ଧିରେ ଧିରେ ଖୋଲିବ ରତ୍ନଭଣ୍ଡାର ରହସ୍ୟ: ମନ୍ଦିର ଭିତରକୁ ଗଲେ ଯାଞ୍ଚ ଟିମ୍
ପୁରୀ,୧୪।୭: ଶ୍ରୀମନ୍ଦିର ଭିତରକୁ ରତ୍ନଭଣ୍ଡାର ଯାଞ୍ଚ ଟିମ୍ ବର୍ତ୍ତମାନ ପ୍ରବେଶ କରିଛନ୍ତି। କମିଟିର ସଦସ୍ୟମାନେ ପାରମ୍ପରିକ ପୋଷାକରେମନ୍ଦିର ଭିତରକୁ ଯାଇଛନ୍ତି । ତେବେ ପ୍ରଥମେ ପତିତପାବନଙ୍କ ପାଖରେ ପୂଜାର୍ଚ୍ଚନ କରିବା ପରେ, ଟିମ୍ ମନ୍ଦିର ଭିତରେ ପ୍ରବେଶ କରଛି । କେବଳ…
ଆଜି ହେବନି ଗଣତି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ବଡ଼ ସୂଚନା
ପୁରୀ,୧୪।୭: ରତ୍ନଭଣ୍ଡାର ଖୋଲିବା ନେଇ ବଡ଼ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ସେ କହିଛନ୍ତି, ଆଜି ଗଣତି ହେବ ନାହିଁ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି, ଆଜି ଗଣତି ମଣତି ହେବନି, ଖାଲି ଯାଞ୍ଚ…
ଖୋଲିବ ରତ୍ନଭଣ୍ଡାର: ଭିତରକୁ କିଏ ଯିବେ ଆସିଲା ନାଁ
ପୁରୀ,୧୪।୭: ଖୋଲିବ ରତ୍ନଭଣ୍ଡାର। ଏନେଇ ସବୁ ପ୍ରସ୍ତୁତ ଶେଷ ହୋଇଛି। ଏଥିପାଇଁ ଶୁଭବେଳା ମଧ୍ୟ ବାହାରି ସରିଛି। ଏନେଇ ତଦାରଖ କମିଟି ବୈଠକ ପରେ ଜଷ୍ଟିସ ରଥ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଦିନ ୧ଟା ୨୮ ଶୁଭ ମୂହୁର୍ତ୍ତ। ଏହି…
ରତ୍ନଭଣ୍ଡାର ଖୋଲିବା ନେଇ ନିର୍ଘଣ୍ଟ ହେଲା ସମୟ, ଶୁଭ ମୁହୂର୍ତ୍ତ ୧ଟା ୨୮
ପୁରୀ,୧୪।୭: ବହୁ ଅପେକ୍ଷାର ଅନ୍ତ ଘଟାଇ ୪୬ବର୍ଷ ପରେ ଆଜି ରତ୍ନଭଣ୍ଡାର ଖୋଲିବାକୁ ଯାଉଛି। ଏନେଇ ଶୁଭ ମୂହୁର୍ତ୍ତ ନିର୍ଘଣ୍ଟ ହୋଇଛି। ଏନେଇ ତଦାରଖ କମିଟି ବୈଠକ ପରେ ଜଷ୍ଟିସ ରଥ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଦିନ ୧ଟା ୨୮…
ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କଲେ ଜଷ୍ଟିସ୍ ବିଶ୍ୱନାଥ, କହିଲେ-ମା’ ସାଆନ୍ତାଣୀଙ୍କ ଅନୁମତି ନେଇ…
ପୁରୀ,୧୪।୭: ମହାପ୍ରଭୁ ଜଗନ୍ନାଥଙ୍କ ରତ୍ନଭଣ୍ଡାର ଖୋଲିବାକୁ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ରବିବାର ଶୁଭ ମୂହୁର୍ତ୍ତରେ ଏହା ଖୋଲାଯିବାକୁ ଥିବା ବେଳେ ତା ପୂର୍ବରୁ ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ୱନାଥ ରଥ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଏହାପରେ ଗଣମାଧ୍ୟମକୁ…
ଖୋଲିବ ରତ୍ନଭଣ୍ଡାର: ଜିଲାପାଳ କହିଲେ-”ମୋ ପାଖରେ ଚାବି ନାହିଁ”
ପୁରୀ,୧୪।୭: ସରକାରଙ୍କ ନିଷ୍ପତ୍ତି କ୍ରମେ ଖୋଲିବାକୁ ଯାଉଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏନେଇ ରତ୍ନଭଣ୍ଡାର ରକ୍ଷକ ପ୍ରଭୁ ଶ୍ରୀ ଲୋକନାଥଙ୍କ ନିକଟରୁ ଆଜ୍ଞାମାଳ ଆସି ସାରିଛି। ଆଉ କିଛି ସମୟପରେ ଭଣ୍ଡାର ଖୋଲିବ। ତେବେ ଏହା ପୂର୍ବରୁ ଜଷ୍ଟିସ ବିଶ୍ବନାଥ ରଥଙ୍କ ଅଧ୍ୟକ୍ଷତାରେ…
ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ, ଦେଲେ ବଡ଼ ବୟାନ…
ପୁରୀ,୧୪।୭: ବହୁ ବର୍ଷ ଅପେକ୍ଷାର ହେବ ଅନ୍ତ। ରବିବାର ଖୋଲାଯିବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର। ଏହାପୂର୍ବରୁ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ଏହାପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ସେ କହିଛନ୍ତି ଯେ, ରତ୍ନଭଣ୍ଡାର ଖୋଲିବାକୁ ମହାପ୍ରଭୁଙ୍କ…
ରତ୍ନଭଣ୍ଡାର ଖୋଲିବା ବେଳେ ଲାଗୁ ହେବ ସାମୟିକ କଟକଣା; ସିଂହଦ୍ୱାରକୁ ଛାଡ଼ି ବାକି ଦ୍ୱାର ବନ୍ଦ
ପୁରୀ,୧୪।୭: ଅନେକ ଚର୍ଚ୍ଚା ଆଲୋଚନା ପରେ ଖୋଲିବାକୁ ଯାଉଛି ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏନେଇ ସବୁ ପ୍ରସ୍ତୁତି ସାରିଥିବା ବେଳେ ରତ୍ନଭଣ୍ଡାର ରକ୍ଷକ ପ୍ରଭୁ ଲୋକନାଥଙ୍କ ନିକଟରୁ ଆଜ୍ଞାମାଳ ମଧ୍ୟ ଆସିଛି। ଏହାରି ମଧ୍ୟରେ ରତ୍ନଭଣ୍ଡାର ଖୋଲିବା ସଂପର୍କରେ ଶ୍ରୀମନ୍ଦିର ମୁଖ୍ୟ…
ଆଜି ଖୋଲିବ ରତ୍ନଭଣ୍ଡାର, ଭଣ୍ଡାରରେ ରହିଛି ଏତେ ସୁନାରୁପା ଅଳଙ୍କାର!
ଭୁବନେଶ୍ୱର,୧୪।୭: ଖୋଲିବ କାଳିଆର ରତ୍ନ ଭଣ୍ଡାର। ୪୬ବର୍ଷ ପ୍ରତୀକ୍ଷାର ଅନ୍ତ। ଆଜି ସବୁ ଜଗନ୍ନାଥ ପ୍ରେମୀଙ୍କ ପାଇଁ ଖୁସିର ଦିନ। ରବିବାର ଦିନ ୧ଟାରୁ ୧ଟା ୩୦ ଭିତରେ ରତ୍ନଭଣ୍ଡାର ଖୋଲିବାକୁ ଯାଉଛି। ରତ୍ନଭଣ୍ଡାରର ମରାମତି ସହ ଅଳଙ୍କାର ଗଣତି ମଧ୍ୟ…
୪୬ ବର୍ଷ ଅପେକ୍ଷାର ଅନ୍ତ ଆଜି
ପୁରୀ,୧୪ା୭(ଅଜିତ୍ କୁମାର ମହାନ୍ତି)ଦୀର୍ଘ ୪୬ବର୍ଷ ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ରବିବାର ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲିବ। ଶନିବାର ରାଜ୍ୟ ସରକାରଙ୍କ ପକ୍ଷରୁ ମଞ୍ଜୁରୀ ପ୍ରଦାନ ସହ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସେସ୍(ଏସ୍ଓପି) ଜାରି କରାଯାଇଛି। ଫଳରେ ଭିତର ରତ୍ନଭଣ୍ଡାର ଖୋଲାଯିବା ନିଶ୍ଚିତ…
ମହାପ୍ରଭୁଙ୍କ ପାଇଁ ପାଣିର ବାଷ୍ପରେ ପ୍ରସ୍ତୁତ ହୁଏ ପୋଡ଼ପିଠା
ପୁରୀ,୧୪ା୭(ଅଜିତ୍ କୁମାର ମହାନ୍ତି)ଭୋଜନ ପ୍ରିୟ ମହାପ୍ରଭୁ ଶ୍ରୀଜଗନ୍ନାଥ। ସେଥିପାଇଁ ତାଙ୍କ ନିକଟରେ ପ୍ରତିଦିନ ୬୦ ପଉଟି ଭୋଗ ଓ ୫୬ ପ୍ରକାର ବ୍ୟଞ୍ଜନର ବ୍ୟବସ୍ଥା ରହିଛି। ତଥାପି ଖାଦ୍ୟରେ ମହାପ୍ରଭୁଙ୍କର ଥାଏ ବିଶେଷ ଅଭିରୁଚି। ପ୍ରତିଦିନ ତାଙ୍କ ପାଖରେ ପିଠା ଭୋଗ…
ମଙ୍ଗଳା ମନ୍ଦିର ବିକାଶ ପାଇଁ ୫୦ କୋଟି
ନିମାପଡ଼ା/କାକଟପୁର/ଅସ୍ତରଙ୍ଗ/ ଯୋଗେଶ୍ୱରପୁର (ବିଚିତ୍ରାନନ୍ଦ ସାହୁ/ରଞ୍ଜନ ପଟ୍ଟନାୟକ/ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା/ରଶ୍ମିରଞ୍ଜନ ସାହୁ)୧୪ା୭: ପୁରୀ ଜିଲା ନିମାପଡ଼ାର ମା’ ପୂର୍ଣ୍ଣେଶ୍ୱରୀ ମନ୍ଦିର ଠାରୁ କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ ମଙ୍ଗଳାଙ୍କ ମନ୍ଦିର ପର୍ଯ୍ୟନ୍ତ ଶନିବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଐତିହ୍ୟ ସଚେତନତା…
Archives


