ପୁରୀ

ଅଗ୍ନିକାଣ୍ଡରେ ୨ ବଖରା ଜଳିଗଲା

ନିମାପଡା,୧୪ା୪(ଡି.ଏନ.ଏ.): ନିମାପଡା ଥାନା ଅନ୍ତର୍ଗତ ହରିଶପୁର ନିକଟସ୍ଥ ଚିଙ୍ଗୁଡିଆକଣ୍ଟା ଗାଁରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡରେ ୨ ବଖରା ପୋଡି ଯାଇଛି। ଏଥିରେ ଗୃହକର୍ତ୍ତା କାର୍ତ୍ତିକେଶ୍ୱର ବେହେରାଙ୍କ ସହ ତାଙ୍କ ୨ଟି ଗାଈ ପୋଡି ଗୁରୁତର ହୋଇଛନ୍ତି। ଅଗ୍ନିଶମ ବିଭାଗ...

ଭକ୍ତଙ୍କ ବିନା ହେଲା ପୂଜାର୍ଚ୍ଚନା

ପୁରୀ ଅଫିସ,୧୪ା୪: ଶ୍ରୀକ୍ଷେତ୍ରରେ ପାଳିତ ହୋଇଯାଇଛି ପବିତ୍ର ମହାବୀର ଜୟନ୍ତୀ ତଥା ମହାବିଷୁବ ସଂକ୍ରାନ୍ତି। ଓଡ଼ିଆ ନବବର୍ଷକୁ ସ୍ବାଗତ କାର୍ଯ୍ୟକ୍ରମ ଚଳିତବର୍ଷ ଫିକା ପଡ଼ିିଥିଲା। ସବୁ ମନ୍ଦିରରେ ଦେବଦେବୀଙ୍କ ପୂଜାର୍ଚ୍ଚନା କରାଯାଇଥିଲା। କିନ୍ତୁ ନ ଥିଲେ ଭକ୍ତ। ଅର୍ଥାତ୍‌ କୌଣସି...

ଶ୍ରୀମନ୍ଦିରରେ ପଣାସଂକ୍ରାନ୍ତି ନୀତି: ଆଜିଠୁ ନୂତନ ପାଞ୍ଜି ପ୍ରଚଳନ

ପୁରୀ ଅଫିସ,୧୩ା୪: ଶ୍ରୀମନ୍ଦିରରେ ପଣା ସଂକ୍ରାନ୍ତି ବା ମେଷ ସଂକ୍ରାନ୍ତି ଅବସରରେ ମହାପ୍ରଭୁଙ୍କ ନୀତି ସମ୍ପନ୍ନ ହୋଇଛି। ଦୈନନ୍ଦିନ ନୀତି ଅନୁଯାୟୀ, ଦ୍ୱାରଫିଟା, ମଙ୍ଗଳ ଆଳତି, ଅବକାଶ ବେଶ, ରୋଷହୋମ, ସୂର୍ଯ୍ୟପୂଜା, ଦ୍ୱାରପାଳପୂଜା, ଗୋପାଳବଲ୍ଲଭ ନୀତି ହୋଇ ସକାଳ ଧୂପ...

ମତ୍ସ୍ୟଜୀବୀଙ୍କୁ ମାଛ ବିକ୍ରି ଚିନ୍ତା

ପୁରୀ ଅଫିସ,୧୩ା୪: ପୁରୀ ଜିଲାର ପେଣ୍ଠକଟା, କୋଣାର୍କ, ଅସ୍ତରଙ୍ଗ, ବ୍ରହ୍ମଗିରି, କୃଷ୍ଣପ୍ରସାଦ, କାକଟପୁର ଅଞ୍ଚଳରେ ହଜାର ହଜାର ମତ୍ସ୍ୟଜୀବୀ ବାସ କରୁଛନ୍ତି। କରୋନା ପାଇଁ ବେଉସା ବନ୍ଦ ହୋଇଯିବାରୁ ମତ୍ସ୍ୟଜୀବୀ ପରିବାର ଦୁର୍ଦ୍ଦିନରେ ଦିନ କାଟୁଛନ୍ତି। ଏବେ ସରକାର ମାଛଚାଷ,...

ଖାଁ ଖାଁ କାକଟପୁର ମଙ୍ଗଳା ମନ୍ଦିର

କାକଟପୁର,୧୧।୪: କରୋନା(କୋଭିଡ୍‌ ୧୯) ଭୂତାଣୁ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ପୁରୀ ଜିଲା କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ ମଙ୍ଗଳାଙ୍କ ମନ୍ଦିରର ୪ଦ୍ୱାର ଭକ୍ତଙ୍କ ଦର୍ଶନ ପାଇଁ ବନ୍ଦ ରହିଛି। ଇତିମଧ୍ୟରେ ମା’ଙ୍କ ପାଞ୍ଚପାଳି...

ବିଶୋଧୀକରଣ ହେଲା ଶ୍ରୀମନ୍ଦିର ଚତୁଃପାର୍ଶ୍ୱ

ପୁରୀ ଅଫିସ,୧୧।୪: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବିିଭନ୍ନ ପ୍ରକାର ପଦକ୍ଷେପ ନିଆଯାଉଛି। କିପରି ଏହି ମାରାତ୍ମକ ଭୂତାଣୁ ନ ବ୍ୟାପିବ ସେଥିଲାଗି ବିଶୋଧୀକରଣ ଉପରେ ଗୁରୁତ୍ୱ ଦେଉଛି ପ୍ରଶାସନ। ଶନିବାର ଶ୍ରୀମନ୍ଦିର ଚତୁଃପାର୍ଶ୍ୱ,...

ପୁରୀରେ ପହଞ୍ଚିଲା ୫ମ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ,୧୧।୪: ଆସନ୍ତା ଜୁନ୍‌ ୨୩ରେ ରଥଯାତ୍ରା। ଏଥିଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ୩ରଥ ନିର୍ମାଣ ଲାଗି ଶନିବାର ପୁରୀରେ ପହଞ୍ଚିଛି ୫ମ ପର୍ଯ୍ୟାୟ ରଥକାଠ। ନୟାଗଡ଼ ବନଖଣ୍ଡ ଦଶପଲ୍ଲା ରେଞ୍ଜ୍‌ରୁ ୨ଟି ଟ୍ରକ ଯୋଗେ...

ସହରରେ ବାଇକ୍‌ ପାଟ୍ରୋଲିଂ ଆରମ୍ଭ

ପୁରୀ ଅଫିସ,୧୧ା୪: କରୋନା ପାଇଁ ପୁରୀରେ ଆରମ୍ଭ ହୋଇଛି ବାଇକ୍‌ ପାଟ୍ରୋଲିଂ। କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ଲାଗି ସାମାଜିକ ଦୂରତା ଉପରେ ଗୁରୁତ୍ୱ ଦିଆଯାଉଛି। ମାତ୍ର ପୁରୀ ସହରର ବିଭିନ୍ନ ସ୍ଥାନରେ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି କରୁଥିବା...

ଟ୍ରେନ୍‌ ବଗିରେ ଆଇସୋଲେଶନ ୱାର୍ଡର ପ୍ରସ୍ତୁତି

ପୁରୀ ଅଫିସ,୧୧ା୪: କରୋନା ବିରୋଧରେ ଲଢ଼େଇ ପାଇଁ ଏବେ ସବୁସ୍ତରରେ ଉଦ୍ୟମ ଚାଲିଛି। ତଥାପି ଆୟତ୍ତକୁ ଆସୁନାହିଁ ବିଶ୍ୱ ମହାମାରୀ କରୋନା। ଦିନକୁ ଦିନ ଭାରତରେ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ରେଳ...

ପୋଷ୍ଟମ୍ୟାନ୍‌ଙ୍କୁ ଗାଁରେ ପୂରାଇ ଦେଲେନି ଲୋକେ

କୃଷ୍ଣପ୍ରସାଦ,୧୧ା୪(ଡି.ଏନ.ଏ.): କରୋନା ମୁକାବିଲା ପାଇଁ ଗାଁ ଗାଁରେ ଲକ୍‌ଡାଉନ। ଗଁ। ମୁଣ୍ଡରେ ବାଉଁଶ ବତାରେ ବାଡ଼ ବାନ୍ଧି କୌଣସି ଲୋକଙ୍କୁ ଗାଁ ଭିତରକୁ ପ୍ରବେଶ କରାଇ ଦେଉନାହାନ୍ତି। ଏପରିକି ଅତି ଜରୁରୀ କାର୍ଯ୍ୟ କରୁଥିବା ପୋଷ୍ଟମ୍ୟାନଙ୍କୁ ମଧ୍ୟ ଗାଁରେ ପ୍ରବେଶ...

ସାହିଗଳିରେ ବୁଲି ପରିବା ବିକୁଛନ୍ତି ମହିଳା

ପୁରୀ ଅଫିସ,୧୧ା୪: ବିଶ୍ୱମହାମାରୀ କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଦେଶବ୍ୟାପୀ ୨୧ଦିନିଆ ଲକ୍‌ଡାଉନ ଚାଲିଛି। ଗଡ଼ୁନି ଗାଡ଼ି, ଖୋଲୁନି ଦୋକାନ ବଜାର। ବାହାରକୁ ନ ବାହାରିବା ଲାଗି ଜନସାଧାରଣଙ୍କୁ ସଚେତନ କରାଯାଉଛି। ତେବେ ଅତ୍ୟାବଶ୍ୟକ ସାମଗ୍ରୀ ପାଇଁ ଲୋକେ...

ଲକ୍‌ଡାଉନ୍‌ ବୃଦ୍ଧିକୁ ଗଜପତି ମହାରାଜାଙ୍କ ସ୍ବାଗତ

ପୁରୀ ଅଫିସ, ୧୦।୪: ବିଶ୍ୱ ମହାମାରୀ କରୋନା ସଂକ୍ରମଣକୁ ରୋକିବା ଲାଗି ଦେଶବ୍ୟାପୀ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାର ଅବଧି ଆସନ୍ତା ୧୪ ତାରିଖରେ ସରୁଥିବା ବେଳେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ଭୂତାଣୁର ଭୟାବହତାକୁ...

କରୋନା ମୁକାବିଲା ପ୍ରସ୍ତୁତିର ସମୀକ୍ଷା କଲେ ଜିଲାପାଳ

ପୁରୀ ଅଫିସ/କୋଣାର୍କ (ଡି.ଏନ୍‌.ଏ.),୧୦ା୪: କରୋନା ମୁକାବିଲା ନେଇ ଜିଲାର ବିଭିନ୍ନ ଅଞ୍ଚଳରେ ପ୍ରସ୍ତୁତି କେମିତି ରହିଛି ତାହାର ସମୀକ୍ଷା କରିଛନ୍ତି ପୁରୀ ଜିଲାପାଳ ବଲୱନ୍ତ ସିଂ। ଗୁରୁବାର ଜିଲାପାଳ କରୋନା ସଚେତନତା ସମ୍ପର୍କିତ ପ୍ରସ୍ତୁତିର ସମୀକ୍ଷା ନିମନ୍ତେ ଅସ୍ତରଙ୍ଗ ଓ...

କରୋନା ସହାୟତା: ନିମାପଡ଼ା ବ୍ଲକର ୪୦ହଜାର ହିତାଧିକାରୀଙ୍କୁ ୪ କୋଟି ସହାୟତା ପ୍ରଦାନ

ନିମାପଡ଼ା,୯।୪(ଡି.ଏନ୍‌.ଏ.): ମହାମାରୀ କରୋନା ପରିପ୍ରେକ୍ଷୀରେ ନିମାପଡ଼ା ବ୍ଲକ ଓ ଏନ୍‌ଏସି ଅଞ୍ଚଳର ମୋଟ ୪୪ହଜାର ୭୫୭ଜଣ ରାଶନ କାର୍ଡ ଧାରୀଙ୍କ ମଧ୍ୟରୁ ୪୦ହଜାରଙ୍କୁ ୪ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଅବଶିଷ୍ଟ ୪ହଜାର ୭୫୭ଜଣ ହିତାଧିକାରୀଙ୍କୁ ଆସନ୍ତା...

ବାଇପାସ୍‌ ରାସ୍ତାରେ ହୋଲ୍‌ସେଲ ପରିବା ମାର୍କେଟ

ପୁରୀ ଅଫିସ,୯ା୪: ପୁରୀ ଜିଲାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଅଧିକ ସତର୍କ ହୋଇଯାଇଛି ଜିଲା ପ୍ରଶାସନ। ଆଗକୁ ଯେପରି ଏହି ସଂଖ୍ୟା ବୃଦ୍ଧି ନ ଘଟେ ସେଥିଲାଗି ପ୍ରଶାସନିକ ଅଧିକାରୀ ପ୍ରଚେଷ୍ଟା ଜାରି ରଖିଛନ୍ତି। ତେବେ ସାମାଜିକ...

ହଇରାଣ ହେଉଛନ୍ତି ୨ହଜାର ମତ୍ସ୍ୟଜୀବୀ ପରିବାର

ପୁରୀ ଅଫିସ,୯ା୪: ପୁରୀ ପେଣ୍ଠକଟା ଅଞ୍ଚଳରେ ପ୍ରାୟ ୧୦ ହଜାରରୁ ଅଧିକ ମତ୍ସ୍ୟଜୀବୀ ପରିବାର ରହୁଛନ୍ତି । ଯେଉଁମାନଙ୍କର ମୁଖ୍ୟ ବେଉସା ହେଉଛି ମାଛ ମାରିବା । ସମୁଦ୍ରରୁ ମାଛ ମାରି ଏହାକୁ ବିକ୍ରି କଲେ ସେମାନଙ୍କ ପରିବାର ଚଳେ।...

ରିଲିଫ ପାଣ୍ଠିକୁ ପୁରୀ-ନିମାପଡ଼ା ସମବାୟ ବ୍ୟାଙ୍କ ଦେଲା ୫ ଲକ୍ଷ

ପୁରୀ ଅଫିସ,୯ା୪: ବିଶ୍ୱ ମହାମାରୀ କରୋନା ଭୂତାଣୁ ସଂକ୍ରମଣକୁ କିପରି ରୋକାଯାଇପାରିବ ସେଥିପାଇଁ ସମଗ୍ର ଦେଶରେ ୨୧ଦିନିଆ ଲକ୍‌ଡାଉନ ଚାଲିଛି। ବୁଧବାର ଲକ୍‌ଡାଉନକୁ ୧୫ଦିନ ବିତିଯାଇଛି। ଲକ୍‌ଡାଉନ ଯୋଗୁ ଦେଶର ଅର୍ଥନୀତି ଉପରେ ଏହାର ବିଶେଷ ପ୍ରଭାବ ପଡ଼ିଛି। ତେଣୁ...

ଅଧକୋଟିରୁ ଊର୍ଦ୍ଧ୍ୱ ଟଙ୍କା ହରାଇଲାଣି ଶ୍ରୀମନ୍ଦିର

ପୁରୀ ଅଫିସ,୯ା୪: ବିଶ୍ୱ ମହାମାରୀ କରୋନାକୁ ନେଇ ଏବେ ସବୁଆଡେ ଆତଙ୍କ। ସମଗ୍ର ବିଶ୍ୱ ଏବେ କରୋନା ସହିତ ଲଢ଼େଇ କରୁଛି। ଭାରତ ବି ଏଦିଗରେ ପ୍ରାଣମୂର୍ଚ୍ଛା ଚେଷ୍ଟା ଚଳାଇଛି। ଭାରତରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢୁଥିବାବେଳେ ଏବେ...