ଏହି ନାଁ ଧରି ରତ୍ନଭଣ୍ଡାର ଭିତରକୁ ପ୍ରବେଶ କରିଥିଲେ ୧୧ଜଣ ସଦସ୍ୟ
ପୁରୀ,୧୪।୭: ୫ ଦଶନ୍ଧି ପରେ ଶେଷରେ ପୁରୀ ଶ୍ରୀମନ୍ଦିରର ରହସ୍ୟମୟ ରତ୍ନଭଣ୍ଡାର ଖୋଲିଲା। ପୂର୍ବ ନିର୍ଦ୍ଧାରିତ ସମୟ ଦିନ ୧ଟା ୨୮ରେ ରତ୍ନଭଣ୍ଡାର ଖୋଲିଥିଲା। ରତ୍ନଭଣ୍ତାର ଖୋଲିବା ପାଇଁ ମୋଟ ୧୧ଜଣ ସଦସ୍ୟ ଭିତରକୁ ଯାଇଥିଲେ। ଏନେଇ ରତ୍ନଭଣ୍ଡାର ଯାଞ୍ଚ କମିଟି…
ଭିତର ରତ୍ନଭଣ୍ଡାରରେ କ’ଣ ରହିଛି, ଜଷ୍ଟିସ ବିଶ୍ୱନାଥ ରଥ କଲେ ଖୁଲାସା
ପୁରୀ,୧୪।୭: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର ଆଜି ଖୋଲିଛି। ପ୍ରଥମେ ବାହାର ଏବଂ ପରେ ଭିତର ରତ୍ନଭଣ୍ଡାରକୁ ଖୋଲାଯାଇଛି। ଏସ୍ଓପି ଅନୁସାରେ ତାଲା ଭାଙ୍ଗି ଭିତର ରତ୍ନଭଣ୍ଡାର ଖୋଲାଯାଇଛି। ଟ୍ରେଜେରିରୁ ଯେଉଁ ଚାବି ଆସିଥିଲା, ସେଥିରେ ତାଲା ଖୋଲି ପାରି ନ ଥିଲା।…
ରତ୍ନଭଣ୍ଡାର ଖୋଲିବା ପରେ ବାହାରକୁ ଆସି ଏମିତି କହିଲେ ମୁଖ୍ୟ ପ୍ରଶାସକ
ପୁରୀ,୧୪।୭: ଶେଷରେ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଖୋଲିଛି ରତ୍ନଭଣ୍ଡାର। ପ୍ରଥମେ ବାହାର ଏବଂ ପରେ ଭିତର ରତ୍ନଭଣ୍ଡାରକୁ ଖୋଲାଯାଇଛି। ଭିତର ଅବସ୍ଥା ଦେଖିବା ପରେ ବାହାରକୁ ଆସିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ରତ୍ନଭଣ୍ଡାର ଖୋଲିବା ପରେ ସେ…
ଭିତର ରତ୍ନଭଣ୍ଡାରରେ ପଡ଼ିଥିଲା ୩ ତାଲା: ଜାଣନ୍ତୁ କେମିତି ଖୋଲାଗଲା…
ପୁରୀ,୧୪ା୭: ଦୀର୍ଘ ୪୬ ବର୍ଷ ପରେ ରବିବାର ଖୋଲିଛି ରତ୍ନଭଣ୍ଡାର। ପୂର୍ବ ନର୍ଦ୍ଧାରିତ ସମୟ ଅନୁସାରେ ଅପରାହ୍ନ ୧ଟା ୨୮ ଶୁଭମୁହୂର୍ତ୍ତରେ ଖୋଲିଛି ରତ୍ନଭଣ୍ଡାର। ପ୍ରଥମେ ବାହାର ଭଣ୍ଡାର ଦ୍ୱାର ଖୋଲାଯାଇଥିଲା। ସେଠାରେ ଥିବା ସୁନା ଅଳଙ୍କାରକ ଏକ ଅସ୍ଥାୟୀ ଷ୍ଟ୍ରଙ୍ଗରୁମ୍କୁ…
ରଥଯାତ୍ରା ପରେ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣନା, ସୂଚନା ଦେଲେ ଅରବିନ୍ଦ ପାଢ଼ୀ
ପୁରୀ,୧୪।୭: ଦୀର୍ଘ ଚାରି ଦଶନ୍ଧିର ଅପେକ୍ଷା ପରେ ଖୋଲିଛି ଶ୍ରୀମନ୍ଦିର ଚାରି ଦ୍ୱାର। ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ମାର୍ଗଦର୍ଶିକାକୁ ପାଳନ କରି ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ରତ୍ନଭଣ୍ଡାର ତାଲା ଖୋଲିଛନ୍ତି। କମିଟିର ୧୧ ସଦସ୍ୟ ପ୍ରଥମେ…
ରତ୍ନଭଣ୍ଡାର ଭିତରେ ଦେଖିବାକୁ ମିଳିଲା ଏସବୁ, ଟିମ୍ କହିଲା ସାପ ଭୟ ନାହିଁ, ହେଲେ…
ପୁରୀ,୧୪ା୭: ଦୀର୍ଘ ୪୬ ବର୍ଷ ପରେ ଆଜି ଖୋଲିଛି ରତ୍ନଭଣ୍ଡାର। ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ରବିବାର ଅପରାହ୍ନ ୧ଟା ୨୮ରେ ଶୁଭମୁହୂର୍ତ୍ତରେ ରତ୍ନଭଣ୍ଡା ଖୋଲାଯାଇଛି। ପ୍ରଥମେ ବାହାର ଭଣ୍ଡାର ଦ୍ୱାର ଖୋଲାଯାଇଥିଲା। ଏହା ପରେ ଭିତର ରତ୍ନଭଣ୍ଡାର ଖୋଲାଯାଇଛି। ଏନେଇ…
ରତ୍ନଭଣ୍ଡାର ଖୋଲିବା ପରେ ଶହ ଶହ ସଂଖ୍ୟାରେ ଉଡ଼ିଆସିଲେ ଚେମେଣିଆ
ପୁରୀ,୧୪ା୭: ବହୁ ପ୍ରତୀକ୍ଷାର ଅନ୍ତ ଘଟି ରବିବାର ଖୋଲିଛି ରତ୍ନଭଣ୍ଡାର। ୧୧ ଜଣିଆ ଟିମ୍ ରତ୍ନଭଣ୍ଡାର ଭିତରକୁ ପ୍ରବେଶ କରି ପ୍ରଥମେ ବାହାର ରତ୍ନଭଣ୍ଡାର ଦ୍ୱାର ଖୋଲିଥିଲେ। ଏହା ପରେ ଶହ ଶହ ସଂଖ୍ୟାରେ ଚେମେଣିଆ ବାହାରକୁ ବାହାରି ଆସୁଛନ୍ତି। ଏପରିକି…
ରତ୍ନଭଣ୍ଡାର ଖୋଲିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ବଡ଼ ବୟାନ, ଜାଣନ୍ତୁ କ’ଣ କହିଲେ…
ପୁରୀ ଅଫିସ,୧୪।୭: ଦୀର୍ଘ ୪୬ ବର୍ଷ ପରେ ଖୋଲିଛି ରତ୍ନଭଣ୍ଡାର। ରବିବାର ୧୧ ଜଣିଆ ଟିମ୍ ଶ୍ରୀମନ୍ଦିର ଯାଇ ନିର୍ଦ୍ଧାରିତ ସମୟ ୧ଟା ୨୮ ମିନିଟ୍ରେ ରତ୍ନଭଣ୍ଡାର ଖୋଲିଛନ୍ତି। ଏନେଇ ଖବର ଆସିବା ପରେ ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…
ଖୋଲିଲା ରତ୍ନଭଣ୍ଡାର
ପୁରୀ,୧୪ା୭: ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଦୀର୍ଘ ୪୬ ବର୍ଷ ପରେ ଆଜି ଖୋଲିଛି ରତ୍ନଭଣ୍ଡାର। ରବିବାର ଅପରାହ୍ନ ୧ଟା ୨୮ରେ ଶୁଭମୁହୂର୍ତ୍ତରେ ଖୋଲିଛି ରତ୍ନଭଣ୍ଡାର। ପୂର୍ବରୁ ସମୟ ନିର୍ଦ୍ଧାରିତ ହୋଇଥିବା ବେଳେ ଠିକ୍ ସମୟରେ ଖୋଲିଛି ରତ୍ନଭଣ୍ଡାର। ପ୍ରଥମେ ବାହାର…
ମା’ ବିମଳାଙ୍କଠାରୁ ଗୁଆ ନେଲେ ଟିମ୍, ବନ୍ଦ ହେଲା ୩ ଦ୍ୱାର; ଆଉ କିଛି ମିନିଟ୍ରେ…
ପୁରୀ ଅଫିସ,୧୪।୭: ଖୋଲାଯିବ ରତ୍ନଭଣ୍ଡାର। ଏହାକୁ ନେଇ ପୁରୀ ଶ୍ରୀମନ୍ଦିରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ପ୍ରଥମେ ଶ୍ରୀମନ୍ଦିର ଭିତରେ ଥିବା ଭକ୍ତଙ୍କୁ ବାହାର କରାଯିବା ପରେ ୧୧ଜଣିଆ ଟିମ୍ ମନ୍ଦିର ମଧ୍ୟକୁ ଯାଇଛନ୍ତି। ସେମାନେ ପ୍ରଥମେ ମା’ ବିମଳାଙ୍କୁ ଦର୍ଶନ…
ରତ୍ନଭଣ୍ଡାର ଅଳଙ୍କାର ରହିବା ପାଇଁ ଆସିଲା ସିନ୍ଦୁକ: ଜାଣନ୍ତୁ କିଏ, କେତେ ସମୟରେ କେଉଁଥିରେ କଲେ ତିଆରି
ପୁରୀ,୧୪।୭: ଆଜି ଖୋଲିବ ରତ୍ନଭଣ୍ଡାର, ଭିତରେ ଥିବା ସିନ୍ଦୁକରୁ ଅଳଙ୍କାର ଗଣତି କରାଯାଇ ଅନ୍ୟ ସିନ୍ଦୁକରେ ରଖାଯିବା ପାଇଁ ୬ ସିନ୍ଦୁକ ଆସି ପୁରୀରେ ପହଞ୍ଚିଛି। ସ୍ବତନ୍ତ୍ର ବରାଦ କରାଯାଇ ଏହି ୬ ସିନ୍ଦୁକ ତିଆରି କରାଯାଇଛି। ପ୍ରଶାସନ ପକ୍ଷରୁ ୧୫ଟି…
ଖୋଲିବ ରତ୍ନଭଣ୍ଡାର; ଜଷ୍ଟିସ ରଥ କହିଲେ-”ଆଖି ଦେଖୁଛି ମୁଣ୍ଡକୁ ଯାଉଛି, ତୁଣ୍ଡକୁ ଯିବନି କି ହାତକୁ ଆସିବନି”
ପୁରୀ,୧୪।୭: ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ରବିବାର ଗୁରୁତ୍ୱପୂର୍ଣ୍ଣ ବୈଠକରେ କିଏ କିଏ ରତ୍ନଭଣ୍ଡାର ଭିତରକୁ ଯିବେ ସେ ନେଇ ନିଷ୍ପତ୍ତି ହୋଇଛି। ଦିନ ୧ଟା ୨୮ ଶୁଭ ମୂହୁର୍ତ୍ତ ରହିଛି। ଏହି ସମୟରେ ରତ୍ନ ଭଣ୍ଡାର…
Archives


