ପୁରୀ

କାଲି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୧୦।୧: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ବୁଧବାର ଅନୁଷ୍ଠିତ ହେବ। ଅପରାହ୍ନରେ ଏହି ନୀତି ସମ୍ପନ୍ନ ହେବ । ଭକ୍ତମାନେ ଅପରାହ୍ନ ପ୍ରାୟ ୩ରୁ ୪ଘଣ୍ଟା ଧରି ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ରହିବେ। ଅପରାହ୍ନରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା...

ସମୁଦ୍ର ଉପକୂଳ ଜୀବନଜୀବିକା ବିପଦସଙ୍କୁଳ ହୋଇପଡ଼ୁଛି

ପୁରୀ ଅଫିସ, ୧୦ା୧: ପୁରୀ ଜିଲା ପ୍ରାକୃତିକ ବିପର୍ଯ୍ୟୟ ପ୍ରତିକାର କ୍ରିୟାନୁଷ୍ଠାନ କମିଟି ଏବଂ ଓଡ଼ିିଶା ଜନଶକ୍ତି ମଞ୍ଚ ତରଫରୁ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କ ଜରିଆରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଜଳବାୟୁ ପରିବର୍ତ୍ତନ ଓ ପ୍ରତିକୂଳ ପାଗ...

ସହରରେ ପଶିଲା ହାତୀ

ପୁରୀ ଅଫିସ, ୧୦ା୧: ପୁରୀ ସହରରେ ହାତୀ ଆତଙ୍କ। ସୋମବାର ଭୋର ସମୟରେ ଚନ୍ଦନପୁର ଅଞ୍ଚଳର ପ୍ରତାପ ପୁରୁଷୋତ୍ତମପୁର ଜଙ୍ଗଲ ନିକଟରେ ଏକ ଦନ୍ତାହାତୀ ଦେଖିବାକୁ ମିଳିଥିଲା। ପରେ କୃଷ୍ଣରଞ୍ଜନପୁର ଗାଁକୁ ହତୀଟି ପଶିଆସିଥିଲା। ରାତି ୯ଟାରେ ହାତୀଟି ତଳଜଙ୍ଘ...

ସାକ୍ଷୀଗୋପାଳ ମନ୍ଦିର ନିକଟରେ ଜଳିଗଲା ତୀର୍ଥଯାତ୍ରୀ ବସ୍‌

ସାକ୍ଷୀଗୋପାଳ,୧୦।୧ (ସ୍ବ.ପ୍ର./ଡି.ଏନ୍‌.ଏ.): ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିର ପଛପାଶର୍‌ବରେ ପାର୍କିଂ କରିଥିବା ଏକ ତୀର୍ଥଯାତ୍ରୀ ବସ୍‌ରେ ସୋମବାର ମଧ୍ୟାହ୍ନରେ ନିଅଁା ଲାଗିଯାଇଛି। ବସ୍‌ର ଯାତ୍ରୀମାନେ ସ୍ନାନ,ଶୌଚ ଓ ମନ୍ଦିର ବୁଲିବାକୁ ଯାଇଥିବା ବେଳେ ଏଭଳି ଅଘଟଣ ଘଟିଥିଲା। ଫଳରେ ଯାତ୍ରୀମାନେ...

ତୀର୍ଥଯାତ୍ରାରେ ଆସିଥିଲେ, ଜଳିଗଲା ବସ୍‌

ସାକ୍ଷୀଗୋପାଳ,୯।୧(ଡି.ଏନ୍‌.ଏ.): ପୁରୀ ସାକ୍ଷୀଗୋପାଳସ୍ଥିତ ଶ୍ରୀ ଗୋପାଳ ଜୀଉଙ୍କ ପଶ୍ଚିମ ପାର୍ଶ୍ୱ ରାସ୍ତାରେ ଛିଡା ହୋଇଥିବା ଏକ ବସ୍‌ରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ବସ୍‌ରେ ନିଆଁ ଲାଗିଥିବା ଖବର ପାଇ ତୁରନ୍ତ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।...

‘ଦମନ’, ‘ଶେଷରାତି’କୁ ଶ୍ରେଷ୍ଠ ଚଳଚ୍ଚିତ୍ର ପୁରସ୍କାର

ପୁରୀ ଅଫିସ,୯ା୧: ଓଡ଼ିଶାର ପୁରାତନ ଚଳଚ୍ଚିତ୍ର ପତ୍ରିକା ‘ଚଳଚ୍ଚିତ୍ର ଜଗତ’ର ୪୭ତମ ବାର୍ଷିକ ଉତ୍ସବ ଓ ପ୍ରତିଭା ସମ୍ମାନ କାର୍ଯ୍ୟକ୍ରମ ରବିବାର ପୁରୀ ଟାଉନ ହଲରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ...

ଷ୍ଟେଶନ ପ୍ଲାଟଫର୍ମରେ ପଡ଼ି ମହିଳା ମୃତ

ପୁରୀ ଅଫିସ,୯ା୧: ପୁରୀ ରେଲଓ୍ବେ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଷ୍ଟେଶନର ୬ନଂ. ପ୍ଲାଟଫର୍ମରେ ଠେଲାପେଲାରେ ତଳେ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତା ହେଲେ ପୁରୀ ଜିଲା ଡେଲାଙ୍ଗ ଥାନା ଅଞ୍ଚଳର କୁନିମଣି ନାୟକ। ଏ ନେଇ...

ଗୋପରେ ଗ୍ୟାସ, ତୈଳ ସନ୍ଧାନ ପ୍ରସଙ୍ଗ: ପେଟ୍ରୋଲ ରି-ଫାଇନ ଲାଗି ପହଞ୍ଚିଲା ୧୧ ମେଶିନ

ଗୋପ,୯।୧(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ନିକଟସ୍ଥ କୁଶୁପୁରୁରେ ପ୍ରାକୃତିକ ଗ୍ୟାସ ସହିତ ପେଟ୍ରୋଲ, ଡିଜେଲ ବାହାରିବା ନେଇ ରବିବାର ୪ଟି ରାଜ୍ୟରୁ ୧୧ଟି ଅତ୍ୟାଧୁନିକ ମେଶିନ ପହଞ୍ଚିଛି। ଏହି ଅତ୍ୟାଧୁନିକ ମେଶିନ ଦ୍ବାରା ପ୍ରାୟ ୯ ଶହ ଫୁଟ ତଳୁ...

ଶ୍ରୀଶ୍ରୀଠାକୁର ଅନୁକୂଳଚନ୍ଦ୍ରଙ୍କ ଉତ୍କଳ ଆଗମନୀର ସ୍ମୃତି ମହୋତ୍ସବ: ଚିକିତ୍ସିତ ହେଲେ ୨୩୦୦ରୁ ଅଧିକ ରୋଗୀ

ପୁରୀ ଅଫିସ,୮।୧: ଶ୍ରୀଶ୍ରୀଠାକୁର ଅନୁକୂଳଚନ୍ଦ୍ରଙ୍କର ୧୦୧ତମ ଉତ୍କଳ ଆଗମନୀର ସ୍ମୃତି ମହୋତ୍ସବ ପୁରୀଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆଚାର୍ଯ୍ୟଦେବଙ୍କ ଇଚ୍ଛାନୁକ୍ରମେ ଏକ ମାଗଣା ସ୍ବାସ୍ଥ୍ୟ ଶିବିର ଆୟୋଜନ କରାଯାଇଥିଲା। ଏହି ଶିବିରରେ ବିଭିନ୍ନ ବିଭାଗର ପ୍ରାୟ ୫୦ରୁ ଊର୍ଦ୍ଧ୍ୱ...

ଠାକୁର ଅନୁକୁଳଚନ୍ଦ୍ରଙ୍କର ଉତ୍ସବ: ଯୋଗଦେଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୮।୯: ପୁରୀ ତାଳବଣିଆସ୍ଥିତ ସ୍ପୋଟର୍‌ସ କମ୍ପ୍ଲେକ୍ସଠାରେ ଆୟୋଜିତ ଠାକୁର ଅନୁକୁଳଚନ୍ଦ୍ରଙ୍କର ଉତ୍କଳ ଆଗମନକୁ ୧୦୧ ତମ ବର୍ଷ ପୂର୍ତ୍ତି ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ତାଳବଣିଆସ୍ଥିତ ହେଲିପ୍ୟାଡ଼ରେ ପହଞ୍ଚିବା ପରେ ସୁରକ୍ଷା ବଳୟ ଭିତରେ...

ଠାକୁର ଅନୁକୂଳଚନ୍ଦ୍ରଙ୍କ ଉତ୍କଳ ଆଗମନୀର ୧୦୧ ତମ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୮ା୧: ତାଳବଣିଆସ୍ଥିତ ସ୍ପୋଟର୍‌ସ କମ୍ପ୍ଲେକ୍ସଠାରେ ରବିବାର ଆୟୋଜିତ ଠାକୁର ଅନୁକୂଳଚନ୍ଦ୍ରଙ୍କର ଉତ୍କଳ ଆଗମନୀର ୧୦୧ ତମ ପୂର୍ତ୍ତି ଉତ୍ସବରେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ସୁନ୍ଦର ରାଜ୍ୟ ଓ ଦେଶ ଗଠନ ପାଇଁ  ଆହ୍ବାନ ଦେଇଛନ୍ତି। ସଭାସ୍ଥଳକୁ ଯାଇ...

ଆସନ୍ତାକାଲି ଶ୍ରୀଶ୍ରୀ ଠାକୁରଙ୍କ ଶତବାର୍ଷିକୀ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୭ା୧: ଶ୍ରୀଶ୍ରୀ ଠାକୁର ଅନୁକୂଳଚନ୍ଦ୍ରଙ୍କର ଉତ୍କଳ ଆଗମନୀର ୧୦୧ତମ ବାର୍ଷିକୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି ଅର୍ଥାତ୍‌ ୮ତାରିଖ ରବିବାର ପୁରୀର ତାଳବଣିଆଠାରେ ଏହି ବାର୍ଷିକ ଉତ୍ସବ ଅନୁଷ୍ଠିତ ହେବ। ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri