ପୁରୀ

ବିିଧାୟକଙ୍କୁ ଗାଳିଦେବାରୁ ହାତାହାତି

କଣାସ,୪ା୧୦(ବିଭୂତି ଭୂଷଣ ତ୍ରିପାଠୀ):ପୁରୀ ଜିଲା କଣାସ ପଞ୍ଚାୟତ ସମିତିର ନବମ ବୈଠକ ଗୁରୁବାର ପଞ୍ଚାୟତ ସମିତି ସଭାଗୃହରେ ଚାଲିଥିବା ସମୟରେ ବିଧାୟକଙ୍କ ଗୋଷ୍ଠୀ ଓ ବିରୋଧୀ ଗୋଷ୍ଠୀର ଶତାଧିକ ଯୁବକ ବାହାରେ ରହିଥିଲେ। ଏହି ସମୟରେ ବିରୋଧୀ ଗୋଷ୍ଠୀର କେତେଜଣ ଯୁବକ…

ଶ୍ରୀମନ୍ଦିର ନୀତିକାନ୍ତିରେ ବିଭ୍ରାଟ କଲେ ନିଆଯିବ କଠୋର ପଦକ୍ଷେପ: ମନ୍ତ୍ରୀ

ପୁରୀ,୨।୧୦: ଶ୍ରୀମନ୍ଦିର ନୀତିକାନ୍ତିରେ ବିଭ୍ରାଟ କଲେ ନିଆଯିବ କଠୋର ପଦକ୍ଷେପ। ଗଣମାଧ୍ୟମ ଆଗରେ ଆଜି ଏଭଳି କହିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଶ୍ରୀମନ୍ଦିର ଲୁହା କଡ଼େଇ ଅବଢା ପ୍ରସଙ୍ଗରେ ମଧ୍ୟ ଆଇନ ମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଉକ୍ତ ମାମଲାର…

ବୁଲାଣି ରାସ୍ତାରେ ବସ୍‌ରୁ ଖସି ପଡ଼ିଲେ ହେଲପର୍‌, ମାଡ଼ିଗଲା ବସ୍‌…

ପୁରୀ,୧।୧୦: ପୁରୀ ଜିଲା ଖାଜୁରିଆ ରାସ୍ତା ଗୋବିନ୍ଦପୁର ମହାବୀର ଛକ ବୁଲାଣି ନିକଟରେ ଏକ ଦୁର୍ଘଟଣା ଘଟିଛି। ଚଳନ୍ତା ବସ୍‌ରୁ ହେଲପର୍‌ ଜଣକ ଖସି ପଡିଥିବା ବେଳେ ବସ୍‌ ତାଙ୍କ ଉପରକୁ ମାଡ଼ି ଯାଇଥିଲା। ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ…

ମହାପ୍ରଭୁଙ୍କ ରୋଷେଇରେ ଲୁହା କଡ଼େଇ ବ୍ୟବହାର ପ୍ରସଙ୍ଗ: ଶ୍ରୀମନ୍ଦିର ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ

ପୁରୀ,୧।୧୦: ଶ୍ରୀମନ୍ଦିରରେ ରୋଷେଇରେ ଲୁହା କଡ଼େଇ ବ୍ୟବହାରକୁ ନେଇ ମଙ୍ଗଳବାର ପ୍ରଶାସନ ବନ କାର୍ଯ୍ୟାନୁଷ୍ଠାନ ନେଇଛି। ୩ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହ ଜଣେ ପାଳିଆ ସେବକ ମହାପ୍ରଭୁଙ୍କ ସେବାପୂଜାରୁ ନିଲମ୍ବିତ କରାଯାଇଛି। ଏମାନଙ୍କୁ ଶ୍ରୀମନ୍ଦିର ପରିସର କିମ୍ବା…

ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ୨ ଯୁବକଙ୍କ ଜୀବନ ଗଲା

ପୁରୀ,୧।୧୦(ଅଜିତ କୂମାର ମହାନ୍ତି): ପୁରୀର ନରେନ୍ଦ୍ର ପୁଷ୍କରିଣୀଠାରେ ମଙ୍ଗଳବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜେଜେମା’ଙ୍କ ଶ୍ରାଦ୍ଧ ଦେବା ପାଇଁ ପୁରୀ ଆସିଥିବା ଦୁଇ ଯୁବକ ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ସୂଚନାଯୋଗ୍ୟ, ବର୍ତ୍ତମାନ ପିତୃପକ୍ଷ ଚାଲିଥିବାରୁ ରାଜ୍ୟ…

ବଳକା ଅର୍ପଣ ଚାଉଳ ନିଲାମ ପରେ….

ପୁରୀ,୧।୧୦(ଅଜିତ କୁମାର ମହାନ୍ତି): ଦୀର୍ଘଦିନ ଧରି ଅର୍ପଣ ଚାଉଳକୁ ନେଇ ଲାଗିରହିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିବାକୁ ଯାଉଛି। ଅର୍ପଣ ଚାଉଳକୁ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ବ୍ୟବହାର କରାଯିବ ନାହିଁ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଗଚ୍ଛିତ ଥିବା ଅର୍ପଣ ଚାଉଳର…

ଗୃହ ଉଦ୍‌ଘାଟନ ପୂର୍ବରୁ ଭାଜପା ବିଜେଡି ହାତାହାତି: ନାଁ ନାହିଁ ବୋଲି ରାଗିକି ଫଳକ ଭାଙ୍ଗିଦେଲେ ଅଧ୍ୟକ୍ଷା

ଗୋପ,୩୦।୯: ପୁରୀ ଜିଲା ଗୋପ ବ୍ଲକରେ ଭିଡିଓ କନଫରେନ୍ସିଂ ଗୃହ ଉଦ୍‌ଘାଟନ ପୂର୍ବରୁ ଭାଜପା ବିଜେଡି ମୁହାଁମୁହିଁ ହୋଇଛନ୍ତି। ବ୍ଲକ ଅଧ୍ୟକ୍ଷା ଝୁନୁ ମଲ୍ଲିକଙ୍କ ନାମ ଫଳକରେ ନ ଥିବା ନେଇ ଭାଜପା ବିଜେଡି ଠେଲାପେଲା ହୋଇଥିଲେ। ପରେ ଗଣ୍ଡଗୋଳ ହୋଇଥିଲେ।…

ଶୁଖୁଆରେ ମିଶାଯାଉଛି ଫର୍ମାଲିନ୍‌

ଅସ୍ତରଙ୍ଗ,୩୦।୯(ପ୍ରଦୀପ୍ତ କୁମାର ଦୀକ୍ଷିତ): ଅସ୍ତରଙ୍ଗ ଅଞ୍ଚଳର ବିଭିନ୍ନ ହାଟବଜାରରେ ବିକ୍ରି ହେଉଥିବା ଶୁଖୁଆର ମାନକୁ ନେଇ ପ୍ରଶ୍ନ ଉଠିଲାଣି। ଏଠାକାର ଶୁଖୁଆ ପ୍ରସ୍ତୁତିରେ କ୍ଷତିକାରକ ଫର୍ମାଲିନ ବ୍ୟବହାର କରାଯାଉଛି। ଏହି ଶୁଖୁଆ ଆଣି ବେପାରୀମାନେ ସ୍ଥାନୀୟ ହାଟବଜାରରେ ବିକ୍ରି କରୁଛନ୍ତି। ଏହାକୁ…

ମହାପ୍ରସାଦ ମାନ ଯାଞ୍ଚକୁ ବିରୋଧ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି): ତିରୁପତି ମନ୍ଦିରରେ ଲଡୁ ପ୍ରସାଦରେ ଅପମିଶ୍ରିତ ଘିଅ ବ୍ୟବହାର ହେଉଥିବା ଅଭିଯୋଗ ପରେ ଶ୍ରୀମନ୍ଦିରରେ ମହାପ୍ରସାଦ ଓ ଦୀପରେ ଅପମିଶ୍ରିତ ଘିଅ ବ୍ୟବହାର ହେଉଥିବା ନେଇ ଆଶଙ୍କା ପ୍ରକାଶ ପାଇଛି। ମହାପ୍ରସାଦ ଓ ଘିଅର ମାନ ଯାଞ୍ଚ…

ସୁରକ୍ଷା ଗାଡି ଧକ୍କାରେ ଆହତ ହୋଇଥିବା ଛାତ୍ରୀଙ୍କୁ ସାଇକେଲ ଉପହାର ଦେଲେ ଉପମୁଖ୍ୟମନ୍ତ୍ରୀ

ଗୋପ,୨୬।୯: ବୁଧବାର ଏକ ଦୁର୍ଭାଗ୍ୟଜନକ ଘଟଣାରେ ପୁରୀ ଜିଲାର ଗୋପ ବ୍ଲକ ଅନ୍ତର୍ଗତ ସୋରିସିଆପଡା ଅଞ୍ଚଳରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କର ସୁରକ୍ଷାରେ ଥିବା ପୋଲିସ୍ ଭ୍ୟାନ୍ ଧକ୍କା ହେବାରୁ ଦୁଇଜଣ ଛାତ୍ରଛାତ୍ରୀ ଆହତ ହୋଇଥିଲେ। ଏହି ଘଟଣାରେ ଛାତ୍ରୀ ଜଣକ ସାମାନ୍ୟ…

ସୂର୍ଯ୍ୟମନ୍ଦିର ପରିସରରେ ଫୁଟେ ଉଚ୍ଚର ପାଣି, ପର୍ଯ୍ୟଟକ ହନ୍ତସନ୍ତ

କୋଣାର୍କ,୨୬ା୯: ସାରା ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ବିଶ୍ୱ ପ୍ରସିଦ୍ଧ ସୂର୍ଯ୍ୟମନ୍ଦିର ପରିସରରେ ଫୁଟେ ଉଚ୍ଚର ପାଣି ଜମିରହିଛି। ଫଳରେ କୋଣାର୍କ ବୁଲିବାକୁ ଆସିଥିବା ଶହଶହ ପର୍ଯ୍ୟଟକ ହନ୍ତସନ୍ତ ହୋଇଛନ୍ତି। ପମ୍ପ୍‌ସେଟ୍‌ ଲଗାଇ ପାଣି ନିଷ୍କାସନ…

ପ୍ରବଳ ବର୍ଷା: ଏହି ଜିଲାରେ ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ

ପୁରୀ,୨୬।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗିରହିଛି। ଗୁରୁବାର ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଘଡଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏନେଇ ପୁରୀ ଜିଲାରେ ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri