ପୁରୀ

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ ପାଠାଗାର ଆଜବେଷ୍ଟସ୍‌ ଛାତତଳେ ରହିଥିବା ସିଲିଂ ପଞ୍ଚସଖାଙ୍କ ପ୍ରତିମୂର୍ତ୍ତି ଉପରେ ଖସିପଡ଼ିଥିଲା। ସେଠାରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର, ବାଳିଆ ଆଦି ବଡ଼ ଛୋଟ ମାଛ ପୋଖରୀ ମଧ୍ୟରେ ମରି ଭାସୁଥିବା ଦେଖିବାକୁ…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର ସହିତ କୃତକାର୍ଯ୍ୟ ହୋଇ ଅଞ୍ଚଳ ପାଇଁ ଗୌରବ ଆଣିଦେଇଛନ୍ତି । ପିତା ଗୋବିନ୍ଦ…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର ୫ମ ଦିନ ସୋମବାର ହେରାପଞ୍ଚମୀରେ ଅଭିମାନିନୀ ମା’ ଲକ୍ଷ୍ମୀ ଠାକୁରାଣୀ ଶ୍ରୀଗୁଣ୍ଡିଚା ମନ୍ଦିର…

ଆସିଲା ଆଜ୍ଞାମାଳ: ରଥ ନେବ ଦକ୍ଷିଣ ମୋଡ଼

ପୁରୀ,୨୧ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା ତିନିରଥ ମଙ୍ଗଳବାର ଦକ୍ଷିଣ ମୋଡ଼ ହେବ। ତିନିରଥକୁ ନାକଚଣା ଦ୍ୱାର ସମ୍ମୁଖ ଶରଧାବାଲିକୁ…

ଆଜି ହେରାପଞ୍ଚମୀ -ମହାପ୍ରଭୁଙ୍କ ରଥ ଭାଙ୍ଗିବେ ଅଭିମାନିନୀ ଲକ୍ଷ୍ମୀ ଠାକୁରାଣୀ

ପୁରୀ,୨୦।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ନେଇ ନବଦିନାତ୍ମକ ଯାତ୍ରାରେ ଆସି ଏବେ ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ବିରାଜମାନ କରିଛନ୍ତି। ଶ୍ରୀଗୁଣ୍ଡିଚା ମନ୍ଦିରରେ ଚାଲିଛି ଶ୍ରୀବିଗ୍ରହମାନଙ୍କ ନୀତିକାନ୍ତି। ଘୋଷଯାତ୍ରାର ଏକ ଅନନ୍ୟ…

ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହାରିଲା ପ୍ରଥମ ଆଡ଼ପ ଅବଢ଼ା: ଶ୍ରଦ୍ଧାଳୁ ଆନନ୍ଦିତ

ପୁରୀ,୧୯ା୭: ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହାରିଛି ପ୍ରଥମ ଆଡ଼ପ ଅବଢ଼ା। ଶହଶହ ଶ୍ରଦ୍ଧାଳୁ ଆଡ଼ପ ଅବଢ଼ା ପାଇ ଆନନ୍ଦିତ ହୋଇଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ ରତ୍ନସିଂହାସନ ଛାଡ଼ି ନବଦିନ ଯାତ୍ରାରେ…

ଆଡ଼ପମଣ୍ଡପରେ ଦାରୁଦିଅଁ: ଆଜିଠୁ ଭକ୍ତ ପାଇବେ ଆଡ଼ପ ଅବଢ଼ା

ପୁରୀ,୧୯।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ ରତ୍ନସିଂହାସନ ଛାଡ଼ି ନବଦିନ ଯାତ୍ରାରେ ଆସି ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିରରେ ପହଞ୍ଚତ୍ଛନ୍ତି। ରଥତ୍ରୟ ଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ ରହିଛି।…

ଜଗା ମଥାରେ ଝଟକିଲା ଟାହିଆ, ଜନ୍ମବେଦିକୁ ବିଜେ କଲେ ମହାପ୍ରଭୁ

ପୁରୀ,୧୮।୭: ମହାପ୍ରଭୁ ଜଗନ୍ନାଥଙ୍କ ମଥାରେ ଝଟକିଲା ଟାହିଆ। ଆଡ଼ପ ବିଜେରେ ମହାପ୍ରଭୁ ମସ୍ତକରେ ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ ମଣ୍ଡିତ ହୋଇ ଭକ୍ତଜନଙ୍କୁ ଆକର୍ଷଣ କରିଥିଲେ। ମହାପ୍ରଭୁ ଗୋଟି ପହଣ୍ଡିରେ ରଥରୁ ସଅଳ ଆଗେଇ ଆସି ଭଉଣୀ,…

ଘୋଷଯାତ୍ରାରେ ବିରଳ ଦୃଶ୍ୟ: ସମୁଦ୍ର ପାଣିକୁ ଦୁଇ ଭାଗ କଲେ ଷଣ୍ଢ

ପୁରୀ, ୧୮।୭(ଅଜିତ୍ ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ଘୋଷଯାତ୍ରା ଅବସରରେ ଶ୍ରୀକ୍ଷେତ୍ର ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ ସହ ପବିତ୍ର ସମୁଦ୍ରରେ ସ୍ନାନ କରି ପୁଣ୍ୟଲାଭ କରୁଛନ୍ତି। ଭକ୍ତମାନଙ୍କ…

Puri Rath Yatra: ରଥଯାତ୍ରା ସମୟରେ ହୋଟେଲ ଭଡା ୪ ଗୁଣା ବୃଦ୍ଧି; ଫୁଟପାଥ, ବେଳାଭୂମିରେ ରାତି ବିତାଇଲେ ଶ୍ରଦ୍ଧାଳୁ

ପୁରୀ,୧୮।୭: ପୁଣିଥରେ ବିଶ୍ୱ ପ୍ରସିଦ୍ଧ ଶ୍ରୀ ଜଗନ୍ନାଥ ରଥଯାତ୍ରା ପାଇଁ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ଏକ ବିଶାଳ ସମାଗମ ହୋଇଛି। ଦେଶ ବିଦେଶରୁ ଆସୁଥିବା ଭକ୍ତମାନେ ପ୍ରଭୁଙ୍କ ଦର୍ଶନ କରି ଆଧ୍ୟାତ୍ମିକ ଆନନ୍ଦ ଅନୁଭବ କରୁଥିବା ବେଳେ, ଉପଯୁକ୍ତ ରହଣି…

ଟାହିଆ ଖୋଲାଯିବା ନେଇ ବାଡ଼ଗ୍ରାହୀଙ୍କ ପ୍ରତିକ୍ରିୟା: ୪୫ ମିନିଟ୍‌ ଧରି ମହାପ୍ରଭୁ ନ ହଲିବାରୁ…

ପୁରୀ,୧୮ା୭: ମହାପ୍ରଭୁ ଜଗନ୍ନାଥଙ୍କ ଟାହିଆ ଖୋଲାଯିବା ନେଇ ଜଗନ୍ନାଥଙ୍କ ବାଡ଼ଗ୍ରାହୀ ରାଜକୁମାର ସ୍ବାଇଁ ମହାପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ସୋଲରେ ତିଆରି ଟାହିଆ ପର୍ବତ ପରି ଓଜନିଆ ହୋଇଗଲା। ଏହାକୁ ଦଇତାପତିମାନେ ଉଠାଇବାରେ ସକ୍ଷମ ହୋଇ ନ ଥିଲେ। ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?