ପୁରୀ

ଆସନ୍ତା ୧୭ ତାରିଖରୁ ରତ୍ନଭଣ୍ଡାର ମରାମତି ଆରମ୍ଭ, ତିନି ମାସରେ ସରିବ କାମ

ପୁରୀ,୧୦।୧୨: ଆସନ୍ତା ୧୭ ତାରିଖରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ। ମଙ୍ଗଳବାର ବସିଥିବା ଛତିଶା ନିଯୋଗ ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏହି ସୂଚନା ଦେଇଛନ୍ତି। ଦ୍ବିତୀୟ ଭୋଗ ମଣ୍ଡପ ପରେ ମରାମତି ଆରମ୍ଭ ହେବ। ଏଥିପାଇଁ ଦ୍ବାର…

ପୁଅର ଅନ୍ତ୍ୟେଷ୍ଟିକ୍ରିୟା ପାଇଁ ସହାୟତା ମାଗୁଛନ୍ତି ମା’

କାକଟପୁର/ଅସ୍ତରଙ୍ଗ,୯ା୧୨ (ଶୁଭଦର୍ଶନ ମିଶ୍ର/ ପ୍ରଦୀପ୍ତ କୁମାର ଦୀକ୍ଷିତ): ଦିନେ ରୋଗାକ୍ରାନ୍ତ ପୁଅର ଚିକିତ୍ସା ପାଇଁ ବୃଦ୍ଧ ମା, ବାପା ଗାଁ ଗାଁ ବୁଲି ସହାୟତା ମାଗୁଥିଲେ। ପୁଅକୁ ଭଲ କରିବାକୁ ଆଶା ବାନ୍ଧିଥିଲେ। ହେଲେ ପ୍ରଥମେ ବାପା ଓ ପରେ ଏକମାତ୍ର…

ଏହିଦିନ ଠାରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି, ଅଳଙ୍କାରକୁ…

ପୁରୀ,୮।୧୨: ରତ୍ନଭଣ୍ଡାର ମରାମତି ନେଇ ଆସିଛି ବଡ଼ ଖବର। ଆସନ୍ତା ୧୬ ଠାରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଏନେଇ ଆସନ୍ତା ଦୁଇଦିନ ଭିତରେ ବୈଠକ ବସିବ ବୋଲି ସୂଚନା ମିଳିଛି। ଦିନକୁ ୫ଘଣ୍ଟା ମରାମତି ହେବ। ଗତ ଜୁଲାଇରେ…

ଜାଣନ୍ତୁ ୩ ବର୍ଷରେ ଜଗାକୁ ଶ୍ରଦ୍ଧାାଳୁ ଦେଇଛନ୍ତି କେତେ କୋଟି, ହୁଣ୍ଡିରେ…

ପୁରୀ,୭।୧୨: ଦାନ ସୂତ୍ରରେ ମହାପ୍ରଭୁ ଜଗନ୍ନାଥଙ୍କୁ ୩ ବର୍ଷରେ ମିଳିଛି ୧୧୩ କୋଟି। ମହାପ୍ରଭୁ ଜଗନ୍ନାଥଙ୍କ ହୁଣ୍ଡିରୁ କେତେ ଟଙ୍କା ଆଦାୟ ହେଉଛି ଏ ନେଇ ବିଧାନସଭାରେ ବିସ୍ତୁତ ତଥ୍ୟ ସାମ୍ନାକୁ ଆସିଛି। ଗତ ତିନି ବର୍ଷରେ ଶହେ କୋଟିରୁ ଅଧିକ…

ପରାକ୍ରମ ଦେଖାଇଲା ନୌସେନା, ଉଦ୍‌ଘାଟନ କଲେ ରାଷ୍ଟ୍ରପତି

ପୁରୀ,୪ା୧୨: ପୁରୀ ବ୍ଲୁ ଫ୍ଲାଗ୍‌ ବିଚ୍‌ରେ ବୁଧବାର ନୌସେନା ତା’ର ପରାକ୍ରମ ଦେଖାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ଡେମୋର ଉଦ୍‌ଘାଟନ କରିଛନ୍ତି। ରାଷ୍ଟ୍ରପତି ବ୍ଲୁ ଫ୍ଲାଗ୍‌ ବିଚ୍‌ରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଥିଲା। ପ୍ରଥମ…

ପୁରୀ ଯାଉଥିଲେ ବିଧାୟକ, ବସ୍‌ରେ ଗୀତ ବୋଲିଲେ ସିଦ୍ଧାନ୍ତ

ପୁରୀ,୪।୧୨: ଆଜି ନୌସେନା ଦିବସ ପାଳନ ଅବସରରେ ପୁରୀରେ ସବୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ସରିଛି। ଏଥିପାଇଁ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ୩ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ପୁରୀରେ ନୌ ସେନା ଦିବସ ପାଳନ କାର୍ଯ୍ୟକ୍ରମରେ ସେ ଯୋଗଦେବେ। ଏଥିସହ ଓଡ଼ିଶାର…

ରାଷ୍ଟ୍ରପତିଙ୍କ ଆଖିରେ ଲୁହ ମହାପ୍ରଭୁଙ୍କୁ ଦେଖୁ ଦେଖୁ …

ପୁରୀ,୪।୧୨( ଅଜିତ୍ କୁମାର ମହାନ୍ତି):୪ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ପୁରୀ ଗସ୍ତରେ ଆସି ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ…

ନୌସେନା ଦିବସ ପାଇଁ କାଲି ସବୁ ସ୍କୁଲ ଛୁଟି ଘୋଷଣା

ପୁରୀ,୩।୧୨: ଡିସେମ୍ବର ୪ ଅର୍ଥାତ୍‌ ଆସନ୍ତାକାଲି ପୁରୀ ବେଳାଭୂମିରେ ଶକ୍ତି ପ୍ରଦର୍ଶନ କରିବ ଭାରତୀୟ ନୌସେନା। ଏନେଇ ସବୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ଏଥିପାଇଁ କାଲି ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ପୁରୀ ପୌରପାଳିକାରେ ଆସନ୍ତାକାଲି ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ।…

ଶକ୍ତି ଦେଖାଇବ ନୌସେନା: ୧୫ ଜାହାଜ, ୪୦ ଏୟାରକ୍ରାଫ୍ଟ ହେବ ସାମିଲ

ପୁରୀ,୧ା୧୨: ଆସନ୍ତା ୪ ତାରିଖରେ ପୁରୀ ବେଳାଭୂମିରେ ଶକ୍ତି ପ୍ରଦର୍ଶନ କରିବ ଭାରତୀୟ ନୌସେନା। ଏନେଇ ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଏବଂ ନୌସେନା ଅଧିକାରୀ ସୂଚନା ଦେଇଛନ୍ତି। ଜିଲାପାଳ ନୌସେନା ଦିବସରେ ୧୫ଟି ଜାହାଜ, ୪୦ ଏୟାରକ୍ରାଫ୍ଟ ସାମିଲ…

ଯୁଦ୍ଧର ଭ୍ରମ ସୃଷ୍ଟିକଲା ନୌସେନା ମକ୍‌ଡ୍ରିଲ୍‌

ପୁରୀ,୨୯ା୧୧(ଅଜିତ୍‌ କୁମାର ମହାନ୍ତି):ଆସନ୍ତା ଡିସେମ୍ବର ୪ରେ ପୁରୀ ବେଳାଭୂମିରେ ପ୍ରଥମ ଥର ପାଇଁ ଭାରତୀୟ ନୌସେନା ପକ୍ଷରୁ ନୌସେନା ଦିବସ ପାଳନ ହେବାକୁ ଯାଉଛି। ଏଥିପାଇଁ ଜିଲା ପ୍ରଶାସନ ସମେତ ନୌସେନା ପକ୍ଷରୁ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ପୁରୀରେ ପ୍ରଥମଥର ପାଇଁ…

ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୨୭ା୧୧(ଅଜିତ୍‌ କୁମାର ମହାନ୍ତି):ମାର୍ଗଶିର ମାସ କୃଷ୍ଣପକ୍ଷ ଦ୍ୱାଦଶୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି। ତେଣୁ ଏହି ନୀତି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।…

୪ରେ ପୁରୀ ଆସିବେ ରାଷ୍ଟ୍ରପତି

ପୁରୀ,୨୫ା୧୧(ଅଜିତ କୁମାର ମହାନ୍ତି): ଆସନ୍ତା ଡିସେମ୍ବର ୪ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରୀ ଗସ୍ତରେ ଆସିବେ। ରାଷ୍ଟ୍ରପତି ପୁରୀ ବ୍ଲୁ ଫ୍ଲାଗ୍‌ ବିଚ୍‌ରେ ହେବାକୁ ଥିବା ଭାରତୀୟ ନୌସେନା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଏଥିସହ ଶ୍ରୀମନ୍ଦିର ଆସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?