ପୁରୀ

ରଥଯାତ୍ରାରେ ପୁରୀ ଆସିପାରନ୍ତି ରାଷ୍ଟ୍ରପତି

ପୁରୀ,୨୬ା୬(ଅଜିତ୍‌ କୁମାର ମହାନ୍ତି): ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଶ୍ରୀମନ୍ଦିର ରତ୍ନବେଦିରୁ ବାହାରି ରଥାରୂଢ ହୋଇ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର…

ରଥଯାତ୍ରାକୁ ନେଇ ଆସିଲା ବଡ଼ ଖବର, ଏଥର ବନ୍ଦ ରହିବ ନବଯୌବନ ଦର୍ଶନ

ପୁରୀ,୨୫।୬: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ହୋଇଛି । ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତିକୁ ଅନୁରୂପ ରଖିବାକୁ ଏହି ବୈଠକରେ ନିଷ୍ପତ୍ତି ହୋଇଛି । ରଥଯାତ୍ରା ବ୍ୟବସ୍ଥାବଳି ଓ ନୀତି ନିର୍ଘଣ୍ଟକୁ ଅନୁମୋଦନ କରିଛି କମିଟି । ତେବେ…

ନଦୀରେ ମରି ଭାସୁଛନ୍ତି ଶହଶହ ମାଛ

ପିପିଲି,୨୫।୬: ପୂରୀ ଜିଲା ପିପିଲି ରାଜୁଆ ନଦୀରେ ମଙ୍ଗଳବାର ଶହଶହ ମାଛ ମରି ଭାସୁଥିବା ଦେଖିବବାକୁ ମିଳିଛି। ନଦୀ ଜଳ ବିଷାକ୍ତ ହେଉଥିବାରୁ ମାଛ ମରି ଭାସୁଥିବା ସ୍ଥାନୀୟ ଲୋକେ ସନ୍ଦେହ ପ୍ରକଟ କରିଛନ୍ତି। ତୁରନ୍ତ ବିଭାଗୀୟ ଅଧିକାରୀ ଘଟଣାର ତଦନ୍ତ…

ଛତିଶା ନିଯୋଗ ବୈଠକରେ ରଥଯାତ୍ରା ପାଇଁ ହେଲା ନୀତି ନିର୍ଘଣ୍ଟ, ଜାଣନ୍ତୁ କେତେବେଳେ ଆରମ୍ଭ ରଥଟଣା

ପୁରୀ,୨୪।୬: ଶ୍ରୀମନ୍ଦିର ଛତିଶା ନିଯୋଗ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ହୋଇଛି। ଦିନ ୧ଟା ୧୦ରେ ପହଣ୍ଡି ଆରମ୍ଭ ହୋଇ ୨ଟା ୩୦ରେ ପହଣ୍ଡି ସରିବ ବୋଲି ସମୟ ଧାର୍ଯ୍ୟ କରାଯାଇଛି। ଅପରାହ୍ନ ୪ଟାରେ ଗଜପତିଙ୍କ ଦ୍ୱାରା…

ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି ଖୁବ୍‌ଶୀଘ୍ର: ଆଇନମନ୍ତ୍ରୀ ହରିଚନ୍ଦନ

ପୁରୀ, ୨୩।୬(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି ରାଜ୍ୟ ସରକାର ଖୁବ୍‌ଶୀଘ୍ର ନେବେ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶନିବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ରତ୍ନ ଭଣ୍ଡାର ଖୋଲିବା ଏବଂ ଏହାର ଗଣତିମଣତି କାର୍ଯ୍ୟ ଦିନେ କିମ୍ବା ୨ଦିନର ନୁହେଁ।…

ଗଜ ବେଶରେ ଦର୍ଶନ ଦେଲେ ଶ୍ରୀଜିଉ

ପୁରୀ,୨୨ା୬: ଆଜି ଅର୍ଥାତ୍‌ ଶନିବାର ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରି ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି। ସମସ୍ତ ନୀତିକାନ୍ତି ପରେ ଶ୍ରୀଜିଉ ଗଜ ବେଶରେ ଲକ୍ଷାଧିକ ଭକ୍ତଙ୍କୁ ଦର୍ଶନ…

୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ଦାରୁଦିଅଁ

ପୁରୀ,୨୨।୬: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶନିବାର ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରି ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି। ଏହି ଦିବ୍ୟ ଦର୍ଶନ କରିବାକୁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି।  ପୁରୀରେ ପ୍ରବଳ…

କାଳିଆଙ୍କୁ ଦେଖି ଭକ୍ତ ବିଭୋର: ଶ୍ରୀମନ୍ଦିରଠୁ ବେଳାଭୂମି ସବୁଠି କଡ଼ା ସୁରକ୍ଷା

ପୁରୀ,୨୨।୬: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶନିବାର ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। କାଳିଆସାଆନ୍ତଙ୍କ ଶ୍ରୀମୁଖ ଟିକେ ଦେଖିବାକୁ ଭକ୍ତ ବିଭୋର ହୋଇ ପଡିଛନ୍ତି। ତେଣୁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ସମାଗମ ହେବାରେ ଲାଗିଲାଣି।…

ସ୍ନାନବେଦିରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଦାରୁଦିଅଁ

ପୁରୀ,୨୨।୬: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶନିବାର ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରିଛନ୍ତି। ପ୍ରଥମେ ବଡ଼ଠାକୁର ଶ୍ରୀ ବଳଭଦ୍ର ରତ୍ନବେଦୀ ଛାଡ଼ି ଧାଡି ପହଣ୍ଡିରେ ଆସି ସ୍ନାନ ମଣ୍ଡପରେ ପହଞ୍ଚି ଥିଲେ। ପରେ ମା’ ସୁଭଦ୍ରା ପହଣ୍ଡିରେ…

ବାଲୁକା କଳାରେ ସ୍ନାନପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

ପୁରୀ,୨୨।୬: ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନ ଯାତ୍ରା। ସ୍ନାନ ମଣ୍ଡପରେ ଦିବ୍ୟସ୍ନାନ କରିବେ କଳାସାଆନ୍ତ । ପାରମ୍ପରିକ ରୀତିନୀତିରେ ମହାପ୍ରଭୁ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ। ଏହି ପରିପ୍ରେକ୍ଷୀରେ ବାଲୁକା ଶିଳ୍ପୀ ତଥା ପଦ୍ମଶୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳା…

ରତ୍ନବେଦି ଛାଡ଼ି ସ୍ନାନ ବେଦିରେ ମହାପ୍ରଭୁ

ପୁରୀ,୨୨।୬: ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ଦିବ୍ୟ ସ୍ନାନ ଯାତ୍ରା। ନୀତିକାନ୍ତି ପରେ ଭୋର୍‌ ୫ଟାରୁ ଆରମ୍ଭ ହୋଇଥିଲା ଧାଡି ପହଣ୍ଡି। ପ୍ରଥମେ ବଡ଼ଠାକୁର ଶ୍ରୀ ବଳଭଦ୍ର ରତ୍ନବେଦୀ ଛାଡ଼ି ଧାଡି ପହଣ୍ଡିରେ ଆସି ସ୍ନାନ ମଣ୍ଡପରେ ପହଞ୍ଚିଛନ୍ତି। ପାରମ୍ପରିକ ରୀତିନୀତିରେ ମହାପ୍ରଭୁ ୧୦୮…

ଆଜି ପୂର୍ବାହ୍ନ ୧୧ ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ, ୨୧ା୬(ଅଜିତ୍‌ କୁମାର ମହାନ୍ତି):ଆସନ୍ତା ୨୨ ତାରିଖରେ ସ୍ନାନଯାତ୍ରା। ଏହି ଅବସରରେ ଚତୁର୍ଦ୍ଧାବିଗ୍ରହ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିକୁ ବିଜେ କରିବେ। ଶ୍ରୀବିଗ୍ରହମାନେ ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରି ଭକ୍ତଙ୍କୁ ଦୁର୍ଲ୍ଲଭ ହାତୀବେଶରେ ଦର୍ଶନ ଦେବେ। ତେବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri