୭୨ ଜଣ ପ୍ରଧାନଶିକ୍ଷକ, ଶିକ୍ଷୟିତ୍ରୀଙ୍କ ୧ ମାସର ଦରମା ବନ୍ଦ, ଜାଣନ୍ତୁ କାହିଁକି ଏଭଳି କାର୍ଯ୍ୟାନୁଷ୍ଠାନ ନେଲେ ସରକାର
ପୁରୀ,୨୨।୧( ଅଜିତ୍ କୁମାର ମହାନ୍ତି): ଆକ୍ସନ ମୋଡରେ ଜିଲା ଶିକ୍ଷାଧିକାରୀ। ପୁରୀ ଜିଲାର ୭୨ ଜଣ ପ୍ରଧାନଶିକ୍ଷକ,ଶିକ୍ଷୟିତ୍ରୀଙ୍କ ଏକମାସର ଦରମା ବନ୍ଦ କରିବାକୁ ଚିଠି ଜରିଆରେ ନିର୍ଦ୍ଦେଶ ଜାରି କରାଯାଇଛି। ବର୍ଷା ସମୟରେ ବଜ୍ରପାତ ହେଲେ ସେଥିରୁ କିଭଳି ସୁରକ୍ଷିତ ରହିପାରିବେ…
BJD ରାଜ୍ୟସଭା ଏମପି ଶୁଭାଶିଷଙ୍କୁ ହତ୍ୟା ଧମକ, ୧୦ ଲକ୍ଷ ଟଙ୍କା ଦିଅ…
ପୁରୀ,୨୨।୧(ଅଜିତ୍ କୁମାର ମହାନ୍ତି)- ପୁରୀ ଜଗନ୍ନାଥ ମନ୍ଦିରରେ ଖୁବଶୀଘ୍ର ବୋମା ପଡ଼ିବ,ଖୁବଶୀଘ୍ର ପୁରୀ ଗ୍ରାଣ୍ଡ ସେଣ୍ଟରରେ ଗୁଳି ଫୁଟେଇବୁ ଏବଂ ରାଜ୍ୟ ସଭା ଏମପି ଶୁଭାଶିଷ ଖୁଣ୍ଟଆଙ୍କୁ ଗୁଳିମାଡ଼ କରିବା ନେଇ ଧମକ ଦିଆଯାଇଥିଲା । ଏକ ଫେସବୁକ୍ ଆଇଡି ମାଧ୍ୟମରେ…
ଶ୍ରୀମନ୍ଦିରକୁ ବୋମା ଧମକ: ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ପରେ…
ପୁରୀ,୨୨।୧: ଶ୍ରୀମନ୍ଦିରକୁ ବୋମା ଧମକ। ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ମାମଲାରେ ଜଣକୁ ପୋଲିସ ଅଟକ ରଖିଛି । ଜୁଲି ରାଣୀ ପଣ୍ଡା ନାମକ ଏକ ଫେସବୁକ ଆଇଡିରେ ଶ୍ରୀମନ୍ଦିର ସମେତ ପୁରୀ ଗ୍ରାଣ୍ଡ ସେଣ୍ଟର ଓ ରାଜ୍ୟସଭା ଏମ୍ପି ଶୁଭାଶିଷ…
ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ
ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି। ଅବକାଶ ପୂଜା ଶେଷ ପରେ ମହାସ୍ନାନ ନୀତି ଆରମ୍ଭ ହେବ। ବଡ଼ ମହାସ୍ନାନ ନୀତି…
ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ
ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି। ବର୍ଷକୁ ଥରେ ବଡ଼ସିଂହାର ନୀତିରେ ହୋଇଥାଏ ପଦ୍ମବେଶ। ଦିନକ ପାଇଁ ପଦ୍ମବେଶରେ ପହୁଡ଼ ହୁଅନ୍ତି…
କାକଟପୁର, ଅସ୍ତରଙ୍ଗରେ ଖୋଲିନାହିଁ ଧାନମଣ୍ଡି, ଚିନ୍ତାରେ ଚାଷୀ
କାକଟପୁର/ଅସ୍ତରଙ୍ଗ, ୨୦ା୧(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ପୁରୀ ଜିଲା ଅସ୍ତରଙ୍ଗ ଏବଂ କାକଟପୁର ବ୍ଲକ ଅଞ୍ଚଳରେ ବର୍ତ୍ତମାନ ସୁଦ୍ଧା ଧାନମଣ୍ଡି ଖୋଲିନାହିଁ। ଜାନୁଆରୀ ୧୫ରୁ ୧୭ତାରିଖ ମଧ୍ୟରେ ମଣ୍ଡି ଖୋଲାଯିବାକୁ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଥିଲା। ଫଳରେ ଚାଷୀମାନେ ଉତ୍ସାହିତ ହୋଇପଡ଼ିଥିଲେ।…
ନବବିବାହିତାଙ୍କୁ ନିର୍ଯାତନା, ଦିବ୍ୟାଙ୍ଗ ବାପାଙ୍କୁ ମାଡ଼
ବଳଙ୍ଗା,୨୦ା୧(କେଦାରେଶ୍ୱର ନନ୍ଦ): ଅଧିକ ଯୌତୁକ ଦାବିରେ ବଳଙ୍ଗା ଥାନା ଅଧୀନ ସମେଇପୁର ଗ୍ରାମରେ ଜଣେ ନବବିବାହିତାଙ୍କୁ ନିର୍ଯାତନା ଦିଆଯିବା ସହ ତାଙ୍କ ଦିବ୍ୟାଙ୍ଗ ବାପାକୁ ମାଡ଼ ମରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ…
ମୁହାଁମୁହିଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା-ସମୀର ଦାସ, ଗୋଷ୍ଠୀ କନ୍ଦଳ ଜୋରଦାର
ନିମାପଡ଼ା, ୧୯।୧: ପୁରୀ ଜିଲା ନିମାପଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପାର ଆଭ୍ୟନ୍ତରୀଣ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ସମୀର ରଞ୍ଜନ ଦାସଙ୍କ ମଧ୍ୟରେ ଚାଲିଥିବା ବିବାଦ ଏବେ…
ଶିକ୍ଷୟିତ୍ରୀଙ୍କ ପାଇଁ ଗେଟ୍ରେ ପଡ଼ିଲା ତାଲା: ବାହାରେ ରହିଗଲେ…
ସାକ୍ଷୀଗୋପାଳ,୧୩।୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଖେଳ ଶିକ୍ଷୟିତ୍ରୀ ପୁଷ୍ପାଞ୍ଜଳି ଜେନାଙ୍କ ବଦଳି ବାତିଲ ଦାବିକରି ବିଦ୍ୟାଳୟର ଛାତ୍ରୀମାନେ ସ୍କୁଲ ଗେଟ୍ରେ ତାଲା ପକାଇ ସୋମବାର ଧାରଣା ଦେଇଛନ୍ତି। ଆକ୍ରୋଶ ମୂଳକ…
ଅଯୋଧ୍ୟା ଅଭିମୁଖେ ସ୍ବର୍ଣ୍ଣ ଧନୁ
ପୁରୀ,୧୯।୧(ଅଜିତ୍ କୁମାର ମହାନ୍ତି): ଅଯୋଧ୍ୟା ଅଭିମୁଖେ ଯାତ୍ରା କଲା ସ୍ବର୍ଣ୍ଣ ଧନୁ। ରବିବାର ଭୁବନେଶ୍ୱରରେ ଧନୁ ପ୍ରଦର୍ଶନ ହେବାପରେ ବିଳମ୍ବିତ ରାତିରେ ପୁରୀରେ ପହଞ୍ଚିଥିଲା। ସ୍ବର୍ଣ୍ଣରେ ନିର୍ମିତ ଏହି ସ୍ବର୍ଣ୍ଣ ଧନୁ ପୁରୀ ଉତ୍ତରପାର୍ଶ୍ୱ ମଠରେ ପହଞ୍ଚିବା ପରେ ସେଠାରେ ଧନୁକୁ…
ପାଳନ ହେଉନି ଏନ୍ଜିଟି ନିର୍ଦ୍ଦେଶ : ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି ସ୍ଥାନୀୟ ବାସିନ୍ଦା
ପୁରୀ,୧୯ା୧(ଅଜିତ୍ କୁମାର ମହାନ୍ତି): ପୁରୀ ବଳିଆପଣ୍ଡା ଡମ୍ପିଂୟାର୍ଡ ପ୍ରସଙ୍ଗରେ ଏନ୍ଜିଟିର ନିର୍ଦ୍ଦେଶକୁ ପ୍ରଶାସନ ଫୁ’ କରି ଦେଇଥିବା ଦେଖିବାକୁ ମିଳୁଛି। ଏନ୍ଜିଟିର ନିର୍ଦ୍ଦେଶ ସତ୍ତ୍ୱେ ଅଳିଆ ପାହାଡ଼ ଏଯାବତ ନ ହଟିବାରୁ ସ୍ଥାନୀୟ ବାସିନ୍ଦା ଦହଗଞ୍ଜ ହେଉଛନ୍ତି। ଏହି ଘଟଣା ଆଜିକାଲିର…
ଚିଲିକାରେ ଚାଲିଛି ପକ୍ଷୀ ଗଣନା
କୃଷ୍ଣପ୍ରସାଦ,୧୮।୧(କୈଳାଶ ଚନ୍ଦ୍ର ପଟନାୟକ): ଚିଲିକାରେ ପକ୍ଷୀ ଗଣନା ଆରମ୍ଭ ହୋଇଛି। ସକାଳ ୬ ଟା ରୁ ୧୨ ଟା ଯାଏ ଗଣନା କରାଯିବ। ଏଥିପାଇଁ ୫ଟି ରେଞ୍ଜରେ ୨୨ ଟିମ୍ ଗଠନ କରାଯାଇଛି। ରାତିରେ ପକ୍ଷୀ ଗଣନାର ଚୂଡାନ୍ତ ତାଲିକା ପ୍ରକାଶ…
Archives


