ପୁରୀ

ଗତିପଥ ବଦଳାଇଲା ମଙ୍ଗଳା ମୁହାଣ

ପୁରୀ ଅଫିସ,୧୯।୯: ପ୍ରାୟ ପ୍ରତିବର୍ଷ ମଙ୍ଗଳା ନଦୀ ମୁହାଣ ଗତିପଥ ବଦଳୁଛି। ବିଭିନ୍ନ ସମୟରେ ପ୍ରାକୃତିକ ମୁହାଣ ପୋତିହୋଇ ଭିନ୍ନ ଜାଗାରେ ନୂଆ ଧାର ସୃଷ୍ଟି ହେଉଛି। ଗତ କିଛିଦିନ ହେବ ମଙ୍ଗଳା ନଦୀ ମୁହାଣ ପୋତିହୋଇ ସଙ୍କୁଚିତ ହୋଇଯାଇଥିଲା।...

ଉଚ୍ଛେଦକୁ ନେଇ ମହନ୍ତ, ସାଧୁସନ୍ଥଙ୍କ ମେଳି

ପୁରୀ ଅଫିସ, ୧୯।୯: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ପ୍ରଶାସନ ପକ୍ଷରୁ ମେଘନାଦ ପାଚେରି କଡ଼ରୁ ୭୫ ମିଟର ସୀମା ମଧ୍ୟରେ ସବୁ ନିର୍ମାଣ ଉଚ୍ଛେଦ କରାଯିବ। ଏଥିପାଇଁ ବର୍ତ୍ତମାନ ଡିଜିପିଏସ୍‌ ମ୍ୟାପିଂ ଚାଲିଛି। ତେବେ ଏହା ପୂର୍ବରୁ...

‘ମଠ ଧ୍ୱଂସସ୍ତୁପ ଉପରେ ବିକାଶର ଚିତ୍ର ଅଙ୍କା ନ ଯାଉ’

ପୁରୀ ଅଫିସ,୧୮ା୯: ସ୍ବଦେଶୀ ଜାଗରଣ ମଞ୍ଚ ପକ୍ଷରୁ ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚରେ ବୁଧବାର ପୁରୀର ମଠ ସଂସ୍କୃତି, ଐତିହ୍ୟ ସଂରକ୍ଷଣ ଓ ଶ୍ରୀକ୍ଷେତ୍ର ବିକାଶ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମଠ ଉଚ୍ଛେଦକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।...

୭୫ ମିଟର ଉଚ୍ଛେଦ ପ୍ରକ୍ରିୟା ଜୋର୍‌ ଧରିଲା: ନିର୍ଭୁଲ ମାର୍କିଂ ପାଇଁ ଡିଜିପିଏସ୍‌ ସର୍ଭେ;ଖୋଲିଲା କଣ୍ଟ୍ରୋଲ ରୁମ୍‌, ସିଧା ସଳଖ କଥା ହେବେ କ୍ଷତିଗ୍ରସ୍ତ

ପୁରୀ ଅଫିସ, ୧୭ା୯: ଶ୍ରୀମନ୍ଦିର ସୁରକ୍ଷା ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ମେଘନାଦ ପାଚେରୀଠାରୁ ୭୫ ମିଟର ମଧ୍ୟରେ ଥିବା ମଠ, ହୋଟେଲ, ଲଜିଂ, ଧର୍ମଶାଳା, ଦୋକାନ ସବୁ ଉଚ୍ଛେଦ କରାଯିବ। କୌଣସି ବାସଗୃହ ରହିବ ନାହିଁ। ଏଥିପାଇଁ ପ୍ରଥମେ ସିଂହଦ୍ୱାରକୁ...

ମୋଦିଙ୍କ ଜନ୍ମଦିନକୁ ନିଆରା ଢଙ୍ଗରେ ପାଳିଲେ ଅକ୍ଷୟ: ପରିବେଶ ସୁରକ୍ଷା, ସ୍ବଚ୍ଛତା ଉପରେ ଗୁରୁତ୍ୱ

ପୁରୀ ଅଫିସ, ୧୭ା୯ : ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସକୁ ମଙ୍ଗଳବାର ପୁରୀରେ ମୋଦିଙ୍କ ଫ୍ୟାନ ଭାବେ ପରିଚିତ ଅକ୍ଷୟ ଜୟସିଂ ନିଆର ଢ଼ଙ୍ଗରେ ପାଳନ କରିଛନ୍ତି। ଅକ୍ଷୟ ପରିବେଶ ଓ ପକ୍ଷୀ ସୁରକ୍ଷା, ପ୍ଲାଷ୍ଟିକ, ପଲିଥିନ ଓ...

ନିଆରା ଢଙ୍ଗରେ ଜନ୍ମଦିନ ପାଳିଲେ ଆକାଶ: ବରିଷ୍ଠ ନାଗରିକଙ୍କୁ ଶ୍ରୀକ୍ଷେତ୍ର ବୁଲାଇଲେ

ପୁରୀ ଅଫିସ, ୧୭ା୯: ସାମ୍ପ୍ରତିକ ସମୟରେ ଜନ୍ମଦିନ ପାଳନ ଏକ ଫ୍ୟାଶନରେ ପରିଣତ ହେଲାଣି। ଅଧିକାଂଶ ଲୋକ ବଡ଼ ବଡ଼ ହୋଟେଲ, କ୍ଲବ, ମଣ୍ଡପରେ ବନ୍ଧୁବାନ୍ଧବ ଏବଂ ସାଙ୍ଗସାଥୀଙ୍କୁ ଏକାଠି କରି ଜାକଜମକରେ ଜନ୍ମଦିନର ଖୁସି ମନାଉଛନ୍ତି। ପୁଣି ପାର୍ଟି...

ଅପହରଣର ୨ମାସ ପରେ ବି ନାବାଳିକାଙ୍କ ପତ୍ତା ପାଉନି ପୋଲିସ: ନ୍ୟାୟ ଦାବିରେ ଧାରଣା ଦେଲେ ମହିଳା

ପୁରୀ ଅଫିସ,୧୭-୯:ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଅଞ୍ଚଳର ଏକ ଅପହରଣ ଘଟଣାରେ ନାବାଳିକାଙ୍କ ପରିବାରକୁ ପୋଲିସ ସହଯୋଗ କରୁ ନ ଥିବା ଅଭିଯୋଗ ହୋଇଛି। ଏ ନେଇ ସୋମବାର ପୁରୀ ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି ସମ୍ପୃକ୍ତ ଗ୍ରାମର ଶତାଧିକ ମହିଳା। ସେମାନେ...

ବନ୍ଧୁତା ପାଇଁ ଜର୍ମାନୀରୁ ଗୋପ

ଗୋପ, ୧୭-୯(ଡି.ଏନ୍‌.ଏ.):ଗ୍ଲୋବାଲ ଓ୍ବାର୍ମିଂ ଆଜି ବିଶ୍ୱବାସୀଙ୍କ ପାଇଁ ଏକ ପ୍ରମୁଖ ସମସ୍ୟା ଭାବେ ଉଭା ହୋଇଛି। ଏଥିରୁ ମୁକ୍ତି ପାଇବାର ଗୋଟିଏ ମାଧ୍ୟମ ବୃକ୍ଷରୋପଣ। ଏହା ସହ ଜର୍ମାନୀ ଓ ଭାରତ ମଧ୍ୟରେ ବନ୍ଧୁତା ସ୍ଥାପନ କରିବାକୁ ହେଲେ ଏହି...

ମାଲେସିଆ ଫେରିଗଲା ଜିନ୍‌ ହ୍ବା: ଛାଡ଼ିଗଲା ସ୍ମୃତି, ଦେଇଗଲା ଅନେକ ଅନୁଭୂତି

ବ୍ରହ୍ମଗିରି, ୧୭-୯(ଡି.ଏନ୍‌.ଏ.):ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ରାଜହଂସ ଓ ଖିରୀସାହି ମଝି ବଙ୍ଗୋପ ସାଗର କୂଳରେ ଅଟକିଥିବା ମାଲେସିଆର ପଣ୍ୟବାହୀ ଜାହାଜ ଜିନ୍‌ ହ୍ବା ରବିବାର ରାତିରେ କୂଳ ଛାଡ଼ିଥିଲା। ଗତ ମାସ ୭ତାରିଖରୁ ବୈଷୟିକ ତ୍ରୁଟି ଯୋଗୁ...

ଆସୁଛି ଧର୍ମମାସ କାର୍ତ୍ତିକ:ଦୟନୀୟ ଅବସ୍ଥାରେ ତୀର୍ଥ ପୁଷ୍କରିଣୀ

ପୁରୀ ଅଫିସ,୧୭-୯:ଆସୁଛି ଧର୍ମମାସ କାର୍ତ୍ତିକ। ଏହି ସମୟରେ ହବିଷ ପାଳିବାକୁ ଶ୍ରୀକ୍ଷେତ୍ର ଆସିବେ ହଜାର ହଜାର ହବିଷିଆଳି। ମାସେ ପର୍ଯ୍ୟନ୍ତ ପୁରୀରେ ରହିବେ। ଏଠାକାର ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ପ୍ରାତଃ ସ୍ନାନ ସାରି ଚଉଁରା ମୂଳେ ରାଇ ଦାମୋଦରଙ୍କ ପୂଜା...

୭୫ ମିଟର ଉଚ୍ଛେଦ ପାଇଁ ମାପଚୁପ ଆରମ୍ଭ

ପୁରୀ ଅଫିସ, ୧୭-୯:ଶ୍ରୀମନ୍ଦିରର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ମେଘନାଦ ପାଚେରିଠାରୁ ୭୫ ମିଟର ପର୍ଯ୍ୟନ୍ତ ଅଞ୍ଚଳକୁ ଖାଲି କରାଯିବ। ଏହି ପରିସୀମା ଭିତରେ ଥିବା ମଠ, ଧର୍ମଶାଳା, ବାସଗୃହ, ଦୋକାନ, ହୋଟେଲ, ଲଜିଂ ସବୁ ଭଙ୍ଗାଯିବ। ଏଥିପାଇଁ ପ୍ରଥମେ...

ଭିଜିଲାନ୍ସ ଜାଲରେ କୋଟିପତି ଯନ୍ତ୍ରୀ

ପୁରୀ ଅଫିସ/ନିମାପଡ଼ା, (ଡି.ଏନ.ଏ)୧୭-୯:ନିମାପଡ଼ା ଜଳସମ୍ପଦ ବିଭାଗର କୋଟିପତି ସହକାରୀ ନିର୍ବାହୀ ଯନ୍ତ୍ରୀ ଲକ୍ଷ୍ମୀଧର ବିଶ୍ୱାଳ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ ସୋମବାର ତାଙ୍କ ସରକାରୀ କାର୍ଯ୍ୟାଳୟ, ବାସଭବନ ସମେତ ଏକକାଳୀନ...

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ନିମାପଡ଼ା,୧୬।୯(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ଜଳସେଚନ ବିଭାଗ ଉପଖଣ୍ଡର ସହକାରୀ ନିର୍ବାହୀ ଯନ୍ତ୍ରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିଃର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଲକ୍ଷ୍ମୀଧର ବିଶ୍ୱାଳଙ୍କ ନିମାପଡ଼ାସ୍ଥିତ ବାସଭବନ, ସରକାରୀ ଅଫିସ, କ୍ୱାର୍ଟର୍ସ  ସମେତ...

କୂଳ ଛାଡ଼ିଲା ମାଲେସିଆ ଜାହାଜ

ବ୍ରହ୍ମଗିରି,୧୬ା୯(ଡି.ଏନ୍‌.ଏ.) : ବହୁ ପରିଶ୍ରମ ପରେ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାଜହଂସ କୂଳରେ ଲାଗିଥିବା ମାଲେସିଆ ଜାହାଜ ଜିନ୍‌ ହ୍ବା କୂଳ ଛାଡ଼ିଛି। ଏହାକୁ ଉଦ୍ଧାର କରିବା ପାଇଁ ଶନିବାର ପହଞ୍ଚତ୍ଥିବା ଏମ୍‌ଭି ଚିତା ନାମକ ଜାହାଜ ସାହଯ୍ୟରେ...

