ପୁରୀ

ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇଲେ ନଡ୍ଡା, କହିଲେ ରାଜ୍ୟରେ ପଦ୍ମ…

ପୁରୀ,୧୯।୭: ପୁରୀ କାର୍ଯ୍ୟକାରିଣୀ ବୈଠକରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉଦ୍‌ବୋଧନ ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶାର ସେବା ପାଇଁ ସୁଯୋଗ ଦେଇଥିବାରୁ ଓଡ଼ିଶାବାସୀଙ୍କୁ ପ୍ରଣାମ। ଅକ୍ଳାନ୍ତ ପରିଶ୍ରମ କରି ରାଜ୍ୟରେ ପଦ୍ମ ଫୁଟାଇଥିବାରୁ କର୍ମୀଙ୍କୁ ବଧାଇ ଜଣାଇଛନ୍ତି। ନଡ୍ଡା କହିଛନ୍ତି,…

ଜଷ୍ଟିସ ବିଶ୍ୱନାଥ ରଥ ଦେଲେ ବଡ଼ ସୂଚନା: ଏହି ଦିନ ଆରମ୍ଭ ହେବ ରତ୍ନଭଣ୍ଡାର ଗଣତି

ପୁରୀ,୧୯।୭: ରତ୍ନଭଣ୍ଡାରକୁ ନେଇ ଜଷ୍ଟିସ ବିଶ୍ୱନାଥ ରଥ ଅନୁଭୂତି ବଖାଣିଛନ୍ତି । ସେ କହିଛନ୍ତି, ଏହି ପ୍ରକ୍ରିୟାରେ କାହାକୁ ଭୋକ, ଶୋଷ ଓ ଥକାପଣ ଅନୁଭବ ହୋଇନଥିଲା। ଏତେ କମ ସମୟରେ ଏହା ସମ୍ପୂର୍ଣ୍ଣ ହେବା ଏକ ଐତିହାସିକ କାର୍ଯ୍ୟ ଥିଲା।…

ଜାଣନ୍ତୁ କଣ ମିଳିଲା ରତ୍ନଭଣ୍ଡାରରୁ

ପୁରୀ, ୧୯।୭: ରତ୍ନଭଣ୍ଡାରରୁ ଯୁଦ୍ଧ ସାମଗ୍ରୀ ମିଳିଛି। ଏହି ସାମଗ୍ରୀ ରାଜରାଜୁଡ଼ା ଅମଳର ବୋଲି ଜଣାପଡ଼ିଛି। ଏ ନେଇ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ସୂଚନା ଦେଇଛନ୍ତି। ଏହି ସାମଗ୍ରୀ କେଉଁ ଧାତୁରେ ତିଆରି ହୋଇଛି ତାହା…

ବିଇଓଙ୍କ କାର୍ଯ୍ୟାଳୟରେ ପଶିଲା ପାଣି

ଭୁବନେଶ୍ୱର,୧୯।୭: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି।…

କାଞ୍ଜିଆହୁଦା ନାହିଁ, ମୁଖ୍ୟରାସ୍ତାରେ ବୁଲାଗୋରୁ

ନିମାପଡ଼ା,୧୯।୭(ବିଚିତ୍ରାନନ୍ଦ ସାହୁ): ପାଟପୁର ମୁଖ୍ୟରାସ୍ତା, ବଡ଼ ବଜାର ରାସ୍ତା, ଦୋଳବେଦି ଛକ ରାସ୍ତା ଏବେ ବୁଲା ଗୋରୁଙ୍କ ନିରାପଦ ଆଶ୍ରୟସ୍ଥଳୀ ପାଲଟିଛି। ମୁଖ୍ୟ ରାସ୍ତା, ବ୍ଲକ ଛକ, ତହସିଲ ଅଫିସ ଛକ, ଥାନା ଛକ, ଦୋଳବେଦି ଛକ ଉପରେ ଦୈନିକ ବହୁ…

ଆଜି ଶ୍ରୀମନ୍ଦିରକୁ ବାହୁଡ଼ିବେ ମହାପ୍ରଭୁ

ପୁରୀ,୧୯ା୭(ଅଜିତ୍‌ କୁମାର ମହାନ୍ତି): ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ମହାପ୍ରଭୁ। ଭଉଣୀଭାଇଙ୍କ ସହ ସିଂହଦ୍ୱାର ସମ୍ମୁଖରେ ତିନିରଥ ଉପରେ ଏବେ ଅବସ୍ଥାନ କରୁଛନ୍ତି ମହାପ୍ରଭୁ। ଗୁରୁବାର ରଥଉପରେ ମହାପ୍ରଭୁଙ୍କ ଅଧରପଣା ସମ୍ପନ୍ନ ହେବା ପରେ ମହାପ୍ରଭୁଙ୍କ ନୀଳାଦ୍ରି ବିଜେ…

