ପୁରୀ

ରତ୍ନଭଣ୍ଡାର ଚଟାଣ ତଳେ… ବଡ଼ ସୂଚନା ଦେଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର,୧୩/୧୦: ରତ୍ନଭଣ୍ଡାର ଭିତରେ କ’ଣ ଅଛି? କେତେ ହୀରା-ନୀଳା ରତ୍ନ ଅଛି। ଆଉ ୨-୪ ଦିନ ଭିତରେ ସବୁ ଜଣାପଡିବ। କାରଣ ଆଉ ୨/୪ ଦିନରେ ଆସିବ ରତ୍ନଭଣ୍ଡାର ସର୍ଭେ ରିପୋର୍ଟ। ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।…

ଆଇନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଶ୍ରୀମନ୍ଦିରେ ମାଗଣା ମିଳିବ…

ଭୁବନେଶ୍ୱର,୧୩/୧୦: ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନଙ୍କ ବଡ଼ ଘୋଷଣା। ମାଗଣା ମିଳିବ ମହାପ୍ରସାଦ କୁଡୁଆ। ଶ୍ରୀମନ୍ଦିରରେ ଭକ୍ତଙ୍କୁ ମାଗଣା ମହାପ୍ରସାଦ କୁଡୁଆ ଯୋଗାଇବାକୁ ଯୋଜନା ଚାଲିଛି ବୋଲି କହିଲେ ଆଇନ ମନ୍ତ୍ରୀ। ମନ୍ତ୍ରୀ କହିଛନ୍ତି, ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କୁ ମହାପ୍ରସାଦ…

ଆଜି ସୁନାବେଶରେ ଭକ୍ତଙ୍କୁ ଦର୍ଶନଦେବେ ଚତୂର୍ଦ୍ଧାମୂର୍ତ୍ତି

ଭୁବନେଶ୍ୱର,୧୩।୧୦: ପବିତ୍ର ବିଜୟା ଦଶମୀ ଅବସରରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି। ଏହି ଅବସରରେ ଚତୂର୍ଦ୍ଧାମୂର୍ତ୍ତି ସୁନାବେଶରେ ଶ୍ରଦ୍ଧାଳୁଙ୍କ ଦର୍ଶନ ଦେବେ । କିରିଟି, ଚୂଳ, ଚନ୍ଦ୍ରିକା, ଆଡକାନି, ଚନ୍ଦ୍ରସୂର୍ୟ୍ୟ, ଶ୍ରୀଭୁଜ, ଶ୍ରୀପୟର, ଘାଗଡା ମାଳି ଆଦିରେ ବିଭୁଷିତ ହେବେ…

କେବେ ଜନଶୂନ୍ୟ ହୁଏନାହିଁ ଶ୍ରୀକ୍ଷେତ୍ର

ଭାରତର ଚାରିଧାମ ମଧ୍ୟରେ ପୁରୀ ଜଗନ୍ନାଥ ଧାମ ଅନ୍ୟତମ। ପୁରୀ ସହର ମଧ୍ୟଭାଗରେ ରହିଛି ବଡ଼ଦେଉଳ ବା ଶ୍ରୀମନ୍ଦିର। ଏହାର ରତ୍ନସିଂହାସନରେ ପୂଜାପାଆନ୍ତି ଦାରୁଦିଅଁ ଶ୍ରୀଜଗନ୍ନାଥ ମହାପ୍ରଭୁ, ବଡ଼ଭାଇ ଶ୍ରୀ ବଳଭଦ୍ର, ଭଉଣୀ ଦେବୀ ସୁଭଦ୍ରା, ଶ୍ରୀସୁଦର୍ଶନଙ୍କ ସମେତ ମଦନମୋହନ, ଶ୍ରୀଦେବୀ…

ଚନ୍ଦ୍ରଭାଗାରେ ଭାସିଗଲେ ୩ ଯୁବକ

କୋଣାର୍କ,୧୨।୧୦: ଚନ୍ଦ୍ରଭାଗା ସମୁଦ୍ରରେ ଶନିବାର ଏକ ଅଘଟଣ ଘଟିଛି। ସମୁଦ୍ରରେ ଗାଧୋଇଲା ବେଳେ ୩ଜଣ ଯୁବକ ଭାସିଯାଇ ଥିଲେ। ୨ ଜଣଙ୍କୁ ଲାଇଫ ଗାର୍ଡ ଉଦ୍ଧାର କରିଥିବା ବେଳେ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ଅନ୍ୟପକ୍ଷେ ଲାଇଫ ଗାର୍ଡ ନିଖୋଜ ଯୁବକଙ୍କୁ…

ମହାଷ୍ଟମୀ ଭୋଗ ଖାଇ ଗାଁରେ ବ୍ୟାପିଲା ଝାଡ଼ାବାନ୍ତି

ଗୋପ,୧୨।୧୦(ଭାରତୀ ଭୁଷଣ ଉପାଧ୍ୟାୟ): ପୁରୀ ଜିଲା କୋଣାର୍କ ଥାନା ଅଧୀନ ଓଟାଙ୍ଗ ଗାଁରେ ମହାଷ୍ଟମୀ ଭୋଗ ଖାଇ ଝାଡ଼ାବାନ୍ତି ବ୍ୟାପିଥିବା ଗୋପ ଡାକ୍ତରଖାନା ପକ୍ଷରୁ ଜଣାପଡ଼ିଛି। ଝାଡ଼ାବାନ୍ତିରେ ଗାଁର ୧୦୦ରୁ ଊଦ୍ଧର୍‌ବ ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତଙ୍କୁ ଗୋପ ଡାକ୍ତରଖାନା ସହିତ ଆଖପାଖ…

ଶ୍ରୀମନ୍ଦିରରେ ପଡ଼ିଲା ରକ୍ତଛିଟା, ହେଲା ମହାପ୍ରଭୁଙ୍କ ବଡ଼ ମହାସ୍ନାନ

ପୁରୀ,୧୨।୧୦: ଦୁର୍ଗାପୂଜାରେ ଅଘଟଣ। ଶ୍ରୀମନ୍ଦିର କଳାହାଟ ଦ୍ୱାର ନିକଟରେ ପଡ଼ିଲା ରକ୍ତଛିଟା। ଏହାକୁ ନେଇ ଶନିବାର ମହାପ୍ରଭୁଙ୍କୁ ବଡ଼ ମହାସ୍ନାନ କରାଯାଇଛି। ଏହାକୁ ନେଇ ଅପରାହ୍ନରେ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଛି। ସୂଚନାନୁଯାୟୀ, ଶ୍ରୀମନ୍ଦିରରେ ଜଣେ କର୍ମଚାରୀଙ୍କ ହାତ ଚାପି…

ବିଳମ୍ବରେ ଫିଟିଲା ଶ୍ରୀମନ୍ଦିର ଦ୍ୱାର, ଅଚେତ ହେଲେ ଭକ୍ତ

ପୁରୀ,୧୨ା୧୦(ଅଜିତ୍‌ କୁମାର ମହାନ୍ତି): ପବିତ୍ର ଶାରଦୀୟ ଦୁର୍ଗାପୂଜା ଅବସରରେ ଶୁକ୍ରବାର ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ମା’ ବିମଳାଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ହୋଇଥିଲା। ତେବେ ଶ୍ରୀମନ୍ଦିର ଦ୍ୱାରଫିଟାରେ ବିଳମ୍ବ ଯୋଗୁ ୧୦ରୁ ଊର୍ଦ୍ଧ୍ୱ ଭକ୍ତ ଅଣନିଃଶ୍ୱାସୀ ହୋଇ…

୧୪୭ତମ ଗୋପବନ୍ଧୁ ଜୟନ୍ତୀ ପାଳିତ: ସତ୍ୟବାଦୀରୁ ସୁଆଣ୍ଡୋ ଚଳଚଞ୍ଚଳ

ସାକ୍ଷୀଗୋପାଳ,୯।୧୦(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଆ ଜାତିର ମଉଡମଣି ସେବା ଓ ତ୍ୟାଗର ମୂର୍ତ୍ତିମନ୍ତ ପ୍ରତୀକ ପୂଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୭ତମ ଜୟନ୍ତୀ ଉତ୍ସବ ବୁଧବାର ପାଳିତ ହୋଇଯାଇଛି। ଗୋପନ୍ଧୁ ଜୟନ୍ତୀ ଉପଲକ୍ଷେ ବିଭିନ୍ନ ରାଜନୈତିକ ଦଳର କର୍ମକର୍ତ୍ତା,…

ଭିଡିଓ ଭାଇରାଲକୁ ନେଇ ବିଧାୟକଙ୍କ କୁଶ ପୁତ୍ତଳିକା ଦାହ

ସାକ୍ଷୀଗୋପାଳ,୯।୧୦ (ପ୍ରଶାନ୍ତ କୁମାର ବାରିକ୍‌/ କିଶୋର ମହାପାତ୍ର/ ଭରତ ରାଉତ):ଗତ କିଛିଦିନ ହେବ ସତ୍ୟବାଦୀ ବିଧାୟକ ଓମ୍‌ ପ୍ରକାଶ ମିଶ୍ରଙ୍କ ସହିତ ଜଣେ ଯୁବତୀଙ୍କ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଏହାକୁ ନେଇ ସତ୍ୟବାଦୀ ନିର୍ବାଚନମଣ୍ଡଳୀରେ ବେଶ୍‌ ପ୍ରତିକ୍ରିୟା…

ବୋହି ନେଉଥିଲେ ମଧ୍ୟାହ୍ନଭୋଜନ ଚାଉଳ: ଏମିତି ଧରାପଡ଼ିଲେ ଶିକ୍ଷୟିତ୍ରୀ

ଗୋପ,୧୦।୫: ପୁରୀ ଜିଲା ଗୋପ ଅଞ୍ଚଳରୁ ଛାତ୍ରୀଛାତ୍ରଙ୍କୁ ଦିଆଯାଉଥିବା ମଧ୍ୟାହ୍ନ ଭୋଜନ ଚାଉଳ ଚୋରି ଘଟଣା ଶନିବାର ସାମ୍‌ନାକୁ ଆସିଛି। ୨ ବସ୍ତା ମଧ୍ୟାହ୍ନଭୋଜନ ଚାଉଳ ସହ ଜଣେ ଶିକ୍ଷୟିତ୍ରୀ ଧରାପଡିଛନ୍ତି। ଶିକ୍ଷୟିତ୍ରୀ ଜଣକ ଗୋପ ସ୍ଥିତ ମକ୍ତବ ପ୍ରାଥମିକ ବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?