ପୁରୀ

ଶ୍ରୀକ୍ଷେତ୍ରରେ ୫ ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ

ପୁରୀ ଅଫସି,୧୬।୯: ଶ୍ରୀକ୍ଷେତ୍ରରେ ଧଳାଜହର କାରବାର ବଢ଼ିବାରେ ଲାଗିଛି। ଶୁକ୍ରବାର ପୁରୀ ବଳିଆ ପଣ୍ଡା ଥାନା ପୋଲିସ ୩ ଜଣଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ୫ ଲକ୍ଷ ୭୫ ହଜାର ହଜାର ଟଙ୍କାର ବ୍ରାଉନସୁଗାର ଜବତ କରିଛି। ଗିରଫ...

ବାଲିସାହି, ଲୋକନାଥ ରୋଡ୍‌ ଚଉଡ଼ା ହେବ

ପୁରୀ ଅଫିସ,୧୬।୯: ଶ୍ରୀକ୍ଷେତ୍ରକୁ ବିଶ୍ବ ଐତିହ୍ୟ ନଗରୀ ଭାବେ ଗଢ଼ି ତୋଳିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପୁରୀରେ ବିଭିନ୍ନ ଉନ୍ନୟନମୂଳକ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ବାଲି ସାହି ଓ ଲୋକନାଥ ରୋଡ୍‌ ରାସ୍ତା...

କେନ୍ଦ୍ର ଯୋଜନାର ସୁଫଳ ପାଉନାହାନ୍ତି ରାଜ୍ୟବାସୀ

ପୁରୀ ଅଫିସ,୧୪ା୯: ଭାଜପାର ୩ଦିନିଆ ପ୍ରାଦେଶିକ ପ୍ରଶିକ୍ଷଣ ଶିବିର ବଳିଆପଣ୍ଡାସ୍ଥିତ ଏକ ହୋଟେଲ ପରିସରରେ ମଙ୍ଗଳବାର ଉଦ୍‌ଘାଟିତ ହୋଇଛି। ଏହି ପ୍ରଶିକ୍ଷଣ ଶିବିରକୁ ରାଜ୍ୟ ସଭାପତି ସମୀର ମହାନ୍ତି ଉଦ୍‌ଘାଟନ କରିଥିଲେ। ବିଭିନ୍ନ ବିଷୟକୁ ନେଇ ଚିନ୍ତନ ଓ ଆଗାମୀ...

ମହାପ୍ରଭୁଙ୍କ ବନକଲାଗି ନୀତି: ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ ଅଫିସ,୧୪।୯: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଦ୍ବିତୀୟ ଭୋଗମଣ୍ଡପ...

କାର୍ତ୍ତିକ ବ୍ରତ ପାଇଁ ମଙ୍ଗଳବାରଠୁ ପଞ୍ଜିକରଣ କରିପାରିବେ ହବିଷ୍ୟାଳି

ପୁରୀ ଅଫିସ,୧୩।୯: ଅକ୍ଟୋବର ୧୦ରୁ ମହାକାର୍ତ୍ତିକ ବ୍ରତ ଆରମ୍ଭ ହେଉଛି । ଚଳିତ ବର୍ଷ ହଜାର ହଜାର ହବିଷ୍ୟାଳି ଶ୍ରୀ କ୍ଷେତ୍ରରେ ସମାଗମ ହେବେ। ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ମାଗଣା ରହଣି ସହ ମହାପ୍ରସାଦ ସେବନ,...

କୋହିନୁର ପାଇଁ ରାଷ୍ଟ୍ରପତିଙ୍କ ଦ୍ୱାରସ୍ଥ

ପୁରୀ ଅଫିସ,୧୩।୯:ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୋହିନୁର ହୀରାକୁ ସ୍ବଦେଶ ଫେରାଇ ଆଣିବା ପାଇଁ ଦାବି ଜୋର ଧରିଛି। ଏହିକ୍ରମରେ ଶ୍ରୀଜଗନ୍ନାଥ ସେନାର ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ ସୋମବାର ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନରେ ପହଞ୍ଚି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର...

ଜିଆ ଖତ ନକଲି ସନ୍ଦେହରେ କାରଖାନା ଉପରେ ଚଢ଼ାଉ: ସଂଗ୍ରହ ହେଲା ନମୁନା

ସାକ୍ଷୀଗୋପାଳ,୧୧।୯(ଡି.ଏନ୍‌.ଏ./ସ୍ବ.ପ୍ର.): ନକଲି ସାର ପ୍ରସ୍ତୁତି ସନ୍ଦେହରେ ପୁରୀ ଜିଲା ସତ୍ୟବାଦୀ ବ୍ଲକ ବୀରଗୋବିନ୍ଦପୁର ନିକଟରେ ଥିବା ଗ୍ଲେୟର କେମିକାଲ ପ୍ରାଇଭେଟ ଲିମିଟେଡ୍‌ କାରଖାନା ଉପରେ ରବିବାର ରାଜ୍ୟ ସରକାରଙ୍କ ଏକ ସ୍ବତନ୍ତ୍ର ତଦନ୍ତକାରୀ ଦଳ ଚଢ଼ାଉ କରିଛି। ସୂଚନାଯୋଗ୍ୟ, ସାକ୍ଷୀଗୋପାଳ...

ହବିଷିଆଳିଙ୍କ ପାଇଁ ହେଉଛି ସ୍ବତନ୍ତ୍ର ବ୍ୟବସ୍ଥା

ପୁରୀ ଅଫିସ,୧୧।୯: ପାର୍ବଣ ଋତୁ ଆରମ୍ଭ ହୋଇଯାଇଥିବା ବେଳେ ଆଉ ମାସେ ପରେ କାର୍ତ୍ତିକ ମାସ ଆରମ୍ଭ ହେବ। ତେବେ ୨ ବର୍ଷ ପରେ ଚଳିତବର୍ଷ କାର୍ତ୍ତିକ ମାସରେ ଅଧିକ ସଂଖ୍ୟାରେ ହବିଷିଆଳି ପୁରୀକୁ ଆସିବାକୁ ଥିବାରୁ ଏହାକୁ ଦୃଷ୍ଟିରେ...

ଚାଲର୍‌ସଙ୍କ ସହ ଓଡ଼ିଶା ଜଡ଼ିତ

ପିପିଲି/ନିମାପଡ଼ା,୧୧ା୯(ଡି.ଏନ୍‌.ଏ.): ବ୍ରିଟେନ ରାଣୀ ଦ୍ୱିତୀୟ ଏଲିଜାବେଥଙ୍କ ମୃତ୍ୟୁ ହେବା ପରେ ତାଙ୍କ ଉତ୍ତରାଧିକାରୀ ବଡ଼ ପୁଅ ପ୍ରିନ୍ସ ଚାଲର୍‌ସ ତୃତୀୟ ରାଜଗାଦି ସମ୍ଭାଳିଛନ୍ତି। ପ୍ରିନ୍ସ ଚାଲର୍‌ସ ଶନିବାର ରାଜାଭିଷେକ ହୋଇ ରାଜା ଦାୟିତ୍ୱ ନେଇଥିବାବେଳେ ବିଶ୍ୱ ସମେତ ଓଡ଼ିଶାରେ ମଧ୍ୟ...

ସୂର୍ଯ୍ୟମନ୍ଦିରରୁ ବାଲିକଢ଼ାକୁ ନେଇ ସଂଶୟ

ପୁରୀ ଅଫିସ,୧୦।୯: କୋଣାର୍କ ସୂର୍ଯ୍ୟମନ୍ଦିର ଗର୍ଭଗୃହରୁ ବାଲି କଢ଼ାଗଲେ ମନ୍ଦିର ସୁରକ୍ଷିତ ରହିବ କି ନାହିଁ ସେ ନେଇ ଆଶଙ୍କା ଦେଖାଦେଇଛି। ବାଲି କଢାଯିବା ପ୍ରକ୍ରିୟା ଠିକ୍‌ ଅଛି କି ନାହିଁ, ଏହାଦ୍ୱାରା ମନ୍ଦିର ଉପରେ କ’ଣ ପ୍ରଭାବ ପଡ଼ିବ...

ପୁରୀ ଜିଲାର ୪ ଶିକ୍ଷକଙ୍କୁ ବସନ୍ତ ବିଶ୍ୱାଳ ପୁରସ୍କାର

ପୁରୀ ଅଫିସ, ୯ା୯: ଓଡ଼ିଶା ରାଜ୍ୟ ଭାରତ ସ୍କାଉଟ୍ସ ଓ ଗାଇଡ୍ସର ପୂର୍ବତନ ରାଜ୍ୟ ସଭାପତି ସ୍ବର୍ଗତ ବସନ୍ତ କୁମାର ବିଶ୍ୱାଳଙ୍କ ସ୍ମୃତିରେ ବସନ୍ତ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱରସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ...

ଗାଁକୁ ଫେରିଲେ ଗୋଟିଏ ପରିବାର

ପିପିଲି,୯।୯(ଡି.ଏନ୍‌.ଏ.): ପିପିଲି ବ୍ଲକ ଅନ୍ତର୍ଗତ ଚନ୍ଦ୍ରାଦେଇପୁର ବ୍ରାହ୍ମଣଶାସନ ଗ୍ରାମରେ ନାଲି ପିମ୍ପୁଡ଼ି ଆତଙ୍କରେ ୩ ପରିବାର ଗାଁ ଛାଡିଥିଲେ। ସେଥିମଧ୍ୟରୁ ଗୁରୁବାର ଗୋଟେ ପରିବାର ଗ୍ରାମକୁ ଫେରି ଆସିଛନ୍ତି। ନାଲି ପିମ୍ପୁଡ଼ିଙ୍କ ଆତଙ୍କ ଟିକେ କମିଥିବାବେଳେ ଲୋକଙ୍କ ମନରୁ ଭୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri