ପୁରୀ

ରଥଯାତ୍ରାରେ ଗଜପତି ମହାରାଜା କରିବେ ଛେରାପହଁରା

ପୁରୀ ଅଫିସ,୬।୭: କରୋନା କଟକଣା ମଧ୍ୟରେ ସମ୍ପନ୍ନ ହେବ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ତେବେ ଏଥିରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରାପହଁରା କରିବା ନେଇ ନାନାଦି କଳ୍ପନାଜଳ୍ପନା କରାଯାଉଥିଲା। ମଙ୍ଗଳବାର ଏଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଚଳିତବର୍ଷ ରଥଯାତ୍ରାରେ ଗଜପତି...

୭ରେ ମହାପ୍ରଭୁଙ୍କ ସ୍ବର୍ଣ୍ଣ ଅଳଙ୍କାର ମରାମତି

ପୁରୀ ଅଫିସ,୫।୭: ପୂର୍ବ ଛତିଶା ନିଯୋଗ ବୈଠକରେ ମହାପ୍ରଭୁଙ୍କର ସୁବର୍ଣ୍ଣ କୁଣ୍ଡଳ ଓ ଶ୍ରୀଭୂଜ ମରାମତି କରାଯିବାକୁ ନିଷ୍ପତ୍ତି ହୋଇଥିଲା। ସେହି ଅନୁଯାୟୀ, ଆସନ୍ତା ୭ତାରିଖରୁ କାର୍ଯ୍ୟ ଆରମ୍ଭ ହେବ ବୋଲି ସୋମବାର ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର...

ବ୍ଲ୍ୟୁ-ଫ୍ଲାଗ୍‌: ବିକଶିତ ହେବ ଆଉ ୫ ବେଳାଭୂମି

ଭୁବନେଶ୍ୱର,୫।୭(ବ୍ୟୁରୋ): ଓଡ଼ିଶା ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ପର୍ଯ୍ୟଟନର ବିକାଶ ପାଇଁ ରାଜ୍ୟ ସରକାର ପ୍ରଚେଷ୍ଟା ଜାରି ରଖିଛନ୍ତି। ସରକାର ପୁରୀ ପରେ ଏବେ ଆଉ ୫ ବେଳାଭୂମିର ସୌନ୍ଦର୍ଯ୍ୟକରଣ କରି ବ୍ଲ୍ୟୁ-ଫ୍ଲାଗ୍‌ ମାନ୍ୟତା ଯୋଗ୍ୟ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏନେଇ...

ପ୍ରାଚୀ ନଦୀରେ ବ୍ୟାରେଜ ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ

ନିମାପଡ଼ା,୫ା୭(ଡି.ଏନ୍‌.ଏ.): ନିମାପଡ଼ା ଜଳସମ୍ପଦ ବିଭାଗ ଡିଭିଜନ ଅନ୍ତର୍ଗତ କାକଟପୁର ସବ୍‌ଡିଭିଜନର କାକଟପୁର ମା’ ମଙ୍ଗଳା ମନ୍ଦିର ନିକଟରେ ୨୦କୋଟି ଟଙ୍କା ବ୍ୟୟରେ ପ୍ରାଚୀ ନଦୀ ଉପରେ ଏକ ନୂତନ ବ୍ୟାରେଜ ନିର୍ମାଣ କାର୍ଯ୍ୟ ସମ୍ପନ୍ନ ହୋଇଛି। ଏହି ବ୍ୟାରେଜ ନିର୍ମାଣ...

ପ୍ରତିଶ୍ରୁତିରେ ଅଟକିଛି ସିଏଚ୍‌ସି ମାନ୍ୟତା

ବେଗୁନିଆ,୫।୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ସଦର ମହକୁମାରେ ରହିଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର (ନୂତନ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ଦେବା ପାଇଁ ଦାବି ହେଉଛି। ଦୀର୍ଘବର୍ଷ ଧରି ଏହି ଦାବି ହେଉଥିଲେ ମଧ୍ୟ ବିଭାଗ ପକ୍ଷରୁ ଅବହେଳା କରାଯାଉଛି। କେବଳ ପ୍ରତିଶ୍ରୁତିରେ...

ଜଗାକୁ ଘରୁ ଦର୍ଶନ କରିବାର ଅଧିକାର କେହି ଛଡ଼ାଇ ନେଇପାରିବେନି

‘ଏଭଳି ନିଷ୍ପତ୍ତି ଅସାମ୍ବିଧାନିକ’ ପ୍ରଶାସନ କୌଣସି ଅଶ୍ଳୀଳ ଭିଡିଓ ଦେଖିବାକୁ ମନା କରିପାରିବ। ମାତ୍ର ଘରେ ରହି ଦାଣ୍ଡକୁ ଚାହିଁବାର ଅଧିକାର କିଭଳି ଛଡ଼ାଇ ନିଆଯିବ। ନିଜ ଘରେ ଚଳପ୍ରଚଳ କରିବା ଓ ଦେଖିବାର ଅଧିକାର କେହି ଛଡ଼ାଇ ନେଇପାରିବେ...

୨୦୨୨ରୁ ପୁରୀରୁ ଉଡ଼ିବ ବିମାନ

ପୁରୀ ଅଫିସ,୪ା୭: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର। ୨୦୨୨ରୁ ପୁରୀରୁ ବିମାନ ଉଡ଼ିବା ନେଇ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପୁରୀକୁ ଦେଶ ବିଦେଶରୁ ପ୍ରତିଦିନ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକମାନେ ଆସିଥାନ୍ତି। ଯଦିଓ କରୋନା ମହାମାରୀ...

ଏଥର କେବଳ ସେବାୟତ ଟାଣିବେ ରଥ

ପୁରୀ ଅଫିସ,୪।୭: ଚଳିତବର୍ଷ ରଥଯାତ୍ରାରେ କେବଳ ସେବାୟତମାନେ ରଥ ଟାଣିବେ। ମନ୍ଦିର ପ୍ରଶାସନ ଓ ଜିଲା ପ୍ରଶାସନ କର୍ମଚାରୀମାନେ ରଥଟଣାରେ ନିୟୋଜିତ ହେବେ ନାହିଁ। ରଥଯାତ୍ରାରେ ନିୟୋଜିତ ହେବାକୁ ଥିବା ସମସ୍ତ ବ୍ୟକ୍ତିମାନଙ୍କର କୋଭିଡ୍‌ ଟେଷ୍ଟ କରାଯିବ। ଏଥିପାଇଁ ପାଖାପାଖି ୬...

୮ରେ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୩ା୭: ଆସନ୍ତା ୧୨ ତାରିଖରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏନେଇ ୮ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସମୀକ୍ଷା କରିବେ। ଏଥିରେ ଶ୍ରୀମନ୍ଦିର ପ୍ରଶାସନ, ସେବାୟତ, ଆଇନ ବିଭାଗ, ଜିଲା ପ୍ରଶାସନ ସହ ବରିଷ୍ଠ ପୋଲିସ ଅଧିକାରୀମାନେ...

ଏଥର ଛାତ ଉପରୁ ବି ଦେଖି ପାରିବେନି ଜଗାକୁ

ପୁରୀ ଅଫିସ, ୩।୭: ଏଥର ଛାତ ଉପରୁ ଥାଇ କେହି ରଥଯାତ୍ରା ଦେଖି ପାରିବେ ନାହିଁ। ଶନିବାର ପୁରୀ ଜିଲାପାଳ ସମର୍ଥ ବର୍ମା ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ରଥଯାତ୍ରା ପାଇଁ ପୂରା ପୁରୀ ସହରରେ ୧୪୪...

୩ ଦିନିଆ ପୁରୀ ଗସ୍ତରେ ରାଜ୍ୟପାଳ

ପୁରୀ ଅଫିସ,୧ା୭: ତିନି ଦିନିଆ ଗସ୍ତରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗୁରୁବାର ପୁରୀରେ ପହଞ୍ଚିଛନ୍ତି । ରାଜଭବନର ନବୀକରଣ ଭବନକୁ ସେ ଉଦଘାଟନ କରିଛନ୍ତି । ଫନି ବାତ୍ୟାରେ ରାଜଭବନ ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିଲା । ରାଜଭବନ ପରିସରରେ...

ରଥଯାତ୍ରା ବେଳେ ପୁରୀକୁ ଚାଲିବନି ଟ୍ରେନ୍‌

ପୁରୀ ଅଫିସ,୨୯।୬: ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଜିଲା ପ୍ରଶାସନ ଜୋରଦାର ପ୍ରସ୍ତୁତି ଜାରି ରଖିଛି। ଏ ନେଇ ସୋମବାର ଦଇତାପତି ନିଯୋଗ ସହ ପ୍ରଶାସନ ଆଲୋଚନା କରିଛି। ଦଇତାପତି ନିଯୋଗ କିଭଳି ଶୃଙ୍ଖଳିତ ଭାବେ ନିର୍ଦ୍ଧାରିତ ସମୟରେ ନୀତିକାନ୍ତି...

Advertisement


Archives

Model This Week

Why Dharitri