ନିର୍ବାଚନ ପୂର୍ବରୁ ସତ୍ୟବାଦୀରେ ଭାଜପାକୁ ଝଟ୍କା, ଦଳ ଛାଡ଼ିଲେ ବଡ଼ ନେତା
ପୁରୀ,୧୬।୫: ନିର୍ବାଚନ ପୂର୍ବରୁ ଭାଜପାକୁ ବଡ଼ ଝଟ୍କା। ଭାଜପାରୁ ଇସ୍ତଫା ଦେଇଛନ୍ତି ପୁରୀ ଜିଲା ସତ୍ୟବାଦୀ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରମାରଞ୍ଜନ ବଳିୟାରସିଂହ। ଗୁରୁବାର ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ରାଜ୍ୟ…
ପୁଣି ୨୦ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି
ଭୁବନେଶ୍ୱର,୧୨।୫: ପୁଣି ଆସନ୍ତା ୨୦ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି। ଏହି ଗସ୍ତ ସମୟରେ ସେ ପୁରୀରେ ରୋଡ୍ ଶୋ କରିବେ। ଏହାସହିତ କଟକ ଓ ଅନୁଗୁଳରେ ଜନସଭାକୁ ସମ୍ବୋଧିତ କରିବେ। ଏନେଇ ରାଜ୍ୟ ଭାଜପା ଉପସଭାପତି ଗୋଲକ ମହାପାତ୍ର…
ବିଶାଳ ରାଲି ନୁହେଁ, ପ୍ରାର୍ଥିପତ୍ର ଦାଖଲ ପାଇଁ ସାଇକେଲରେ ପହଞ୍ଚିଲେ ସୁରଙ୍କ ପୁଅ ସିଦ୍ଧାର୍ଥ
ନିମାପଡ଼ା,୧୦ା୫: ପ୍ରାର୍ଥୀପତ୍ର ଦାଖଲ ସମୟରେ ସମସ୍ତ ପ୍ରାର୍ଥୀ ବିଶାଳ ରାଲି କରି ଯାଉଥିବା ନଜର ଆସିଥାଏ। ହେଲେ ନିମାପଡ଼ା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସିଦ୍ଧାର୍ଥ ରାଉତରାୟ ଶୁକ୍ରବାର ଏକ ନିଆରା ଢଙ୍ଗରେ ପୁରୀ ଯାଇ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସକାଳ…
ଅନୁକୂଳ ହେଲା ରଥକାଠ, ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ
ପୁରୀ,୧୦।୫: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଶୁକ୍ରବାର ରଥକାଠ ଅନୁକୁଳ ହୋଇଛି । ରଥ ନିର୍ମାଣ ପାଇଁ ଶ୍ରୀମନ୍ଦିରରୁ ଆଜ୍ଞାମାଳ ବିଜେ ହୋଇଛି । ଏଥିସହ ଆଜି ଠାରୁ ଶ୍ରୀକ୍ଷେତ୍ରରେ ଚନ୍ଦନଯାତ୍ରା ଆରମ୍ଭ ହୋଇଛି । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ…
ଆଜି ନାମାଙ୍କନ ଭରିବେ ସିଦ୍ଧାର୍ଥ ରାଉତରାୟ: ଦେଲେ ପରିବେଶ ସୁରକ୍ଷା ବର୍ତ୍ତା
ଭୁବନେଶ୍ୱର,୧୦।୫: ନିମାପଡ଼ା କଂଗ୍ରେସ ବିଧାୟକ ପ୍ରାର୍ଥୀ ସିଦ୍ଧାର୍ଥ ରାଉତରାୟ ଶୁକ୍ରବାର ନାମାଙ୍କପତ୍ର ଦାଖଲ କରିବେ। ଏନେଇ ସିଦ୍ଧାର୍ଥ ନିଜ ସମର୍ଥକଙ୍କ ସହ ଏକ ବ୍ୟାଟେରୀ ଚାଳିତ ସାଇକେଲରେ ହରିପୁରରୁ ପୁରୀ ଅଭିମୁଖେ ଯାଉଛନ୍ତି। ଏହି ଅବସରରେ ବିଭିନ୍ନ ସଂଗଠନ ପକ୍ଷରୁ ତାଙ୍କୁ…
ରଥଯାତ୍ରା ବେଳେ ଖୋଲିପାରେ ରତ୍ନଭଣ୍ଡାର
ପୁରୀ,୧୦ା୫(ଅଜିତ୍ ମହାନ୍ତି):ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ଉଚ୍ଚସ୍ତରୀୟ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ଦ୍ୱାରା ଗଠିତ ରତ୍ନଭଣ୍ଡାର କମିଟିର ଅଧ୍ୟକ୍ଷ ଜଷ୍ଟିସ୍ ଅରିଜିତ ପଶାୟତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରତ୍ନଭଣ୍ଡାରରେ ଥିବା ରତ୍ନଗୁଡ଼ିକ କିଭଳି…
ନଡ଼ିଆ ଗଛରେ ଅଜଣା ରୋଗ
କଣାସ,୧୦ା୫(ବିଭୂତି ଭୂଷଣ ତ୍ରିପାଠୀ): ଅର୍ଥକରୀ ଫସଲ ନଡ଼ିଆ ଗଛରେ ଅଜଣା ରୋଗ ଲାଗି ରହିଥିବାରୁ ଚାଷୀ ମୁଣ୍ଡରେ ହାତଦେଇ ବସିଛନ୍ତି। ବିଶେଷକରି ଚିଲିକା ଉପକୂଳ ଦୋଛିଆଁ , ଅଡାଲ, ବଡାଲ, ଗୋପୀନାଥପୁର, କାଦୁଆ, ଗଡିଶାଗୋଦା, ଯାମଳଗୋଦା, ଅଳିବାଡ଼, ଖଣ୍ଡହତା, ସାହୁପଡ଼ା, ଗଡ଼ଖାରଦ,…
କଲିକତି ଦଳରେ ପରିପୂର୍ଣ୍ଣ ଖରଖରା ନାଳ
କଣାସ,୧୦ା୫(ବିଭୂତି ଭୂଷଣ ତ୍ରିପାଠୀ): କେନ୍ଦ୍ର ଓ ରାଜ୍ୟ ସରକାର ନଦୀନାଳର ସୁରକ୍ଷା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବାବେଳେ କଣାସ ବ୍ଲକର ଦୟା ଓ ଲୁଣାନଦୀର ମଧ୍ୟବର୍ତ୍ତୀ ୧୧ଟି ପଞ୍ଚାୟତର ବର୍ଷା ଓ ବନ୍ୟାଜଳ ନିଷ୍କାସନ ପାଇଁ ଥିବା ଖରଖରା…
ଚିଲିକାରେ ବ୍ରିଜ୍ ନିର୍ମାଣ ହେବ: ଓଡ଼ିଶା ପାଇଁ ଏହି ସବୁ ଘୋଷଣା କଲେ ନୀତିନ ଗଡ଼କରୀ
ପୁରୀ,୯।୫: କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଗୁରୁବାର କୃଷ୍ଣପ୍ରସାଦରେ ନିଜର ଅଭିଭାଷଣ ରଖିଛନ୍ତି। ଏହି ସମୟରେ ଗଡ଼କରୀ ଓଡ଼ିଶା ପାଇଁ ଅନେକ ଘୋଷଣା କରିଛନ୍ତି। ସେ କହିଛନ୍ତି, ଆଜି ଜଗନ୍ନାଥଙ୍କୁ ଦର୍ଶନ ବେଳେ ଦେଶକୁ ସୁଖୀ, ସମୃଦ୍ଧ କାମନା କରିଛି।…
୨ ଶହ କୋଟି ଟଙ୍କାରେ ନିର୍ମାଣ ହେବ ପାରାଦୀପ ଏୟାରପୋର୍ଟ: ଗଡ଼କାରୀ
ପୁରୀ,୯।୫: କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଗୁରୁବାର ପୁରୀରେ ପହଞ୍ଚି ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ଏହା ପରେ କୃଷ୍ଣପ୍ରସାଦରେ ବିରାଟ ଜନସଭାରେ ଉଦ୍ବୋଧନ ଦେଇ ଗଡ଼କରୀ କହିଛନ୍ତି,ଗାଁର କୃଷକ, ଶ୍ରମିକଙ୍କ ଉନ୍ନତି ପାଇଁ ନିରନ୍ତର ଉଦ୍ୟମ କରୁଛୁ ।…
ପୁରୀରେ ପହଞ୍ଚିଲେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ
ପୁରୀ,୯।୫: ପୁରୀରେ ପହଞ୍ଚିଲେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ। ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ବରରୁ ବାହାରି ପୁରୀରେ ପହଞ୍ଚିଛନ୍ତି। ସେଠାରେ ସେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ଏହା ପରେ କୃଷ୍ଣପ୍ରସାଦରେ ବିରାଟ ଜନସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହାପରେ ଆସନ୍ତାକାଲି ପୁଣି…
ପ୍ରାର୍ଥିପତ୍ର ପ୍ରତ୍ୟାହାର କଲେ ରୁଦ୍ର ମହାରଥୀଙ୍କ ସ୍ତ୍ରୀ
ପୁରୀ, ୯ା୫(ଅଜିତ୍ ମହାନ୍ତି)ଆସନ୍ତା ୨୫ତାରିଖରେ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ହେବ। ପିପିଲି ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ରୁଦ୍ରପ୍ରତାପ ମହାରଥୀ ନାମାଙ୍କନପତ୍ର ଦାଖଲ କରିଥିଲେ। ସେହିପରି ତାଙ୍କ ସ୍ତ୍ରୀ ଜାଗୃତି ପଣ୍ଡା ସ୍ବାଧୀନ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ…
Archives


