ପୁରୀ

ପୁରୀରେ ଚାଲିଲା ଡବଲ୍‌ ଡେକର୍‌ ବସ୍‌

ପୁରୀ,୬।୧(ଅଜିତ୍‌ କୁମାର ମହାନ୍ତି): ଆସନ୍ତା ୮ ତାରିଖରୁ ୩ ଦିନ ବ୍ୟାପୀ ଭୁବନେଶ୍ୱରରେ ପ୍ରବାସୀ ଭାରତୀୟ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ପ୍ରବାସୀ ଭାରତୀୟଙ୍କ ପରିଭ୍ରମଣ ପାଇଁ ସରକାରଙ୍କ ପକ୍ଷରୁ ଡବଲ୍‌ ଡେକର୍‌ ବସ୍‌ର ବ୍ୟବସ୍ଥା କରାଯାଉଛି। ଭୁବନେଶ୍ୱରଠାରେ ସମ୍ମିଳନୀ ଆୟୋଜିତ…

ସେବାୟତ ବିଶ୍ବନାଥ ଖୁଣ୍ଟିଆ ନିଲମ୍ବିତ

ପୁରୀ,୫।୧: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ରବିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ବିଶୃଙ୍ଖଳା ଆଚରଣ ପାଇଁ ଶ୍ରୀମନ୍ଦିର ମୁଖ ପଖାଳ ସେବାୟତ ବିଶ୍ବନାଥ ଖୁଣ୍ଟିଆଙ୍କୁ ୩ ମାସ ପାଇଁ ନିଲମ୍ବନ କରାଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଏହି ପଦକ୍ଷେପ…

ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌, ଚାଲିଛି ତନାଘନା

ପୁରୀ,୫ା୧: ଶ୍ରୀମନ୍ଦିର ଉପରେ ରବିବାର ଭୋର୍‌ ପ୍ରାୟ ୪ଟା ୧୦ରେ ଡ୍ରୋନ୍‌ ଉଡ଼ିଥିବାର ଦେଖିବାକୁ ମିଳିଛି। ଡ୍ରୋନ୍‌ଟି ଦୋଳମଣ୍ଡପ ସାହିରୁ ଆସି ପ୍ରଥମେ ମନ୍ଦିର ଚାରିପାଖ ଏବଂ ପରେ ମେଘନାଦ ପାଚେରି ପାଖରେ ବୁଲିଥିଲା। ଏପରିକି ମନ୍ଦିରର ଦଧିନଉତି ଉପରେ ବି…

ସୁନା-ରୁପା ଛାଉଣି ହେବ ରତ୍ନଭଣ୍ଡାର କବାଟ: ଆଜିଠୁ ପୁଣି ରତ୍ନଭଣ୍ଡାର ମରାମତି

ପୁରୀ,୩ା୧(ଅଜିତ୍‌ କୁମାର ମହାନ୍ତି):ଗତ ଡିସେମ୍ବର ୧୭ରୁ ଶ୍ରୀମନ୍ଦିର ପ୍ରଶାସନ ଏବଂ ଛତିଶା ନିଯୋଗର ନିଷ୍ପତ୍ତି ଅନୁଯାୟୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦ୍ୱିତୀୟ ଭୋଗ ମଣ୍ଡପ ସମ୍ପନ୍ନ ହେବା ପରେ ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ଏଏସ୍‌ଆଇ ପକ୍ଷରୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ ହୋଇଥିଲା।…

ପୁରୀରେ ଅସମ୍ଭାଳ ଭିଡ଼: ଠେଲାପେଲାର ଭାଙ୍ଗିଲେ ବ୍ୟାରିକେଡ୍‌

ଭୁବନେଶ୍ୱର,୧।୧(ଅଜିତ୍ କୁମାର ମହାନ୍ତି): ନୂଆବର୍ଷରେ ପୁରୀରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି। ଲକ୍ଷାଧିକ ଭକ୍ତଙ୍କ ସମାଗମ ଯୋଗୁ ଠେଲାପେଲା ସ୍ଥିତି ସୃଷ୍ଟି ହୋଇଛି। ଲୋକେ ସିଂହଦ୍ବାର ସମ୍ମୁଖ ବ୍ୟାରିକେଡ ଭାଙ୍ଗିଛନ୍ତି । ପୋଲିସକୁ ଧକ୍କା ଦେଇ ଶ୍ରୀମନ୍ଦିରକୁ ଧସେଇ ପଶିଛନ୍ତି। ମହାପ୍ରଭୁଙ୍କ…

ପୁୁରୀ ମେଡିକାଲରେ ନକଲି ଡାକ୍ତର: ୭ ଦିନ ହେଲା କରୁଥିଲେ ରୋଗୀଙ୍କ ଚିକିତ୍ସା

ଭୁବନେଶ୍ୱର, ୩୧।୧୨: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରୁ ନକଲି ଡାକ୍ତରଙ୍କୁ ଗିରଫ କରାଯାଇଛି। ୭ ଦିନ ହେଲା ଜଣେ ଡାକ୍ତର ବେଶରେଆପ୍ରନ ପିନ୍ଧି ଷ୍ଟେଥୋସ୍କୋପ ପକାଇ ୱାର୍ଡ ବୁଲୁଥିଲେ। ୱାର୍ଡରେ ରୋଗୀଙ୍କୁ ଦେଖୁଥିଲେ, ହେଲେ ଔଷଧ ଲେଖୁ ନ ଥିଲେ। କମ…

ନିମନ୍ତ୍ରିତ ଅତିଥି ହୋଇ ଆସିଛ ନୀରବରେ ବସ…ବିଧାୟିକା ଉପାସନାଙ୍କୁ ମୁହଁତୋଡ ଜବାବ ଦେଲେ ସରପଞ୍ଚ

ବ୍ରହ୍ମଗିରି,୩୧ା୧୨(ସ୍ବାଧୀନ ଚମ୍ପତ୍ତିରାୟ):ବ୍ରହ୍ମଗିରି ବ୍ଲକ୍‌ରେ ସୋମବାର ଏକ ଅପ୍ରୀତିକର ପରିସ୍ଥିତ ଦେଖିବାକୁ ମିଳିଛି, ଯାହା ବ୍ରହ୍ମଗିରିରେ ପ୍ରଥମ ଘଟଣା। ପଞ୍ଚାୟତ ସମିତି ବୈଠକରେ ଜନ ପ୍ରତିନିଧିମାନେ ୨ ଗୋଷ୍ଠୀ ପରସ୍ପର ଆକ୍ଷେପ ପ୍ରତିଆକ୍ଷେପ ଯୋଗୁ ଆରମ୍ଭରୁ ଶେଷ ଯାଏ ହୋହଲ୍ଲା ହୋଇଥିଲା। ପ୍ରକାଶଥାଉକି,…

ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼

ପୁରୀ,୩୦ା୧୨(ଅଜିତ୍‌ କୁମାର ମହାନ୍ତି):ପୁରୁଣା ବର୍ଷ-୨୦୨୪କୁ ବିଦାୟ ଏବଂ ନୂଆବର୍ଷ-୨୦୨୫କୁ ସ୍ବାଗତ କରିବା ପାଇଁ ଏବେଠୁ ପୁରୀରେ ଭକ୍ତ ଓ ପଯ ୍ୟର୍ଟକଙ୍କ ଭିଡ଼ ପରିଲକ୍ଷିତ ହେଲାଣି। ସେହିପରି ଚଳିତବର୍ଷର ଶେଷ ରବିବାର ଛୁଟିଦିନରେ ପୁରୀରେ ଭକ୍ତ ଓ ପର୍ଯ୍ୟଟକଙ୍କ ପ୍ରବଳ ଗହଳି…

ନୂଆବର୍ଷରେ ଭକ୍ତ ପାଇବେ ନୂଆ ଅନୁଭୂତି

ପୁରୀ,୨୯ା୧୨(ଅଜିତ କୁମାର ମହାନ୍ତି): ନୂଆବର୍ଷରେ ଭକ୍ତ ପାଇବେ ନୂଆ ଅନୁଭୂତି। ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଆସୁଥିବା ଭକ୍ତମାନେ ଶ୍ରୀମନ୍ଦିର ସିଂହଦ୍ୱାରରେ ପ୍ରବେଶ କରିବା ପରେ ଗୁମୁଟ ଉପରେ ରୁପାଛାଉଣି କାର୍ଯ୍ୟ ଦେଖି ଆକୃଷ୍ଟ ହେବା ସହ ଏକ ନୂଆ ଅନୁଭୂତି ଲାଭ…

ଶ୍ରୀମନ୍ଦିର ଗୁମୁଟ ରୂପା ଛାଉଣୀ କାର୍ଯ୍ୟ ଆରମ୍ଭ

ପୁରୀ,୨୯।୧୨( ଅଜିତ୍ କୁମାର ମହାନ୍ତି): ନୂଆବର୍ଷକୁ ଆଉ କିଛି ଦିନ ବାକି ଥିବା ବେଳେ ବର୍ତ୍ତମାନଠାରୁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ଭିଡ ପରିଲକ୍ଷିତ ହୋଇଛି। ତେବେ ଆଜିଠାରୁ ଶ୍ରୀମନ୍ଦିର ସିଂହଦ୍ୱାର ଗୁମୁଟ ପତିତପାବନ ନିକଟ ମଣିବନ୍ଧର ରୂପା ଛାଉଣୀ କାର୍ଯ୍ୟ ଆରମ୍ଭ ହୋଇଛି।…

ପୁରୀରେ ଅଘଟଣ: ନିଗମାନନ୍ଦ ସମ୍ମିଳନୀରେ ଚାଲିଗଲା ୨ ଜୀବନ

ପୁରୀ,୨୮।୧୨: ପୁରୀରେ ନିଗମାନନ୍ଦ ସମ୍ମିଳନୀ ଚାଲିଥିଲା। ପୁରୀ ବାଲିଘାଇରେ ଏହି ଭକ୍ତ ସମ୍ମିଳନୀ ହେଉଥିଲା। ତେବେ ଏହି ସମୟରେ ୨ ଶ୍ରଦ୍ଧାଳୁ ଅସୁସ୍ଥ ହୋଇ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମିଳିଥିବା ସୂଚନାମୁତାବକ, ଉଭୟ ଅସୁସ୍ଥ ଅନୁଭବ କରିବାରୁ ସେମାନଙ୍କୁ ପୁରୀ ମେଡିକାଲ…

ନୂଆବର୍ଷରେ ପୁରୀ ଆସିବାର ଥିଲେ ଜାଣି ରଖନ୍ତୁ ଟ୍ରାଫିକ୍‌ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୮ା୧୨: ଡିସେମ୍ବର ୩୧ରୁ ନୂଆବର୍ଷ ପର୍ଯ୍ୟନ୍ତ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ଼ ହେବ ବୋଲି ଆଶଙ୍କା କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଟ୍ରାଫିକ୍‌ କଟକଣା ଜାରି କରାଯାଇଛି। ୬୦ ପ୍ଲାଟୁନ ଫୋର୍ସ ଏହିଦିନ ପୁରୀରେ ନିଯୁକ୍ତି ହେବେ। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ବେଳାଭୂମିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?