ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା
ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଶ୍ରୀମନ୍ଦିରର ସୁରକ୍ଷାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ଭିତର ଏବଂ ବାହାରେ ସିସିଟିଭି…
ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର
ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ, ସେଥିପାଇଁ ନୀତି ନିର୍ଘଣ୍ଟରେ ପରିବର୍ତ୍ତନ କରାଯାଇଛି। ଡିସେମ୍ବର ୩୧ ତାରିଖ ରାତି ୧୧ଟାରେ ମହାପ୍ରଭୁଙ୍କ…
ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦
ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି କହିଛନ୍ତି ଓଡ଼ିଶାର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ। ଗତ ୨୦୨୪…
ପୃଥକ ଦୁର୍ଘଟଣା: ଅଟୋ-ବାଇକ୍ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍
ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍ ରାଜପଥରେ ଜଳି ଯାଇଛି। CNG ଗ୍ୟାସ ଟାଙ୍କି ଫାଟି କାର୍ରେ ନିଆଁ ଲାଗି ଯାଇଥିବା ଅନୁମାନ କରାଯାଉଛି। ହେଲେ ଦୁର୍ଘଟଣାରେ କାର୍ରେ…
ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି
ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା ନୂଆବର୍ଷ ପୂର୍ବଦିନ ଏବଂ ଏବଂ ନୂଆ ବର୍ଷରେ ପୁରୀକୁ ଭକ୍ତଙ୍କ ସୁଅ ଛୁଟିଥାଏ ।…
ଓଡ଼ିଶା ଆସି ଓଡ଼ିଆରେ କହିଲେ ନିର୍ବାଚନ କମିଶନର, ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କରି…
ପୁରୀ,୨୭ା୧୨: ଓଡ଼ିଶାରେ ଆସି ପହଞ୍ଚିଛନ୍ତି ଭାରତୀୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। ୩ ଦିନିଆ ଓଡ଼ିଶା ଗସ୍ତରେ ସପରିବାର ଆସିଛନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ସମସ୍ତ ଓଡ଼ିଆଙ୍କୁ ଓଡ଼ିଆରେ ଶୁଭେଚ୍ଛା ଜଣାଇଛନ୍ତି। ସେ ପ୍ରଥମେ ଜୟ ଜଗନ୍ନାଥ କହି ତାଙ୍କର ଅଭିଭାଷଣ…
ପାଖେଇ ଆସୁଛି ନୂଆବର୍ଷ, ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ନେଲା ବଡ଼ ନିଷ୍ପତ୍ତି
ପୁରୀ,୨୭।୧୨: ଡିସେମ୍ବର ମାସର ଶେଷ ଦିନଗୁଡ଼ିକରେ ପୁରୀ ଜଗନ୍ନାଥ ଧାମରେ ଭକ୍ତଙ୍କ ସଂଖ୍ୟାରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏହି ବର୍ଦ୍ଧିତ ଭିଡ଼ ୨୦୨୬ ନୂତନ ବର୍ଷ ଜାନୁଆରୀ ପର୍ଯ୍ୟନ୍ତ ଜାରି ରହିବ ବୋଲି ଆଶା କରାଯାଉଛି। ପବିତ୍ର…
ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର: ପରିବାର ସହ ମହାପ୍ରଭୁଙ୍କୁ କଲେ ଦର୍ଶନ
ପୁରୀ,୨୭।୧୨: ମୁଖ୍ୟ ନିର୍ବାଚନ କମିଶନ ଜ୍ଞାନେଶ କୁମାର ଶନିବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହିତ ଆର୍ଶୀବାଦ ଲାଭ କରିଛନ୍ତି । ମୁଖ୍ୟ ନିର୍ବାଚନ କମିଶନ ତିନି ଦିନିଆ ଓଡିଶା ଗସ୍ତରେ ଆସିଥିବା ବେଳେ ପ୍ରଥମେ ପୁରୀ ଗସ୍ତରେ…
ଅଧା ରହିଲା ଚିଲିକା ବୁଲା, ସଡ଼କ ଦୁର୍ଘଟଣାରେ ସ୍ବାମୀଙ୍କ ମୃତ୍ୟୁ ୨ ଗୁରୁତର
ପୁରୀ,୨୬।୧୨: ସକାଳୁ ସକାଳୁ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ବଳଙ୍ଗା-ନିମାପଡ଼ା ରାସ୍ତାର ନୂଆହାଟରେ ବାଇକକୁ ଧକ୍କା ଦେଲା ଅଜଣାଗାଡି । ତେବେ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇଜଣ ଗୁରୁତର ହୋଇଥିବା ଜଣାପଡିଛି । ଖବର ଅନୁସାରେ,…
ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ…ସମୁଦ୍ରରେ ଭାସି ଆସିଲା ମହାପ୍ରଭୁଙ୍କ ବିଗ୍ରହ, ଦୟନୀୟ ଅବସ୍ଥାରେ ଉଦ୍ଧାର
ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଵାରେ ଲାଗିଛି । ଯାହା କୋଟିକୋଟି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗକୁ ଆଘାତ ପହଞ୍ଚାଇଛି ।…
ପୁରୀ ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ି ଯାଉଥିଲେ ପଶ୍ଚିମବଙ୍ଗର ୪ପର୍ଯ୍ୟଟକ, ଉଦ୍ଧାର କଲେ ଲାଇଫଗାର୍ଡ
ପୁରୀ ୨୩/୧୨( ଅଜିତ୍ କୁମାର ମହାନ୍ତି): ଏବେ ପର୍ଯ୍ୟଟନ ଋତୁ ଜାରି ରହିଥିବା ବେଳେ ପୁରୀକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଅନେକ ଲୋକ ପୁରୀକୁ ଆସି ସମୁଦ୍ରରେ ସ୍ନାନ କରିବା ସହ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି । ତେବେ ପ୍ରତ୍ୟେକ…
ପୁଣି ଶ୍ରୀମନ୍ଦିର ଫଟୋ ଭାଇରାଲ୍: ଜଗନ୍ନାଥପ୍ରେମୀ ଅସନ୍ତୋଷ
ପୁରୀ,୨୨ା୧୨(ଅଜିତ୍ କୁମାର ମହାନ୍ତି): ପୁଣିଥରେ ଶ୍ରୀମନ୍ଦିର ଫଟୋ ଭାଇରାଲ୍ ହୋଇଛି। ଡ୍ରୋନ୍ ସହାୟତାରେ ଶ୍ରୀମନ୍ଦିରର ଫଟୋ ଭାଇରାଲ୍ ହୋଇଛି। ଫେସ୍ବୁକରେ ଏକ୍ସପ୍ଲୋର ଇଣ୍ଡିଆ ନାମକ ଏକ ସଂସ୍ଥା ଏହି ଫଟୋ ପୋଷ୍ଟ କରିଛି। ଫେସ୍ବୁକରେ ଅପଲୋଡ୍ ହୋଇଥିବା ଏହି ଫଟୋକୁ ଅନେକ…
Archives


