ପୁରୀ

‘ମାନବ ଚାଲାଣ ମଧ୍ୟସ୍ଥଙ୍କ ମୂଳୋତ୍ପାଟନ ଜରୁରୀ’

ପୁରୀ,୧୩ା୨( ଅଜିତ୍‌ କୁମାର ମହାନ୍ତି): ମାନବ ଚାଲାଣ ଏକ ଘୃଣ୍ୟ ଓ ଜଘନ୍ୟ ଆପରାଧିକ କାର୍ଯ୍ୟ। ଏହାକୁ ସାମୂହିକ ଉଦ୍ୟମ ଓ ସହଯୋଗ ଦ୍ୱାରା ପ୍ରତିହତ କରାଯାଇପାରିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ବୁଧବାର ଅପରାହ୍ନରେ ପୁରୀ ଜିଲା ସଂସ୍କୃତି…

ମହାପ୍ରଭୁଙ୍କ ଶରଣରେ ଭାରତୀୟ କ୍ରିକେଟର: ସକାଳୁ ସକାଳୁ କଲେ ଦର୍ଶକ

ପୁରୀ, ୭।୨: କଟକର ବାରବାଟୀ ଷ୍ଟାଡିୟମରେ ଆସନ୍ତା ୯ ତାରିଖରେ ହେବ ଭାରତ-ଇଂଲଣ୍ଡ ଦିବାରାତ୍ର ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ। ଚଳିତ ୩ ମ୍ୟାଚ ବିଶିଷ୍ଟ ସିରିଜର ଏହା ହେବ ଦ୍ୱିତୀୟ ଗେମ୍‌। ଏହାପୂର୍ବରୁ ଟିମ ଇଣ୍ଡିଆର ଷ୍ଟାର କ୍ରିକେଟରମାନେ ପୁରୀ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବିକଶିତ ହେବ ସତ୍ୟବାଦୀ ବନବିଦ୍ୟାଳୟ

ସାକ୍ଷୀଗୋପାଳ,୭।୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପୁରୀ ଜିଲାର ସତ୍ୟବାଦୀ ଐତିହାସିକ ବକୁଳବନ ସ୍ଥିତ ବନବିଦ୍ୟାଳୟର ହଜିଲା ସ୍ମୃତି ପୁଣି ଉଜ୍ଜିବୀତ ହେବ। ଛାତ୍ରୀଛାତ୍ର ଓ ପର୍ଯ୍ୟଟକମାନଙ୍କ ପାଇଁ ଏହାକୁ…

ଆଜି ୫ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ,୫ା୨(ଅଜିତ୍‌ କୁମାର ମହାନ୍ତି):ମାଘ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥି ବୁଧବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଏହି ଗୁପ୍ତ ନୀତି ସମ୍ପାଦନ ପାଇଁ ବୁଧବାର ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୫ଘଣ୍ଟା ସର୍ବସାଧାରଣ…

ପ୍ରଶାସନର ପଦକ୍ଷେପ ସତ୍ତ୍ୱେ ଥମୁନି ଝାଡ଼ାବାନ୍ତି

ପୁରୀ,୪ା୨(ଅଜିତ୍‌ କୁମାର ମହାନ୍ତି): ପୂରୀ ଜିଲା କଣାସ ବ୍ଲକରେ ଥମୁନି ଝାଡ଼ାବାନ୍ତି ପ୍ରଶାସନର ବିଭିନ୍ନ ପଦକ୍ଷେପ ସତ୍ତ୍ୱେ କଣାସ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜାଗୁଳେଇପଦରରୁ ୩ଜଣ ଝାଡ଼ାବାନ୍ତି ରୋଗୀ ଭର୍ତ୍ତି ହୋଇଛନ୍ତି। ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଆକ୍ରାନ୍ତମାନଙ୍କ ମ୍ୟାପିଂ କରାଯାଇ ଟେଲିଫୋନ…

ଆଜି ପବିତ୍ର ମାଘ ସପ୍ତମୀ: ତ୍ରିଶମ୍ଭୁଙ୍କ ମହାସ୍ନାନ ପରେ ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ

କୋଣାର୍କ,୪।୨: ଆଜି ପବିତ୍ର ମାଘ ସପ୍ତମୀ। ଏହି ପରିପ୍ରେକ୍ଷୀରେ ପୁରାଣ ପ୍ରସିଦ୍ଧ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ମଙ୍ଗଳବାର ଭୋରରୁ ଲକ୍ଷାଧିକ ସାଧୁ ଓ ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି। ବୁଡ଼ ପକାଇବା ପାଇଁ ଦେଶର ବିଭିନ୍ନ ସ୍ଥାନରୁ ବହୁ ଶ୍ରଦ୍ଧାଳୁ ଓ ସାଧୁସନ୍ଥଙ୍କ…

ପୁରୀ ବିମାନବନ୍ଦର ଭାଗ୍ୟ ଡେଲୋଇଟ୍‌ ହାତରେ

ଭୁବନେଶ୍ୱର,୨୬ା୧(ସୁନିତ୍‌ ମିଶ୍ର): ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆ ପୁରୀ ବିମାନବନ୍ଦର ନିର୍ମାଣଠାରୁ ଆରମ୍ଭକରି ବିମାନ ଚଳାଚଳ ପର୍ଯ୍ୟନ୍ତ ସବୁ ଦାୟିତ୍ୱ ନେବ। ଯେପରିକି ଭୁବନେଶ୍ୱର ଏବଂ ଝାରସୁଗୁଡ଼ା ବିମାନବନ୍ଦର ଦାୟିତ୍ୱ ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆ ଚଲାଉଛି। ହେଲେ ଜୟପୁର, ରଙ୍ଗେଇଲୁଣ୍ଡା…

ଦୟା ନଦୀ ପାଣି ପିଅନ୍ତୁ ନାହିଁ: ପରାମର୍ଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୧: ପୁରୀ ଜିଲା କଣାସ ଅଞ୍ଚଳରେ ଝାଡାବାନ୍ତି ବ୍ୟାପିବାରେ ଲାଗିଛି। ଝାଡ଼ାବାନ୍ତିରେ ୪ ଜଣଙ୍କର ଜୀବନ ଯାଇଥିବା ବେଳେ ଅନେକ ଲୋକ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଛନ୍ତି। ଦୂଷିତ ପାନୀୟ ଜଳ ଯୋଗୁ ଝାଡାବାନ୍ତି ବ୍ୟାପୁଥିବା ଅଭିଯୋଗ ହେଉଛି। ଏହି…

ଚୋରଙ୍କ ସୁପର ପ୍ଲାନ୍‌: ପ୍ରଥମେ ଗାଁରୁ ବିଦ୍ୟୁତ୍‌ କାଟିଲେ, ଆଉ ପରେ….

ପୁରୀ,୨୧।୧: ପୁରୀ ଜିଲା ଚନ୍ଦନପୁର ଥାନା ଅଧୀନ ପ୍ରସିଦ୍ଧ ଶିରୁଳି ମହାବୀର ମନ୍ଦିରରୁ ଚୋରି ହୋଇଛି। କେତେକ ଦୁବୃର୍ତ୍ତ ମନ୍ଦିର ପ୍ରସ୍ଥାନ ଲୁହା ଗେଟ କାଟି ମନ୍ଦିରରେ ପଶି ହୁଣ୍ଡିରୁ ସୁନା, ରୁପା, ଟଙ୍କା ଆଦି ଚୋରି କରି ନେଇଥିବା ଅଭିଯୋଗ…

କଣାସରେ ବ୍ୟାପୁଛି ଝାଡ଼ାବାନ୍ତି: ଗଲାଣି ୪ ଜୀବନ

କଣାସ ,୨୧।୧: ପୁରୀ ଜିଲା କଣାସ ଅଞ୍ଚଳରେ ଝାଡାବାନ୍ତି ବ୍ୟାପିବାରେ ଲାଗିଛି। ଏଯାବତ ଝାଡ଼ାବାନ୍ତିରେ ୪ ଜଣଙ୍କର ଜୀବନ ଯାଇଥିବା ଜଣାପଡିଛି। ଦୂଷିତ ପାନୀୟ ଜଳ ଯୋଗୁ ଝାଡାବାନ୍ତି ବ୍ୟାପୁଥିବା ଅଭିଯୋଗ ହେଉଛି। ତୁରନ୍ତ ସମସ୍ୟାର ସମାଧାନ ନ ହେଲେ ଆଗକୁ…

ଏପଟେ ଡଲ୍‌ଫିନ୍‌ ଗଣନା, ସେପଟେ ଚିଲିକାରେ ବିପଦପୂର୍ଣ୍ଣ ଯାତ୍ରା

କୃଷ୍ଣପ୍ରସାଦ,୨୦ା୧(କୈଳାସ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସାତପଡ଼ା ଚିଲିକାରେ ଆରମ୍ଭ ହୋଇଛି ଡଲ୍‌ଫିନ୍‌ ଗଣତି। ତାଲିମ ପରେ ସୋମବାର ଭୋର୍‌ରୁ ଗଣତି ଆରମ୍ଭ ହୋଇଛି। ଗଣତି ବେଳେ ଚିଲିକାରେ ଲଞ୍ଚ୍‌, ବୋଟ୍‌ ଆଦି ସମସ୍ତ ଯାତାୟାତ କରୁଥିବା ଯାନବାହନକୁ…

ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ଗର୍ଭଗୃହ ଫଟୋ

ପୁରୀ,୧୯ା୧: ଶ୍ରୀମନ୍ଦିର ଗର୍ଭଗୃହ ଫଟୋ ପୁଣି ଭାଇରାଲ ହୋଇଛି। ଗରୁଡ଼ ସ୍ତମ୍ଭ ପାଖରୁ ଗର୍ଭ ଗୃହର ଫଟୋ ଏବଂ କୀର୍ତ୍ତନ ଚକଡ଼ାର ଫଟୋ ଉଠାଯାଇ ସୋସିଆଲ ମିଡିଆରେ ଭାଇରାଲ କରାଯାଇଛି। ବାଙ୍କେ ବିହାରୀ ଅନନ୍ତ ନାମକ ଜଣେ ଭକ୍ତ ଉଠାଇଥିବା ଫଟୋକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?