ପୁରୀ

ବୁଧବାର ବନକଲାଗି, ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ, ୩ା୧୨: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ...

ଭିଜିଲାନ୍ସ ଜାଲରେ ଫେଡ୍‌କୋ ଜେ.ଇ.

ସାକ୍ଷୀଗୋପାଳ, ୩।୧୨(ଡି.ଏନ.ଏ.): ସାକ୍ଷୀଗୋପାଳ ଫେଡ୍‌କୋ ନଂ ୨ ସେକ୍ସନ ଜେ.ଇ. ବିଘ୍ନରାଜ ମହାନ୍ତି ମଙ୍ଗଳବାର ଅପରାହ୍ନରେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସତ୍ୟବାଦୀ ଥାନା ଧାନକେରା ଗ୍ରାମର ସୁରେଶ ଚନ୍ଦ୍ର ଦାସଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭୁବନେଶ୍ୱର...

ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମୃତ ବ୍ୟକ୍ତିଙ୍କୁ ଏକ ଘଣ୍ଟା ପର୍ଯ୍ୟନ୍ତ ଚାଲିଥିଲା ସାଲାଇନ

ପୁରୀ ଅଫିସ,୩।୧୨: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା। ମୃତ ବ୍ୟକ୍ତିଙ୍କଠାରେ ଏକ ଘଣ୍ଟା ପର୍ଯ୍ୟନ୍ତ ସାଲାଇନ ଚାଲିଥିବା ଅଭିଯୋଗ ଆସିଛି। ଚିକିତ୍ସାରେ ଅବହେଳା ନେଇ ପରିବାର ଲୋକେ ମଙ୍ଗଳବାର ସିଡିଏମଓଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଚିକିତ୍ସାରେ ଅବହେଳା...

ନିଶା କାରବାର ଅଭିଯୋଗ: ସିଲ୍‌ ହେଲା ପଞ୍ଜାବୀ ମଠ

ପୁରୀ ଅଫିସ,୩।୧୨: ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ନିକଟରେ ଥିବା ପଞ୍ଜାବୀ ମଠକୁ ସୋମବାର ପୋଲିସ ସିଲ୍‌ କରିଦେଇଛି। ମଠ ଭିତରେ ନିଶା କାରବାର ହେଉଥିବା ଅଭିଯୋଗ ପାଇବା ପରେ ପୋଲିସ ଏଭଳି ପଦକ୍ଷେପ ନେଇଛି। ଅନ୍ୟପକ୍ଷରେ ସିଲ୍‌ ହେବା ପରେ...

ନାବାଳିକାଙ୍କୁ ଗଣବଳାତ୍କାର ମାମଲା: ପୁଣି ଜଣେ ଗିରଫ, ଚିହ୍ନଟ ହେଲା ପୋଲିସ କ୍ୱାର୍ଟର୍ସ

ପୁରୀ ଅଫିସ,୨।୧୨: ପୋଲିସ କ୍ୱାର୍ଟର୍ସରେ ଜନୈକା ନାବାଳିକାଙ୍କୁ ଗଣବଳତ୍କାର ମାମଲାରେ ସୋମବାର ବିଳମ୍ବିତ ରାତିରେ କୁମ୍ଭାରପଡା ପୋଲିସ ଆଉ ଜଣକଙ୍କୁ ଗିରଫ କରିଛି। ଗିରଫଙ୍କ ସମ୍ପର୍କରେ ପୋଲିସ କୌଣସି ସୂଚନା ପ୍ରଦାନ କରିନାହିଁ। ଏହି ଘଟଣାରେ ବହିଷ୍କୃତ ପୋଲିସ କନେଷ୍ଟବଳ...

କୋଣାର୍କରେ ଉପସ୍ଥାନ – ଗୋପରେ ପାଠପଢ଼ା; ୪ ଛାତ୍ର ବେସରକାରୀ ଛାଡ଼ି ସରକାରୀ ସ୍କୁଲକୁ ଗଲେ

ଗୋପ,୩ା୧୨(ଡି.ଏନ.ଏ.): ଗୋପ ଅଞ୍ଚଳରେ ଘରୋଇ ଶିକ୍ଷାନୁଷ୍ଠାନଗୁଡ଼ିକ ପ୍ରାୟ ସମୟରେ ନାନା ଘଟଣା ଯୋଗୁ ପ୍ରଶାସନ ପକ୍ଷରୁ ତାଗିଦ ହେଉଥିବା କଥା ନଜରକୁ ଆସିଛି। ଏବେ ପୁଣି ଏକ ଏଭଳି ଘଟଣା ଘରୋଇ ଶିକ୍ଷାନୁଷ୍ଠାନର ବେନାମ କାରନାମା ପଦାରେ ପଡ଼ିଛି। କୋଣାର୍କର...

ସାକ୍ଷୀଗୋପାଳ ଠାକୁରଙ୍କ ଘୋଡ଼ଲାଗି ବେଶ

ସାକ୍ଷୀଗୋପାଳ,୩ା୧୨(ଡି.ଏନ୍‌.ଏ.): ଶୀତ ଆସିଛି। ଠାକୁର ଶୀତ ଦାଉରୁ ରକ୍ଷା ପାଇବାକୁ ଶୀତବସ୍ତ୍ର ପରିଧାନ କରିଛନ୍ତି। ଏଥିପାଇଁ ସାକ୍ଷୀଗୋପାଳ ମନ୍ଦିରରେ ସୋମବାର ଓଢ଼ଣଷଷ୍ଠୀ ପର୍ବ ପାଳିତ ହୋଇଛି। ଏହି ଅବସରରେ ଠାକୁରଙ୍କ ପାରମ୍ପରିକ ଘୋଡ଼ଲାଗି ବେଶ ଅନୁଷ୍ଠିତ ହୋଇଥିଲା। ଦୈନଦିନ ଦେବନୀତି...

ପୋଲିସ କ୍ୱାର୍ଟର୍ସରେ ନାବାଳିକାଙ୍କୁ ଗଣବଳାତ୍କାର :ବହିଷ୍କୃତ ପୋଲିସ କନଷ୍ଟେବଳ ଗିରଫ, ୩ ଅଟକ

ପୁରୀ ଅଫିସ, ୩।୧୨: ଶ୍ରୀକ୍ଷେତ୍ରରେ ଘଟିଛି ପୁଣି ଏକ କଳଙ୍କିତ ଘଟଣା। ସୋମବାର ରାତିରେ ଜଣେ ନାବାଳିକା(୧୭)ଙ୍କୁ ପୋଲିସ କ୍ୱାର୍ଟର୍ସରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। କୁମ୍ଭାରପଡ଼ା ଥାନାରେ ନିଜେ ପୀଡ଼ିତା ଏହି ଅଭିଯୋଗ କରିଛନ୍ତି। ନିଜକୁ ପୋଲିସ ବୋଲି...

ପୁରୀ ପଞ୍ଜାବୀ ମଠକୁ ସିଲ୍‌ କଲା ପୋଲିସ

ପୁରୀ ଅଫିସ୍‌, ୨।୧୨: ଶ୍ରୀମନ୍ଦିର ଦକ୍ଷିଣ ପାର୍ଶ୍ୱରେ ଥିବା ପଞ୍ଜାବୀ ମଠକୁ ସୋମବାର ପୋଲିସ ସିଲ୍‌ କରିଦେଇଛି। ରବିବାର ରାତିରେ ମଠରେ ନିଶାକାରବାର ହେଉଥିବା ଖବର ପାଇ ସୋମବାର ପୋଲିସ ଚଢାଉ କରିଥିଲା। ଚଢାଉ ସମୟରେ ମଠ ପରିସରରେ କୋରେକ୍ସ...

ଆଜିଠୁ ୩୦ତମ କୋଣାର୍କ ଉତ୍ସବ: ନୂପୁରର ରୁଣୁଝୁଣୁ ଶବ୍ଦ ଅପେକ୍ଷାରେ ମୁକ୍ତାକାଶ ରଙ୍ଗମଞ୍ଚ

କୋଣାର୍କ, ୧ା୧୨(ଡି.ଏନ୍‌.ଏ.): କୋଣାର୍କ ମୁକ୍ତାକାଶ ରଙ୍ଗମଞ୍ଚରେ ରବିବାରଠାରୁ ଆରମ୍ଭ ହେବ ୩୦ତମ କୋଣାର୍କ ଉତ୍ସବ। ଏଥିପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ମୁକ୍ତାକାଶ ରଙ୍ଗମଞ୍ଚ ପରିସରରେ ରଙ୍ଗବେରଙ୍ଗର ପଟ୍ଟଚିତ୍ର, ଉଜ୍ଜ୍ୱଳ ଆଲୋକ ବ୍ୟବସ୍ଥା, ସୁନ୍ଦର ସାଜସଜ୍ଜା ସହିତ ପର୍ଯ୍ୟଟକଙ୍କ ବସିବା...

ମହାପ୍ରଭୁଙ୍କ ଦର୍ଶନ କଲେ ଡିଜି ସତ୍ୟଜିତ

ପୁରୀ ଅଫିସ, ୩୦।୧୧: ଓଡ଼ିଶା ପୋଲିସ ଡିଜି ସତ୍ୟଜିତ ମହାନ୍ତି ଶନିବାର ଶ୍ରୀକ୍ଷେତ୍ର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପୂର୍ବରୁ ଅନେକ ଥର ଶ୍ରୀମନ୍ଦିରକୁ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ ମଧ୍ୟ ଡିଜିପି ଦାୟିତ୍ୱ ଗ୍ରହଣ କରିବା ପରେ ଏହା...

ଡିସେମ୍ବର ଶେଷ ସୁଦ୍ଧା ସ୍ବର୍ଗଦ୍ୱାର ନବୀକରଣ କାମ

ପୁରୀ ଅଫିସ, ୩୦ା୧୧: ମହାପ୍ରସ୍ଥାନମ୍‌ କ୍ରିମେଟୋରିୟମ୍‌ ଢାଞ୍ଚାରେ ସ୍ବର୍ଗଦ୍ୱାର ପାଇବ ନୂଆରୂପ। ବଦଳିବ ଏହାର ଚେହେରା। ପୁରୀ ପାଇଁ ଯେଉଁ ବିକାଶର ଚିତ୍ର ପରିକଳ୍ପନା କରାଯାଇଛି ସେଥିରେ ସ୍ଥାନ ପାଇଛି ସ୍ବର୍ଗଦ୍ୱାର। ଏହାର ପ୍ରକ୍ରିୟା ବି ତ୍ୱରାନ୍ବିତ ହୋଇଛି। ସ୍ବର୍ଗଦ୍ୱାର...

ବଗଲା ଧର୍ମଶାଳା ଜମି ଆବଣ୍ଟନକୁ ନେଇ କେଁ

ପୁରୀ ଅଫିସ, ୨୯ା୧୧: ଶ୍ରୀମନ୍ଦିର ସୁରକ୍ଷା ଜୋନ ଯୋଗୁ ଜମି ହରାଇଥିବା ନିଯୋଗ, ଭବନ ଏବଂ ଲଜ୍‌ ମାଲିକଙ୍କୁ ବଡ଼ଦାଣ୍ଡସ୍ଥିତ ବଗଲା ଧର୍ମଶାଳା ଜମିରେ ଥଇଥାନ କରାଯିବ। ଏଥିପାଇଁ ବଗଲା ଧର୍ମଶାଳାର ଖାଲି ଜମିରେ ପ୍ଲଟିଂ କରାଯାଇଛି। ୨.୬୯ ଏକର...

ସୁରକ୍ଷାକର୍ମୀଙ୍କ ବନ୍ଧୁକରୁ ଗୁଳି ଫୁଟି ଗ୍ରାହକ ଆହତ, ବାମ ପାଦରେ ବାଜିଛି ଗୁଳି

ପୁରୀ ଅଫିସ,୨୯।୧୧: ପୁରୀ ଜିଲା କୁମ୍ଭାରପଡ଼ା ଥାନା ଅଧୀନ ପୁରୁଣା ସଦର ଥାନାସ୍ଥିତ ବ୍ୟାଙ୍କ ଅଫ୍‌ ଇଣ୍ଡିଆରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ସେଠାରେ ନିୟୋଜିତ ସୁରକ୍ଷାକର୍ମୀ ଏ.କେ ମହାରଣାଙ୍କ ବନ୍ଧୁକରୁ ଗୁଳି ଫୁଟି ଜଣେ ଗ୍ରାହକ ଆହତ...

ଓ୍ବାର୍ଡସଭ୍ୟାଙ୍କ ଇସ୍ତଫା

ନିମାପଡ଼ା,୨୭।୧୧(ଡି.ଏନ୍‌.ଏ.): ନିମାପଡ଼ା ବ୍ଲକ ଅନ୍ତର୍ଗତ ଅରିଷଣ୍ଢ ପଞ୍ଚାୟତର ୧୦ନଂ. ଓ୍ବାର୍ଡର ଓ୍ବାର୍ଡସଭ୍ୟା କବିତା ଦଳେଇ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ମଙ୍ଗଳବାର ବିଡିଓ ଶ୍ରୀଧର ବିଶ୍ୱାଳଙ୍କୁ ପ୍ରଦାନ କରିଥିବା ବେଳେ ଏହାର ନକଲ ପଞ୍ଚାୟତର ସରପଞ୍ଚ...

ସମିତି ସଭ୍ୟ ଉପନିର୍ବାଚନ: ମତଦାନ ଶେଷ

ନିମାପଡ଼ା,୨୭।୧୧(ଡି.ଏନ୍‌.ଏ.): ନିମାପଡ଼ା ବ୍ଲକ ଧନୁଅଁ। ପଞ୍ଚାୟତର ସମିତି ସଭ୍ୟ ଉପନିର୍ବାଚନ ପାଇଁ ବୁଧବାର ମତଦାନ ଶେଷ ହୋଇଛି। ପଞ୍ଚାୟତରେ ୧୬ଟି ଭୋଟ୍‌ ଗ୍ରହଣ କେନ୍ଦ୍ରରେ ୧୬ଶହ ୫୫ଜଣ ପୁରୁଷ ଓ ୧୫ଶହ ୯ଜଣ ମହିଳା ଭୋଟର ସେମାନଙ୍କର ମତଦାନ ସାବ୍ୟସ୍ତ...

ରତ୍ନଭଣ୍ଡାରକୁ ନେଇ ବିଧାନସଭାରେ ମନ୍ତ୍ରୀଙ୍କ ଉତ୍ତର ପରେ ଭକ୍ତଙ୍କ ମନରେ ବଢ଼ିଲା ସନ୍ଦେହ

ପୁରୀ ଅଫିସ, ୨୮ା୧୧: ପୁଣି ଚର୍ଚ୍ଚାକୁ ଆସିଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ବିଧାନସଭାରେ ମଙ୍ଗଳବାର ଆଇନ ମନ୍ତ୍ରୀ ପ୍ରତାପ ଜେନା ଏବେ ଭିତର ରତ୍ନଭଣ୍ଡାର ଖୋଲାଯିବ ନାହିଁ ବୋଲି କହିବା ପରେ ମହାପ୍ରଭୁଙ୍କ ରତ୍ନଅଳଙ୍କାର କେତେ ସୁରକ୍ଷିତ ସେ ନେଇ ସମସ୍ତଙ୍କ...

ଶ୍ରୀମନ୍ଦିରରେ ସରିଲା ଦେବ ଦୀପାବଳି ଉତ୍ସବ

ପୁରୀ ଅଫିସ, ୨୭ା୧୧: ଶ୍ରୀମନ୍ଦିରରେ ଶେଷ ହୋଇଛି ଦେବ ଦୀପାବଳି ଉତ୍ସବ। ବୁଧବାର ମାର୍ଗଶିର ଶୁକ୍ଲ ପ୍ରତିପଦା ତିଥିରେ ବସୁଦେବ ଓ ଦେବକୀ, ନନ୍ଦ ଓ ଯଶୋଦା, ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚାଙ୍କୁ ଦୀପଦାନ କରିଛନ୍ତି ମହାପ୍ରଭୁ। ସନ୍ଧ୍ୟାଧୂପ ସରିବା ପରେ...