ସମସ୍ତଙ୍କ ପାଇଁ ହେବ ବ୍ୟବସ୍ଥା, ପ୍ରତିଶ୍ରୁତି ଦେଲେ ଜୟନ୍ତୀ ଷଡ଼ଙ୍ଗୀ
ପୁରୀ,୧୮ା୧୦: ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। କାର୍ତ୍ତିକରେ ପୁଣ୍ୟ ଅର୍ଜନ ପାଇଁ ପୁରୀରେ ଭିଡ ଲଗାଇଛନ୍ତି ହବିଷ୍ୟାଳି। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ତେବେ ଏହାରି ଭିତରେ ବଡ଼ ସୂଚନା ମିଳିଛି କି, ପୁରୀରେ ହବିଷ୍ୟାଳିମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ବୃନ୍ଦାବତୀ ନିବାସ…
ବୃନ୍ଦାବତୀ ନିବାସ ଆଗରେ ଅଚେତ୍ ହୋଇପଡିଲେ ଜଣେ ହବିଷ୍ୟାଳୀ
ପୁରୀ,୧୮।୧୦: ବୃନ୍ଦାବତୀ ନିବାସ ଆଗରେ ଜଣେ ହବିଷ୍ୟାଳୀ ଅଚେତ୍ ହୋଇ ପଡିଛନ୍ତି। ତାଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି। ହବିଷ୍ୟାଳୀ ଜଣଙ୍କ ଯାଜପୁର ଜିଲା ବରୀ ଅଞ୍ଚଳ ବୋଲି ସୂଚନା ମିଳିଛି। ପଞ୍ଜୀକରଣ ହୋଇପାରି ନ ଥିବାରୁ କାଲିଠୁ ବାହାରେ ବସିଥିଲେ…
ଗୁଆଘିଅରେ ମହାପ୍ରସାଦ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମହାସୁଆର ସେବାୟତ ନିଯୋଗ
ପୁରୀ,୧୭ା୧୦: ଶ୍ରୀମନ୍ଦିରରେ ଗୁଆ ଘିଅରେ ମହାପ୍ରସାଦ ପ୍ରସ୍ତୁତି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ସୁଆର ମହାସୁଆର ସେବାୟତ ନିଯୋଗ। ଓମ୍ଫେଡ୍ ପରିବର୍ତ୍ତେ ଶୁଦ୍ଧ ଗୁଆଘିଅରେ ମହାପ୍ରସାଦ ପ୍ରସ୍ତୁତ ହେବା ପାଇଁ ଦାବି କରିଛନ୍ତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅମୃତମଣୋହୀ…
ପୁରୀରେ ଆନ୍ଦୋଳନକୁ ଓହ୍ଲାଇଲେ ହବିଷ୍ୟାଳୀ, ରାସ୍ତାରେ…
ପୁରୀ,୧୭।୧୦: ଆଜିଠାରୁ ଆରମ୍ଭ ହେଉଛି କାର୍ତ୍ତିକ ବ୍ରତ। କାର୍ତ୍ତିକରେ ପୁଣ୍ୟ ଅର୍ଜନ ପାଇଁ ପୁରୀରେ ଭିଡ ଲଗାଇଛନ୍ତି ଭକ୍ତ। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ସେପଟେ ଗୁରୁବାରଠାରୁ ହବିଷ୍ୟାଳୀମାନେ କାର୍ତ୍ତିକ ବ୍ରତ ଆରମ୍ଭ କରିବା ସହ ହବିଷ୍ୟାନ୍ନ ଗ୍ରହଣ କରିବେ। ତେବେ…
୧୮ରୁ ୨ ଦ୍ୱାରରେ ଶ୍ରୀମନ୍ଦିର ପ୍ରବେଶ
ପୁରୀ,୧୭ା୧୦( ଅଜିତ୍ କୁମାର ମହାନ୍ତି): କାର୍ତ୍ତିକ ମାସକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଛି ଶ୍ରୀମନ୍ଦିର ପ୍ରଶାସନ। ଆସନ୍ତା ୧୮ ତାରିଖରୁ ଦୁଇଟି ଦ୍ୱାର ଅର୍ଥାତ୍ ସିଂହଦ୍ୱାର ଓ ପଶ୍ଚିମଦ୍ବାର ଦେଇ ଭକ୍ତମାନେ ପ୍ରବେଶ କରିପାରିବେ। ସେହିଭଳି ସିଂହଦ୍ୱାର…
ପୁରୀ ସହରକୁ ଜଗିବ ସିସିଟିଭି
ପୁରୀ,୧୬ା୧୦: ପୁରୀ ପାଇଁ ଖୁବ୍ଶୀଘ୍ର କାର୍ଯ୍ୟକାରୀ ହେବ ସିସିଟିଭି ଯୋଜନା। ଶ୍ରୀମନ୍ଦିର, ବଡ଼ଦାଣ୍ଡ, ସମୁଦ୍ରକୂଳ, ସମସ୍ତ ପ୍ରବେଶ ପଥରେ ସିସିଟିଭି ଲାଗିବ। ଏନେଇ ରାଜ୍ୟ ସରକାରଙ୍କୁ ଅନୁମୋଦନ ପାଇଁ ପଠାଯାଇଥିବା ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କହିଛନ୍ତି। ସମଙ୍ଗ, ମାଳତୀପାଟପୁର, ମଙ୍ଗଳଘାଟ…
ଶ୍ୱଶୁର ଘରେ ଜ୍ୱାଇଁଙ୍କ ଉନ୍ମୁକ୍ତ କାଣ୍ଡ: ସ୍ତ୍ରୀ-ପୁତୁରାଙ୍କୁ ହାଣିଲେ
ବ୍ରହ୍ମଗିରି, ୧୬।୧୦(ସ୍ବାଧୀନ ଚମ୍ପତ୍ତିରାୟ): ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ କୁସୁବେଣ୍ଟି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ନିଜ ଶ୍ୱଶୁର ଘରେ ସ୍ତ୍ରୀ ଓ ପୁତୁରା(ଦେଢ଼ ଶାଶୁଙ୍କ ପୁଅ)ଙ୍କୁ ଜ୍ୱାଇଁ। ପରେ ଗ୍ରାମବାସୀ ଅଭିଯୁକ୍ତଙ୍କୁ ଅଟକ…
କାର୍ତ୍ତିକ ବ୍ରତକୁ ନେଇ ଦ୍ୱନ୍ଦ୍ୱ:ପଞ୍ଜିକାରେ ଭିନ୍ନ ତାରିଖ, ଗ୍ରହଣ କଲେନି ଜ୍ୟୋତିର୍ବିଦ୍
ପୁରୀ,୧୬ା୧୦(ଅଜିତ୍ କୁମାର ମହାନ୍ତି):ପହିଲି କାର୍ତ୍ତିକ ବ୍ରତକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସ୍ବୀକୃତି ପାଇଥିବା ପଞ୍ଜିକାରେ ଦ୍ବନ୍ଦ୍ୱ ଦେଖାଦେଇଥିବା ଜଣାପଡ଼ିଛି। କୁମାର ପୂର୍ଣ୍ଣିମା ଦିନ ନା କୁମାର ପୂର୍ଣ୍ଣିମା ପରଦିନଠାରୁ କାର୍ତ୍ତିକ ହବିଷିଆଳିମାନେ ତାଙ୍କର ବ୍ରତ ଆରମ୍ଭ କରିବେ ସେ ନେଇ…
ଶ୍ରୀମନ୍ଦିରରେ ବ୍ୟବହାର ହେବ ଓମ୍ଫେଡ ଘିଅ
ପୁରୀ, ୧୬ା୧୦(ଅଜିତ କୁମାର ମହାନ୍ତି):ଶ୍ରୀମନ୍ଦିର ମଧ୍ୟରେ କେବଳ ଓମ୍ଫେଡ ଘିଅ ବ୍ୟବହାର ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ଥିର ହୋଇଛି। ତେବେ ଏଥିରେ ସହଯୋଗ କରିବାକୁ ଓମ୍ଫେଡ୍କୁ ଅନୁରୋଧ କରାଯାଇଛି। ଆବଶ୍ୟକତାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପାଇଁ ମଧ୍ୟ ଏକ…
ସାକ୍ଷୀଗୋପାଳ ମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ, ନଟବର ବେଶରେ ଦର୍ଶନ ଦେଲେ ପ୍ରଭୁ ଗୋପାଳ
ସାକ୍ଷୀଗୋପାଳ,୧୪ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସାକ୍ଷୀ ଦେବା ପାଇଁ ବୃନ୍ଦାବନରୁ ବ୍ରାହ୍ମଣ ସହିତ ଚାଲିଚାଲି ଆସିଥିବା ଗୋପାଳ ଠାକୁର ସାକ୍ଷୀଗୋପାଳ ନାମରେ ପରିଚିତ ହୋଇଛନ୍ତି। ଏଠାରେ ବର୍ଷର ବିଭିନ୍ନ ସମୟରେ ନାନା ପର୍ବପର୍ବାଣି ପାଳନ କରାଯାଉଥିବା ବେଳେ କାର୍ତ୍ତିକ ମାସରେ ଏହି…
ରତ୍ନଭଣ୍ଡାର ଚଟାଣ ତଳେ… ବଡ଼ ସୂଚନା ଦେଲେ ଆଇନ ମନ୍ତ୍ରୀ
ଭୁବନେଶ୍ୱର,୧୩/୧୦: ରତ୍ନଭଣ୍ଡାର ଭିତରେ କ’ଣ ଅଛି? କେତେ ହୀରା-ନୀଳା ରତ୍ନ ଅଛି। ଆଉ ୨-୪ ଦିନ ଭିତରେ ସବୁ ଜଣାପଡିବ। କାରଣ ଆଉ ୨/୪ ଦିନରେ ଆସିବ ରତ୍ନଭଣ୍ଡାର ସର୍ଭେ ରିପୋର୍ଟ। ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।…
ଆଇନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଶ୍ରୀମନ୍ଦିରେ ମାଗଣା ମିଳିବ…
ଭୁବନେଶ୍ୱର,୧୩/୧୦: ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନଙ୍କ ବଡ଼ ଘୋଷଣା। ମାଗଣା ମିଳିବ ମହାପ୍ରସାଦ କୁଡୁଆ। ଶ୍ରୀମନ୍ଦିରରେ ଭକ୍ତଙ୍କୁ ମାଗଣା ମହାପ୍ରସାଦ କୁଡୁଆ ଯୋଗାଇବାକୁ ଯୋଜନା ଚାଲିଛି ବୋଲି କହିଲେ ଆଇନ ମନ୍ତ୍ରୀ। ମନ୍ତ୍ରୀ କହିଛନ୍ତି, ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କୁ ମହାପ୍ରସାଦ…
Archives