ଶ୍ରୀଜିଉଙ୍କ ଅଧରପଣା ନୀତି ସମ୍ପନ୍ନ

ପୁରୀ,୧୮।୭: ଗୁରୁବାର ଶ୍ରୀଜିଉଙ୍କ ଅଧରପଣା ନୀତି ସମ୍ପାଦିତ ହୋଇଛି। ପାଣିଆ ଆପଟ ସେବକମାନେ ଅଧର ହାଣ୍ଡିରେ ପାଣି ଭର୍ତ୍ତି କରିଥିଲେ। ପରେ ସାଚି, ଛେନା, ସର, ନବାତ, କ୍ଷୀର, କଦଳୀ, ଲବଙ୍ଗ, ଗୁଜୁରାତି ଆଦି ଦ୍ରବ୍ୟରେ ପଣା ପ୍ରସ୍ତୁତ ହୋଇଥିଲା। ମହାସୁଆର…

ଏମିତି ରହିଛି ସବୁ ଅଳଙ୍କାର, ଭିତର ରତ୍ନଭଣ୍ଡାର ସ୍ଥିତି ନେଇ ବରିଷ୍ଠ ସେବାୟତ କଲେ ବଡ଼ ଖୁଲାସା

ପୁରୀ,୧୮।୭: ଭିତର ରତ୍ନଭଣ୍ଡାର ସ୍ଥିତି ନେଇ ବରିଷ୍ଠ ସେବାୟତ ଦୁର୍ଗା ଦାସମହାପାତ୍ର ବଡ଼ ପ୍ରତିକ୍ରିୟା ଦେଇ କହିଛନ୍ତି ବାହାର ପଟୁ ଗୋଟିଏ ଫାଟ ଦୃଶ୍ୟମାନ ହେଉଛି। ଭିତରେ ୪ଟି ପଥର ଖସି ପଡ଼ିଥିବାର ଆମେ ଦେଖିବାକୁ ପାଇଲୁ। ଅଧିକ କ୍ଷୟକ୍ଷତି ନଜରକୁ…

ଭିତର ରତ୍ନଭଣ୍ଡାରରେ କ’ଣ ଅଛି? ବାହାରକୁ ଆସିବା ପରେ ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଦେଲେ ବଡ଼ ସୂଚନା

ଜଷ୍ଟିସ ବିଶ୍ବନାଥ ରଥ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସଂପୂର୍ଣ୍ଣ ଅଳଙ୍କାର ସ୍ଥାନାନ୍ତରଣ କରିବା ପାଇଁ ସାଢ଼େ ୭ ଘଣ୍ଟା ଲାଗିଲା। ସକାଳ ୯ଟା ୫୧ରେ ଆମେ ରତ୍ନଭଣ୍ଡାରରେ ପ୍ରବେଶ କରିଥିଲୁ। ଅପରାହ୍ନ ୫ଟା ୧୫ ସୁଦ୍ଧା ସ୍ଥାନାନ୍ତରଣ କାର୍ଯ୍ୟ…

ସ୍ନେକ ହେଲ୍ପଲାଇନ ସଦସ୍ୟ ଶୁଭେନ୍ଦୁ ମଲ୍ଲିକ ଦେଲେ ବଡ଼ ସୂଚନା: ଭିତର ରତ୍ନଭଣ୍ଡାରରେ…

ପୁରୀ,୧୮।୭: ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଦ୍ୱିତୀୟ ଥର ପାଇଁ ଖୋଲିଛି। ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ସହ ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢୀଙ୍କ ସମେତ ୧୧ଜଣିଆ ଟିମ୍‌ ଉପସ୍ଥିତିରେ ଆଜି ଭଣ୍ଡାର ଖୋଲାଯାଇଛି। ତେବେ ରତ୍ନଭଣ୍ଡାର ସାପ ଅଛି…

ତଦାରଖ କମିଟି, ପରିଚାଳନା କମିଟି ଉପସ୍ଥିତିରେ ହିଁ ହେବ ଗଣତି: ଗଜପତି ମହାରାଜ

ପୁରୀ,୧୮ା୭: ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରୁ ବାହାରିବା ପରେ ଗଜପତି ମହାରାଜ ଦିବ୍ୟସିଂହ ଦେବ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଗୁରୁବାର ଅର୍ଥାତ୍‌ ଆଜି ସନ୍ଧ୍ୟା ସୁଦ୍ଧା ସ୍ଥାନାନ୍ତର ପ୍ରକ୍ରିୟା ସରିବ ବୋଲି ଆଶା କରାଯାଉଛି। ଗଜପତି କହିଛନ୍ତି, ବାହାର ଏବଂ…

ଭିତର ଭଣ୍ଡାରରେ ସୁଡଙ୍ଗ ନେଇ ବଡ଼ ବୟାନ ଦେଲେ ଗଜପତି, କହିଲେ…

ପୁରୀ,୧୮।୭: ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଦ୍ୱିତୀୟ ଥର ପାଇଁ ଗୁରୁବାର ଖୋଲିଛି। ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ସହ ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢୀଙ୍କ ସମେତ ୧୧ଜଣିଆ ଟିମ୍‌ର ଉପସ୍ଥିତିରେ ଭଣ୍ଡାର ଖୋଲାଯାଇଛି। ପୁରୀ ଗଜପତି ମହାରାଜଙ୍କ ଉପସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?