ଜିଲା ମୁଖ୍ୟ ଚିକିତ୍ସାଳୟରେ ନାହିଁ ବର୍ନ ଓ୍ବାର୍ଡ
ପୁରୀ,୩୧ା୫(ଅଜିତ୍ କୁମାର ମହାନ୍ତି): ଭଉଁରି ଯାତ୍ରା ଅବସରରେ ବୁଧବାର ରାତିରେ ନରେନ୍ଦ୍ର ପୁଷ୍କରିଣୀ ପରିସରରେ ବାଣ ବିସ୍ଫୋରଣ ଘଟି ୩୦ରୁ ଊର୍ଦ୍ଧ୍ୱ ଭକ୍ତ ଆହତ ହୋଇଥିବା ବେଳେ ଗୁରୁବାର ଚିକିତ୍ସାଧୀନ ଅବସ୍ଥାରେ ୩ଜଣଙ୍କ ମୃତ୍ୟୁ ଘଟିଛି। ତେବେ ପୁରୀ ଜିଲା ମୁଖ୍ୟ…
ବାଣ ବିସ୍ଫୋରଣ ଘଟଣାକୁ ନେଇ ଉଠିଲା ଅନେକ ପ୍ରଶ୍ନ
ପୁରୀ,୩୧ା୫(ଅଜିତ ମହାନ୍ତି): ମହାପ୍ରଭୁଙ୍କ ଭଉଁରି ଯାତ୍ରା ଅବସରରେ ବୁଧବାର ସନ୍ଧ୍ୟାରେ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ଘଟିଥିବା ବାଣ ବିସ୍ଫୋରଣ ଘଟଣା ପୁରୀବାସୀଙ୍କୁ ସ୍ତବ୍ଧ କରିଦେବା ସହ ମୃତାହତଙ୍କ ପରିବାରରେ ଦୁଃଖଦ ପରିବେଶ ସୃଷ୍ଟି କରିଛି। ବାଣ ବିସ୍ଫୋରଣରେ ୩୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି…
ବାଣ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୦ା୫: ପୁରୀ ବାଣ ଦୁର୍ଘଟଣାରେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୁଧବାର ପୁରୀ ବାଣ ଦୁର୍ଘଟଣାରେ ଆହତମାନଙ୍କ ଚିକିତ୍ସା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ…
ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଭଉଁରି ନୀତି
ପବିତ୍ର ଅକ୍ଷୟତୃତୀୟାଠାରୁ ଆରମ୍ଭ ହୋଇଥିବା ମହାପ୍ରଭୁଙ୍କ ବାହାର ଚନ୍ଦନଯାତ୍ରାର ବିଂଶତମ ଦିବସକୁ ଭଉଁରି କୁହାଯାଏ। ମାନବୀୟ ଲୀଳାଖେଳା କରୁଥିବା ମହାପ୍ରଭୁ ସାଧାରଣ ମଣିଷ ପରି ପ୍ରଚଣ୍ଡ ରୌଦ୍ରତାପରୁ ରକ୍ଷା ପାଇବା ପାଇଁ ନରେନ୍ଦ୍ର ପୁଷ୍କରିଣୀରେ ନୌକାବିହାର କରିଥାନ୍ତି। ୨୧ଦିନିଆ ବାହାର ଚନ୍ଦନଯାତ୍ରାର…
ପୁରୀରେ ଚାପଖେଳବେଳେ ବାଣ ବିସ୍ଫୋରଣ: ମୃତ୍ୟୁସଂଖ୍ୟା ୨କୁ ବୃଦ୍ଧି
ପୁରୀ,୩୦।୫: ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପଖେଳବେଳେ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏପର୍ଯ୍ୟନ୍ତ ଏହି ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଘଟଣାରେ ୩୦ରୁ ଉର୍ଦ୍ଧ ଆହତ ହୋଇଥିବାବେଳେ ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅନେକଙ୍କ…
ଏଠି ଗୁମାସ୍ତାଗିରି ଶାସନ ଚାଲିଛି: ଧର୍ମେନ୍ଦ୍ର
ଅସ୍ତରଙ୍ଗ,୩୦ା୫(ମମତା ଜେନା)ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ପଡ଼ିଆରେ ବୁଧବାର ଆୟୋଜିତ ଭାଜପାର ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶାସକ ଦଳ ଉପରେ ଗର୍ଜିଛନ୍ତି। ସେ କହିଛନ୍ତି, କାକଟପୁର ନିର୍ବାଚନମଣ୍ଡଳୀ ସ୍ବାଭିମାନର ମାଟି, ଏଠି…
ଚାପଖେଳ ବେଳେ ବାଣ ବିସ୍ଫୋରଣ: ୩୦ ଆହତ, ଜଣେ ନାବାଳକର ମୃତ୍ୟୁ
ପୁରୀ/କଟକ,୩୦।୫(ଅଜିତ୍ ମହାନ୍ତି/ଶିଳ୍ପୀ ପ୍ରିୟଦର୍ଶିନୀ)ଭଉଁରୀ ଅବସରରେ ବୁଧବାର ରାତିରେ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପଖେଳ ଚାଲିଥିବାବେଳେ ଅଭାବନୀୟ ଘଟଣା ଘଟିଛି। ବାଣ ବିସ୍ଫୋରଣ ହେବାରୁ ନିଆଁ ପଡ଼ି ୩୦ରୁ ଅଧିକ ଭକ୍ତ ଆହତ ହୋଇଛନ୍ତି। ଆହତମାନଙ୍କୁ ପ୍ରଥମେ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ…
ଚନ୍ଦନ ଯାତ୍ରା ସମୟରେ ନରେନ୍ଦ୍ର ପୋଖରୀରେ ବାଣ ବିସ୍ଫୋରଣ ଘଟଣା : ଉଦ୍ବେଗ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୯l୫: ଚନ୍ଦନ ଯାତ୍ରା ସମୟରେ ନରେନ୍ଦ୍ର ପୋଖରୀ ଦେବୀଘାଟରେ ଘଟିଥିବା ଦୁର୍ଭାଗ୍ୟଜନକ ବାଣ ଦୁର୍ଘଟଣାରେ ବହୁ ଲୋକ ଆହତ ହୋଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଉଦ୍ବେଗ ପ୍ରକାଶ କରିଛନ୍ତି। ଆହତମାନଙ୍କ ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରି ତୁରନ୍ତ…
ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳ ବେଳେ ଅଘଟଣ, ବାଣ ନିଆଁ ପଡ଼ି ୨୦ରୁ ଉର୍ଦ୍ଧ ଆହତ
ପୁରୀ,୨୯।୫: ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳ ବେଳେ ଏକ ବଡଧରଣର ଅଘଟଣ ଘଟିଛି। ବାଣ ନିଆଁ ପଡ଼ି ୨୦ରୁ ଉର୍ଦ୍ଧ ଗୁରୁତର ଆହତ ହୋଇଛନ୍ତି। ମହାପ୍ରଭୁ ଚାପ ଖେଳିବା ସମୟରେ ବାଣ ଫୁଟାଯାଇଥିଲା, ଏତିକି ବେଳେ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ବାଣ…
ଆଜି ନିମାପଡ଼ାରେ ମେଗା ରୋଡ୍ ଶୋ’ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୯।୫: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନିମାପଡ଼ାରେ ନିର୍ବାଚନ ପ୍ରଚାର କରିବେ। ଏଠାରେ ସେ ବିଶାଳ ରୋଡ୍ ଶୋ’ରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଆଜି ଅପରାହ୍ନ ସାଢ଼େ ୫ଟାରେ ହେଲିକପ୍ଟର ଯୋଗେ ଭୁବନେଶ୍ୱରରୁ ବାହାରି ନିମାପଡ଼ାରେ ପହଞ୍ଚିବେ।…
ଶାହା କଲେ ଡାଇରେକ୍ଟ ଆଟାକ୍ , ତାମିଲନାଡୁରୁ ଲଢିଥା’ନ୍ତେ ନବୀନ, ହେଲେ…
ନିମାପଡ଼ା, ୨୮।୫: ନିମାପଡ଼ା ସଭାରୁ ଡାଇରେକ୍ଟ ଆଟାକ୍ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା। ସଭାରେ ସେ ସିଧାସଳଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶାଣିତ ସ୍ବରରେ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ନବୀନଙ୍କୁ ତାମିଲନାଡୁର ଲଢ଼ିବାର ଥିଲା। ୨୫ ବର୍ଷ ହେଲାଣି…
ପୁଣି ଶ୍ରୀମନ୍ଦିର ସୁରକ୍ଷା ଉପରେ ଉଠିଲା ପ୍ରଶ୍ନ, ପରିକ୍ରମା ମାର୍ଗରେ ଉଡ଼ିଲା ଡ୍ରୋନ୍
ପୁରୀ,୨୭।୫: ପୁଣିଥରେ ଶ୍ରୀମନ୍ଦିର ସୁରକ୍ଷା ଉପରେ ଉଠିଲା ପ୍ରଶ୍ନ। ଶ୍ରୀମନ୍ଦିର ସୁରକ୍ଷା ପାଇଁ ପ୍ରଶସ୍ତ ପରିକ୍ରମା ମାର୍ଗ ଉପରେ ଉଡ଼ୁଛି ଡ୍ରୋନ୍। ଯାହାକୁ ନେଇ ବୁଦ୍ଧିଜୀବୀମାନେ ଉଦ୍ବେଗ ପ୍ରକାଶ କରିଛନ୍ତି। ଶ୍ରୀମନ୍ଦିର ପରିସର କିମ୍ବା ଏହା ନିକଟସ୍ଥ ନିଷିଦ୍ଧାଞ୍ଚଳ ଉପରେ ଡ୍ରୋନ୍…
Archives


