ପୁରୀ

ବୁଧବାର ବନକ ଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୨୯ା୧୦: ଆସନ୍ତାକାଲି ବୁଧବାର କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ତିଥି ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ…

ମିଳୁନି ମାଟି, ସଙ୍କଟରେ କୁମ୍ଭକାରଙ୍କ ଜୀବିକା

କାକଟପୁର/ଅସ୍ତରଙ୍ଗ(ଶୁଭଦର୍ଶନ ମିଶ୍ର/ ପ୍ରଦୀପ୍ତ କୁମାର ଦୀକ୍ଷିତ)୨୮ା୧୦: ଓଡ଼ିଆ ଚଳଣି ଓ ପରମ୍ପରା ନିଆରା। ସବୁ ପର୍ବପର୍ବାଣି, ପୂଜାର୍ଚ୍ଚନା ଓ ଯାନିଯାତ୍ରା ସମୟରେ ମାଟିତିଆରି ସାମଗ୍ରୀ ଖୋଜାପଡ଼େ। କୌଣସି ଶୁଭକାମ କରିବା ସମୟରେ ପ୍ରଥମେ ମାଟିପାତ୍ର ଆବଶ୍ୟକ ହୋଇଥାଏ। ଯୁଗ ବଦଳିଥିଲେ ମଧ୍ୟ…

ବିଦେଶାଗତ ପକ୍ଷୀଙ୍କ କଳରବରେ ଚିଲିକା ତଟଦେଶ ମୁଖରିତ

କୃଷ୍ଣପ୍ରସାଦ,୨୮ା୧୦(କୈଳାସ ଚନ୍ଦ୍ର ପଟ୍ଟନାୟକ): ଶୀତଋତୁ ଆସିଲେ ଚଳଚଞ୍ଚଳ ହୋଇଉଠେ ଚିଲିକାର ପରିବେଶ। ରଙ୍ଗବେରଙ୍ଗର ବିଦେଶାଗତ ପକ୍ଷୀଙ୍କ କଳରବରେ ମୁଖରିତ ହୁଏ ଚିଲିକା ଓ ଏହାର ଉପକୂଳବର୍ତ୍ତୀ ଅଞ୍ଚଳ। ଏହି ବିଦେଶାଗତ ପକ୍ଷୀ ଓ ଚିଲିକାର ଅପରୂପ ସୌନ୍ଦର୍ଯ୍ୟ ଉପଭୋଗ କରିବା ପାଇଁ…

ନଭେମ୍ବର ୧ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

ପୁରୀ,୨୭।୧୦: ନୂଆ ଟେଣ୍ଡର ପାଇଥିବା କମ୍ପାନୀ ବିରୋଧରେ ପୁରୀ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ ଅସନ୍ତୋଷ ପ୍ରକାଶ କରି ରବିବାର କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛି। ନଭେମ୍ବର ୧ରୁ କାର୍ଯ୍ୟବନ୍ଦ କରିବାକୁ ମହାସଂଘ ପକ୍ଷରୁ ଗଣମାଧ୍ୟମକୁ ଅବଗତ କରାଯାଇଛି।…

ପୁରୀରେ ହବିଷ୍ୟାଳିଙ୍କ ମୃତ୍ୟୁ: ଚିକିତ୍ସାରେ ଅବହେଳା ଅଭିଯୋଗ ଆଣିଲେ ପରିବାର ଲୋକେ

ପୁରୀ ୨୬ା୧୦(ଅଜିତ୍‌ କୁମାର ମହାନ୍ତି): ରାଜ୍ୟ ସରକାରଙ୍କ ପକ୍ଷରୁ ହବିଷ୍ୟାଳିଙ୍କ ପାଇଁ ପୁରୀରେ ହବିଷ୍ୟାଳି କେନ୍ଦ୍ର କରାଯାଇଛି। ୪ଟି କେନ୍ଦ୍ରରେ ହବିଷ୍ୟାଳିମାନଙ୍କ ରହିବା ନିମନ୍ତେ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ତେବେ ବୃନ୍ଦାବତୀ ଭକ୍ତ ନିବାସରେ ରହି କାର୍ତ୍ତିକ ବତ୍ର କରୁଥିବା…

ପତିତପାବନ ବାନାରେ ପଡିଲା ଶୂନ୍ୟଗଣ୍ଠି: ଜାଣନ୍ତୁ ଏହା କ’ଣ, କାହିଁକି ପଡେ

ପୁରୀ,୨୬ା୧୦(ଅଜିତ୍‌ କୁମାର ମହାନ୍ତି):ବାତ୍ୟା ‘ଦାନା’ ପ୍ରଭାବରେ ପୁରୀରେ ବୁଧବାର ରାତିରୁ ବର୍ଷା ଆରମ୍ଭ ହୋଇଥିଲା। ଗୁରୁବାର ଦିନତମାମ ବର୍ଷା ଲାଗିରହିଥିବାବେଳେ ସନ୍ଧ୍ୟାରେ ପବନର ବେଗ ବଢିଥିଲା। ତେବେ ଶ୍ରୀମନ୍ଦିର ନୀଳଚକ୍ରରେ ଲାଗିଥିବା ପତିତପାବନ ବାନାରେ ଶୂନ୍ୟଗଣ୍ଠି ପଡ଼ିଥିବା ଗୁରୁବାର ସନ୍ଧ୍ୟାରେ ଦେଖିବାକୁ…

୨୪, ୨୫ରେ ହବିଷିଆଳିଙ୍କ ଶ୍ରୀମନ୍ଦିର ଦର୍ଶନ ବନ୍ଦ

ପୁରୀ,୨୪ା୧୦(ଅଜିତ୍‌ କୁମାର ମହାନ୍ତି): ବାତ୍ୟାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ବୁଧବାର ପୁରୀ ଜିଲାକୁ ୟେଲୋ ଜୋନ୍‌ ଘୋଷଣା କରିଥିବା ବେଳେ ୨୪ ଓ ୨୫ ତାରିଖକୁ ଅରେଞ୍ଜ ଜୋନ୍‌ ଘୋଷଣା କରାଯାଇଛି। ପାଣିପାଗ ବିଭାଗ ଆକଳନ ଅନୁସାରେ…

ଭୀଷଣ ନୁହେଁ ଅତି ଭୀଷଣ ହେବ ବାତ୍ୟା! ଶ୍ରୀମନ୍ଦିର ଉପର ଦୃଶ୍ୟ ଦେଖି ଲୋକ ଛାନିଆ…

ଭୁବନେଶ୍ୱର,୨୩।୧୦: ବାତ୍ୟାକୁ ନେଇ ପୁଣି ଆସିଛି ବଡ ଖବର । ବଙ୍ଗୋପସାଗରରେ ଗଭୀର ଅବପାତ, ବାତ୍ୟା ରୂପ ନେବା ପରେ ଏହା ଏବେ ୧୫ କିଲୋମିଟର ବେଗରେ ଉତ୍ତର- ପଶ୍ଚିମ ଦିଗରେ ଆଗକୁ ମାଡି ଆସୁଛି। କ୍ରମେ ଏହାର ଭୀଷଣ ବାତ୍ୟା…

ଡରାଇଲା ନୂଆ ମଡେଲ! ଏଇଠି ଲ୍ୟାଣ୍ଡଫଲ୍‌ ହେଲେ ସବୁ ସରିଲା…

ଓଡିଶାରେ ଲ୍ୟାଣ୍ଡଫଲ କରିପାରେ ବାତ୍ୟା ଦାନା। ପୁରୀରୁ ପାରାଦୀପ ମଧ୍ୟରେ ଛୁଇଁପାରେ ସ୍ଥଳଭାଗ। ଏନେଇ ବିଭିନ୍ନ ଆନ୍ତର୍ଜାତିକ ମଡେଲ ଆକଳନ କରିଛି ।ବାତ୍ୟା ଲ୍ୟାଣ୍ଡଫଲ୍ କରିବା ବେଳେ ପବନ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷିବ।

ବାତ୍ୟା ଛନକା: ପୁରୀ ଛାଡୁଛନ୍ତି ପର୍ଯ୍ୟଟକ

ପୁରୀ,୨୨ା୧୦: ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ପୁରୀରୁ ପର୍ଯ୍ୟଟକମାନଙ୍କୁ ଫେରିଯିବାକୁ ରାଜ୍ୟ ସରକାର ପରାମର୍ଶ ଦେଇଛନ୍ତି। ଏଭଳିସ୍ଥିତିରେ ବୁଳିବାକୁ ଆସିଥିବା ପର୍ଯ୍ୟଟକ ମଙ୍ଗଳବାର ପୁରୀ ଛାଡି ପଳାଉଥିବା ଦେଖିବାକୁ ମିଳିଛି। ଏନେଇ ବସ୍‌ଷ୍ଟାଣ୍ଡ ସାଙ୍ଗକୁ ବିଭିନ୍ନ ଛକରେ ଲୋକ ଠିଆ ହୋଇ…

ପୁରୀରେ ହବିଷ୍ୟାଳୀ ମା’ ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ସୁବିଧା ଅସୁବିଧା ବୁଝିଲେ

ପୁରୀ,୨୦ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ରାଜ୍ୟର ବିଭିନ୍ନ ଜିଲାରୁ ପୁରୀରେ କାର୍ତ୍ତିକ ବ୍ରତ କରିବାକୁ ଆସିଥିବା ହବିଷ୍ୟାଳୀ ମା’ ମାନଙ୍କୁ ବ୍ରତ ସରଞ୍ଜାମ ପ୍ରଦାନ କରିଛନ୍ତି। ଏଥିରେ ଶାଢୀ, ଚଦର, ଉତ୍ତରୀୟ, ରାଇ ଦାମୋଦର ବ୍ରତ ବହି, ଶୁଖିଲି…

ଶ୍ରୀମନ୍ଦିର ସେବାୟତଙ୍କୁ ଆକ୍ରମଣ ଘଟଣା: ପନ୍ତିବଡ଼ୁ ସେବକ ନିଲମ୍ବିତ

ପୁରୀ,୧୯।୧୦: ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ସିନିଅର ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଆକ୍ରମଣ ଘଟଣାରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଶ୍ରୀମନ୍ଦିର ପ୍ରଶାସନ। ଏହି ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ପନ୍ତିବଡ଼ୁ ସେବକ ଚନ୍ଦନ ସାମନ୍ତରା ନିଲମ୍ବିତ ହୋଇଛନ୍ତି। ମହାପ୍ରଭୁଙ୍କ ସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?