଼ା ଅଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?