ପୁରୀ

ବଡ଼ ଠାକୁର ତଳେ ପଡିଗଲେ ରାଜ୍ୟ ପାଇଁ ହେବ ବିପଦ, ଭାଇରାଲ ହେଉଛି ମାଳିକାର ପଂକ୍ତି

ଭୁବନେଶ୍ୱର,୧୦।୭: ଆଡପ ପହଣ୍ଡିବେଳେ ରଥରୁ ଖସ ପଡିଲେ ବଡ଼ ଠାକୁର ବଳଭଦ୍ର। ତେବେ ଗତକାଲି ପହଣ୍ଡିବେଳେ ବଡ଼ ଭାଇ ବଳିଆ ଚାରମାଳାରେ ପଡିଯାଇଥିଲେ। ଯାହାପରେ ବହୁ କଷ୍ଟରେ ତାଙ୍କୁ ଉଠାଇଥିଲେ ସେବାୟତ। ଆଡପ ମଣ୍ଡପ ବିଜେବେଳେ ଦେଖିବାକୁ ମିଳିଥିଲା ଏପରି ବଡ଼…

ଶ୍ରୀଜିଉଙ୍କ ଆଡ଼ପ ଦର୍ଶନ ଆରମ୍ଭ, ସକାଳୁ ଲାଗିଲାଣି ଶ୍ରଦ୍ଧାଳୁଙ୍କ ଭିଡ଼

ପୁରୀ,୧୦।୭: ଜନ୍ମବେଦୀରେ ଚତୁର୍ଦ୍ଧାମୂରତି। ଆଡ଼ପ ଦର୍ଶନ ଲାଗି ଲକ୍ଷଲକ୍ଷ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ରହିଛି। ତେବେ ଦର୍ଶନ ସହ ଆଜିଠୁ ଭକ୍ତଙ୍କୁ ଆଡ଼ପ ଅବଢ଼ା ମିଳିବ। କୁହାଯାଏ ଏଇ ଆଡ଼ପ ଅବଢା ଖାଇଲେ କୋଟି ଜନ୍ମର ପୂଣ୍ୟଫଳ ମିଳିଥାଏ।…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ପୁରୀରେ ଉପମୁଖ୍ୟମନ୍ତ୍ରୀ-ଆଇନ ମନ୍ତ୍ରୀ, ଆହତ ସେବାୟତଙ୍କୁ ଭେଟିଲେ…

ପୁରୀ ଅଫିସ, ୯।୭: ଆଡପ ମଣ୍ଡପକୁ ବିଜେ ଲାଗି ପହଣ୍ଡି ହେଉଥିବା ବେଳେ ଘଟିଛି ବଡ଼ ଅଘଟଣ। ବଡ଼ ଠାକୁର ବଳଭଦ୍ର ଚାରମାଳ ଉପରେ ଖସିପଡ଼ିବାରୁ ୭ଜଣ ସେବାୟତ ଆହତ ହୋଇଛନ୍ତି। ଏନେଇ ସୂଚନା ମିଳିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ…

ଜଷ୍ଟିସ ବିଶ୍ବନାଥ ରଥଙ୍କ ବଡ଼ ସୂଚନା: ରତ୍ନଭଣ୍ଡାର ଖୋଲିବା ବେଳେ ବନ୍ଦ ହେବନି ଭକ୍ତଙ୍କ ଦର୍ଶନ

ପୁରୀ,୯।୭: ଆସନ୍ତା ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିପାରେ। ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଏହି ସୂଚନା ଦେଇଛନ୍ତି। ଆଜି କମିଟିର ଦ୍ୱିତୀୟ ବୈଠକ ବସିଥିଲା । ବୈଠକ ପରେ ଜଷ୍ଟିସ ବିଶ୍ୱନାଥ ରଥ କହିଛନ୍ତି, ୧୪ରେ ଖୋଲିବାକୁ…

ଏହି ଦିନ ଖୋଲିବ ରତ୍ନଭଣ୍ଡାର, ଜାଣନ୍ତୁ କଣ କହିଲେ ଜଷ୍ଟିସ ବିଶ୍ବନାଥ ରଥ

ପୁରୀ,୯।୭: ଆସନ୍ତା ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିପାରେ। ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଏହି ସୂଚନା ଦେଇଛନ୍ତି। ଆଜି କମିଟିର ଦ୍ୱିତୀୟ ବୈଠକ ବସିଥିଲା । ବୈଠକ ପରେ ଜଷ୍ଟିସ ବିଶ୍ୱନାଥ ରଥ କହିଛନ୍ତି, ୧୪ରେ ଖୋଲିବାକୁ…

ରତ୍ନଭଣ୍ଡାର ଖୋଲିବା ନେଇ ଏମିତି କହିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ୱର,୯।୭: ରତ୍ନଭଣ୍ଡାର ଖୋଲିବା ନେଇ ମଙ୍ଗଳବାର ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ବୈଠକରେ ରତ୍ନଭଣ୍ଡାର ଖୋଲିବା ସମ୍ପର୍କରେ କମିଟି ନିଷ୍ପତ୍ତି ନେବ। କମିଟି ନିଷ୍ପତ୍ତିକୁ ପରିଚାଳନା କମିଟି ଅନୁମୋଦନ ପରେ ସରକାରଙ୍କୁ ପଠାଇବେ। ସୂଚନାଯୋଗ୍ୟ, ହାଇକୋର୍ଟର…

ଆଜି ଆଡ଼ପ ମଣ୍ଡପ ବିଜେ କରିବେ ଶ୍ରୀଜୀଉ

ପୁରୀ,୮ା୭(ଅଜିତ୍‌ କୁମାର ମହାନ୍ତି): ଘୋଷଯାତ୍ରାରେ ରବିବାର କିଛି ବାଟ ଗଡ଼ି ପୁରୀ ବଡ଼ଦାଣ୍ଡରେ ଅଟକି ରହିଥିବା ତିନି ରଥ ସୋମବାର ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ ପହଞ୍ଚିଛି। ତିନିରଥକୁ ଲକ୍ଷାଧିକ ଭକ୍ତ ଅତି ଆନନ୍ଦ ଓ ଉତ୍ସାହର ସହିତ ଟାଣିନେଇଥିଲେ। ଏହାପରେ…

ଆଜି ଆସିବ ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି

ପୁରୀ,୯ା୭(ଅଜିତ୍‌ କୁମାର ମହାନ୍ତି):ହାଇକୋର୍ଟର ପୂର୍ବତନ ବିଚାରପତି ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଗଠନ କରାଯାଇଥିବା ରନତ୍ଭଣ୍ଡାର ଯାଞ୍ଚ କମିଟିର ଦ୍ୱିତୀୟ ବୈଠକ ମଙ୍ଗଳବାର ବସିବ। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଠାରେ ସକାଳ ୧୦ ଟାରେ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ରତ୍ନଭଣ୍ଡାର…

ସୁଭଦ୍ରାଙ୍କ ରଥ ଆଗରେ ଡାକ୍ତରଙ୍କୁ ପିଟିଲେ ପୋଲସ, କାରଣ ଜାଣିଲେ…

ପୁରୀ,୮।୭: ରଥଯାତ୍ରା ବେଳେ ପୁରୀରେ ଡାକ୍ତରଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ସୁଭଦ୍ରାଙ୍କ ରଥ ଆଗରେ ଡାକ୍ତର ଶାନ୍ତନୁ ପାଢ଼ୀଙ୍କୁ ପୋଲିସ ମାଡ଼ ମାରିଥିବାର ଅଭିଯୋଗ ହୋଇଛି। ଡାକ୍ତର ଶାନ୍ତନୁ ପାଢ଼ୀ କହିଛନ୍ତି, ମେଡିକାଲ ଛକରେ ସୁଭଦ୍ରାଙ୍କ ରଥ ଦଉଡ଼ି ଛୁଇଁବାକୁ…

ନବଦିନାତ୍ମକଯାତ୍ରା: ଶରଧାବାଲିରେ ତିନିରଥ

ପୁରୀ,୮।୯: ରବିବାର ଆରମ୍ଭ ହୋଇଛି ନବଦିନାତ୍ମକଯାତ୍ରା। ରତ୍ନବେଦି ଛାଡ଼ି ଜନ୍ମବେଦିକୁ ଆସିଛନ୍ତି ମହାବାହୁ। ଦୀର୍ଘ ୫୩ ବର୍ଷ ପରେ ବିରଳ ସଂଯୋଗ କ୍ରମେ ଗୋଟିଏ ଦିନରେ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା ପଡ଼ିଥିବାରୁ ଚଳିତ ବର୍ଷ ଦୁଇଦିନ ରଥଟଣା…

ଶରଧାବାଲିରେ ପହଞ୍ଚିଲା ବଳଭଦ୍ରଙ୍କ ତାଳଧ୍ୱଜ ରଥ

ପୁରୀ,୮।୯: ବଡ଼ଦାଣ୍ଡରେ ସୋମବାର ସକାଳୁ ପୁଣି ରଥଟଣା ଆରମ୍ଭ ହୋଇଥିଲା। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ମରିଚୀକୋଟ ଛକ ନିକଟରେ ଅଟକିଥିବା ତାଳଧ୍ୱଜ ରଥକୁ ଟାଣି ନେଇଥିଲେ। ହେଲେ ମଧ୍ୟାହ୍ନରେ ଶରଧାବାଲିରେ ପହଞ୍ଚିଛି ବଡ଼ଠାକୁରବଳଭଦ୍ରଙ୍କ ତାଳଧ୍ୱଜ ରଥ। ପଛେପଛେ ମା’ ସୁଭଦ୍ରାଙ୍କ ଦର୍ପଦଳନ…

ବଡ଼ଦାଣ୍ଡରେ କୁଢ଼ କୁଢ଼ ପ୍ଲାଷ୍ଟିକ ବୋତଲ, ଅଇଁଠା ଖଲି, ଚପଲ

ଭୁବନେଶ୍ୱର, ୮ା୭: ରବିବାର ସକାଳୁ ସକାଳୁ ବଡ଼ଦାଣ୍ଡରେ ଲାଘିଥିଲା ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ। ବଡ଼ଦାଣ୍ଡରେ ପାଦ ଥାପୁ ଥାପୁ ଅନୁଭବ ହୋଇଥିଲା ପ୍ରବଳ ଗରମ ଆଉ ଗୁଳୁଗୁଳି। ଆଉ ଦିନ ବଢିବା ସହିତ ବଢି ଚାଲିଥିଲା ଭକ୍ତଙ୍କ ସଂଖ୍ୟା। ଏହାରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri