ମଝି ଚିଲିକାରେ ଫସିଲା ଡଙ୍ଗା: ରହିଛନ୍ତି ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀ
କୃଷ୍ଣପ୍ରସାଦ,୧୪।୯: ପୁରୀ ଜିଲା କୃଷ୍ଣପ୍ରସାଦ ନିକଟ ଚିଲିକା ମଝିରେ ପୁଣି ଏକ ଯାତ୍ରୀବାହୀ ଡଙ୍ଗା ଫସି ରହିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏଭଳି ଘଟଣା ଘଟିଥିବା ସାମ୍ନାକୁ ଆସିଛି। ଡଙ୍ଗାରେ ୫୦ରୁ ଊଦ୍ଧର୍ବ ଯାତ୍ରୀ ରହିଥିବା ବେଳେ ୧୫ଟି ବାଇକ୍...
‘ମରିବୁ ପଛେ ଭିଟାମାଟି ଛାଡ଼ିବୁ ନାହିଁ’
ଅସ୍ତରଙ୍ଗ(ପ୍ରଦୀପ୍ତ କୁମାର ଦୀକ୍ଷିତ/ ମମତା ଜେନା), ୧୪ା୯: ପୁରୀ ଜିଲା ଅସ୍ତରଙ୍ଗରେ ପ୍ରସ୍ତାବିତ ବନ୍ଦରକୁ ନେଇ ବିରୋଧର ସ୍ବର ତୀବ୍ର ହେବାରେ ଲାଗିଛି। ପ୍ରସ୍ତାବିତ ବନ୍ଦରକୁ ଅଞ୍ଚଳବାସୀ ବିରୋଧ କରୁବେଳେ ଏହି ଆନ୍ଦୋଳନକୁ ପରିବେଶବିତ୍ ଓ ଛାତ୍ରୀଛାତ୍ର ସମର୍ଥନ ଜଣାଇଛନ୍ତି।...
ଆକ୍ସନ ମୋଡ୍ରେ ଅରବିନ୍ଦ ପାଢୀ: ଲୁହା କଡ଼େଇରେ ମହାପ୍ରସାଦ ପ୍ରସ୍ତୁତ ହେବା ପ୍ରସଙ୍ଗରେ ଦେଲେ କଡ଼ା ନିର୍ଦ୍ଦେଶ
ପୁରୀ,୧୩।୯: ଶ୍ରୀମନ୍ଦିରରେ ଲୁହା କଡ଼େଇରେ ରୋଷେଇ ହେବା ପ୍ରସଙ୍ଗକୁ ବିବାଦ ବଢିବାରେ ଲାଗିଛି। ଏହା ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଲୁହା କଡ଼େଇ ଜବତ ସହ ୭ ଦିନରେ କାର୍ଯ୍ୟକାରିତା ରିପୋର୍ଟ...
ପିପିଲି ଥାନା ସମ୍ମୁଖରୁ ମହିଳାଙ୍କଠୁ ଝାମ୍ପି ନେଲେ ସାଢ଼େ ୫ ଲକ୍ଷ
ପିପିଲି,୧୨।୯: ପିପିଲି ଥାନା ସମ୍ମୁଖରୁ ମହିଳାଙ୍କଠୁ ଝାମ୍ପି ନେଲେ ସାଢ଼େ ୫ ଲକ୍ଷ ଟଙ୍କା। ୨ ଜଣ ହେଲମେଟ୍ ପିନ୍ଧି ବାଇକ୍ରେ ଆସି ଟଙ୍କା ଝାମ୍ପି ନେଇ ଚମ୍ପଟ୍ ମାରିଛନ୍ତି। ମହିଳାମାନେ ଏସ୍ବିଆଇରୁ SHG ଟଙ୍କା ଉଠାଇ ଗାଡ଼ି ପାଖକୁ...
ସରକାରଙ୍କୁ ସମାଲୋଚନା କଲେ ଶଙ୍କରାଚାର୍ଯ୍ୟ
ପୁରୀ,୧୨ା୯(ଅଜିତ୍ କୁମାର ମହାନ୍ତି): ରାଜ୍ୟ ସରକାର ନୂଆ ଅବକାରୀ ନୀତି ଲାଗୁ କରିଛନ୍ତି। ଏହି ନୂଆ ଆଇନର ପ୍ରାବଧାନ ଅନୁଯାୟୀ, ଏଣିକି ସମୁଦ୍ର ବେଳାଭୂମି ଓ ନଦୀପଠାରେ ମଦ ବିକ୍ରି ହୋଇପାରିବ। ବେଳାଭୂମିରେ ଛୋଟ ଛୋଟ ଷ୍ଟଲ୍ କରାଯାଇ ବିଚ୍...
ଶ୍ରୀମନ୍ଦିର ଦଧିନଉତି ଉପରକୁ ଚଢ଼ିଗଲେ ଅଜଣା ବ୍ୟକ୍ତି: ପୁଣି ସୁରକ୍ଷା ଉପରେ ଉଠିଲା ପ୍ରଶ୍ନବାଚୀ
ପୁରୀ ୧୧ା୯( ଅଜିତ୍ କୁମାର ମହାନ୍ତି):ବୁଧବାର ଶ୍ରୀମନ୍ଦିର ଭିତରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯାହାକୁ ନେଇ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାକୁ ଉପରେ ପୁଣିଥରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଜଣେ ବୟସ୍କ ବ୍ୟକ୍ତି ଶ୍ରୀମନ୍ଦିର ଦଧିନଉତି ଉପରେ ଚଢିଯାଇଥିବା...
ସମୁଦ୍ର ତଟରେ ମଦ କୁଡ଼ିଆ ଯୋଜନାକୁ ଶଙ୍କରାଚାର୍ଯ୍ୟଙ୍କ ବିରୋଧ
ରାଜ୍ୟ ସରକାର ବିଭିନ୍ନ ସମୁଦ୍ର କୁଳରେ ମଦ ବିକ୍ରୟ ପାଇଁ ଯୋଜନା କରୁଥିବା ବେଳେ ପୁରୀ ମହୋଦଧୀ ତଟରେ ମଦ କୁଡିଆକୁ ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀ କରିଛନ୍ତି ବିରୋଧ।
ସାକ୍ଷୀଗୋପାଳ ଗସ୍ତରେ ଜିଲାପାଳ: ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର…
ସାକ୍ଷୀଗୋପାଳ,୨୯।୮(କିଶୋର ମହାପାତ୍ର/ ପ୍ରଶାନ୍ତ ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ଅଞ୍ଚଳରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ରୁପରେଖ ନେଇ ସତ୍ୟବାଦୀ ବିଧାୟକ ଓମ୍ ପ୍ରକାଶ ମିଶ୍ର ଏବଂ ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଅନ୍ୟ ବିଭାଗୀୟ ଅଧିକାରୀ, ଯନ୍ତ୍ରୀ ଏବଂ...
ପୁରୀ ସମୁଦ୍ରରେ ଭାସୁଛି କଣ୍ଟେନର
ପୁରୀ,୫ା୯(ଅଜିତ୍ କୁମାର ମହାନ୍ତି)-ପୁରୀ ସମୁଦ୍ରରେ ଏକ ଅଜଣା କଣ୍ଟେନର ଦେଖିବାକୁ ମିଳିଛି। ପେଣ୍ଠକଟା ମେରାଇନ୍ ଥାନା ଅନ୍ତର୍ଗତ ଗଙ୍ଗାଦେବୀ ମନ୍ଦିର ପାଖ ବେଳାଭୂମିଠାରୁ ପ୍ରାୟ ୨୦୦ ମିଟର ଦୂର ସମୁଦ୍ରରେ କଣ୍ଟେନରଟି ଭାସୁଛି। କଣ୍ଟେନରଟି ଓଜନିଆ ଥିବାରୁ ତାହାକୁ କୂଳକୁ...
ଆକ୍ସନ ମୋଡ୍ରେ ସରକାର, ଶ୍ରୀମନ୍ଦିର କାର୍ଯ୍ୟାଳୟର ୩୨ କର୍ମଚାରୀ ବିଦା
ପୁରୀ,୩୧।୮: ଶ୍ରୀମନ୍ଦିର କାର୍ଯ୍ୟାଳୟରେ କାର୍ଯ୍ୟରତ ୩୨ ଜଣ ଅବସରପ୍ରାପ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ରାଜ୍ୟ ସରକାର ବିଦା କରିଛନ୍ତି। ଅବସରପ୍ରାପ୍ତ କର୍ମଚାରୀଙ୍କୁ ନିଯୁକ୍ତି ମିଳିଥିବା ଖବର ଜାଣିବା ପରେ ଆକ୍ସନ ମୋଡ୍କୁ ଆସିଛନ୍ତି ରାଜ୍ୟ ସରକାର। ଶ୍ରୀମନ୍ଦିର ପ୍ରଶାସନ ସମସ୍ତ...
ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ, ରତ୍ନଭଣ୍ଡାର ଚଟାଣ ତଳେ…
ଭୁବନେଶ୍ୱର,୩୧।୮: ରତ୍ନଭଣ୍ଡାର ସର୍ଭେ ନେଇ ଗଣମାଧ୍ୟମରେ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଏଏସଆଇ ତାର ପ୍ରାଥମିକ ଅନୁସନ୍ଧାନ କରି ସାରିଲାଣି। ନନ୍ପେନିଟ୍ରେଟିଙ୍ଗ ସର୍ଭେ କରିବା ପାଇଁ ଯୋଜନା ରହିଛି। ସମସ୍ତଙ୍କ ମନରେ ଗୋଟେ...
ପିପିଲି ପରେ ଡେଲାଙ୍ଗ, ନିମାପଡ଼ାକୁ ବ୍ୟାପିଲା ବାର୍ଡ ଫ୍ଲୁ
ପୁରୀ,୩୧।୮: ପୁରୀ ଜିଲା ପିପିଲି ବ୍ଲକରେ ବାର୍ଡ ଫ୍ଲୁ ହେବା ପରେ ବର୍ତ୍ତମାନ ଏହା ଡେଲାଙ୍ଗ ଓ ନିମାପଡ଼ାକୁ ବ୍ୟାପିଲାଣି। ଡେଲାଙ୍ଗ, ନିମାପଡ଼ାରୁ ସଂଗ୍ରହ ନମୁନାରେ ପଜିଟିଭ ଚିହ୍ନଟ ହୋଇଥିବା ଜିଲାପାଳ ସୂଚନା ଦେଇଛନ୍ତି। ଉଭୟ ଜାଗାରେ କଣ୍ଟେନମେଣ୍ଟ ସହ...
Archives


