ପୁରୀ

ପୁରୀ ରେଲଓ୍ବେ ଷ୍ଟେଶନରେ ଅଗ୍ନିକାଣ୍ଡ

ପୁରୀ ଅଫିସ,୧୨।୩: ପୁରୀରେ ଅଗ୍ନିକାଣ୍ଡ ଥମିବାର ନଁା ଧରୁନି। ଗତ ୩ଦିନ ମଧ୍ୟରେ ବଡ଼ଦାଣ୍ଡସ୍ଥିତ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସ ଓ ନୀଳାଦ୍ରି କମ୍ପ୍ଲେକ୍ସରେ ନିଅଁା ଲାଗିଥିବାବେଳେ ଶନିବାର ପୁଣି ଏକ ଅଗ୍ନିକାଣ୍ଡ ଘଟିଛି। ତେବେ ଏଥର ଅଗ୍ନିକାଣ୍ଡ କୌଣସି ମାର୍କେଟ କମ୍ପ୍ଲେକ୍ସ...

ହାଇୱା ଧକ୍କାରେ ମହିଳା ସରପଞ୍ଚଙ୍କ ମୃତ୍ୟୁ

ନିମାପଡ଼ା,୧୨।୩(ଡି.ଏନ୍‌.ଏ.):ପୁରୀ ଜିଲା ନିମାପଡ଼ା ଡେଲ୍‌ଟା ଛକରେ ଏକ ହାଇୱା ଧକ୍କାରେ ଶନିବାର ଜଣେ ମହିଳା ସରପଞ୍ଚଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସତ୍ୟବାଦୀ ବ୍ଲକ ବୀରରାମଚନ୍ଦ୍ରପୁର ପଞ୍ଚାୟତ ସଦାନନ୍ଦପୁର ଗ୍ରାମର ଦୀପା ବେହେରା(୩୨)। ଏନେଇ ତାଙ୍କ ପୁତୁରା ପ୍ରଶାନ୍ତ ବେହେରା...

ପୁରୀରେ ପୁଣି ଅଗ୍ନିକାଣ୍ଡ

ପୁରୀ ଅଫିସ,୧୦।୩:  ପୁରୀରେ ପୁଣି ଅଗ୍ନିକାଣ୍ଡ ଘଟିଛି। ବୁଧବାର ପୁରୀ ବଡ଼ଦାଣ୍ଡ ମରୀଚିକୋଟ ଛକ ନିକଟରେ ଥିବା ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଥିବା ୪୩ ଦେକାନ ପୋଡ଼ି ଛାରକାର ହୋଇଥିବା ବେଳେ ଶୁକ୍ରବାର ନୀଳାଦ୍ରି କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ ଘଟିଛି। ଖବରପାଇ...

ପରିବାର ପ୍ରତିପୋଷଣ ଚିନ୍ତାରେ ବ୍ୟବସାୟୀ

ପୁରୀ ଅଫିସ,୧୦ା୩: ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଦୋକାନ କରି ପେଟ ପୋଷୁଥିବା ବ୍ୟବସାୟୀମାନେ ଏବେ ମୁଣ୍ଡରେ ହାତ ଦେଇ ବସିଛନ୍ତି। ଅଗ୍ନିକାଣ୍ଡ ଯୋଗୁ ସେମାନଙ୍କର ସମସ୍ତ ଜିନିଷପତ୍ର ପୋଡ଼ି ନଷ୍ଟ ହୋଇଯାଇଛି। ଅନେକ ଦେକାନୀ ଧାରକରଜ ଆଣି ଦୋକାନ କରିଥିଲେ।...

ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ ଘଟଣା ନେଇ ଉଠିଲା ଅନେକ ପ୍ରଶ୍ନ

ପୁରୀ ଅଫିସ, ୧୦ା୩: ମରୀଚିକୋଟ ଛକ ନିକଟସ୍ଥ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ ଘଟଣା ସାଧାରଣରେ ଅନେକ ପ୍ରଶ୍ନ ସୃଷ୍ଟି କରିଛି। କିପରି ଓ କାହିଁକି ଏହି ଘଟଣା ଘଟିଲା, ଏଥିପାଇଁ ଦାୟୀ କିଏ ଏବଂ କେଉଁ କାରଣରୁ ନିଆଁ...

ଜଳୁଛି ଲକ୍ଷ୍ମୀ ମାର୍କେଟ୍‌ କମ୍ପ୍ଲେକ୍ସ: ନିଆଁ ଲିଭାଇବାକୁ ନାକେଦମ୍‌ ହେଲେଣି ୧୨ ଅଗ୍ନିଶମ ଟିମ୍‌

ପୁରୀ ଅଫିସ,୯ା୩: ଶ୍ରୀମନ୍ଦିରଠାରୁ ପ୍ରାୟ ପାଞ୍ଚଶହ ମିଟର ଦୂର ମରିଚିକୋଟ ଛକ ନିକଟସ୍ଥ ବଡ଼ଦାଣ୍ଡରେ ଥିବା ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ବୁଧବାର ରାତିରୁ ଏହି ନିଆଁ ଲାଗିଥିବା ବେଳେ ଗୁରୁବାର ଅପରାହ୍ନ ସୁଦ୍ଧା ଲିଭିନାହିଁ। ଏକ ଲୁଗା...

ହୋଟେଲରେ ଲାଗିଲା ନିଆଁ, ୧୨ ଘଣ୍ଟା ପରେ ବି ଲିଭୁନି

ପୁରୀ ଅଫିସ୍‌,୯।୩: ପୁରୀ ବଡ଼ଦାଣ୍ଡରେ ଅଭାବନୀୟ ଘଟଣା। ବଡଦାଣ୍ଡସ୍ଥିତ ମର୍ଚିକୋଟ ଛକରେ ଥିବା ହୋଟେଲ ସମ୍ରାଟରେ ନିଆଁ ଲାଗିଯାଇଛି। ନିଆଁ ଲିଭେଇବାରେ ପ୍ରାୟ ୧୨ଟି ଦମକଳ ବାହିନୀ ନିୟୋଜିତ ଅଛନ୍ତି। ବୁଧବାର ରାତି ୮ରୁ ଲାଗିଥିବା ନିଆଁକୁ ଏପର୍ଯ୍ୟନ୍ତ ଆୟତ୍ତ...

ଆଜି ଦୋଳ ପୂର୍ଣ୍ଣିମା: ଫଗୁ ଖେଳିବେ ଶ୍ରୀଜିଉ

ପୁରୀ ଅଫିସ,୭।୩: ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ଏଥିପାଇଁ ଆଜି ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତକାନ୍ତି କରାଯାଉଛି। ଚତୁର୍ଦ୍ଧାମୂର୍ତ୍ତି ସୁନା ବେଶରେ ଭକ୍ତଙ୍କୁ ଦର୍ଶନ ଦେବା ସହ ଫଗୁ ଖେଳିବେ। ଶ୍ରୀମନ୍ଦିରରୁ ଖଇକୋରା ପ୍ରସାଦ ପାଇ ଦୋଳଗୋବିନ୍ଦ, ଶ୍ରୀଦେବୀ ଭୂଦେବୀ ଦୋଳବେଦୀକୁ...

ଶ୍ରୀମନ୍ଦିରରେ ଦୀପ ନିଆଁ ଲାଗି ମହିଳା ଭକ୍ତ ଗୁରୁତର

ପୁରୀ ଅଫିସ,୬।୩: ଶ୍ରୀମନ୍ଦିର ଭିତରେ ଦୀପରୁ ନିଆଁ ଲାଗି ଜଣେ ମହିଳା ଭକ୍ତ ଗୁରୁତର ହୋଇଛନ୍ତି। ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ସମ୍ପୃକ୍ତ ମହିଳା ଜଣକ ହେଲେ ଭୁବନେଶ୍ୱର ପଟିଆ ଅଞ୍ଚଳର ଅରୁଣା ମିଶ୍ର (୬୫)। ସେ ମହାପ୍ରଭୁଙ୍କ ଦର୍ଶନ...

ଗୋପବନ୍ଧୁଙ୍କ ନାତୁଣୀବୋହୂଙ୍କୁ ଅସମ୍ମାନ ଅଭିଯୋଗ

ସାକ୍ଷୀଗୋପାଳ,୬ା୩(ସ୍ବ.ପ୍ର./ଡି.ଏନ୍‌.ଏ.): ସୁଆଣ୍ଡୋରେ ଗତ ୨୩ରେ ଉତ୍କଳମଣି ଗୋପବନ୍ଧୁଙ୍କ ବିଭିନ୍ନ ପ୍ରକଳ୍ପ ଲୋକାର୍ପଣ ଉତ୍ସବରେ ତାଙ୍କ ନାତୁଣୀବୋହୂ ଲୀଳାବତୀ ମିଶ୍ରଙ୍କୁ ଅସମ୍ମାନ କରାଯାଇଥିବା ନେଇ ରବିବାର ସତ୍ୟବାଦୀ ଥାନାରେ ଅଭିଯୋଗ ହୋଇଛି। ପ୍ରକଳ୍ପ ଲୋକାର୍ପଣ ଉତ୍ସବରେ ରାଜ୍ୟ ସରକାର ଗୋପବନ୍ଧୁଙ୍କ ପରିବାରର...

ମହାପ୍ରଭୁଙ୍କ ବେଣ୍ଟ ନୀତି ସମ୍ପନ୍ନ

ପୁରୀ ଅଫିସ,୫।୩:  ଫାଲଗୁନ ଶୁକ୍ଳ ଦ୍ୱାଦଶୀ ତିଥି ଶନିବାର ଅବସରରେ ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ ମହାପ୍ରଭୁଙ୍କ ଚତୁର୍ଥ ବେଣ୍ଟ ନୀତି ଶ୍ରଜଗନ୍ନାଥ ବଲ୍ଲଭ ପରିସରରେ ଥିବା ବେଣ୍ଟ ପୋଖରୀରେ ସମ୍ପନ୍ନ ହୋଇଛି। ଶନିବାର ଶ୍ରୀବିଗହମାନଙ୍କର ମଙ୍ଗଳ ଆଳତି ସରିବା ପରେ...

ଜଳିଗଲା କାର୍‌, ୪ ଗୁରୁତର

ପୁରୀ ଅଫିସ,୪ା୩: ପରିବାର ସହ ଜଗନ୍ନାଥ ଦର୍ଶନ ପାଇଁ ଯିବା ବେଳେ ବାଟରେ ଘଟିଛି ଅଘଟଣ। ଏକ କାର୍‌ ଏକ ଇଲେକ୍ଟ୍ରି ଖୁଣ୍ଟରେ ପିଟି ହୋଇଯିବାରୁ ଗୋଟିଏ ପରିବାରର ୪ ଜଣ ଗୁରୁତର ହୋଇଛନ୍ତି। ଏପରି ମର୍ମନ୍ତୁଦ ଦୁର୍ଘଟଣା ଶନିବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri