ପୁରୀ

ମା’ ଲକ୍ଷ୍ମୀଙ୍କ ମନ୍ଦିରରୁ ଧଳା ପେଚା ଉଦ୍ଧାର

ପୁରୀ ଅଫିସ,୨୩ା୧୦: ଧନତେରସ ଭଳି ପବିତ୍ର ଦିନରେ ଶ୍ରୀମନ୍ଦିର ପରିସରସ୍ଥିତ ମା’ ମହାଲକ୍ଷ୍ମୀଙ୍କ ମନ୍ଦିରରୁ ଏକ ଧଳା ପେଚା ଉଦ୍ଧାର କରାଯାଇଛି। ମହାଲକ୍ଷ୍ମୀଙ୍କ ସେବାୟତ ମଧୁସୂଦନ ସିଂହାରୀ ରବିବାର ଏହି ଧଳା ପେଚାକୁ ଉଦ୍ଧାର କରି ଏକ ବ୍ୟାଗ୍‌ ଯୋଗେ...

ଏପ୍ରିଲ ସୁଦ୍ଧା ଓଡ଼ିଆ ବିଶ୍ବବିଦ୍ୟାଳୟ କାର୍ଯ୍ୟ ସରିବ

ସାକ୍ଷୀଗୋପାଳ,୨୩।୧୦(ଡି.ଏନ୍‌.ଏ/ସ୍ବ.ପ୍ର.): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ପୁରୀ ଜିଲା ସତ୍ୟବାଦୀ ବ୍ଲକ ସୁଆଣ୍ଡୋ ଗ୍ରାମରେ ରାଜ୍ୟ ସରକାରଙ୍କ ପକ୍ଷରୁ ୨୫କୋଟି ଟଙ୍କା ବ୍ୟୟରେ ଐତିହ୍ୟ ବିକାଶ ପ୍ରକଳ୍ପ ଏବଂ ବକୁଳବନରେ ୩୫ କୋଟି ଟଙ୍କା ବ୍ୟୟରେ ନିର୍ମାଣଧୀନ ଓଡ଼ିଆ...

ଅସ୍ତିତ୍ୱ ହରାଇଛି ରଘୁନନ୍ଦନ ପାଠାଗାର

ପୁରୀ ଅଫିସ,୨୩।୧୦:ପରିକ୍ରମା ପ୍ରକଳ୍ପ ଜମି ଅଧିଗ୍ରହଣରେ ଜଗନ୍ନାଥ ସଂସ୍କୃତିର ସର୍ବପୁରାତନ ପାଠାଗାର ରଘୁନନ୍ଦନ ଲାଇବ୍ରେରୀ ନିଜ ଅସ୍ତିତ୍ୱ ହରାଇଛି। ଯେଉଁ ପାଠାଗାର ଦିନେ ବୁଦ୍ଧିଜୀବୀ ଓ ସଂସ୍କୃତିପ୍ରେମୀଙ୍କ ସାଧନାର କେନ୍ଦ୍ର ଥିଲା, ସମ୍ପ୍ରତି ତାହା ବିଲୁପ୍ତ ହୋଇଯାଇଛି। ପରିକ୍ରମା ପ୍ରକଳ୍ପ...

ମୁଖ୍ୟ ସଚିବଙ୍କ ସତ୍ୟବାଦୀ ଗସ୍ତ: ଉତ୍କଳମଣିଙ୍କ ଜନ୍ମପୀଠ ବିକାଶ ନେଇ ସମୀକ୍ଷା

ସାକ୍ଷୀଗୋପାଳ,୨୨ା୧୦(ଡି.ଏନ୍‌.ଏ.): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ପୁରୀ ଜିଲା ସତ୍ୟବାଦୀ ବ୍ଲକ ସୁଆଣ୍ଡୋ ଗ୍ରାମରେ ରାଜ୍ୟ ସରକାରଙ୍କ ପକ୍ଷରୁ ୨୫ କୋଟି ଟଙ୍କା ବ୍ୟୟରେ ଐତିହ୍ୟ ବିକାଶ ପ୍ରକଳ୍ପ ଏବଂ ବକୁଳବନରେ ୩୫ କୋଟି ଟଙ୍କା ବ୍ୟୟରେ ନିର୍ମାଣାଧୀନ...

ପ୍ରାଚୀର ନିର୍ମାଣକୁ ନେଇ ଜନସ୍ବାର୍ଥ ମାମଲା

ପୁରୀ ଅଫିସ,୨୨ା୧୦: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ବେଆଇନ ଭାବେ ନୂତନ ପ୍ରାଚୀର ନିର୍ମାଣ କରାଯାଉଥିବା ଅଭିଯୋଗ ଅଣାଯାଇ ଶୁକ୍ରବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର କରାଯାଇଛି। ସୂଚନା ଅଧିକାର କର୍ମୀ ଦିଲୀପ ବରାଳ ଏହି ମାମଲା (ନଂ....

ପୁନରୁଦ୍ଧାର ଅପେକ୍ଷାରେ ଦୁଃଖିଶ୍ୟାମ ଛତା ମଠ

ପୁରୀ ଅଫିସ,୨୧ା୧୦: ନୀଳାଚଳ କ୍ଷେତ୍ରରେ ଥିବା ୩୭୪ ମଠ ଓ ଆଶ୍ରମ ମଧ୍ୟରୁ ଅନ୍ୟତମ ପ୍ରାଚୀନ ମଠ ହେଉଛି ଦୁଃଖିଶ୍ୟାମ ଛତାମଠ। ଦୁଃଖିଶ୍ୟାମ ଦାସ ପ୍ରଥମେ ପୁରୀ ଆସି ଶ୍ରୀମନ୍ଦିରର ପଶ୍ଚିମ ପାର୍ଶ୍ୱରେ ଯେଉଁଠି ଛତା ପୋତି ଶ୍ରୀନୀଳଚକ୍ରଙ୍କୁ ଚାହିଁ...

ଲୀନହେବ ଟାଗୋରଙ୍କ ପାଥେରପୁରୀ

ପୁରୀ ଅଫିସ,୨୦ା୧୦: ବିଶ୍ୱକବି ରବୀନ୍ଦ୍ରନାଥ ଟାଗୋରଙ୍କ ସାଧନା ପୀଠ ‘ପାଥେରପୁରୀ’ ବିଲୀନ ହେବାକୁ ଯାଉଛି। ଶହେ ବର୍ଷରୁ ଊର୍ଦ୍ଧ୍ୱ ଏହି ପୁରାତନ ସ୍ମୃତିପୀଠ ଐତିହ୍ୟ ମାନ୍ୟତା ପାଇଁ ଜାରି ରଖିଥିବା ସଂଘର୍ଷରେ ଶେଷରେ ଦୁଃଖଦ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଏବେ ଏହାକୁ...

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ ଅଫିସ,୧୯।୧୦: ଆଜ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଅପରାହ୍ନରେ ଦ୍ୱିତୀୟ ଭୋଗମଣ୍ଡପ ନୀତି...

ବୁଧବାର ମହାପ୍ରଭୁଙ୍କ ବନକଲାଗି: ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ଅଫିସ,୧୮।୧୦: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ବୁଧବାର ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଅପରାହ୍ନରେ ଦ୍ୱିତୀୟ ଭୋଗମଣ୍ଡପ ନୀତି...

ଚିନ୍ତା ବଢ଼ାଉଛନ୍ତି ଯାଯାବର

ପୁରୀ ଅଫିସ,୧୮ା୧୦: ରାଜ୍ୟ ବାହାରୁ ଆସୁଥିବା ଯାଯାବର (ବଞ୍ଜାରା)ଙ୍କ ସଂଖ୍ୟା ଶ୍ରୀକ୍ଷେତ୍ରରେ ବଢ଼ିବାରେ ଲାଗିଛି। ପୁରୀ ସହରର ବିଭିନ୍ନ ସ୍ଥାନରେ ତମ୍ବୁ ଟାଣି ଯାଯାବରମାନେ ରହୁଥିବାବେଳେ ଅସାମାଜିକ ଓ ଆପରାଧିକ କାର୍ଯ୍ୟରେ ଲିପ୍ତ ହେଉଛନ୍ତି। ଏମାନଙ୍କ କାର୍ଯ୍ୟକଳାପରେ ସହରବାସୀଙ୍କ ସମେତ...

ଲିଫ୍ଟରେ ଫସିଲେ ୩ ହବିଷିଆଳି

ପୁରୀ ଅଫିସ,୧୮ା୧୦:ବୃନ୍ଦାବତୀ ନିବାସରେ ସୋମବାର ସନ୍ଧ୍ୟାରେ ଅଭାବନୀୟ ଘଟଣା ଘଟିଛି। ୩ଜଣ ହବିଷିଆଳି ଶ୍ରୀମନ୍ଦିରରୁ ଦାରୁଦିଅଁଙ୍କ ଦର୍ଶନ ସାରି ବୃନ୍ଦାବତୀ ନିବାସକୁ ଫେରିବାବେଳେ ଲିଫ୍ଚରେ ଫସିଯାଇଥିଲେ। ଅଧଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ୩ଜଣ ହବିଷିଆଳି ବନ୍ଦ ଲିଫ୍ଟ ଭିତରେ ଫସି...

ଶ୍ରୀମନ୍ଦିର ଉତ୍ତରଦ୍ୱାରରେ ନର୍ଦ୍ଦମା ପାଣି

ପୁରୀ ଅଫିସ,୧୭ା୧୦: ପୁରୀ ସହରରେ ରବିବାର ପ୍ରବଳ ବର୍ଷା ପରେ ଦୁର୍ବଳ ସ୍ବେରେଜ ବ୍ୟବସ୍ଥା ପଦାରେ ପଡ଼ିଛି। ଶ୍ରୀମନ୍ଦିର, ସ୍ବର୍ଗଦ୍ୱାର ଅଞ୍ଚଳ ସମେତ ସାହି ଗଳିକନ୍ଦିରେ ବର୍ଷାଜଳ ସହ ଉଦ୍‌ବୃତ୍ତ ଡ୍ରେନ୍‌ ପାଣି ମିଶି ରାସ୍ତାରେ ଲହଡ଼ି ଭାଙ୍ଗୁଛି। ନିଷ୍କାସନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri