ପେଡ଼ି ଖୋଲିଦେଲେ ଉମା ସାମନ୍ତରାୟ, “ମତେ ବାଧ୍ୟକରି ଏଠୁ ନିର୍ବାଚନ ଲଢ଼ାଇଲେ”
ଭୁବନେଶ଼୍ବର, ୮/୬: ବିଜେଡି ନେତା ଉମା ସାମନ୍ତରାୟଙ୍କ ବିସ୍ଫୋରକ ବୟାନ ସାମ୍ନାକୁ ଆସିଛି। ଉମା ତାଙ୍କର ଅସନ୍ତୋଷର ପେଡ଼ି ଖୋଲିଛନ୍ତି। ତାଙ୍କୁ ବାଧ୍ୟକରି ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀକୁ ପଠାଯାଇଥିିବା ସେ କହିଛନ୍ତି । ସେ ୪ ଥର ସତ୍ୟବାଦୀ ବିଧାନସଭା ନିର୍ବାଚନ…
ପାଣ୍ଡିଆନଙ୍କ ବିରୋଧରେ ଇଡିରେ ଅଭିଯୋଗ, ଗିରଫ କରିବାକୁ ଦାବି କଲେ ଶ୍ରୀଜଗନ୍ନାଥ ସେନା
ପୁରୀ,୮ା୬(ଅଜିତ୍ କୁମାର ମହାନ୍ତି): ଓଡ଼ିଆ ଅସ୍ମିତାକୁ ନଷ୍ଟ କରିଥିବା ଏବଂ ଓଡ଼ିଶାରୁ ୫୦ ହଜାର କୋଟି ଲୁଟି ନେଇଥିବା ଅଭିଯୋଗରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କୁ ଗିରଫ କରିବା ପାଇଁ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ମୁଖ୍ୟଙ୍କ ନିକଟରେ…
ଅନ୍ଧାରରେ ଶ୍ରୀମନ୍ଦିର, ତଦନ୍ତ ନିର୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ
ପୁରୀ,୮।୬: ରାଜ୍ୟରେ ସରକାର ପରିବର୍ତନ ହେବା ପରେ ଅନ୍ଧାର ହୋଇଯାଇଛି ପୁରୀ ଶ୍ରୀମନ୍ଦିର। ଯାହାକୁ ନେଇ ସାରା ରାଜ୍ୟରେ ଏବେ ଚର୍ଚ୍ଚା ସୃଷ୍ଟି ହୋଇଛି। ତେବେ ପୂର୍ବରୁ ଆଲୋକୀକରଣ ପାଇଁ ନିୟୋଜିତ ଥିବା ଠିକା ସଂସ୍ଥା ଲାଇଟ ଖୋଲି ନେଇଥିଲା ବେଳେ…
ଅର୍ପଣ ଚାଉଳରେ ପ୍ରସ୍ତୁତ ମହାପ୍ରସାଦ ବଣ୍ଟନ ବନ୍ଦ
ପୁରୀ,୮।୬(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ସମୟରେ ରାଜ୍ୟର ବିଭିନ୍ନ ସ୍ଥାନରୁ ଅର୍ପଣ ରଥ ମାଧ୍ୟମରେ ମିଳିଥିବା ଚାଉଳରେ ମହାପ୍ରସାଦ ପ୍ରସ୍ତୁତ କରାଯାଇ ଭକ୍ତଙ୍କୁ ବଣ୍ଟନ କରାଯାଉଥିଲା। ଗତ ଫେବୃଆରୀରୁ ପ୍ରତିଦିନ ସୁଆର ମହାସୁଆର ନିଯୋଗ ପକ୍ଷରୁ ଶ୍ରୀମନ୍ଦିର…
ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବାକୁ ଅପେକ୍ଷା
ପୁରୀ,୭ା୬(ଅଜିତ୍ କୁମାର ମହାନ୍ତି):ଓଡ଼ିଶାରେ ଭାଜପା ସରକାର ଆସିଲେ ଶ୍ରୀମନ୍ଦିର ଚାରିଦ୍ୱାର ଓ ରତ୍ନଭଣ୍ଡାର ଖୋଲାଯିବ ବୋଲି ଦଳର ତୁଙ୍ଗ ନେତାମାନେ ନିର୍ବାଚନ ପ୍ରଚାର ସମୟରେ ପ୍ରତିଶ୍ରୁତି ଦେଇଥିଲେ। ସମ୍ପ୍ରତି ରାଜ୍ୟରେ ଭାଜପା ଏକକ ସଂଖ୍ୟା ଗରିଷ୍ଠ ଦଳ ଭାବେ ଉଭାହେବା ପରେ…
‘ରତ୍ନଭଣ୍ଡାର ଚାବି ପ୍ରସଙ୍ଗରେ ପଦକ୍ଷେପ ନିଆଯିବ’
ପୁରୀ, ୬।୬(ଅଜିତ୍ କୁମାର ମହାନ୍ତି): ଚଳିତ ସାଧାରଣ ନିର୍ବାଚନର ଫଳାଫଳ ପ୍ରକାଶ ପାଇବା ପରେ ବିଜୟୀ ହୋଇଥିବା ଅନେକ ନେତା ବୁଧବାର ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ପୁରୀ ଲୋକ ସଭା ଆସନର ଭାଜପା ପ୍ରାର୍ଥୀ ଡ. ସମ୍ବିତ ପାତ୍ର…
ଓମ୍ପ୍ରକାଶଙ୍କ ବିଜୟ ପାଇଁ ଅଧିଆ ପଡ଼ିଲେ ସମିତି ସଭ୍ୟା
ସାକ୍ଷୀଗୋପାଳ, ୫ା୬(ପ୍ରଶାନ୍ତ କୁମାର ବାରିକ/କିଶୋର ମହାପାତ୍ର):ଭାଜପା ପ୍ରାର୍ଥୀ ଓମ୍ ପ୍ରକାଶ ମିଶ୍ରଙ୍କ ବିଜୟ ପାଇଁ ମାନସିକ ରଖି କଣାସ ବ୍ଲକ ଅଣ୍ଡାଳସିଂ ପଞ୍ଚାୟତର ସମିତି ସଭ୍ୟା ତଥା ରୁଢୁପୁର ଗ୍ରାମର ଲିଜା ଛୋଟରାୟ ମଙ୍ଗଳବାର ମନ୍ଦିର ସମ୍ମୁଖରେ ଅଧିଆ ପଡ଼ିଥିଲେ। ସକାଳ…
ପୁରୀ ଲୋକ ସଭା ଆସନରେ ଭାଜପା ଆଗରେ
ପୁରୀ,୪ା୬(ଅଜିତ ମହାନ୍ତି): ୨୦୨୪ ସାଧାରଣ ନିର୍ବାଚନ ଫଳ ପାଇଁ ଭୋଟ୍ ଗଣତି ଚାଲିଛି। ତେବେ ପୁରୀ ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ସମ୍ବିତ ପାତ୍ର ୭ ରାଉଣ୍ଡ ଗଣତି ସୁଦ୍ଧା ଆଗୁଆ ରହିଥିବା ଜଣାପଡ଼ିଛି। ବିଜେଡି ପ୍ରାର୍ଥୀ ଅରୂପ ପଟ୍ଟନାୟକଙ୍କଠାରୁ…
ସତ୍ୟବାଦୀରେ ସଞ୍ଜୟ ଦାସବର୍ମା ଆଗରେ
ସତ୍ୟବାଦୀ,୪ା୬: : ମଙ୍ଗଳବାର ରାଜ୍ୟରେ ଜାରି ରହିଛି ଭୋଟ୍ ଗଣତି। ଏବେ ପୋଷ୍ଟାଲ ବାଲଟ ଗଣତି ହେଉଥିବା ବେଳେ କିଛି ସ୍ଥାନରେ ଶେଷ ହୋଇଛି। ପୁରୀ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ସୁନିଲ ମହାନ୍ତି ଆଗରେ ରହିଥିବା ବେଳେ ସତ୍ୟବାଦୀରେ ସଞ୍ଜୟ…
୧୬ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା
ପୁରୀ,୪।୬: ପୁରୀ ଜିଲା ବାଲୁଗାଁ ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥ ଛତ୍ରଗଡ଼ ଛକରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରାଭେରାକୁ ଆଇରନ ବୋଝେଇ ଟ୍ରକ ପଛପଟୁ ଧକ୍କା ଦେବାରୁ ଡ୍ରାଇଭଙ୍କ ସମେତ ୨ ଜଣଙ୍କର ମୃତ୍ୟୁ ଘଟିଛି।…
ପୁରୀ ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ସମ୍ବିତ ପାତ୍ର ଆଗୁଆ
ପୁରୀ,୪।୬: ଆରମ୍ଭ ହୋଇଛି ଓଡ଼ିଶାରେ ମତ ଗଣନା। ସକାଳ ୮ରୁ ମତ ଗଣନା ଆରମ୍ଭ ହୋଇଥିବାବେଳେ ପୁରୀ ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ସମ୍ବିତ ପାତ୍ର ଆଗୁଆ ଅଛନ୍ତି। ଲୋକ ସଭାରେ ରାଜ୍ୟରେ ଭାଜପା ୪ ଏବଂ ବିଜେଡି ୪…
ଗଣତି ପରେ ବିଜୟ ଉତ୍ସବ ପାଳନ କରିପାରିବେନି, ଲାଗିଲା କଟକଣା
ପୁରୀ,୩।୬: ପୁରୀରେ ଗଣତି ପରବର୍ତ୍ତୀ ବିଜୟ ଉତ୍ସବ ପାଳନରେ କଟକଣା ଲାଗିଛି। ବାଣ ଟ୍ରାଜେଡିକୁ ଦୃଷ୍ଟିରେ ରଖି ପୋଲିସ ଓ ଜିଲା ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ତେବେ ଫଳାଫଳ ଆସିବା ପରେ କୌଣସି ପ୍ରକାର ଡିଜେ ବଜାଇବା ଓ…
Archives


