ପୁରୀ

ଦୁଇଦିନ ବନ୍ଦ ରହିବ ବଡ଼ଦାଣ୍ଡର ସମସ୍ତ ଦୋକାନ

ପୁରୀ ଅଫିସ,୩୦।୧୨: ଶନିବାର ଓ ନୂଆବର୍ଷ ରବିବାର ପାଇଁ ଶ୍ରୀମନ୍ଦିରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି । ଏ ନେଇ ଦିବ୍ୟାଙ୍ଗ, ବରିଷ୍ଠ ନାଗରିକ ଓ ସ୍କୁଲ ପିଲାଙ୍କ ପାଇଁ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରାଯାଇଛି। ଭିଡକୁ...

ସବୁ ନାମୀଦାମୀ ହୋଟେଲ, ଲଜ୍‌ ବୁକ୍‌

ପୁରୀ ଅଫିସ,୩୦ା୧୨ସରି ଆସୁଛି ୨୦୨୨ ଏବଂ ପାଖେଇ ଆସୁଛି ନୂତନ ବର୍ଷ ୨୦୨୩। ନୂତନବର୍ଷକୁ ସ୍ବାଗତ କରିବା ପାଇଁ ଏବେଠୁ ଉତ୍ସବମୁଖର ହୋଇ ଉଠିଲାଣି ଶ୍ରୀକ୍ଷେତ୍ର। ପିଲାଙ୍କ ଠାରୁ ବୟସ୍କଙ୍କ ପର୍ଯ୍ୟନ୍ତ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଲେଣି। ନୂତନ ବର୍ଷର...

ମାର୍କେଟ ଛକଯାଏ ବଢ଼ିଲା ବ୍ୟାରିକେଡ୍‌

ପୁରୀ ଅଫିସ,୩୦ା୧୨: ସମ୍ପ୍ରତି ପର୍ଯ୍ୟଟନ ଋତୁ ଚାଲିଥିବାରୁ ପୁରୀରେ ଭକ୍ତ ଓ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇଛି । ମହାପ୍ରଭୁଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ଅସ୍ଥାୟୀ ବ୍ୟାରିକେଡ୍‌ କରାଯାଇଛି। ଭକ୍ତମାନେ ଉକ୍ତ ବ୍ୟାରିକେଡ୍‌ ଦେଇ ଧାଡ଼ିରେ ଶ୍ରୀମନ୍ଦିରକୁ...

ଶ୍ରୀକ୍ଷେତ୍ରରେ ହକି ବିଶ୍ୱକପ୍‌ ଟ୍ରଫିକୁ ଭବ୍ୟ ସ୍ବାଗତ

ପୁରୀ ଅଫିସ, ୨୮ା୧୨: ଶ୍ରୀକ୍ଷେତ୍ରରେ ମଙ୍ଗଳବାର ହକି ବିଶ୍ୱକପ୍‌ ଟ୍ରଫିକୁ ଜିଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ସମେତ ଜିଲାବାସୀଙ୍କ ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଛି। ସକାଳ ୭ଟା ୩୦ରେ ଏକ ଶୋଭାଯାତ୍ରାରେ ସର୍କିଟ ହାଉସଠାରୁ ବେଳାଭୂମିକୁ ଟ୍ରଫି ଅଣାଯାଇଥିଲା।...

ଶ୍ରୀମନ୍ଦିରରେ ପ୍ରବଳ ଭିଡ଼: ୯ ଛାତ୍ରୀ ଅସୁସ୍ଥ

ପୁରୀ ଅଫିସ, ୨୭ା୧୨:ଶ୍ରୀମନ୍ଦିରରେ ସୋମବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ପ୍ରାୟ ୭୦ଜଣ ଛାତ୍ରୀଙ୍କ ମଧ୍ୟରୁ ୯ରୁ ଊର୍ଦ୍ଧ୍ୱ ଛାତ୍ରୀ ଭିଡ଼ ଯୋଗୁ ବାଇଶିପାହାଚ ନିକଟରେ ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ...

ନୟାଗଡ଼ରେ ଶ୍ରୀମନ୍ଦିରର ଆଜ୍ଞାମାଳ ପହଞ୍ଚିଲା

ନୟାଗଡ଼ ଅଫିସ/ପୁରୀ ଅଫିସ,୨୭ା୧୨:ବିଶ୍ୱପ୍ରସିଦ୍ଧ ମହାପ୍ରଭୁଙ୍କ ରଥଯାତ୍ରା ଉଦ୍ଦେଶ୍ୟରେ ରଥକାଠ ନିମନ୍ତେ ପୁରୀର ଶ୍ରୀମନ୍ଦିରରୁ ପ୍ରତିନିଧିମଣ୍ଡଳୀ ପ୍ରଭୁଙ୍କ ଅଙ୍ଗବସ୍ତ୍ର, ପାଟପତନୀ, ଧଣ୍ଡାମାଳ, ନଡ଼ିଆ, ବାନା, ଆଜ୍ଞାମାଳ ସାଙ୍ଗରେ ଧରି ସୋମବାର ସନ୍ଧ୍ୟାରେ ନୟାଗଡ଼ ଡିଏଫ୍‌ଓ ଅଫିସରେ ପହଞ୍ଚତ୍ଛନ୍ତି। ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ...

‘ସେବା ଏଜେଣ୍ଡାରୁ ବିଜେଡି ହଟିନାହିଁ’

ପୁରୀ ଅଫିସ/ ଭୁବନେଶ୍ୱର (ବ୍ୟୁରୋ),୨୭ା୧୨:ମା’ମାନେ ଆଗେଇ ଆସନ୍ତୁ। ଦାୟିତ୍ୱ ନିଅନ୍ତୁ। ସେମାନଙ୍କ ଆଶୀର୍ବାଦ ରହିଲେ ୨୫ କି ୫୦ ନୁହେଁ, ବିଜେଡି ଶହେବର୍ଷ ଓଡ଼ିଶା ଲୋକଙ୍କ ସେବା କରି ଚାଲିବ। ଶଙ୍ଖଚିହ୍ନ ସବୁବେଳେ ଓଡ଼ିଆ ସ୍ବାଭିମାନର ଜୟ ନାଦ କରିଚାଲିଥିବ...

ସୁରକ୍ଷା ପାଇଁ ୨୫ ପ୍ଲାଟୁନ ପୋଲିସ ଫୋର୍ସ

ପୁରୀ ଅଫିସ,୨୬ା୧୨:ବିଜେଡିର ୨୬ତମ ପ୍ରତିଷ୍ଠା ଦିବସ ତଥା ରୌପ୍ୟ ଜୟନ୍ତୀ ପୁରୀରେ ସୋମବାର ଭବ୍ୟ ସମାରୋହ ମଧ୍ୟରେ ପାଳନ କରାଯିବ। ଏଥିପାଇଁ ତାଳବଣିଆରେ ଦଳ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଦଳ ପକ୍ଷରୁ ମେଗା ଆୟୋଜନ କରାଯାଇଥିବାବେଳେ କାର୍ଯ୍ୟକ୍ରମ...

ମଙ୍ଗଳା ମନ୍ଦିର, ଚନ୍ଦ୍ରଭାଗାର ବିକାଶ ହେବ

ପୁରୀ ଅଫିସ/କାକଟପୁର/ଅସ୍ତରଙ୍ଗ/କୋଣାର୍କ,୨୫।୧୨(ଡି.ଏନ୍‌.ଏ.): ୫-ଟି ସଚିବ ଭି.କେ. ପାଣ୍ଡିଆନ ଶନିବାର ଭୋରୁ ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କ ଦର୍ଶନ କରିବା ସହ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଚାଲିଥିବା ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି। ୫-ଟି ସଚିବ ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ...

ଫାର୍ମରେ ବିଦ୍ୟୁତ ସଂଯୋଗ ଲାଗି ନେଉଥିଲେ ଲାଞ୍ଚ, ଲାଇନ୍‌ ମ୍ୟାନ୍‌ଙ୍କୁ ଗିରଫ କଲା ଭିଜିଲାନ୍ସ

ପିପିଲି,୨୩।୧୨(ଡି.ଏନ୍‌.ଏ.): ପୁରୀ ଜିଲା ପିପିଲିର ଭାରତୀପୁର ବିଦ୍ୟୁତ୍‌ ସେକ୍ସନରେ ଲାଇନ ମ୍ୟାନ୍‌ ଭାବେ କାର୍ଯ୍ୟ କରୁଥିବା ମାନସ ରଞ୍ଜନ ସାହୁ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏକ ବିଦ୍ୟୁତ୍‌ ସଂଯୋଗ କରିବା ପାଇଁ ମାନସ ଜଣେ ବ୍ୟକ୍ତିଙ୍କଠାରୁ ୭, ୫୦୦ଟଙ୍କା...

୫୦୪ ଗୋରୁ ଲମ୍ଫି ରୋଗରେ ଆକ୍ରାନ୍ତ

ସାକ୍ଷୀଗୋପାଳ,୨୩।୧୨ (ସ୍ବ.ପ୍ର./ଡି.ଏନ୍‌.ଏ.): ଦେଶର କେତୋଟି ସ୍ଥାନରେ ଗୋରୁଙ୍କୁ ଲମ୍ଫି ରୋଗ ହୋଇଥିବାବେଳେ ଏବେ ତାହା ଓଡ଼ିଶାର ବିଭିନ୍ନ ଅଞ୍ଚଳକୁ ଡେଇଁଲାଣି। ଏହି ଲମ୍ଫି ରୋଗ ଦ୍ୱାରା ଗୋରୁଙ୍କ ମୃତ୍ୟୁ ହେଉଥିବାରୁ ସେମାନଙ୍କ ସୁରକ୍ଷା ପାଇଁ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ...

ସଜେଇ ହେଉଛି ତାଳବଣିଆ ପଡ଼ିଆ

ପୁରୀ ଅଫିସ,୨୩ା୧୨: ଚଳିତ ମାସ ୨୬ ତାରିଖରେ ବିଜୁ ଜନତା ଦଳ (ବିଜେଡି) ୨୫ ବର୍ଷରେ ପଦାର୍ପଣ କରିବାକୁ ଯାଉଛି। ୨୦୨୪ରେ ସାଧାରଣ ନିର୍ବାଚନ ଥିବାରୁ ବିଜେଡି ତା’ର ରୌପ୍ୟ ଜୟନ୍ତୀ ଉତ୍ସବ ପୁରୀରେ ଆୟୋଜନ କରି ମହାପ୍ରଭୁଙ୍କ ଆଶୀର୍ବାଦ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri