ପୁରୀ

ରାତି ପାହିଲେ ଖୋଲିବ ରତ୍ନଭଣ୍ଡାର: ଏ ବର୍ଷ ବଢ଼ିବନି ସୁନାବେଶ ଦର୍ଶନ ସମୟ

ପୁରୀ,୧୭।୭: ଏବର୍ଷ ସୁନାବେଶ ଦର୍ଶନ ସମୟ ବଢ଼ିବନି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏ ନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି,ଯେଉଁ ସମୟ ନିର୍ଘଣ୍ଟ ହୋଇଛି ସେତିକି ସମୟ ହିଁ ମହାପ୍ରଭୁଙ୍କ ଦର୍ଶନ ମିଳିବ। ରାତି ୧୧ଟାରେ ସୁନାବେଶ ଦର୍ଶନ…

ଆସନ୍ତାକାଲି ଖୋଲିବ ଭିତର ରତ୍ନଭଣ୍ଡାର, ତା’ ପୂର୍ବରୁ ବଡ଼ ବୟାନ ଦେଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ, କହିଲେ ପୂର୍ବରୁ କେହି…

ପୁରୀ,୧୭।୭: ଆସନ୍ତାକାଲି ଅର୍ଥାତ୍‌ ଗୁରୁବାର ଖୋଲିବ ଭିତର ରତ୍ନଭଣ୍ଡାର। ଆଉ ରତ୍ନଭଣ୍ଡାର ଭିତରେ କ’ଣ ରହିଛି, ତାହାକୁ ଜାଣିବା ପାଇଁ ଲକ୍ଷ ଲକ୍ଷ ଭକ୍ତଙ୍କ ମଧ୍ୟରେ ଉତ୍ସାହ ରହିଛି। ହେଲେ ଏହା ପୂର୍ବରୁ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ରଙ୍କ…

ଆଜି ରଥରେ ମହାପ୍ରଭୁଙ୍କ ସୁନାବେଶ

ପୁରୀ,୧୭ା୭(ଅଜିତ୍‌ କୁମାର ମହାନ୍ତି): ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ବୁଧବାର ରଥ ଉପରେ ମହାପ୍ରଭୁଙ୍କ ଅନନ୍ୟ ସୁନାବେଶ, ରାଜରାଜେଶ୍ୱର ବେଶ ତଥା ବଡ଼ତଢ଼ାଉ ବେଶ ଅନୁଷ୍ଠିତ ହେବ। ଏହି ପବିତ୍ର ତିଥିରେ ରଥାରୂଢ଼ ଚତୁର୍ଦ୍ଧାବିଗ୍ରହମାନେ ମହଣ ମହଣ ସୁନାରେ ସଜେଇ ହେବେ।…

କାହା ପାଖରେ ଅଛି ରତ୍ନଭଣ୍ଡାର ଚାବି? ବଡ଼ ବୟାନ ଦେଲେ ନିରଞ୍ଜନ

ଭୁବନେଶ୍ୱର,୧୬।୭: ରତ୍ନଭଣ୍ଡାର ଚାବିକୁ ନେଇ ବିସ୍ଫୋରକ ବୟାନ ଦେଇଛନ୍ତି ପ୍ରଦେଶ କଂଗ୍ରେସର ପୂର୍ବତନ ସଭାପତି ନିରଞ୍ଜନ ପଟ୍ଟନାୟକ। ଚାବି କାହା ପାଖରେ ଅଛି ଓ କିଏ ରଖିଛି ଏନେଇ ସେ ବଡ଼ ବୟାନ ଦେଇଛନ୍ତି। ଓଡିଶାରେ ଗଣମାଧ୍ୟମ, ମୁଖ୍ୟମନ୍ତ୍ରୀ, ରାଜ୍ୟ ଆଇନ…

ଅଣ ସେବାୟତଙ୍କ ବିରୋଧରେ ଏଫଆଇଆର, ଆକ୍ସନ ମୋଡ୍‌ରେ ଅରବିନ୍ଦ ପାଢୀ

ପୁରୀ,୧୬।୭: ବାହୁଡା ଯାତ୍ରାରେ ରଥରେ ଚଢିଥିବା ୨ ଅଣ ସେବାୟତଙ୍କ ବିରୋଧରେ ଥାନାରେ ଏତଲା ହୋଇଛି। ପୁରୀ ସିଂହଦ୍ୱାର ଥାନାରେ ଏତଲା ଦେଇଛନ୍ତି ଶ୍ରୀମନ୍ଦିରର ସ୍ବତନ୍ତ୍ର ଅଧିକାରୀ ଅଜୟ କୁମାର ଜେନା। ଏତଲା ପରେ ଫଟୋ ଓ ଭିଡିଓ ଫୁଟେଜ ସିଂହଦ୍ୱାର…

ରତ୍ନଭଣ୍ଡାର ଚାବି ହଜେଇବା ଘଟଣା: ଥାନାରେ ପହଞ୍ଚିଲା ମାମଲା, ପୁରୀ ଜିଲାପାଳ…

ପୁରୀ,୧୬।୭: ରତ୍ନଭଣ୍ଡାର ଚାବିକୁ ନେଇ ବଢୁଛି ବିବାଦ। ଭଣ୍ଡାରର ପ୍ରକୃତ ଚାବି କୁଆଡେ ଗଲା, କିଏ ନେଲା ଓ ଚାବି ଥାଉ ଥାଉ କାହିଁକି ତାଲା ଭଙ୍ଗାଗଲା ତାକୁ ନେଇ ରାଜ୍ୟରେ ଆଲୋଡନ ସୃଷ୍ଟି ହୋଇଛି। ବିଜେଡି ସରକାରରେ ଜିଲାପାଳ ଚାବି…

ସୁନାବେଶ ପାଇଁ ନୀତି ନିର୍ଘଣ୍ଟ, ଏହି ସମୟରେ ଦୁର୍ଲଭ ବେଶରେ ଦର୍ଶନ ଦେବେ ଶ୍ରୀଜିଉ

ପୁରୀ,୧୬।୭: ସୁନାବେଶ ପାଇଁ ନୀତି ନିର୍ଘଣ୍ଟ ହୋଇଛି। ମହଣ ମହଣ ସୁନା ପିନ୍ଧି ବଧବାର ରଥ ଉପରେ ଦର୍ଶନ ଦେବେ ମହାପ୍ରଭୁ ଜଗନ୍ନାଥ, ସୁଭଦ୍ରା ଓ ବଳଭଦ୍ର। ଏଥିପାଇଁ ସବୁ ସମୟ ଧାର୍ଯ୍ୟ କରାଯାଇଛି। ସକାଳ ୬ଟାରୁ ମଙ୍ଗଳ ଆଳତୀ ନୀତି…

ଜାଣନ୍ତୁ କେତୋଟି ହାତୀ ଦ୍ୱାରା ଧନରତ୍ନ ଆଣି କାଳିଆଙ୍କୁ ସମର୍ପି ଥିଲେ ରାଜା, ରାଜ୍ୟ ଜିତି ଆଣିଥିଲେ ଆଖି ଖୋସି ହୋଇଯିବା ଭଳି ସୁନା

ଭୁବନେଶ୍ୱର,୧୬।୭: ରତ୍ନଭଣ୍ଡାର ନେଇ ଲାଗି ରହିଛି ଚର୍ଚ୍ଚା। ୪୫ବର୍ଷ ପରେ ଖୋଲା ଯାଇଛି ଜଗନ୍ନାଥଙ୍କ ଭଣ୍ଡାର। ତେବେ ବାହାର ଓ ଭିତର ଭଣ୍ଡାର ଖୋଲା ହୋଇଥିବାବେଳେ ଆସନ୍ତା ଗୁରୁବାର ଭିତର ରତ୍ନଭଣ୍ଡାରର ତନ ତନ ଯାଞ୍ଚ କରିବେ ଯାଞ୍ଚ କମିଟି। ଭଣ୍ଡାରର…

ଜଗନ୍ନାଥଙ୍କ ବାଡ଼ଗ୍ରାହୀ ଦେଲେ ସାଂଘାତିକ ବୟାନ, ଡୁପ୍ଲିକେଟ ଚାବି ମିଛ…

ପୁରୀ,୧୬।୭: ରତ୍ନଭଣ୍ଡାର ଚାବି ନେଇ ସାଂଘାତିକ ବୟାନ ଦେଇଛନ୍ତି ଜଗନ୍ନାଥଙ୍କ ବାଡ଼ଗ୍ରାହୀ । ମଙ୍ଗଳବାର ଜଗନ୍ନାଥଙ୍କ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର ଓରଫ ଜଗୁନି କହିଛନ୍ତି, ଡୁପ୍ଲିକେଟ ଚାବି ସେ ତାଲାର ନୁହେଁ । ଡୁପ୍ଲିକେଟ ଚାବି କଥା ମିଛ, ଯଦି…

ଖୋଲିବ ଭିତର ରତ୍ନଭଣ୍ଡାର, ରହିବ ଏହିସବୁ କଟକଣା, ସକାଳ ୮ଟାରୁ…

ପୁରୀ,୧୬।୭: ତାଲା, ଚାବି ସମ୍ପର୍କରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇ କହିଛନ୍ତି, ବାହାର ରତ୍ନଭଣ୍ଡାରର ୩ଟି ତାଲା ସେଦିନ ନିର୍ଦ୍ଧାରିତ ଚାବିରେ ଖୋଲିଥିଲା। ବାହାର ରତ୍ନଭଣ୍ଡାର ତାଲା ଫିଟିବା ପରେ ଭିତର ରତ୍ନଭଣ୍ଡାର ଦେଖିଥିଲୁ। ୩ଟି ତାଲା…

ଜଷ୍ଟିସ ବିଶ୍ବନାଥ ରଥଙ୍କ ବଡ଼ ସୂଚନା: ଏହି ଦିନ ପୁଣି ଖୋଲାଯିବ ରତ୍ନଭଣ୍ଡାର, ଧାର୍ଯ୍ୟ ହେଲା ବାର, ସମୟ

ପୁରୀ,୧୬।୭: ଆସନ୍ତା ୧୮ ତାରିଖ ଗୁରୁବାର ପୁଣି ଖୋଲାଯିବ ରତ୍ନଭଣ୍ଡାର। ଏନେଇ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ମଙ୍ଗଳବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଶୁଭ ସମୟ ସକାଳ ୯ଟା ୫୧ରୁ ୧୨ଟା ୧୫ ମଧ୍ୟରେ ଖୋଲାଯିବ।…

ମାଲିକ ନ ଥିବା ବେଳେ ରତ୍ନଭଣ୍ଡାର ଖୋଲିବା ଠିକ୍‌ ନୁହେଁ

ପୁରୀ, ୧୬ା୭(ଅଜିତ୍‌ କୁମାର ମହାନ୍ତି):ଦୀର୍ଘ ୪୬ ବର୍ଷ ପରେ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲିଛି। ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ଏସ୍‌ଓପି ଅନୁସରଣ କରାଯାଇଥିଲା। ତେବେ ଭିତର ରତ୍ନଭଣ୍ଡାର ତାଲା ଜିଲା ଟ୍ରେଜେରିରୁ ଆସିଥିବା ଚାବିରେ ନ ଖୋଲିବାରୁ ଏସ୍‌ଓପି ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?