ଭୁଶୁଡ଼ିଲା ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀ ପାଚେରି

ପୁରୀ ଅଫିସ,୧୬ା୯ : ବିପଦସଙ୍କୁଳ ଅବସ୍ଥାରେ ଥିବା ଇନ୍ଦ୍ରଦ୍ୟୁମ୍ନ ପୁଷ୍ପରିଣୀ ପାଚେରି ରବିବାର ଭୁଶୁଡ଼ି ପଡ଼ିଛି। ଏହା ସହ ପୋଖରୀର ଏକ ପାର୍ଶ୍ୱ ପାଚେରି ଦବିଯାଇଛି। ଦୀର୍ଘଦିନ ଧରି ଏହାର ପାଚେରି ବିପଦସଙ୍କୁଳ ଅବସ୍ଥାରେ ରହିଥିବାବେଳେ ପ୍ରଶାସନର ଅବହେଳାରୁ ଏଭଳି...

ଡାଳୁଅକଣି ସମୁଦ୍ରକୂଳରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କାକଟପୁର,୧୫।୯(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ଉପକୂଳ ଡାଳୁଅକଣି ସମୁଦ୍ରକୂଳରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଅସ୍ତରଙ୍ଗ ପୋଲିସ ରବିବାର ମଧ୍ୟାହ୍ନରେ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଚାରିଛକ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛି। ଏ ସଂକ୍ରାନ୍ତରେ ଅସ୍ତରଙ୍ଗ ଥାନାରେ ୫/୧୯ରେ ଏକ ଅପମୃତ୍ୟୁ...

୫ ବର୍ଷ ଧରି ଶୁଣୁନି ଜିଲା ପ୍ରଶାସନ: ସହାୟତାରୁ ବଞ୍ଚିତ ଦିବ୍ୟାଙ୍ଗ ଦେବରାଜ

ଗୋପ, ୧୫।୯(ଡି.ଏନ୍‌.ଏ.): ଗୋପ ବ୍ଲକ୍‌ ଅଧୀନ ଜଙ୍ଗଲବୋରି ପଞ୍ଚାୟତସ୍ଥିତ ମଧୁବନ ଗ୍ରାମର ଦିବ୍ୟାଙ୍ଗ ଦେବରାଜ ସାହୁ ୫ବର୍ଷ ଧରି ମୋଟରଚାଳିତ ଟ୍ରାଇସାଇକେଲ ପାଇଁ ଆବେଦନ କରି ମଧ୍ୟ ବଞ୍ଚତ୍ତ ହୋଇ ରହିଛନ୍ତି। ଏ ନେଇ ସେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ...

ଶ୍ରୀମନ୍ଦିରରେ ଇନ୍ଦ୍ର, ଚନ୍ଦ୍ର, ଗୋବିନ୍ଦ ବନ୍ଦାପନା ନୀତି: ହରଚଣ୍ଡୀ ସାହିରୁ ବାହାରିଲା ଐରାବତ ହସ୍ତୀ

ପୁରୀ ଅଫିସ,୧୫।୯: ଶ୍ରୀମନ୍ଦିରରେ ଶନିବାର ଭାଦ୍ରବ ପୂର୍ଣ୍ଣିମା ନୀତି ପାଳିତ ହୋଇଛି। ଏହି ପବିତ୍ର ତିଥିରେ ଇନ୍ଦ୍ର, ଚନ୍ଦ୍ର ଓ ଗୋବିନ୍ଦଙ୍କ ବନ୍ଦାପନା ନୀତି ସମ୍ପନ୍ନ ହୋଇଛି। ସନ୍ଧ୍ୟା ଆଳତି ବେଶରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ଖଣ୍ଡିଏ ଆଜ୍ଞାମାଳ ଲାଗି...