ପୁରୀ

ସୂର୍ଯ୍ୟମନ୍ଦିର ବୁଲିଲେ ୭ ଦେଶର ରାଷ୍ଟ୍ରଦୂତ

କୋଣାର୍କ,୨୮।୧୦(ଡି.ଏନ୍‌.ଏ.):ବିଶ୍ୱ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟମନ୍ଦିର, ଆନ୍ତର୍ଜାତିକ ବ୍ୟାଖ୍ୟାନ କେନ୍ଦ୍ରକୁ ଗୁରୁବାର ଆସୋସିଏଶନ ଅଫ୍‌ ସାଉଥ ଇଷ୍ଟ ଏସିଆନ ନେଶନର ସଦସ୍ୟ ମଣ୍ତଳୀ ବୁଲି ଦେଖିଛନ୍ତି। ଏହି ଓଡ଼ିଶା ଭ୍ରମଣରେ ସାମିଲ ହୋଇଥିଲେ ଭିଏତନାମ, ମ୍ୟାନମାର, ଥାଇଲାଣ୍ତ, ଲାଓପିଡିଆର, ମାଲେସିଆ, ଇଣ୍ତୋନେସିଆ,...

ତୁଷ୍ଟୀକରଣ ଜଣାଣକୁ ସମାଲୋଚନା

ପୁରୀ ଅଫିସ,୨୮ା୧୦: ରାଜ୍ୟ ସରକାରଙ୍କ ତରଫରୁ ଶ୍ରୀକ୍ଷେତ୍ରରେ ହବିଷିଆଳି କେନ୍ଦ୍ର ଖୋଲାଯାଇଛି। ୫ଟି ହବିଷିଆଳି କେନ୍ଦ୍ରରେ ହବିଷିଆଳିମାନେ ରହୁଥିବାବେଳେ ସେମାନଙ୍କୁ ପ୍ରଶାସନ ପକ୍ଷରୁ ମାଗଣାରେ ବିଭିନ୍ନ ସୁବିଧା ଯୋଗାଇ ଦିଆଯାଉଛି। ବୃନ୍ଦାବତୀ ନିବାସରେ ରହୁଥିବା ହବିଷିଆଳିମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ...

ସମାଲୋଚନା କଲେ ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ,୨୮ା୧୦: ଗତ ମଙ୍ଗଳବାର ସୂର୍ଯ୍ୟୋପରାଗ ସମୟରେ ହେତୁବାଦୀମାନେ ଆମିଷ ଖାଦ୍ୟ ଗ୍ରହଣ କରିଥିଲେ। ହେତୁବାଦୀମାନଙ୍କର ଏହି କାର୍ଯ୍ୟକଳାପକୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ସମାଲୋଚନା କରିଛନ୍ତି। ଜଗଦ୍‌ଗୁରୁ କହିଛନ୍ତି, ଶାସ୍ତ୍ର ସମ୍ପର୍କରେ ଜ୍ଞାନ ନ ଥିବା ଲୋକେ ଏଭଳି...

ବିନା ଲାଇସେନ୍ସରେ ଚାଲିଛି କରତକଳ

ଗୋପ,୨୭।୧୦(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ବ୍ଲକ ଏବେ କାଠମାଫିଆଙ୍କ ପେଣ୍ଠସ୍ଥଳୀ ପାଲଟିଛି। ଗୋପ ବ୍ଲକ ଅଞ୍ଚଳରେ ଦିନକୁଦିନ ବେଆଇନ ଭାବେ କରତକଳ ବଢୁଥିବାରୁ ଏହି କାଠମାଫିଆମାନେ ବେଧଡ଼କ ଜଙ୍ଗଲରୁ ଗଛ କାଟି ବିକ୍ରି କରିବାରେ ଲାଗିଛନ୍ତି। ଗୋପ ବନ ବିଭାଗ...

ପୁରୀ ବେଳାଭୂମି ପ୍ରଦୂଷଣ ରୋକ

ପୁରୀ ଅଫିସ,୨୭ା୧୦: ପୁରୀ ବେଳାଭୂମି ପ୍ରଦୂଷଣକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଜିଲାପାଳଙ୍କୁ ରାଜ୍ୟ ଉପକୂଳ ପରିଚାଳନା ପ୍ରାଧିକରଣ ନିର୍ଦ୍ଦେଶ ଦେଇଛି। ଓଡ଼ିଶା ବେଳାଭୂମି ସୁରକ୍ଷା ପରିଷଦ ଅଭିଯୋଗର ତଦନ୍ତ କରି ପରିବେଶ ସୁରକ୍ଷା ଆଇନ ଅନୁଯାୟୀ ଯଥାଶୀଘ୍ର କାର୍ଯ୍ୟାନୁଷ୍ଠାନ...

ନିର୍ମାଣ କାର୍ଯ୍ୟ ମାସେ ନ ପୂରୁଣୁ ରାସ୍ତାରେ ଫାଟ

ନିମାପଡ଼ା,୨୬।୧୦(ଡି.ଏନ୍‌.ଏ.): ନିର୍ମାଣ କାର୍ଯ୍ୟ ମାତ୍ର ୧ ମାସ ନ ପୂରୁଣୁ ରାସ୍ତା ଫାଟି ଦୁଇ ଫାଳ ହୋଇଯାଇଥିବା ଦେଖିବାକୁ ମିଳିଛି। ରାସ୍ତା କାର୍ଯ୍ୟ ନିମ୍ନମାନର ଏବଂ ଏଥିରେ ବ୍ୟାପକ ଅନିୟମିତତା କରାଯାଇଥିବା ନେଇ ନିମାପଡ଼ା ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଛି।...

ପୂର୍ବ ଶତ୍ରୁତାକୁ ନେଇ ଗୁଳି, ବୋମାମାଡ଼

ପିପିଲି,୨୬।୧୦(ଡି.ଏନ୍‌.ଏ./ସ୍ବ.ପ୍ର.): ପୁରୀ ଜିଲା ପିପିଲି ଅଞ୍ଚଳରେ ସୋମବାର ଅପରାହ୍ନରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିକାଣ୍ଡ ଓ ବୋମାମାଡ଼ ହୋଇଛି। ପ୍ରଥମେ ପିପିଲି ଏନ୍‌ଏସି ଅଞ୍ଚଳରେ ଗୁଳିକାଣ୍ଡ ଘଟିଥିବାବେଳେ ଏଥିରେ ସ୍ଥାନୀୟ ଉଜାଣିପଡା ଗ୍ରାମର ସନାତନ ପ୍ରଧାନ ଓରଫ ସାନୁ...

ଆକାଶଦୀପ ଵାଣ ଖସିପଡି ଗୋପଵନ୍ଧୁ ଙ୍କ ଷଠିଘରେ ଅଗ୍ନିକାଣ୍ଡ

ସାକ୍ଷୀଗୋପାଳ, ୨୪।୧୦ (ଡି. ଏନ୍. ଏ)ପୁରୀଜିଲ୍ଲା ସତ୍ୟଵାଦୀ ବ୍ଲକ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଷଠିଘରେ ଦୀପାବଳୀ ସନ୍ଧ୍ୟାରେ ଆକଷ୍ମିକ ଅଗ୍ନିକାଣ୍ଡ ଘଟିଛି। ଦୀପାବଳିରେ ଅବସରରେ ଏହି ଅଘଟଣ କୁ ନେଇ ଗ୍ରାମବାସୀ ମାନେ ଦୁଃଖ ପ୍ରକାଶ କରିଛନ୍ତି ।...

ଡକାୟତି ପାଇଁ କରୁଥିଲେ ଯୋଜନା, ବାନ୍ଧିଲା ପୋଲିସ

ପୁରୀ ଅଫିସ,୨୪।୧୦: ଡକାୟତି ଯୋଜନା କରୁଥିବାବେଳେ କୁମ୍ଭାରପଡ଼ା ଥାନା ପୋଲିସ ଦୁର୍ବୃତ୍ତଙ୍କୁ କାବୁ କରିନେଇଛି। ୪ ଦୁର୍ବୃତ୍ତଙ୍କ ସହ ସେମାନଙ୍କଠାରୁ ମାରଣାସ୍ତ୍ର, ଦୁଇଟି ଜୀବନ୍ତ ବୋମା ଜବତ ହୋଇଛି । ଗିରଫ ଅଭିଯୁକ୍ତମାନେ ହେଲେ ପୁରୀ ରେଲୱେ କଲୋନୀର ଅନିଲ...

ପିପିଲିରେ ଯୁବକଙ୍କୁ ଗୁଳିମାଡ଼

ପୁରୀ ଅଫିସ, ୨୪।୧୦(ବ୍ୟୁରୋ): ପୁରୀ ଜିଲା ଅନ୍ତର୍ଗତ ପିପିଲି ବଜାରରେ ସୋମବାର ଗୁଳିମାଡ଼ ହୋଇଛି। ଗୁଳି ମାଡ଼ରେ ଜଣେ ଗୁରୁତର ହୋଇଛନ୍ତି। ସେ ହେଲେ ସନାତନ ପ୍ରଧାନ। ତାଙ୍କ ଘର ପିପିଲି ଥାନା ଉଜାଣିପ ଗ୍ରାମରେ। ତାଙ୍କ ଜଙ୍ଘରେ ଗୁଳି...

ସୂର୍ଯ୍ୟୋପରାଗ ପାଇଁ ଆଜି ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି

ପୁରୀ ଅଫିସ୍‌,୨୪।୧୦: ଦୀପାବଳି ଅମାବାସ୍ୟ ଅବସରରେ ସୋମବାର ପୁରୀ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି। ମଙ୍ଗଳବାର ସୂର୍ଯ୍ୟୋପରାଗ ପଡୁଥିବାରୁ ଶ୍ରୀମନ୍ଦିରରେ ଆଜି ହିଁ ଦୀପଦାନ ଅନ୍ୟାନ୍ୟ ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ମଙ୍ଗଳବାର ରାତି ୧୨ଟାରେ ଦ୍ୱାରଫିଟା, ସାଢ଼େ...

ବ୍ରତ ବିକିଲେ ସଂସାର ଚଳେ

ଗୋପ,୨୪।୧୦ (ଡି.ଏନ୍‌.ଏ.):ବୟସର ଅପରାହ୍ନରେ ପହଞ୍ଚତ୍ ଥିଲେ ସୁଦ୍ଧା ସଂସାର ଚଳାଇବାକୁ ହେଲେ କିଛି ନା କିଛି କରିବାକୁ ପଡ଼ିଥାଏ। ଆଖିକୁ ଭଲ ଦେଖାଯାଉ ନ ଥିଲେ ମଧ୍ୟ ପେଟ ପାଇଁ ସ୍ବାମୀ ସ୍ତ୍ରୀ ଗାଁ ଗାଁ ବୁଲି ବ୍ରତ ବିକ୍ରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri