୨୮ରେ ନିମାପଡ଼ା ଆସିବେ ଶାହା
ନିମାପଡ଼ା,୨୭ା୫(ବିଚିତ୍ରାନନ୍ଦ ସାହୁ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ୨୮ ତାରିଖରେ ନିମାପଡ଼ା ଗସ୍ତରେ ଆସୁଛନ୍ତି। ଭାଜପା ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସାଧାରଣ ସଭାରେ ମନ୍ତ୍ରୀ ଶାହା ଉଦ୍ବୋଧନ ଦେବାର କାର୍ଯ୍ୟକ୍ରମ ରହିଥିବା ଭାଜପା ନେତୃବୃନ୍ଦମାନଙ୍କ ସୂତ୍ରରୁ ଜଣାପଡ଼ିଛି।…
ଭୋଟର ତାଲିକାରେ ନାଁ ନାହିଁ, ବୁଥ୍ରେ ଶୋଇ ପ୍ରତିବାଦ କଲେ ରାମଚନ୍ଦ୍ର
ପୁରୀ, ୨୫।୫: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଲାଗି ଭୋଟ ଗ୍ରହଣ କରାଯାଉଛି। ହେଲେ କିଛି ସ୍ଥାନରେ ଇଭିଏମ୍ରେ ତ୍ରୁଟି ଏବଂ ଭୋଟର ତାଲିକାରେ ନାଁ ନ ଥିବା ଭଳି ସ୍ଥିତି ଦେଖିବାକୁ ମିଳୁଛି। ଏହାକୁ ନେଇ ଭୋଟରଙ୍କ ମଧ୍ୟରେ ତିବ୍ର…
ଦେଢ଼ ଘଣ୍ଟା ଧାଡ଼ିରେ ଛିଡ଼ା ହୋଇ ଭୋଟ ଦେଲେ ସମ୍ବିତ ପାତ୍ର, କହିଲେ ‘ପ୍ରଥମେ ମତଦାନ, ପରେ ଜଳପାନ’
ପୁରୀ,୨୫।୫: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଭୋଟିଂ ଅନୁଷ୍ଠିତ ହେଉଛି। ରାଜ୍ୟର ୬ ଲୋକ ସଭା ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ଲାଗି ଭୋଟ ଗ୍ରହଣ କରାଯାଉଛି। ଏହି କ୍ରମରେ ପୁରୀର ୭୭ନଂ ବୁଥ୍ରେ ନିଜର ମତ…
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ନେଲେ ଅରବିନ୍ଦ ପାଢ଼ୀ
ପୁରୀ,୨୫।୫: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଅରବିନ୍ଦ ପାଢ଼ୀ ଶୁକ୍ରବାର ଦାୟିତ୍ୱ ନେଇଛନ୍ତି। ବୀର ବିକ୍ରମ ଯାଦବ ଛୁଟିରେ ଯାଇଥିବାରୁ ଅରବିନ୍ଦ ଅତିରିକ୍ତ ଦାୟିତ୍ୱ ନେଇଛନ୍ତି। ଦାୟିତ୍ୱ ଗ୍ରହଣ ପରେ ମହାପ୍ରଭୁଙ୍କୁ ଦର୍ଶନ କରି ସେବାୟତଙ୍କ ସହ ଆଲୋଚନା କରିଛନ୍ତି ଅରବିନ୍ଦ।
ସମିତିସଭ୍ୟଙ୍କୁ ଆକ୍ରମଣ: ୩ ଆହତ
ପିପିଲି,୨୪।୩: ପୁରୀ ଜିଲା ପିପିଲିରେ ରାଜନୈତିକ ହିଂସା ଦେଖାଯାଇଛି। ସହଜପୁର ପଞ୍ଚାୟତ ସୁବଦ୍ଧିପଡ଼ାରେ ସମିତିସଭ୍ୟଙ୍କୁ ବିଜେଡି କର୍ମୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏଥିରେ ମଙ୍ଗଳପୁର ପାଞ୍ଚୟତର ସମିତିସଭ୍ୟ ଗଦାଧର ପରିଡ଼ାଙ୍କ ସମତେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି।…
୨୪ ଘଣ୍ଟାରେ ପ୍ରଧାନମନ୍ତ୍ରୀ କ୍ଷମା ମାଗନ୍ତୁ
ପୁରୀ,୨୨ା୫(ଅଜିତ୍ କୁମାର ମହାନ୍ତି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୋମବାର ପୁରୀରେ ରୋଡ୍ ଶୋ’ ପରେ ଭାଜପାର ରାଷ୍ଟ୍ରୀୟ ମୁଖପାତ୍ର ତଥା ପୁରୀ ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ସମ୍ବିତ ପାତ୍ର ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ମୋଦିଙ୍କ ଭକ୍ତ। ସମ୍ବିତଙ୍କ ଏପରି…
ମୋଦିଙ୍କ ଭକ୍ତ ହେଉଛନ୍ତି ଜଗନ୍ନାଥ, କହୁ କହୁ ଏମିତି କହିଦେଲେ ସମ୍ବିତ ପାତ୍ର: ଭାଇରାଲ ହେଉଛି ଭିଡିଓ
ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପୁରୀରେ ଏକ ବିଶାଳ ରୋଡ ଶୋ’ କରିଛନ୍ତି। ମୋଦିଙ୍କ ସହ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ଏମ୍ପି ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଧାୟକ ପ୍ରାର୍ଥୀ ଜୟନ୍ତ ଷଡଙ୍ଗୀ ଥିଲେ। ତେବେ…
ପୁରୀରେ ରୋଡ୍ ଶୋ’ କଲେ ମୋଦି
ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ପୁରୀରେ ପହଞ୍ଚି ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ। ଏହା ପରେ ପ୍ରଧାନମନ୍ତ୍ରୀ ବଡ଼ଦାଣ୍ଡରୁ ରୋଡ୍ ଶୋ’ ଆରମ୍ଭ କରିଛନ୍ତି। ଏହି ରୋଡ୍ ଶୋ’ରେ ହଜାର ହଜାର ଲୋକ ସାମିଲ ହୋଇଛନ୍ତି।…
Video: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଦେଖନ୍ତୁ ଭିଡିଓ
ପୁରୀ,୨୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ପରେ ପ୍ରଧାନମନ୍ତ୍ରୀ ପୁରୀରେ ରୋଡ୍ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ବାଇଶି ପାହାଚ ଦେଇ ମନ୍ଦିର ଭିତରକୁ ଯାଇଥିଲେ । ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ବିମଳା…
ଶ୍ରୀମନ୍ଦିରରେ ମୋଦି
ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ପ୍ରଥମେ ଗରୁଡ଼ ସ୍ତମ୍ଭ ନିକଟରେ ଦୀପ ଦାନ କରି ଭିତରକୁ ପ୍ରବେଶ କରିଛନ୍ତି। ଏହି ସମୟରେ ତାଙ୍କ ସହ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ ଓ ବିଜେପିର ପୁରୀ ଲୋକସଭା…
ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ପୁରୀରେ କରିବେ…
ଭୁବନେଶ୍ୱର,୧୭।୫: ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ । ୧୯ତାରିଖ ରବିବାର ଭୁବନେଶ୍ୱରରେ ପହଞ୍ଚିବା ପରେ ସଂଧ୍ୟା ୭ଟାରେ ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଏକ ବୈଠକରେ ସମୀକ୍ଷା…
ବିପଦପୂର୍ଣ୍ଣ ଅବସ୍ଥାରେ ବ୍ଲକ ଜୀବିକା ମିଶନ ଅଫିସ୍
ଗୋପ,୧୬।୫(ଭାରତୀ ଭୂଷଣ ଉପାଧ୍ୟାୟ): ଗୋପ ବ୍ଲକ ଓଡ଼ିଶା ଜୀବିକା ମିଶନ କାର୍ଯ୍ୟାଳୟ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। କେତେବେଳେ ଯେ ଅଘଟଣ ଘଟିବ ତାହା କହିହେବନି। ଏପରି ଅବସ୍ଥାରେ ଜୀବିକା ମିଶନ ଅଧିକାରିଣୀ ଓ କର୍ମଚାରୀ କାର୍ଯ୍ୟାଳୟକୁ ଯିବାକୁ ଡରୁଛନ୍ତି। ଏଥିସହ ମହିଳା…
Archives


