ପୁରୀ

ଏହିଦିନ ରତ୍ନଭଣ୍ଡାରରୁ କଢାଯିବ ସିନ୍ଦୁକ, ରାଜ୍ୟ ସରକାରଙ୍କ ଏସଓପି ଅନୁଯାୟୀ…

ପୁରୀ,୨୦।୮: ରତ୍ନଭଣ୍ଡାରରୁ କଢାଯିବ ସିନ୍ଦୁକ। ରାଜ୍ୟ ସରକାରଙ୍କ ଏସଓପି ଅନୁଯାୟୀ ଏହାକୁ ସ୍ଥାନାନ୍ତରଣ କରାଯିବ। ଆସନ୍ତା ୨୩ରେ ଅର୍ଥାତ୍‌ ଶୁକ୍ରବାର ରତ୍ନଭଣ୍ଡାରରୁ ସ୍ଥାନାନ୍ତରଣ ହେବ ଖାଲି ଆଲମିରା ଓ ସିନ୍ଦୁକ। ଉଭୟ ବାହାର ଓ ଭିତର ରତ୍ନଭଣ୍ଡାରରୁ ଶ୍ରୀମନ୍ଦିର ନୀଳାଦ୍ରି ବିହାର…

ଗୋଡ଼ାଇ ଗୋଡ଼ାଇ ଦିବ୍ୟାଙ୍ଗ ହରିହରଙ୍କୁ ହତ୍ୟା

ପୁରୀ,୨୦।୮(ଅଜିତ୍‌ କୁମାର ମହାନ୍ତି): ପୁରୀରେ ଶାନ୍ତିଶୃଙ୍ଖଳା ରକ୍ଷା କରିବାରେ ପୋଲିସ ବିଫଳ ହୋଇଛି। ଆପରାଧିକ କାର୍ଯ୍ୟକଳାପ ଉପରେ ପୋଲିସ ନଜର ରଖୁଥିଲେ ମଧ୍ୟ ସହରରେ ଦିନକୁ ଦିନ ଅପରାଧ ବୃଦ୍ଧି ପାଉଥିବା ଦେଖିବାକୁ ମିଳୁଛି। ସୋମବାର ସନ୍ଧ୍ୟାରେ ଟାଉନ ଥାନା ଅନ୍ତର୍ଗତ…

ସାକ୍ଷୀଗୋପାଳ ମନ୍ଦିର ଝୁଲଣ କୁଞ୍ଜରେ ଜୋତାପିନ୍ଧା ମୂର୍ତ୍ତି

ସାକ୍ଷୀଗୋପାଳ,୨୦।୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସାକ୍ଷୀଗୋପାଳ ମନ୍ଦିରରେ ରବିବାର ପରମ୍ପରା କ୍ରମେ ଗହ୍ମାପୂର୍ଣ୍ଣିମା ପର୍ବ ଓ ଝୁଲଣ ଯାତ୍ରା ପାଳିତ ହୋଇଯାଇଛି। ତେବେ ଚଳିତ ବର୍ଷ ବର୍ଜ୍ୟବସ୍ତୁ ଫାଇବରରେ ନିର୍ମିତ ଜୋତା ପିନ୍ଧିଥିବା ଭୀମ ଓ ଦୁଃଶାସନଙ୍କ ମୂର୍ତ୍ତି ସ୍ଥାପନ କରାଯାଇଛି। ଏହାବ୍ୟତୀତ…

ମିଲ୍‌କୁ ଗଲା ଉତ୍ତର, ପଶ୍ଚିମ ଦ୍ୱାରରେ ଥିବା ଅର୍ପଣ ଚାଉଳ

ପୁରୀ,୧୯।୮(ଅଜିତ୍‌ କୁମାର ମହାନ୍ତି): ସେବାୟତଙ୍କଠାରୁ ଆରମ୍ଭ କରି ଭକ୍ତମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇବା ପରେ ଶ୍ରୀମନ୍ଦିର ଉତ୍ତର ଏବଂ ପଶ୍ଚିମ ଦ୍ୱାରଠାରେ ଥିବା ଅର୍ପଣ ଚାଉଳକୁ ପ୍ରଶାସନର ନିର୍ଦ୍ଦେଶ ପରେ ସୁଆର ମହାସୁଆର ନିଯୋଗ ପକ୍ଷରୁ ରବିବାର ମିଲ୍‌କୁ ପଠାଯାଇଛି।…

ଏଣିକି ଶ୍ରୀମନ୍ଦିରରେ ମିଳିବ ମାଗଣା ଅବଢ଼ା : ଜାଣନ୍ତୁ କ’ଣ କହିଲେ ଆଇନମନ୍ତ୍ରୀ…

ପୁରୀ,୧୮।୮: ଏଣିକି ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କୁ ମାଗଣା ମହାପ୍ରସାଦ ମିଳିବ। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏ ନେଇ ବୟାନ ରଖିଛନ୍ତି। ଭକ୍ତଙ୍କୁ ମାଗଣା ଅବଢ଼ା ଦେବାକୁ ବ୍ୟବସ୍ଥା କରାଯାଉଛି। ପ୍ରତିଦିନ ପ୍ରାୟ ଏକରୁ ଦେଢ଼ ଲକ୍ଷ ଭକ୍ତ ଶ୍ରୀମନ୍ଦିର ଆସୁଛନ୍ତି, ସମସ୍ତଙ୍କୁ…

ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା

ପୁରୀ,୧୮ା୮: ପୁରୀ ଜିଲା କୃଷ୍ଣପ୍ରସାଦ ନିକଟ ମଝି ଚିଲିକାରେ ଏକ ଯାତ୍ରୀବାହୀ ଡଙ୍ଗା ରବିବାର ଫସିଯାଇଛି। ଡଙ୍ଗାରେ ଯାନ୍ତ୍ରିକ ତ୍ରୁଟି ଥିବାରୁ ମହିଁସା ନିକଟରେ ଅଟକି ରହିଛି। ଉକ୍ତ ଡଙ୍ଗାରେ ୪୦ରୁ ଉଦ୍ଧର୍‌ବ ଯାତ୍ରୀ ଥିବା ବେଳେ ପ୍ରାୟ ୨୦ଟି ବାଇକ୍‌…

ସିଂହଦ୍ୱାର ସମ୍ମୁଖରେ ଭାସିଲା ପେଯ ନଳା ପାଣି

ପୁରୀ,୧୮ା୮(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଶନିବାର ସକାଳ ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପେଯ ନଳା ପାଣି ଭାସିଥିଲା, ଯାହାକୁ ନେଇ ସେବାୟତଙ୍କ ଠାରୁ ଆରମ୍ଭ କରି ଭକ୍ତମାନେ ଅସନ୍ତୋଷ ବ୍ୟକ୍ତ…

ଭକ୍ତଙ୍କୁ ମାଗଣାରେ ମହାପ୍ରସାଦ ବଣ୍ଟନ ଯୋଜନା ରହିଛି: ଆଇନ ମନ୍ତ୍ରୀ

ଭକ୍ତଙ୍କୁ ମାଗଣାରେ ମହାପ୍ରସାଦ ବଣ୍ଟନ ଯୋଜନା ରହିଛି: ଆଇନ ମନ୍ତ୍ରୀ ପୁରୀ,୧୭।୮: ପୁରୀରେ ଶ୍ରୀଜଗନ୍ନାଥ ସଂସ୍କୃତିକୁ ନେଇ ଏକ ବ୍ୟାଖ୍ୟାନ କେନ୍ଦ୍ର ଖୋଲିବାକୁ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶନିବାର ସୂଚନା ଦେଇଛନ୍ତି। ଏପରିକି ଶ୍ରୀମନ୍ଦିର ନୀତିକାନ୍ତି, ବ୍ୟବସ୍ଥାବଳୀ ଏବଂ ଜଗନ୍ନାଥ…

କାର୍ଯ୍ୟଭାର ଗ୍ରହଣ ପରେ ମହାପ୍ରଭୁଙ୍କୁ ଦର୍ଶନ କଲେ ନୂଆ ଡିଜିପି

ପୁରୀ,୧୭ା୮: ନୂଆ ପୋଲିସ ଡିଜି ଭାବେ ଓ୍ବାଇ ବି ଖୁରାନିଆ କାର୍ଯ୍ୟଭାର ସମ୍ଭାଳିବା ପରେ ଶନିବାର ସସ୍ତ୍ରୀକ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ ଲାଭ କରିଛନ୍ତି। ଶ୍ରୀମନ୍ଦିର ସିଂହଦ୍ୱାରଠାରେ ପହଞ୍ଚିବା ପରେ ପୁରୀ ଏସ୍‌ପି ଏବଂ ଅନ୍ୟାନ୍ୟ ବରିଷ୍ଠ ପୋଲିସ ତାଙ୍କୁ…

୨୦ରେ ଏନ୍‌ଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ

ନିମାପଡ଼ା, ୧୭।୮(ବିଚିତ୍ରାନନ୍ଦ ସାହୁ/ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଅଧ୍ୟକ୍ଷା ସସ୍ମିତା ସାହୁଙ୍କ ବିରୋଧରେ ଅନାସ୍ଥା ଭୋଟ ହେବ। ଆସନ୍ତା ୨୦ ତାରିଖରେ ଏହି ଅନାସ୍ଥା ଭୋଟ ହେବ ବୋଲି ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଚିଠି…

ମହାପ୍ରଭୁଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବଲିଉଡ ସୁନ୍ଦରୀ ଜୁହି ଚାୱଲା, କହିଲେ ବଡ଼ କଥା

ମହାରାଷ୍ଟ୍ର,୧୬।୮: ପୁରୀ ଆସି ଶ୍ରୀମନ୍ଦିରେ ମହାପ୍ରଭୁଙ୍କ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି ନବେ ଦଶକର ବଳିଉଡ ସୁନ୍ଦରୀ ତଥା କୋଲକାତା ନାଇଟ ରାଇଡର୍ସର ସହ-ମାଲିକ ଜୁହି ଚାୱଲା । ଇଣ୍ଡିଆନ୍ ପ୍ରିମୀୟର ଲିଗ୍ ରେ କେକେଆରର ଧମାକାଦାର ବିଜୟ ପାଇଁ ସେ…

ଶୃଙ୍ଖଳିତ ଦର୍ଶନ ପାଇଁ ଲାଗିବ AI କ୍ୟାମେରା, ଟେଣ୍ଡର ପ୍ରକ୍ରିୟା ଆରମ୍ଭ

ପୁରୀ, ୧୪।୦୮: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନକୁ ଶୃଙ୍ଖଳିତ କରିବାକୁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଉନ୍ନତ ଜ୍ଞାନ କୌଶଳ ପ୍ରୟୋଗ କରାଯାଇ ଭିଡ଼ ନିୟନ୍ତ୍ରଣ କରାଯିବା ସହିତ ମହାପ୍ରଭୁଙ୍କ ଦର୍ଶନକୁ ଶୃଙ୍ଖଳିତ କରିବାକୁ AI କ୍ୟାମେରା ଲଗାଯିବ। ଶ୍ରୀମନ୍ଦିର ଭିତର ବାହାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri