ପୁରୀ

ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ,୨୪ା୧୧: ଆସନ୍ତାକାଲି ଅର୍ଥାତ୍‌ ସୋମବାର ମାର୍ଗଶୀର କୃଷ୍ଣ ଦଶମୀ ତିଥି। ଏହି ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ହେବ। ଏଥିପାଇଁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ନ ୫ଟାରୁ…

ଆସିଲା ଜିପିଆର-ଜିପିଏସ୍‌ ସର୍ଭେ ରିପୋର୍ଟ: ଏଥିରେ ରହିଛି…

ପୁରୀ,୨୩ା୧୧: ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ଏଏସ୍‌ଆଇ ପକ୍ଷରୁ କରାଯାଇଥିବା ଜିପିଆର୍‌-ଜିପିଏସ୍‌ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ୪୫ ପୃଷ୍ଠା ସମ୍ବଳିତ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହୋଇଥିବା…

ମଧ୍ୟାହ୍ନଭୋଜନରେ ପୋକ, ଘରକୁ ଫେରିଲେ ଛାତ୍ରୀଛାତ୍ର

କଣାସ/ସାକ୍ଷୀଗୋପାଳ,୨୨।୧୧ (ବିଭୂତି ଭୂଷଣ ତ୍ରିପାଠୀ/ଭରତ ରାଉତ): ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ମାଗଣାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା ପାଇଁ ମଧ୍ୟାହ୍ନଭୋଜନ ଯୋଜନା କାର୍ଯ୍ୟକାରୀ ହେଉଛି। ସରକାର ଏ ବାବଦ ଖର୍ଚ୍ଚରାଶି ବହନ କରୁଥିବାବେଳେ କେତେକ ଘରୋଇ ଅନୁଷ୍ଠାନକୁ ଦାୟିତ୍ୱ ଦେଇଛନ୍ତି।…

ସାକ୍ଷୀଗୋପାଳ ବିଦ୍ୟୁତ ସବଡିଭିଜନ କାର୍ଯ୍ୟାଳୟରେ ଧାରଣା

ସାକ୍ଷୀଗୋପାଳ,୨୦।୧୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଗ୍ରାମୀଣ ମହିଳାମାନଙ୍କ ଆତ୍ମନିର୍ଭରଶୀଳ ନିମନ୍ତେ ଗଠନ କରାଯାଇଥିବା ଶ୍ରୀରାଧା ମରା ନଡ଼ିଆ ତେଲ କ୍ଲଷ୍ଟରରୁ ବିଦ୍ୟୁତ ସଂଯୋଗ କାଟି ଦିଆଯିବାରୁ ମହିଳାମାନେ ବୁଧବାର ସାକ୍ଷୀଗୋପାଳ ବିଦ୍ୟୁତ ସବଡିଭିଜନ କାର୍ଯ୍ୟାଳୟ ସହିତ ଗ୍ରୀଡରେ ତାଲା ପକାଇ ଦେଇ…

‘ବନବାସ’ ରିଲିଜ୍‌ ପୂର୍ବରୁ ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ବଲିଉଡ ଅଭିନେତା ଉତ୍କର୍ଷ

ପୁରୀ,୧୯।୧୧: ବଲିଉଡ ହିରୋ ଉତ୍କର୍ଷ ଶର୍ମା ମଙ୍ଗଳବାର ପୁରୀରେ ପହଞ୍ଚି ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବା ସହ ଆଗାମୀ ଫିଲ୍ମ ‘ବନବାସ’ର ପ୍ରମୋସନ ପୁରୀରୁ ଆରମ୍ଭ ହୋଇଥିବା ସେ ପ୍ରକାଶ କରିଛନ୍ତି। ଗଦର-୨ର ଅପାର ସଫଳତା…

ଆଇନମନ୍ତ୍ରୀଙ୍କ ବଡ଼ ସୂଚନା: ଜାନୁଆରୀ ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଅଳଙ୍କାର ଗଣତି

ଭୁବନେଶ୍ୱର/ପୁରୀ,୧୮ା୧୧: ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ରତ୍ନଭଣ୍ଡାର ଅଳଙ୍କାର ଗଣତିକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଜାନୁଆରୀ ଶେଷ ସୁଦ୍ଧା ରତ୍ନଭଣ୍ଡାରର ଗଣତି ମଣତି ଶେଷ ହେବ। କାର୍ତ୍ତିକ ମାସ ପାଇଁ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ…

ମହାପ୍ରଭୁ ଜଗନ୍ନାଥଙ୍କ ଜମି ହାତେଇବା ଉଦ୍ୟମ, ଜାଲିଆତି ନେଇ ଶ୍ରୀମନ୍ଦିର ପ୍ରଶାସନ…

ପୁରୀ,୧୬ା୧୧: ମହାପ୍ରଭୁ ଜଗନ୍ନାଥଙ୍କ ଜମି ଜାଲିଆତି ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପୁରୀ ବାସେଳିସାହି ଥାନାରେ ଏତଲା ଦାୟର କରାଯାଇଛି। ମାଟିତୋଟା ମୌଜାରେ ମହାପ୍ରଭୁଙ୍କ ଜମି ବେଆଇନ ଭାବେ ହସ୍ତାନ୍ତର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଉକ୍ତ ଜମିକୁ ଜବରଦଖଲ କରି…

ହଟିଲା କଟକଣା: ଆଜିଠୁ ଚାରିଦ୍ୱାର ଖୋଲା

ପୁରୀ,୧୬ା୧୧(ଅଜିତ୍‌ କୁମାର ମହାନ୍ତି):ଭକ୍ତଙ୍କ ନିମନ୍ତେ ଖୁସି ଖବର। କାର୍ତ୍ତିକ ମାସ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ହୋଇଥିବା କଟକଣାକୁ ଶୁକ୍ରବାର ହଟାଇ ନିଆଯାଇଛି। ଶନିବାରଠାରୁ ପୁନର୍ବାର ଭକ୍ତମାନେ ଶ୍ରୀମନ୍ଦିରରେ ଚାରିଦ୍ୱାର ଦେଇ ପ୍ରବେଶ କରି ମହାପ୍ରଭୁଙ୍କ ଦର୍ଶନ କରିପାରିବେ। ସିଂହଦ୍ୱାର…

କାହିଁକି କାର୍ତ୍ତିକ ପୂର୍ଣ୍ଣିମାରେ ହେଲା ମହାପ୍ରଭୁଙ୍କ ବଡ଼ ମହାସ୍ନାନ

ପୁରୀ,୨୫।୧୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିରରେ ଶୁକ୍ରବାର କାର୍ତ୍ତିକ ପୂର୍ଣ୍ଣିମାରେ ବଡ଼ ମହାସ୍ନାନ ଅନୁଷ୍ଠିତ ହୋଇଛି l ଶ୍ରୀମନ୍ଦିର ଜୟ ବିଜୟ ଦ୍ୱାର ଭିତର ପଟ ପାହାଚରେ ମଇଳା ପଡ଼ିଥିବା କାରଣରୁ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି କରାଯାଇଛି l କାର୍ତ୍ତିକପୂର୍ଣ୍ଣିମା ହେତୁ…

କାଲିଠୁ ୪ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ ଶ୍ରଦ୍ଧାଳୁ, ହେଲେ ପ୍ରସ୍ଥାନ ପାଇଁ ନାହିଁ …

ପୁରୀ,୧୫।୧୧(ଅଜିତ୍‌ କୁମାର ମହାନ୍ତି): କାର୍ତ୍ତିକ ପୂର୍ଣ୍ଣିମାରେ ବ୍ରତ ଧାରିମାନେ ଡ଼ଙ୍ଗା ଭସାଇବା ସହ ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ।ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ରାଜାଧିରାଜ ବା ସୁନାବେଶ ଦର୍ଶନ ସହ କାର୍ତ୍ତିକ ବ୍ରତ ସମାପନ…

ଭକ୍ତଙ୍କ ଦାନରୁ ମିଳିଛି ୩୦୦ରୁ ଊର୍ଦ୍ଧ୍ୱ କେଜି ରୁପା: ଛାଉଣି ହେବ ରତ୍ନପଲଙ୍କ, ପତିତପାବନ ମନ୍ଦିର 

ପୁରୀ,୧୪ା୧୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ଦାନ ଅର୍ଥରୁ ମିଳିଥିବା ୩୦୦ କେଜିରୁ ଊର୍ଦ୍ଧ୍ୱ ରୁପା ବ୍ୟବହାର କରାଯାଇ ମହାପ୍ରଭୁଙ୍କ ରତ୍ନପଲଙ୍କ, ପତିତପାବନ…

ଓଡ଼ିଶାର ୨୪ ଉପକୂଳ ଗ୍ରାମକୁ ମିଳିଲା ସୁନାମି ପ୍ରସ୍ତୁତ ଟ୍ୟାଗ୍

ଭୁବନେଶ୍ୱର,୧୪।୧୧: ଇଣ୍ଡୋନେସିଆରେ ଅନୁଷ୍ଠିତ ଦ୍ୱିତୀୟ ଗ୍ଲୋବାଲ ସୁନାମି ସମ୍ମିଳନୀରେ ଓଡିଶାର ୬ ଟି ଜିଲାର ୨୪ ଟି ସୁନାମି ପ୍ରବଣ ଉପକୂଳବର୍ତ୍ତୀ ଗ୍ରାମଗୁଡିକୁ ମିଳିତ ଜାତିସଂଘର ଶିକ୍ଷା, ବୈଜ୍ଞାନିକ ଏବଂ ସାଂସ୍କୃତିକ ସଂଗଠନର ଅନ୍ତଃରାଜ୍ୟ ମହାସାଗରୀୟ ଆୟୋଗ ଦ୍ୱାରା ସୁନାମି ପ୍ରସ୍ତୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?