ବିନା ଟାହିଆରେ ପହଣ୍ଡିକୁ ନେଇ ବଢ଼ିଲା ଚର୍ଚ୍ଚା: ଶୁଭ ନା ଅଶୁଭ, ଜାଣନ୍ତୁ କିଏ କ’ଣ କହିଲେ…
ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାରେ ଦାରୁଦିଅଁ ରତ୍ନ ସିଂହାସନ ଛାଡ଼ି ରଥରେ ବସି ଜନ୍ମବେଦି ଯାଇଛନ୍ତି। ଶୁକ୍ରବାର ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚତ୍ଛନ୍ତି ତିନିଠାକୁର। ହେଲେ ଗୁରୁବାର ଶ୍ରୀମନ୍ଦିରରୁ ପହଣ୍ଡି ବାହାରିବା ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୁଣ୍ଡରେ ଟାହିଆ ଉଭାନ ହେବା ଘଟଣାକୁ ନେଇ…
ଶ୍ରୀଜଗନ୍ନାଥଙ୍କ ଟାହିଆ ପ୍ରସଙ୍ଗ, ଗୋଟି ଗୋଟି କରି ସବୁ କଥା କହିଦେଲେ ଦଇତାପତି ନିଯୋଗ ସମ୍ପାଦକ, ଜାଣନ୍ତୁ…
ପୁରୀ,୧୭।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ନବଦିନାତ୍ମକ ରଥଯାତ୍ରା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ରଥଟଣା ଶେଷ ହୋଇଛି। ଶରଧାବାଲିରେ ପହଞ୍ଚିଛନ୍ତି ୩ ରଥ। ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଅପରପକ୍ଷରେ ଗୁରୁବାର ରଥଯାତ୍ରାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ…
ସରିଲା ରଥଟଣା, ଶରଧାବାଲିରେ ପହଞ୍ଚିଲେ ୩ ରଥ
ପୁରୀ,୧୭ା୭: ସରିଲା ରଥଟଣା। ଶରଧାବାଲିରେ ପହଞ୍ଚିଛନ୍ତି ୩ ରଥ। ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ, ସୁଭଦ୍ରାଙ୍କ ଦର୍ପଦଳନ ରଥ ଶରଧାବାଲିରେ ପହଞ୍ଚିବା ପରେ ମହାପ୍ରଭୁ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ ରଥ ପହଞ୍ଚିଥିଲା। ଦର୍ଶନ ପାଇଁ ଶରଧାବାଲିରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଭକ୍ତମାନେ…
ଦ୍ୱିତୀୟ ଦିନରେ ଶ୍ରୀଜୀଉଙ୍କ ରଥ ଟଣା, ଶରଧାବାଲିରେ ତାଳଧ୍ବଜ ରଥ
ପୁରୀ,୬।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପୁରୀ ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଯାଇଛି। ରଥଯାତ୍ରାର ଦ୍ୱିତୀୟ ଦିନରେ ଭକ୍ତ ଶ୍ରଦ୍ଧାର ସହିତ ରଥ ଟାଣିଛନ୍ତି। ଇତିମଧ୍ୟରେ ଗୁଣ୍ଡିଚା ମନ୍ଦିର ନିକଟ ଶରଧାବାଲିରେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ବଜ ରଥ ପହଞ୍ଚି…
ମହାପ୍ରଭୁଙ୍କ ମସ୍ତକରେ କାହିଁକି ନ ଥିଲା ଟାହିଆ; ସବୁ ଗୁମର ଖୋଲିଦେଲେ ସେବାୟତ: ଜାଣନ୍ତୁ ଭିତରେ କ’ଣ ସବୁ ଘଟିଥିଲା
ପୁରୀ,୧୭।୭(ଅଜିତ୍ କୁମାର ମହାନ୍ତି):ମହାପ୍ରଭୁଙ୍କ ଘୋଷଯାତ୍ରାରେ ଅନ୍ୟତମ ମୁଖ୍ୟ ଆକର୍ଷଣ ସାଜିଥାଏ ମହାପ୍ରଭୁଙ୍କ ମସ୍ତକରେ ଲାଗିଥିବା ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ। ପ୍ରତ୍ୟେକ ବର୍ଷ ରାଘବଦାସ ମଠ ପକ୍ଷରୁ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଟାହିଆ ପ୍ରଦାନ କରାଯାଇଥାଏ। ଗୁରୁବାର…
ବଡ଼ଦାଣ୍ଡରେ ଭକ୍ତ- ଭଗବାନ ମିଳନ: ଆଜି ସକାଳ ୯ଟା ୩୦ରେ ପୁଣି ଟଣାଯିବ ରଥ
ପୁରୀ,୧୭ା୭(ଅଜିତ୍ କୁମାର ମହାନ୍ତି):ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ଗୁରୁବାର ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରା ଶ୍ରୀମନ୍ଦିରରୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସି ରଥାରୂଢ଼ ହୋଇ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ…
ରଥଯାତ୍ରାରେ ଭକ୍ତଙ୍କ ମୃତ୍ୟୁକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ
ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଅଣନିଶ୍ବାସୀ ହୋଇ ଭକ୍ତଙ୍କ ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ରଥଯାତ୍ରାରେ ଦଳା ଚକଟା ହୋଇ ନ ଥିବା ମନ୍ତ୍ରୀ କହିଥିବା ବେଳେ ଅଣନିଶ୍ବାସୀ ହେବା କାରଣରୁ ଜଣେ ୬୦ ବର୍ଷୀୟ…
ଠାକୁର ଅଜା ଶ୍ରୀ ସିଦ୍ଧ ବଳରାମଙ୍କ ରଥଯାତ୍ରା: ପାଚିଲା ପଣସ ଭୋଗରେ ମହକିଲା ପୀଠ
ସାକ୍ଷୀଗୋପାଳ, ୧୬।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସ୍ଥାନୀୟ ପ୍ରସିଦ୍ଧ ବକୁଳ ବନର ଅଧିଶ୍ୱର ଠାକୁର ଅଜା ଶ୍ରୀସିଦ୍ଧ ବଳରାମଦେବଙ୍କ ପବିତ୍ର ରଥଯାତ୍ରା ଗୁରୁବାର ଭକ୍ତିପୂତ ପରିବେଶରେ ଅନୁଷ୍ଠିତ ହୋଇଯାଇଛି। ଦୈନନ୍ଦିନ ଦେବନୀତି ଅନୁଯାୟୀ ପ୍ରାତଃ ସମୟରେ ମଙ୍ଗଳ ଆଳତୀ, ଅବକାଶ…
ସରିଲା ରଥ ଟଣା, ଅଳ୍ପବାଟ ଗଡ଼ି ଅଟକିଲା ନନ୍ଦିଘୋଷ
ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସ ପରିବେଶରେ ଆରମ୍ଭ ହୋଇଛି ଚତୁର୍ଦ୍ଧାମୂର୍ତ୍ତୀଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ସନ୍ଧ୍ୟା ପ୍ରାୟ ୫ଟାରେ ଶରଧାବାଲି ଅଭିମୁଖେ ପ୍ରଥମେ ଗଡ଼ିଥିଲା ତାଳଧ୍ବଜ ରଥ। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ମାର୍କେଟ…
Puri Rath Yatra, ଅଣନିଶ୍ବାସୀ ହୋଇ ଚାଲିଗଲା ୨ ଭକ୍ତଙ୍କ ଜୀବନ!
ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଏକ ବଡ଼ ଅଘଟଣ ସାମ୍ନାକୁ ଆସିଛି। ଅଣନିଶ୍ବାସୀ ହୋଇ ୨ଜଣ ଭକ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଆହତ ହୋଇଥିବା ଜଣାପଡିଛି। ମୃତାହତଙ୍କୁ ନେଇ ସରକାରୀ ଭାବେ ସ୍ପଷ୍ଟ କରାଯାଇ ନାହିଁ। ସୂଚନା ଅନୁସାରେ, ପବିତ୍ର ରଥଯାତ୍ରା…
Puri Rath Yatra: ବଡ଼ଦାଣ୍ଡରେ ଗଡ଼ିଲା ରଥ, ଶରଧାବାଲି ଅଭିମୁଖେ ବଡ଼ ଠାକୁରଙ୍କ ତାଳଧ୍ବଜ
ପୁରୀ,୬।୭: ଶ୍ରୀକ୍ଷେତ୍ର ପୁରୀରେ ଆରମ୍ଭ ହୋଇଛି ରଥଟଣା। ବଡ଼ଦାଣ୍ଡରେ ଗଡ଼ିଲା ପ୍ରଭୁ ବଡ଼ ଠାକୁରଙ୍କ ତାଳଧ୍ବଜ ରଥ। ଲକ୍ଷାଧିକ ଭକ୍ତଙ୍କ ଜୟ ଜଗନ୍ନାଥ ଧ୍ୱନିରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର। ଭକ୍ତି, ହର୍ଷଉଲ୍ଲାସର ପରିବେଶ ମଧ୍ୟରେ ଆରମ୍ଭ ହୋଇଛି ଚତୁର୍ଦ୍ଧାମୂର୍ତ୍ତୀଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ସନ୍ଧ୍ୟା…
ଶ୍ରୀକ୍ଷେତ୍ରରେ ବଡ଼ ଅଘଟଣ, ଅଣନିଶ୍ବାସୀ ହୋଇ ଚାଲିଗଲା ଭକ୍ତଙ୍କ ପ୍ରାଣ!
ପୁରୀ,୧୬।୭: ଶ୍ରୀକ୍ଷେତ୍ର ପୁରୀରେ ବଡ଼ ଅଘଟଣ ଘଟିଯାଇଛି । ଅଣନିଃଶ୍ବାସୀ ହୋଇ ଜଣେ ଭକ୍ତଙ୍କର ମୃତ୍ୟୁ ଘଟିଛି । ପୁରୀ ମେଡିକାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି । ସୂଚନା ଅନୁସାରେ, ପବିତ୍ର ରଥଯାତ୍ରା ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ…

