ପୁରୀ

ଚନ୍ଦ୍ରଭାଗାରେ ସୂର୍ଯ୍ୟୋଦୟ ଦର୍ଶନ: ପର୍ଯ୍ୟଟକଙ୍କ ଭିଡ଼

କୋଣାର୍କ,୧.୧(ଡି.ଏନ.ଏ): ନବବର୍ଷ ଉପଲକ୍ଷେ ପ୍ରଥମ ସୂର୍ଯ୍ୟଦର୍ଶନ ପାଇଁ ବୁଧବାର ଭୋର ଚାରିଟାରୁ ଚନ୍ଦ୍ରଭାଗା କୂଳରେ ହଜାର ହଜାର ସଂଖ୍ୟାର ପର୍ଯ୍ୟଟକ ଓ ସ୍ଥାନୀୟ ଲୋକଙ୍କ ଭିଡ଼ ଲାଗିଥିବା ଦେଖିବାକୁ ମିଳିଥିଲା। ଲୋକମାନେ ସୂର୍ଯ୍ୟ ଦର୍ଶନ ସହ ପୂଜାର୍ଚ୍ଚନା ଓ ତିଳତର୍ପଣ...

ନୂଆବର୍ଷର ପ୍ରଥମ ସୂର୍ଯ୍ୟ ଦର୍ଶନ: ପୁରୀରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ପୁରୀ ଅଫିସ,୧।୧: ଆରମ୍ଭ ହୋଇଛି ବର୍ଷ ୨୦୨୦। ନୂଆବର୍ଷର ପ୍ରଥମ ସୂର୍ଯ୍ୟଦର୍ଶନ ଏବଂ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ପାଇଁ ପୁରୀରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ହୋଇଛି। ମହାପ୍ରଭୁଙ୍କ ଦର୍ଶନ କରି ପରିବାର ତଥା ବନ୍ଧୁ ପରିଜନଙ୍କ ଶୁଭ ମନାସିବା ପାଇଁ...

ମହାପ୍ରଭୁଙ୍କୁ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ପୁରୀ ଅଫିସ, ୩୧।୧୨: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶ୍ରୀମନ୍ଦିରକୁ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପୂର୍ବାହ୍ନ ୧୧ଟାରେ କେନ୍ଦ୍ରମନ୍ତ୍ରୀ ଶ୍ରୀମନ୍ଦିରରେ ପହଞ୍ଚିବା ପରେ ଦଳୀୟ କର୍ମକର୍ତ୍ତା ଏବଂ ପ୍ରଶାସନିକ ଅଧିକାରୀମାନେ ତାଙ୍କୁ ସ୍ବାଗତ କରିଥିଲେ। ପରେ ମନ୍ତ୍ରୀ ଶ୍ରୀମନ୍ଦିରକୁ ଯାଇ...

ଶ୍ରୀମନ୍ଦିରରେ ନୂଆବର୍ଷ ପ୍ରସ୍ତୁତି: ଆଜି ରାତି ସାଢେ ୧୦ ସୁଦ୍ଧା ପହୁଡ଼, ୧ଟାରେ ଦ୍ୱାରଫିଟା

ପୁରୀ ଅଫିସ,୩୧ା୧୨: ଆସୁଛି ନୂଆବର୍ଷ । ପୁରୁଣା ବର୍ଷକୁ ବିଦାୟ ଏବଂ ନୂଆବର୍ଷକୁ ସ୍ବାଗତ କରିବା ଲାଗି ପ୍ରସ୍ତୁତ ହୋଇଯାଇଛି ପୁରୀ ସହର। ଏଥିପାଇଁ ହୋଟେଲ, ଲଜ୍‌, ରେସ୍ତୋରାଁ, ହଲିଡେ ହୋମ୍‌ଗୁଡିକରେ ଭକ୍ତ ଓ ପର୍ଯ୍ୟଟକଙ୍କ ଭିଡ଼ ଜମିଲାଣି। ଜିରୋ...

ରତ୍ନଭଣ୍ଡାର ଖୋଲିବାକୁ ଦାବି କଲା ଯୁବ କଂଗ୍ରେସ

ପୁରୀ ଅଫିସ,୩୧ା୧୨: ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲିବାକୁ ଦାବି କରିଛି ପୁରୀ ଲୋକସଭା ଯୁବ କଂଗ୍ରେସ। ଏ ସଂକ୍ରାନ୍ତରେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ଦିଆଯାଇଛି । ଏଥିରେ ଦର୍ଶାଯାଇଛି ଯେ, ଶ୍ରୀଜଗନ୍ନାଥ ମନ୍ଦିର ଆଇନ ୧୯୫୫ ଅନୁଯାୟୀ...

ନୂଆ ବର୍ଷ ଲାଗି ଟ୍ରାଫିକ ବ୍ୟବସ୍ଥା କଡ଼ାକଡ଼ି

ପୁରୀ ଅଫିସ,୩୧ା୧୨- ନୂତନ ବର୍ଷରେ ଶ୍ରୀକ୍ଷେତ୍ରରେ ପ୍ରବଳ ଜନସମାଗମ ହେବ। ଏ ନେଇ ପୁରୀ ପୋଲିସ ପକ୍ଷରୁ ଟ୍ରାଫିକ ନିିୟନ୍ତ୍ରଣ ଓ ପାର୍କିଂ ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ଦୁଇ ଚକିଆ ଓ ଚାରି ଚକିଆ ଗାଡ଼ି ପାର୍କିଂ ପ୍ରବେଶ...

ନୂଆ ବର୍ଷ ଲାଗି ଶ୍ରୀମନ୍ଦିର ଚଳଚଞ୍ଚଳ -ଜୋରସୋରରେ ଚାଲିଛି ପ୍ରସ୍ତୁତି

ପୁରୀ ଅଫିସ,୩୧ା୧୨- ଆଉ ଦୁଇ ଦିନ ପରେ ହେବ ନୂଆବର୍ଷ। ଏଥିପାଇଁ ଶ୍ରୀମନ୍ଦିର ଚଳଚଞ୍ଚଳ ହୋଇପଡିଛି। ନୂତନ ବର୍ଷରେ ମହାପ୍ରଭୁଙ୍କ ଦର୍ଶନ ଲାଗି ଲକ୍ଷାଧିକ ଭକ୍ତଙ୍କ ସମାଗମ ନଜରରେ ରଖି ଜୋରସୋରରେ ପ୍ରସ୍ତୁତି ଚାଲିଛି। ଏ ନେଇ ଓଡ଼ିଶା ପୋଲିସ...

ସଭାରୁ ଉଠି ଥାନା ଆଗରେ ବିଷ ପିଇଲେ ବୃଦ୍ଧ

ପୁରୀ ଅଫିସ,୩୧ା୧୨ : ଚନ୍ଦନପୁର ଥାନା ପରିସରରେ ସୋମବାର ରାତିରେ ଏକ ସଭା ଚାଲିଥିଲା। ତେବେ ଅଚାନକ ଜଣେ ବୃଦ୍ଧ ସଭାରୁ ଉଠି ଥାନା ଆଗରେ ବିଷ ପିଇଦେଇଥିଲେ। ଏହାଦେଖି ସେଠାରେ ଉପସ୍ଥିତ ଲୋକେ ଆଚମ୍ବିତ ହୋଇଯାଇଥିବାବେଳେ ଗୁରୁତର ଅବସ୍ଥାରେ...

ବଡ଼ଦାଣ୍ଡରେ ବର୍ଣ୍ଣାଢ଼୍ୟ ଶୋଭାଯାତ୍ରା

ପୁରୀ ଅଫିସ,୩୧ା୧୨: ସ୍ଥାନୀୟ ଭୋଳାନାଥ ବିଦ୍ୟାପୀଠ ପରିସରରେ ଶ୍ରୀରାମ ସୁନ୍ଦର ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ରାଷ୍ଟ୍ରୀୟ ଶ୍ରୀଜଗନ୍ନାଥ ରସ ମହୋତ୍ସବ ଚାଲିଛି। ସୋମବାର ପଞ୍ଚମ ଦିବସରେ ଶ୍ରୀରାଧାଗୋପାଳ ଜୀଉଙ୍କ ବରଯାତ୍ରୀ ଏକ ବର୍ଣ୍ଣାଢ଼୍ୟ ଶୋଭାଯାତ୍ରାରେ ବାହାରିଥିଲା। ଟ୍ରଷ୍ଟର ପ୍ରତିଷ୍ଠାତା ସମ୍ପାଦକ...

ରାସାୟନିକ ଦୁର୍ଘଟଣା ଓ ବିପର୍ଯ୍ୟୟ ମୁକାବିଲା ପ୍ରସ୍ତୁତି ବୈଠକ

ପୁରୀ ଅଫିସ,୩୧ା୧୨: ଜିଲାରେ ରାସାୟନିକ ଦୁର୍ଘଟଣା ଓ ବିପର୍ଯ୍ୟୟ ମୁକାବିଲା ପ୍ରସ୍ତୁତି ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଭିନ୍ନ ବିଭାଗୀୟ ଅଧିକାରୀ ଜିଲାର ଆଶଙ୍କା ପ୍ରବଣ କାରଖାନାର...

ବ୍ୟାଖ୍ୟାନ କେନ୍ଦ୍ର ବୁଲିଲେ କେନ୍ଦ୍ରମନ୍ତ୍ରୀ

କୋଣାର୍କ,୩୧ା୧୨(ଡି.ଏନ୍‌.ଏ.): ଓଡ଼ିଶାରେ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ିବାର ଆବଶ୍ୟକତା ରହିଛି। ପୁରୀ, କୋଣାର୍କ, ଚିଲିକା ଆଦି ଅଞ୍ଚଳକୁ ମିଶାଇ ପର୍ଯ୍ୟଟକଙ୍କ ପାଇଁ ଆକର୍ଷଣୀୟ ପର୍ଯ୍ୟଟନ ସ୍ଥଳ ବନାଇବା ଦିଗରେ ସମସ୍ତେ ଉଦ୍ୟମ କରନ୍ତୁ। ଏହି କ୍ଷେତ୍ରର ବିକାଶ ହିଁ ରାଜ୍ୟର ଦ୍ରୁତ...

ଆଶାକର୍ମୀଙ୍କୁ ଗାଳିଗୁଲଜ ଅଭିଯୋଗ

ବ୍ରହ୍ମଗିରି,୩୧ା୧୨(ଡି.ଏନ୍‌.ଏ.):ବ୍ରହ୍ମଗିରି ଥାନା ଅନ୍ତର୍ଗତ ରେବଣାନୂଆଗଁା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ କାର୍ଯ୍ୟରତ ଆଶାକର୍ମୀଙ୍କୁ ମୋବାଇଲ ଫୋନରେ କେହି ଦୁର୍ବୃତ୍ତ ଗାଳିଗୁଲଜ କରିଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ତଦନ୍ତ ଚଳାଇଛି। ଅଭିଯୋଗ ଅନୁଯାୟୀ, ରେବଣା ନୂଆଗଁାଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ କାର୍ଯ୍ୟ...

ମହିଳା ଖବରଦାତାଙ୍କୁ ଆକ୍ରମଣ ଘଟଣା : ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ବ୍ରହ୍ମଗିରି,୩୧ା୧୨(ଡି.ଏନ୍‌.ଏ.): ଭୁବନେଶ୍ୱରରେ କାର୍ଯ୍ୟରତ ଜଣେ ମହିଳା ଖବରଦାତାଙ୍କୁ ଆକ୍ରମଣ ଘଟଣାରେ ସୋମବାର ବ୍ରହ୍ମଗିରି ପ୍ରେସ କ୍ଲବ ପକ୍ଷରୁ ନିନ୍ଦା କରାଯାଇଛି। ଏହା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ତହସିଲଦାର କିଶୋର ଚନ୍ଦ୍ର ପଣ୍ଡାଙ୍କୁ ପ୍ରଦାନ କରାଯାଇଛି। ଗତ ଶନିବାର...

କେନ୍ଦ୍ରମନ୍ତ୍ରୀଙ୍କୁ ନିମାପଡ଼ାରେ ସ୍ବାଗତ ସମ୍ବର୍ଦ୍ଧନା

ନିମାପଡ଼ା,୩୧ା୧୨(ଡି.ଏନ୍‌.ଏ.): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସୋମବାର ନିମାପଡ଼ା ପୁରୁଣା ବସ୍‌ଷ୍ଟାଣ୍ଡ ଛକ, ଖେଲାର ଏବଂ ହରିପୁର ଛକଠାରେ ଭାଜପା ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଭାଜପା ମହିଳା ମୋର୍ଚ୍ଚାର ରାଜ୍ୟ ସଭାନେତ୍ରୀ ପ୍ରଭାତୀ ପରିଡ଼ା, ଝିଲ୍ଲୀଲତା ଦାଶ, ମୀନଲତା...

ନୂତନବର୍ଷ ପ୍ରସ୍ତୁତି: ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ, ଭିଡ଼ ଓ ଟ୍ରାଫିକ ନିୟନ୍ତ୍ରଣ ପ୍ରତି ଗୁରୁତ୍ୱ

ପୁରୀ ଅଫିସ,୩୦।୧୨: ନୂତନବର୍ଷରେ ମହାପ୍ରଭୁଙ୍କ ଦର୍ଶନ ଲାଗି ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ଏନେଇ ରବିବାର ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ସିଂ ପୁରୀ ଗସ୍ତରେ ଆସି ବିଭିନ୍ନ ପ୍ରସଙ୍ଗରେ ଉପରେ ସମୀକ୍ଷା କରିଛନ୍ତି। ଡିଜିଙ୍କ ନିର୍ଦ୍ଦେଶ କ୍ରମେ...

ଚିଲିକା ଭ୍ରମଣରେ ଲକ୍ଷାଧିକ ପର୍ଯ୍ୟଟକଙ୍କ ଭିଡ଼; ଡଙ୍ଗା ନ ପାଇ ନିରାଶରେ ଫେରିଲେ

ବାଲୁଗାଁ, ୩୦ା୧୨(ଡି.ଏନ.ଏ.):  ନୂତନବର୍ଷର ଆଗମନ ସଙ୍ଗେ ସଙ୍ଗେ ବିଦାୟବର୍ଷର ଶେଷ ରବିବାର ଚିଲିକା ପରିଭ୍ରମଣରେ ଲକ୍ଷାଧିକ ପର୍ଯ୍ୟଟକଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। ଚିଲିକା ମଧ୍ୟରେ ଥିବା ମା’ କାଳିଜାଈଙ୍କ ପୀଠ, ପକ୍ଷୀ ଅଭୟାରଣ୍ୟ ନଳବଣ ସମେତ ମା’ ନାରାୟଣୀ ପୀଠ,...

ସିଂହଦ୍ୱାର ସୌନ୍ଦର୍ଯ୍ୟକରଣ କାମ ଦେଖିଲେ ମୁଖ୍ୟ ପ୍ରଶାସକ; ନୂଆ ପାଦ ପ୍ରକ୍ଷାଳନ କାମ ଆରମ୍ଭ

ପୁରୀ ଅଫିସ,୩୦।୧୨:  ସିଂହଦ୍ୱାରରେ ସୌନ୍ଦର୍ଯ୍ୟକରଣ କାମ ଦ୍ରୁତଗତିରେ ଚାଲିଛି। ରବିବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ଏହି ସୌନ୍ଦର୍ଯ୍ୟକରଣ କାମ ବୁଲି ଦେଖିଛନ୍ତି। ସେହିପରି ନୂଆ ପାଦ ପ୍ରକ୍ଷାଳନ କାମ ବି ଆରମ୍ଭ ହୋଇଛି। ଆସୁଛି ନୂଆବର୍ଷ।...

ପେଟ୍ରୋଲ୍‌ ପମ୍ପ ମାଲିକଙ୍କୁ ଗୁଳିମାଡ଼

ବ୍ରହ୍ମଗିରି,୩୦।୧୨(ଡି.ଏନ.ଏ): ପୁରୀ ଜିଲା ସତ୍ୟବାଦୀ ଥାନା ଅର୍ନ୍ତଗତ ସାକ୍ଷୀଗୋପାଳ-ଅଳଗୁମା ରାସ୍ତାର ପୁରୁଣା ସୋମେଶ୍ୱରପୁର ଛକ ନିକଟରେ ସୁଜାତା ପେଟ୍ରୋଲ୍‌ ପମ୍ପରେ ରବିବାର ରାତିରେ ଗୁଳିକାଣ୍ଡ ଘଟିଛି।  ଲୁଟ୍‌ ଉଦ୍ଧେଶ୍ୟରେ ଦୁର୍ବୃତ୍ତମାନେ ପମ୍ପ ମାଲିକ ଶ୍ରୀକାନ୍ତରଥଙ୍କ ଉପରକୁ ଗୁଳିମାଡ଼ କରିଛନ୍ତି। ପେଟରେ...