ପୁରୀ

ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ

ପୁରୀ,୭ା୭: ଆଜି  ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏନେଇ ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ମହାପ୍ରଭୁଙ୍କ ପହଣ୍ଡି ଅପରାହ୍ନ ୧ଟା ୧୦ମିନିଟରୁ ଆରମ୍ଭ କରାଯିବାକୁ ଧାର୍ଯ୍ୟ କରାଯାଇଥିଲା। ପହଣ୍ଡି ଅପରାହ୍ନ ଅଢ଼େଇଟା ସୁଦ୍ଧା ସାରିବାକୁ ନିଷ୍ପତ୍ତି ହୋଇଥିଲା। ତେବେ ନିର୍ଦ୍ଧାରିତ ସମୟର ଦେଢ଼…

ଦେବଦଳନ ରଥରେ ବିଜେ କଲେ ସୁଦର୍ଶନ

ଭୁବନେଶ୍ୱର,୭।୭: ଆଜି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା। ଏହି ଦିବସରେ ଅର୍ଥାତ ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ପଥ(ବଡ଼ଦାଣ୍ଡ)କୁ ଓହ୍ଲାଇଥାନ୍ତି। ବର୍ତ୍ତମାନ ଶ୍ରୀଜିଉଙ୍କ ପହଣ୍ଡି ଆରମ୍ଭ ହୋଇଛି । ପ୍ରଥମେ ମହାପ୍ରଭୁଙ୍କ ଆୟୁଧ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି…

ଆବଶ୍ୟକ ହେଲେ ତାଲା ଭାଙ୍ଗିବୁ

ପୁରୀ,୭ା୭(ଅଜିତ୍‌ କୁମାର ମହାନ୍ତି)ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟର ପୂର୍ବତନ ବିଚାରପତି ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଗଠନ କରାଯାଇଥିବା ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ ଶନିବାର ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟଠାରେ ବିଚାରପତି ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ୧୬ଜଣିଆ…

ପଥକୁ ଓହ୍ଲାଇବେ ଦାରୁଦିଅଁ

ପୁରୀ ୭ା୭(ଅଜିତ୍‌ କୁମାର ମହାନ୍ତି)ରବିବାର ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏହି ଦିବସରେ ଅର୍ଥାତ୍‌ ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ପଥ(ବଡ଼ଦାଣ୍ଡ)କୁ ଓହ୍ଲାଇବେ। ରଥରେ ଯିବେ ଶ୍ରୀଗୁଣ୍ଡିଚା ମନ୍ଦିର। ଏଥିପାଇଁ ୩ ରଥ ନନ୍ଦିଘୋଷ, ଦେବଦଳନ ଏବଂ ତାଳଧ୍ୱଜ…

ମହାପ୍ରଭୁଙ୍କ ଅପେକ୍ଷାରେ ତିନି ରଥ

ପୁରୀ,୬।୭: ରବିବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏହି ପରିପ୍ରେକ୍ଷୀରେ ଶନିବାର ସିଂହଦ୍ୱାର ସମ୍ମୁଖରେ ଲାଗିଲା ତିନି ରଥ। ଆଜ୍ଞାମାଳ ବିଜେ ପରେ ଶ୍ରୀଜିଉଙ୍କ ତିନି ରଥକୁ ଟାଣି ଶ୍ରୀମନ୍ଦିର ସାମ୍ନାକୁ ଅଣାଯାଇଛି। ଏହି ଦିବ୍ୟ ଦୃଶ୍ୟ ଦେଖିଛନ୍ତି ଶତାଧିକ ଶ୍ରଦ୍ଧାଳୁ। ଏପରିକି…

ଓଡ଼ିଶାରେ ଜଗତଗୁରୁ ରାମଭଦ୍ରାଚାର୍ଯ୍ୟ: ୯ ଦିନ ରହିବେ ପୁରୀରେ

ଭୁବନେଶ୍ୱର,୭।୬: ଓଡ଼ିଶାରେ ପହଞ୍ଚିଛନ୍ତି ଜଗତଗୁରୁ ରାମଭଦ୍ରାଚାର୍ଯ୍ୟ। ରଥଯାତ୍ରାରେ ସେ ୯ ଦିନ ପୁରୀରେ ରହିବା ସହ ବିଭିନ୍ନ ଆଧାତ୍ମିକ କାର୍ଯ୍ୟକ୍ରମରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ଗତବର୍ଷ ରଥଯାତ୍ରାରେ ମଧ୍ୟ ଜଗତଗୁରୁ ରାମଭଦ୍ରାଚାର୍ଯ୍ୟ ପୁରୀ ଆସି ଠାକୁରଙ୍କ ଆଶୀର୍ବାଦ ନେଇଥିଲେ। ଅନ୍ୟପକ୍ଷେ…

ଗୋଟିଏ ଦିନ ପରେ ରଥଯାତ୍ରା, ସିଂହଦ୍ୱାର ସମ୍ମୁଖରେ ଲାଗିଲା ୩ରଥ

ପୁରୀ,୬।୭: ସିଂହଦ୍ୱାର ସମ୍ମୁଖରେ ଲାଗିଛି ତିନି ରଥ। ଆଜ୍ଞାମାଳ ବିଜେ ପରେ ଶ୍ରୀଜିଉଙ୍କ ତିନି ରଥକୁ ଶ୍ରୀମନ୍ଦିର ସାମ୍ନାକୁ ଅଣାଯାଇଛି। ରବିବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ତେଣୁ ପରମ୍ପରା ଅନୁଯାୟୀ, ଶନିବାର ରଥଖଳାରୁ ଶ୍ରୀମନ୍ଦିର ନିକଟକୁ ତିନିରଥ ଟଣାହେବ। ପଟି ଦିଆଁଙ୍କଠାରୁ…

ରାତିପାହିଲେ ଘୋଷଯାତ୍ରା; ତିନି ରଥକୁ ବିଜେ ହେଲା ଆଜ୍ଞାମାଳ

ପୁରୀ, ୫।୭(ଅଜିତ୍‌ କୁମାର ମହାନ୍ତି): ରବିବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ତେଣୁ ପରମ୍ପରା ଅନୁଯାୟୀ, ଶନିବାର ରଥଖଳାରୁ ଶ୍ରୀମନ୍ଦିର ନିକଟକୁ ତିନିରଥ ଟଣାହେବ। ପଟି ଦିଆଁଙ୍କଠାରୁ ଆଜ୍ଞାମାଳ ଆସି ୩ ରଥରେ ବିଜେ କରାଯାଇଛି । କିଛି ସମୟ ପରେ ରଥଖଳାରୁ…

ଝାଡୁ ଧରି ବଡ଼ଦାଣ୍ଡ ସଫା କଲେ ଭାଜପା ଏମ୍‌ପି: କହିଲେ,ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗକୁ…

ପୁରୀ,୬।୭: ରବିବାର ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ତିନି ରଥ ପ୍ରସ୍ତୁତ। ରଥଯାତ୍ରାକୁ ଦୃଷ୍ଟିରେ ରଖି ଶନିବାର ବଡଦାଣ୍ଡରେ ଏକ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ୨ ଉପମୁଖ୍ୟମନ୍ତ୍ରୀଙ୍କ ସମେତ ଅନେକ ମନ୍ତ୍ରୀ ସାମିଲ ହୋଇଛନ୍ତି।…

ରତ୍ନ ଭଣ୍ଡାର ଖୋଲିବା ନେଇ ଜଗତଗୁରୁ  ଶଙ୍କରାଚାର୍ଯ୍ୟଙ୍କ ବିସ୍ଫୋରକ ବୟାନ: କହୁକହୁ କହିଦେଲେ…

ଭୁବନେଶ୍ୱର,୬।୭: ରତ୍ନ ଭଣ୍ଡାର ଖୋଲିବା ନେଇ ପୁରୀ ଶଙ୍କରାଚାର୍ଯ୍ୟ ଏକ ବଡ଼ ଏବଂ ବିସ୍ଫୋରକ ବୟାନ ଦେଇଛନ୍ତି। ଜଗତଗୁରୁ ଶଙ୍କରାଚାର୍ଯ୍ୟ କହିଛନ୍ତି,‘ସୁପ୍ରିମକୋର୍ଟଙ୍କ ଜଜମେଣ୍ଟ ଅଛି, ଯେ କୌଣସି ପଦକ୍ଷେପ ନେବା ପୂର୍ବରୁ ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ ନେବା ଉଚିତ। ହେଲେ ମୋର…

ଶରଧାବାଲି ସଫେଇ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି: ଝାଡୁ କରିବାର କାରଣ ବଖାଣିଲେ…

ପୁରୀ,୬।୭: ଆଉ ମାତ୍ର ଦିନକ ପରେ ରଥଯାତ୍ରା। ଏଥିପାଇଁ ସବୁକିଛି ପ୍ରସ୍ତୁତ ସରିଛି। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶରଧାବାଲିରେ ପହଞ୍ଚି ସଫେଇ କରିଛନ୍ତି। ହାତରେ ଝାଡୁ ଧରି ସେ ସଫେଇ କରିଛନ୍ତି। ତାଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକ…

ଲାଞ୍ଚ ନେଇ ସହକାରୀ ଆର୍‌ଆଇ ଗିରଫ

କଟକ,୪ା୭(କାର୍ତ୍ତିକ ସାହୁ): ପୁରୀ ତହସିଲ ଅଧୀନ ଚନ୍ଦନପୁର ଆର୍‌ଆଇ ସର୍କଲର ସହକାରୀ ଆର୍‌ଆଇ ପବିତ୍ର କୁମାର କାଣ୍ଡି ଲାଞ୍ଚ ନେବା ମାମଲାରେ ଗୁରୁବାର ଗିରଫ ହୋଇଛନ୍ତି। ଜଣେ ବ୍ୟକ୍ତିଙ୍କଠାରୁ ୫୧୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଅଧିକାରୀ ତାଙ୍କୁ ଧରିଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri