ପୁରୀ

ରତ୍ନଭଣ୍ଡାରରୁ ବାହାରିବା ପରେ ଗଜପତି ମହାରାଜ ଦେଲେ ବଡ଼ ସୂଚନା: କହିଲେ…

ପୁରୀ,୧୮।୭: ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଦ୍ୱିତୀୟ ଥର ପାଇଁ ଗୁରୁବାର ଖୋଲିଛି। ନିର୍ଦ୍ଧାରିତ ସମୟ ୯ଟା ୫୧ରେ ଭିତର ରତ୍ନ ଭଣ୍ଡାର ଖୋଲାଯାଇଛି। ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ସହ ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢୀଙ୍କ ସମେତ ୧୧ଜଣିଆ…

ରତ୍ନଭଣ୍ଡାର ସ୍ଥିତି ଅନୁଧ୍ୟାନ କଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ

ପୁରୀ,୧୮ା୭: ଦ୍ୱିତୀୟ ପର୍ଯ୍ୟାୟର ଗୁରୁବାର ଭିତର ରତ୍ନଭଣ୍ଡାର ଖୋଲିଛି ରତ୍ନଭଣ୍ଡାର ତଦାରଖ କମିଟି। ଏହି ଅବସରରେ ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବ ଭିତର ରତ୍ନଭଣ୍ଡାରରେ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଶ୍ରୀନଅରରୁ ଆସି ଗଜପତି ମହାରାଜା ଦକ୍ଷିଣ ଦ୍ବାର ଦେଇ ଶ୍ରୀମନ୍ଦିର…

ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ସାଷ୍ଟାଙ୍ଗ ପ୍ରଣିପାତ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ

ପୁରୀ,୧୮ା୭: ଗୁରୁବାର ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଦ୍ୱିତୀୟ ଥର ଖୋଲିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ତେବେ ମନ୍ଦିର ଭିତରକୁ ଯିବା ପୂର୍ବରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସାଷ୍ଟାଙ୍ଗ ପ୍ରଣିପାତ କରିଛନ୍ତି। ସବୁକିଛି ଭଲରେ ଭଲରେ ହୋଇଯାଉ ବୋଲି…

ଖୋଲିଲା ଭିତର ରତ୍ନଭଣ୍ଡାର

ପୁରୀ,୧୮।୭: ଖୋଲିଲା ଭିତର ରତ୍ନ ଭଣ୍ଡାର। ନିର୍ଦ୍ଧାରିତ ସମୟ ୯ଟା ୫୧ରେ ଖୋଲିଲା ରତ୍ନଭଣ୍ଡାର। ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ସହ ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢୀଙ୍କ ସମେତ ୧୧ଜଣିଆ ଟିମ୍‌ଙ୍କ ଉପସ୍ଥିତିରେ ଭଣ୍ଡାର ଖୋଲାଯାଇଛି। ଏସଓପି ଅନୁସାରେ…

୯ଟା ୫୧ରେ ଖୋଲିବ ଭିତର ରତ୍ନଭଣ୍ଡାର: ଜଷ୍ଟିସ ବିଶ୍ୱନାଥ ରଥ

ପୁରୀ,୧୮।୭: ଆଜି ଖୋଲିବ ଭିତର ରତ୍ନ ଭଣ୍ଡାର। ଏନେଇ ମାହେନ୍ଦ୍ର ବେଳା ସ୍ଥିର ହୋଇଛି। ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଏନେଇ ସୂଚନା ଦେଇଛନ୍ତି। ସକାଳ ୯ଟା ୫୧ରେ ଭିତର ରତ୍ନଭଣ୍ଡାର ଖୋଲିବା ପାଇଁ ସମୟ ଧାର୍ଯ୍ୟ ହୋଇଛି…

୪ ମାସ ପାଇଁ ଶୟନ ଗଲେ ମହାପ୍ରଭୁ

ପୁରୀ,୧୮ା୭(ଅଜିତ୍‌ କୁମାର ମହାନ୍ତି)ଆଷାଢ଼ ଶୁକ୍ଳପକ୍ଷ ଏକାଦଶୀ ତିଥି ଅବସରରେ ବୁଧବାର ହରିଶୟନ ଏକାଦଶୀ ନୀତି ସମ୍ପନ୍ନ ହୋଇଛି। ପୌରାଣିକ କଥାବସ୍ତୁ ଅନୁଯାୟୀ ଏହି ଦିନଠାରୁ ଦୀର୍ଘ ୪ମାସ ପର୍ଯ୍ୟନ୍ତ ମହାପ୍ରଭୁ ଶୟନ କରିଥାନ୍ତି। ସେହିପରି ମହାପ୍ରଭୁଙ୍କ ଶୟନ କାଳ ସମୟରେ ଜ୍ୟୋତିଷ…

ଆଜି ଭିତର ରତ୍ନଭଣ୍ଡାର ଅଳଙ୍କାର ସ୍ଥାନାନ୍ତର

ପୁରୀ,୧୮ା୭(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଦ୍ୱିତୀୟ ଥର ପାଇଁ ଗୁରୁବାର ଖୋଲିବାକୁ ଯାଉଛି। ସକାଳ ୯ଟା ୫୧ରୁ ମଧ୍ୟାହ୍ନ ୧୨ଟା ୧୫ ମଧ୍ୟରେ ଶୁଭ ମୁହୂର୍ତ୍ତ ରହିଛି। ତେଣୁ ଏହି ସମୟ ମଧ୍ୟରେ ଭିତର ରତ୍ନଭଣ୍ଡାର ଖୋଲାଯିବା ନେଇ…

ଶ୍ରୀଜିଉଙ୍କ ସୁନାବେଶ: ମହଣ ମହଣ ସୁନାରେ ହେଲେ ସଜେଇ

ପୁରୀ,୧୭ା୭: ବୁଧବାର ରଥ ଉପରେ ଶ୍ରୀଜିଉଙ୍କ ସୁନାବେଶ ହୋଇଛି। ମହଣ ମହଣ ସୁନାରେ ସୁସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ମହାପ୍ରଭୁ ଶ୍ରୀ ଜଗନ୍ନାଥ, ଶ୍ରୀ ବଳଭଦ୍ର ଏବଂ ଦେବୀ ସୁଭଦ୍ରା। ଏହି ସୁନାବେଶ ଦେଖିବା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ…

ରତ୍ନଭଣ୍ଡାର ଖୋଲାହେବା ପୂର୍ବରୁ କଟକଣା ଜାରି କଲେ ଶ୍ରୀମନ୍ଦିର ପ୍ରଶାସକ

ପୁରୀ,୧୭।୭: ପୁଣି ଖୋଲିିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଗୁରୁବାର ପୁଣିଥରେ ଭିତର ଭଣ୍ଡାର ଖୋଲାଯାଇ ଯାଞ୍ଚ କରାଯିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ତେବେ ଭିତର ରତ୍ନଭଣ୍ଡାର ରତ୍ନ ସ୍ଥାନାନ୍ତର ଓ ମରାମତି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ…

୨୦ରେ ବିଜେଡି ବିଧାୟକ ଦଳ ବୈଠକ: ଏମିତି କହିଲେ ସୁଲତା

ଭୁବନେଶ୍ୱର,୧୭।୭: ଆସନ୍ତା ଜୁଲାଇ ୨୦ରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ୨୦ ତାରିଖ ଅପରାହ୍ନରେ ଶଙ୍ଖ ଭବନରେ ଏହି ବୈଠକ ବସିବ। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବାକୁ ଥିବା ବୋଳ ବୈଠକରେ ବିଧାନସଭା…

୪୬ବର୍ଷ ପୂର୍ବରୁ ଭିତର ଭଣ୍ଡାରରେ ମିଳିଥିଲା ଏମିତି ଜିନିଷ, କାବା ହୋଇଯାଇଥିଲେ ତିରୁପତି ମନ୍ଦିରର ପୂଜାରୀ

ପୁରୀ,୧୭।୭: ୪୬ ବର୍ଷ ପୂର୍ବେ ଯେତେବେଳେ ଜଗନ୍ନାଥ ମନ୍ଦିର ଭଣ୍ଡାର ଖୋଲା ଯାଇଥିଲା। ସେତେବେଳେ ଏହି ଧନରତ୍ନ ଗଣନା ପାଇଁ ଦେଶର ବିଭିନ୍ନ ସ୍ଥାନରୁ ବିଶେଷଜ୍ଞମାନଙ୍କୁ ଡକା ଯାଇଥିଲା। ଯେଉଁଥିରେ ତିରୁପତି ମନ୍ଦିରର ପୁରୋହିତମାନେ ମଧ୍ୟ ଅନ୍ତର୍ଭୁକ୍ତ ହୋଇଥିଲେ। ୧୯୭୮ରେ, ରତ୍ନ…

ପୁଣି ବଡ଼ ବିଭ୍ରାଟ: ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ

ପୁରୀ,୧୭।୭: ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ହୋଇଛି। ରାଜା ଶେଖର ନାମକ ଜଣେ ଯୁବକ ନିଜ ଫେସବୁକରେ ଫୋଟୋ ଅପଲୋଡ କରିଥିବା ଜଣାପଡ଼ିଛି । ଶ୍ରୀମନ୍ଦିର ଭିତର ବେଡାରୁ ନିଜର ସେଲ୍ଫି ଫଟୋ ନେଇ ଫୋଟୋ ଅପଲୋଡ କରିଥିବା ଜଣାପଡ଼ିଛି। ଶ୍ରୀମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?