ପୁରୀ

‘ଗୁଣ୍ଡିଚା ମନ୍ଦିର ଜନ୍ମବେଦି ନିଲାମ ପରିସରଭୁକ୍ତ ନ ହେଉ’

ପୁରୀ,୪ା୪(ଅଜିତ୍‌ କୁମାର ମହାନ୍ତି)-ବହୁଦିନ ଧରି ନିଲାମ ହେଉ ନ ଥିବା ରୋହିଣୀକୁଣ୍ଡ, ନରେନ୍ଦ୍ର ପୁଷ୍କରିଣୀ, କୋଇଲିବୈକୁଣ୍ଠକୁ ଶ୍ରୀମନ୍ଦିର ପ୍ରଶାସନ ନିଲାମ ଦେଲାଣି। ହୁଏତ ଗୁଣ୍ଡିଚା ମନ୍ଦିର ନିଲାମ ହେବ। ତେବେ ଗୁଣ୍ଡିଚା ମନ୍ଦିର ଜନ୍ମବେଦିକୁ ନିଲାମ ପରିସରଭୁକ୍ତ ନ କରିବା ପାଇଁ…

ଦମ୍ପତିଙ୍କୁ ହାଣି ଲୁଟିନେଲେ

କୋଣାର୍କ,୪।୪: ପୁରୀ ଜିଲା ବଳଙ୍ଗା ଥାନା କମବରି ଗାଁରେ ଏକ ବଡ଼ ଧରଣର ଲୁଟ ହୋଇଛି। ଦୁର୍ବୃତ୍ତମାନେ ଘରେ ପଶି ଦମ୍ପତିଙ୍କୁ ହାଣି ୧ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଇଛନ୍ତି। ଏନେଇ ବଳଙ୍ଗା ଥାନାରେ ଏକ ଅଭିଯୋଗ…

ଭାଙ୍ଗିଲା ମେଘନାଦ ପାଚେରିରେ ଥିବା ମଗରମୁଣ୍ଡ

ପୁରୀ,୪ା୪(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିରକୁ ନେଇ ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ଏକ ଭାବାବେଗ ଜଡ଼ିତ ରହିଛି। ମେଘନାଦ ପାଚେରିରେ ଥିବା ଏକ ମଗରମୁଣ୍ଡକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଭାଙ୍ଗି ଦିଆଯାଇଛି। ଏହାକୁ ନେଇ ଭକ୍ତ ଓ ସେବାୟତ ଏପରି କି ଏଏସ୍‌ଆଇ ପକ୍ଷରୁ…

ନାବାଳିକାଙ୍କୁ ବଳାତ୍କାର: ୨୩ ଦିନ ପରେ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ପୁରୀ,୩୧।୩: ପୁରୀ ଜିଲା ଅସ୍ତରଙ୍ଗ ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ସାମ୍‌ନାକୁ ଆସିଛି। ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଅସ୍ତରଙ୍ଗ ଥାନା ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୋଗର ୨୩ ଦିନ ପରେ ପୋଲିସ ବଳାତ୍କାରୀ ଅଭିଯୁକ୍ତ ଜୟକୃଷ୍ଣ…

ପୋଡ଼ିହୋଇ ଜୀବନ ହାରିଲେ ପ୍ରଧାନ ଶିକ୍ଷୟିତ୍ରୀ

କୋଣାର୍କ,୩୧।୩: କିରୋସିନିରେ ପୋଡ଼ି ହୋଇ ଚିକିତ୍ସାଧୀନ ଅବସ୍ଥାରେ ଜଣେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମୃତ୍ୟୁ ଘଟିଛି। ପୁରୀ ଜିଲା ଅସ୍ତରଙ୍ଗ ଥାନା ଆଳସାହି ସ୍ଥିତ ଘରେ ପ୍ରଧାନ ଶିକ୍ଷୟିତ୍ରୀ ପୋଡ଼ି ହୋଇଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବର ସ୍ଥିତି ଏକ ଘରୋଇ ହସ୍ପିଟାଲରେ…

ମହାପ୍ରଭୁଙ୍କ ଦୈନନ୍ଦିନ ସେବାରେ ନିୟୋଜିତ ସେବକ ନେବେ ପ୍ରଶିକ୍ଷଣ

ପୁରୀ,୩୧।୩: ମହାପ୍ରଭୁଙ୍କ ଦୈନନ୍ଦିନ ସେବାକୁ ଆହୁରି ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୋମବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ମହାପ୍ରଭୁଙ୍କ ସେବାରେ ନିୟୋଜିତ ସେବକମାନଙ୍କୁ ପ୍ରଶିକ୍ଷଣ ଦିଆଯିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏନେଇ ଆସନ୍ତା…

ଆଜି ମହାପ୍ରଭୁଙ୍କ ଖସାପଡ଼ା ନୀତି: ସନ୍ଧ୍ୟା ୫ରୁ ରାତି ୧୦ ଯାଏ ଦର୍ଶନ ବନ୍ଦ

ପୁରୀ,୩୧ା୩(ଅଜିତ୍‌ କୁମାର ମହାନ୍ତି): ଚୈତ୍ର ମାସ ଶୁକ୍ଳ ଦ୍ୱିତୀୟା ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପନ କରିବେ। ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରେ ଏହି ନୀତି…

ପୁରୀ ବାର୍‌ ଆସୋସିଏଶନ୍‌ରେ ଚାଲୁରହିଛି ମତଦାନ

ପୁରୀ,୨୯ା୩: ଶନିବାର ରାଜ୍ୟର ୧୫୬ ବାର୍‌ରେ ନିର୍ବାଚନ ଅନୁଷ୍ଠିତ ହେଉଛି। କାର୍ଯ୍ୟରତ ଆଇନଜୀବୀମାନେ ଏହି ନିର୍ବାଚନରେ ଭାଗ ନେଇଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି ପୁରୀ ବାର୍‌ ଆସୋସିଏଶନରେ ମଧ୍ୟ ନିବାର୍ଚନ ଅନୁଷ୍ଠିତ ହେଉଛି। ସକାଳ ୭.୩୦ ମିନିଟ୍‌ରୁ ଏହି ନିର୍ବାଚନ ଜାରି…

ଭିଜିଲାନ୍ସ ଜାଲରେ କେନ୍ଦ୍ରାପଟି ଆର୍‌ଆଇ ଦୀପ୍ତିରଞ୍ଜନ

ଅସ୍ତରଙ୍ଗ,୨୫ା୩(ପ୍ରଦୀପ୍ତ କୁମାର ଦୀକ୍ଷିତ)-ଲାଞ୍ଚ ନେଉଥିବା ବେଳେ ମଙ୍ଗଳବାର ଅପରାହ୍ନରେ ଅସ୍ତରଙ୍ଗ ତହସିଲ୍‌ ଅଧୀନ କେନ୍ଦ୍ରାପଟି ରାଜସ୍ବ ନିରୀକ୍ଷକ(ଆର୍‌ଆଇ) ଦୀପ୍ତିରଞ୍ଜନ ମହାପାତ୍ର ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ଖବର ମୁତାବକ, କେନ୍ଦ୍ରାପଟି ରାଜସ୍ବ କାର୍ଯ୍ୟାଳୟ ଅଧୀନ ପ୍ରତାପ ସାହୁ ନାମକ ଜଣେ ଯୁବକଙ୍କ ଜମିଜମା…

ଭାର୍ଗବୀରେ ଭାସୁଛି ମୃତଦେହ

ନିମାପଡ଼ା,୨୫।୩: ପୁରୀ ଜିଲା ନିମାପଡ଼ା ମୁଖ୍ୟ ରାସ୍ତା ଭାର୍ଗବୀ ନଦୀ ବ୍ରିଜ ତଳେ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ହତ୍ୟା ପରେ ତାଙ୍କୁ ନଦୀରେ ଫିଙ୍ଗି ଦିଆଯାଇଥିବା ସନ୍ଦେହ କରାଯାଉଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମହାସ୍ନାନ

ପୁରୀ,୨୫ା୩: ଶ୍ରୀମନ୍ଦିରରେ ମଙ୍ଗଳବାର ମହାପ୍ରଭୁଙ୍କ ମହାସ୍ନାନ ହୋଇଛି। ପାଳିଆ ସେବକଙ୍କୁ ସେବାୟତ ଛୁଇଁ ଦେବାରୁ ମହାପ୍ରଭୁଙ୍କ ମହାସ୍ନାନ କରାଯାଇଛି। ମଇଲମ ଚାଲିଥିବା ବେଳେ ସେବାୟତ ଛୁଇଁ ଦେଇଥିଲେ। ମହାସ୍ନାନ ନୀତି ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିଛି। ସୂଚନା ଯୋଗ୍ୟ, ଶନିବାର…

୨୦କେଜି ସୁନା, ବିପୁଳ ୫୦୦ ଟଙ୍କିଆ ଜବତ, ମହିଳା ଗିରଫ

ପୁରୀ,୨୫ା୩(ଅଜିତ୍‌ କୁମାର ମହାନ୍ତି): ଋଣ ବା ଲୋନ ଦେବାକୁ କହି ଲୋକମାନଙ୍କୁ ପ୍ରାୟ ୨କୋଟି ଟଙ୍କା ଠକିବା ଅଭିଯୋଗରେ ଚନ୍ଦନପୁର ପୋଲିସ ସୋମବାର ଜଣେ ମହିଳାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଉକ୍ତ ମହିଳାଙ୍କ ଘରେ ଚଢ଼ାଉ ସମୟରେ ୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?