ପୁରୀ

ରଥଯାତ୍ରାରେ ପୁରୀ ଆସୁଥିବା ଭକ୍ତଙ୍କ ହେବ ଗଣନା: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୭: ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରଥଯାତ୍ରା ପାଇଁ ପୁରୀ ଆସୁଥିବା…

ଦାୟିତ୍ୱ ନେବାପରେ ଶ୍ରୀମନ୍ଦିର ଦର୍ଶନ କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୩୦।୬: ମୁଖ୍ୟ ଶାସନ ସଚିବ ଭାବେ ରବିବାର ଦାୟିତ୍ୱ ଗ୍ରହଣ କରିଛନ୍ତି ୧୯୯୦ ବ୍ୟାଚର ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର୍‌ ମନୋଜ ଆହୁଜା। ଲୋକସେବା ଭବନରେ ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଓଡ଼ିଶା…

ସାନ ସଢୁଙ୍କୁ ଗୁଳିକରି ହତ୍ୟା କଲା ବଡ଼ ସଢୁ, ଗାଁରେ ଉତ୍ତେଜନା

ପୁରୀ, ୨୯।୬: ପୁରୀ ଜିଲା ଡେଲାଙ୍ଗ ରାମଚନ୍ଦ୍ରପୁର ଗାଁରେ ଏକ ହତ୍ୟା କାଣ୍ଡ ଘଟିଛି। ସାନ ସଢୁଙ୍କୁ ଗୁଳିକରି ବଡ଼ ସଢୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ନରେନ୍ଦ୍ର ମଲ୍ଲିକ। ଏନେଇ ଗାଁରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି।…

ସ୍ଲଟ୍‌ ବୁକିଂ ନେଇ ସରକାର କିଛି ନିଷ୍ପତ୍ତି ନେଇନାହାନ୍ତି: ଆଇନମନ୍ତ୍ରୀ

ପୁରୀ,୨୮ା୬(ଅଜିତ୍‌ କୁମାର ମହାନ୍ତି)- ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼ ନିୟନ୍ତ୍ରଣ ଓ ଶୃଙ୍ଖଳିତ ଦର୍ଶନ ପାଇଁ ସ୍ଲଟ୍‌ ବୁକିଂ ବା ଅନ୍‌ଲାଇନ ରେଜିଷ୍ଟ୍ରେଶନ ବ୍ୟବସ୍ଥା ଲାଗୁ ହେବାର ଯୋଜନା ରହିଛି ବୋଲି ଗଜପତି ମହାରାଜା ଏକ ଗଣମାଧ୍ୟମକୁ ସୂଚନା ଦେଇଥିଲେ। ଏହାକୁ ନେଇ…

ମହାପ୍ରଭୁଙ୍କୁ ଲାଗିହେଲା ଓଷୁଅ, ସୁସ୍ଥ ଅନୁଭବ କରିବେ… 

ପୁରୀ,୨୮ା୬(ଅଜିତ୍‌ କୁମାର ମହାନ୍ତି)-ଦାରୁବିଗ୍ରହ ସ୍ନାନପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରି ଜ୍ୱରରେ ପୀଡ଼ିତ ହୋଇ ଗତ ୬ଦିନ ହେଲା ଅଣସର ପିଣ୍ଡିରେ ବିଶ୍ରାମ କରୁଥିବାବେଳେ ଦଇତାପତି ସେବକମାନେ ତାଙ୍କର ଗୁପ୍ତ ସେବା କରୁଛନ୍ତି। ଅନବସରର ଷଷ୍ଠ ଦିବସରେ ଶୁକ୍ରବାର ଶ୍ରୀବିଗ୍ରହମାନଙ୍କୁ…

ପୁରୀ ହେବ ଭାରତର ସର୍ବଶ୍ରେଷ୍ଠ ତୀର୍ଥ କ୍ଷେତ୍ର: ମନ୍ତ୍ରୀ

ପୁରୀ, ୨୮।୬: ଶ୍ରୀକ୍ଷେତ୍ରକୁ ଭାରତ ବର୍ଷର ସର୍ବଶ୍ରେଷ୍ଠ ତୀର୍ଥ କ୍ଷେତ୍ର ଭାବେ ପରିଗଣିତ କରାଯିବ। ଶୁକ୍ରବାର ଅପରାହ୍ନରେ ଆଇନ,ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପୁରୀ ଗସ୍ତରେ ଆସି ରଥଯାତ୍ରା ଆୟୋଜନ ସମ୍ପର୍କରେ କ୍ଷେତ୍ର ପରିଦର୍ଶନ ଓ ଅନୁଧ୍ୟାନ କରି…

ହଜିବାକୁ ବସିଲାଣି ତାଳପତ୍ର ହସ୍ତଶିଳ୍ପ

ସାକ୍ଷୀଗୋପାଳ,୨୮।୬(ଭରତ ରାଉତ): ବୁଡିବାକୁ ବସିଲାଣି କୁଳ ବେଉସା। ହଜିବାକୁ ବସିଲାଣି ତାଳପତ୍ର ହସ୍ତଶିଳ୍ପ। ଧୀରେ ଧୀରେ କାରିଗରମାନେ କୌଳିକ ବୃତ୍ତିରୁ ମୁହଁ ଫେରାଇ ନେଲେଣି। ୪୦ରୁ ଅଧିକ ପରିବାର ଏହି ତାଳ ପତ୍ରରେ ତିଆରି ଜିନିଷ ବିକ୍ରି କରି ପରିବାର ପାଷଣ…

ସରିଲା ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦରର ଡ୍ରୋନ୍‌ ସର୍ଭେ

ଭୁବନେଶ୍ୱର,୨୭।୬: ଦେଶର ପ୍ରମୁଖ ଘରୋଇ ଡ୍ରୋନ୍‌ ଟେକ୍‌ ଏବଂ ଆନାଲିଟିକ୍ସ କମ୍ପାନୀ ‘ଆଇଜି ଡ୍ରୋନ୍‌ସ’ର ବହୁ ପ୍ରତୀକ୍ଷିତ ପ୍ରକଳ୍ପ ତଥା ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦରର ଡ୍ରୋନ୍‌ ସର୍ଭେ କାର୍ଯ୍ୟ ନିକଟରେ ଶେଷ ହୋଇଛି। ଏପରିକି ଆଇଜି ଡ୍ରୋନ୍‌ସ ଏହି ସର୍ଭେ କାର୍ଯ୍ୟ…

ଉଇ ଖାଇଗଲାଣି ରଥର ପାର୍ଶ୍ୱ ମୂର୍ତ୍ତି

ପୁରୀ,୨୭।୬(ଅଜିତ୍‌ ମହାନ୍ତି)ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଆଉ ମାତ୍ର ୧୦ ଦିନ ରହିଛି। ସେଥିପାଇଁ ରଥ ନିର୍ମାଣ କାର୍ଯ୍ୟ ଜୋରସୋର୍‌ରେ ଚାଲିଛି। ହେଲେ ରକ୍ଷଣାବେକ୍ଷଣ ଅଭାବରୁ ରଥ ଉପରେ ସ୍ଥାନ ପାଉଥିବା ସାରଥି ଓ ରଥ ୪ ପଟେ ଲାଗୁଥିବା ପାର୍ଶ୍ୱ…

ରଥଯାତ୍ରାରେ ପୁରୀ ଆସିପାରନ୍ତି ରାଷ୍ଟ୍ରପତି

ପୁରୀ,୨୬ା୬(ଅଜିତ୍‌ କୁମାର ମହାନ୍ତି): ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଶ୍ରୀମନ୍ଦିର ରତ୍ନବେଦିରୁ ବାହାରି ରଥାରୂଢ ହୋଇ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର…

ରଥଯାତ୍ରାକୁ ନେଇ ଆସିଲା ବଡ଼ ଖବର, ଏଥର ବନ୍ଦ ରହିବ ନବଯୌବନ ଦର୍ଶନ

ପୁରୀ,୨୫।୬: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ହୋଇଛି । ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତିକୁ ଅନୁରୂପ ରଖିବାକୁ ଏହି ବୈଠକରେ ନିଷ୍ପତ୍ତି ହୋଇଛି । ରଥଯାତ୍ରା ବ୍ୟବସ୍ଥାବଳି ଓ ନୀତି ନିର୍ଘଣ୍ଟକୁ ଅନୁମୋଦନ କରିଛି କମିଟି । ତେବେ…

ନଦୀରେ ମରି ଭାସୁଛନ୍ତି ଶହଶହ ମାଛ

ପିପିଲି,୨୫।୬: ପୂରୀ ଜିଲା ପିପିଲି ରାଜୁଆ ନଦୀରେ ମଙ୍ଗଳବାର ଶହଶହ ମାଛ ମରି ଭାସୁଥିବା ଦେଖିବବାକୁ ମିଳିଛି। ନଦୀ ଜଳ ବିଷାକ୍ତ ହେଉଥିବାରୁ ମାଛ ମରି ଭାସୁଥିବା ସ୍ଥାନୀୟ ଲୋକେ ସନ୍ଦେହ ପ୍ରକଟ କରିଛନ୍ତି। ତୁରନ୍ତ ବିଭାଗୀୟ ଅଧିକାରୀ ଘଟଣାର ତଦନ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri