ପ୍ରାର୍ଥତ୍ପତ୍ର ଦାଖଲ ବେଳେ ବିଜେଡି-ଭାଜପା ମୁହାଁମୁହିଁ
ପୁରୀ,୩୦ା୪(ଅଜିତ୍ ମହାନ୍ତି):ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ସୋମବାର ପ୍ରାର୍ଥତ୍ପତ୍ର ଦାଖଲ ସମୟରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ନାମାଙ୍କନ ଶୋଭାଯାତ୍ରାରେ ଆସିଥିବା ଭାଜପା ଓ ବିଜେଡି କର୍ମୀ ମୁହାଁମୁହିଁ ହୋଇଥିଲେ। ପରସ୍ପରକୁ ଗାଳିଗୁଲଜ କରିବା ସହ ଧସ୍ତାଧସ୍ତି ସ୍ଥିତି ଉପୁଜିଥିଲା। ଉଭୟ…
ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା
ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। କିଛି ଶ୍ରମିକ ଫସିରହିଥିବା ଅନୁମାନ କରାଯାଉଛି। ଉଦ୍ଧାର କାର୍ଯ୍ୟ ଜାରି…
ପୁରୀ ସାହିଯାତରେ ପ୍ରଚାରକଲେ ନେତା
ପୁରୀ,୨୮ା୪(ଅଜିତ୍ ମହାନ୍ତି)ଶ୍ରୀକ୍ଷେତ୍ରରେ ସାହିଯାତକୁ ନେଇ ପୁରୀ ସହର ଏବେ ଉତ୍ସବମୁଖର। ସାହି ଯାତରେ ଶ୍ରୀକ୍ଷେତ୍ରର ପାରମ୍ପରିକ ସମରକଳା ନୃତ୍ୟ ଦେଖିବାକୁ ମଳୁଛି। ଶୁକ୍ରବାର ବାଲିସାହି ପକ୍ଷରୁ ରାବଣ ବଧ ନୀତି ଆଗତ କରାଯାଇଥିଲା। ସେହିପରି ବାଲି ସାହିରୁ ବାଦଯାତ ବାହାରି ବାଦିସାହି…
ପୁରୀରେ ବ୍ୟାପିଲା ଝାଡାବାନ୍ତି, ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ
ପୁରୀ,୨୭।୪: ପୁରୀରେ ବ୍ୟାପିଲା ଝାଡାବାନ୍ତି। ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପିଲା ଝାଡାବାନ୍ତି। ବାଲିସାହି, ରେଡକ୍ରସ୍ ରୋଡ୍ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ଆକ୍ରାନ୍ତ ହୋଇ ୩୦ଜଣ ମେଡିକାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି। ତେବେ…
ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ
ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ସୂଚନାଯୋଗ୍ୟ, ଗୁରୁବାର ମଧ୍ୟାହ୍ନରେ ଗୋପ ଥାନା ଅନ୍ତର୍ଗତ…
୮ ବର୍ଷ ହେଲା ସରୁନି ବିଦ୍ୟୁତ୍ ସବ୍ଷ୍ଟେଶନ କାର୍ଯ୍ୟ
କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩ ବିଦ୍ୟୁତ୍ ସବ୍ଷ୍ଟେଶନ ଆରମ୍ଭ ହୋଇଥିଲା। ଯାହା ବିଭାଗୀୟ ଦାୟିତ୍ୱହୀନତା ଓ ଖାମଖିଆଲ ମନୋଭାବ ଯୋଗୁ…
ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା
ପୁରୀ,୨୬ା୪(ଅଜିତ୍ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍ମିଣ୍ଟନ ତାରକା ସାଇନା ନେହ୍ବାଲ୍ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍ମିଣ୍ଟନ ଫେଡେରେଶନର କର୍ମକର୍ତ୍ତାମାନେ ତାଙ୍କୁ ସ୍ବାଗତ କରିଥିଲେ। ପରେ ସାଇନା ଓ ତାଙ୍କ ମା’ ମହାପ୍ରଭୁଙ୍କ ଦର୍ଶନ…
ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ
ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ ଘଟିଛି ଏପରି ଅଭାବନୀୟ ଘଟଣା। ଶରତ ବରାଳଙ୍କ ଝିଅ ସ୍ମୃତି ରେଖା (୧୨) ଏବଂ…
ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ
ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ ଅସନ ଥିବା ବେଳେ ୪୦ ଫୁଟିଆ ଧଉରା କାଠ ରହିଛି। ନୟାଗଡ଼ ମହୀପୁର ଜଙ୍ଗଲରୁ…
ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ
ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି ଏହି ଭିଡିଓଟି ମୋବାଇଲରୁ ମୋବାଇଲକୁ ଘୂରିବୁଲୁଛି। ଭିଡିଓରେ ସ୍ବାଇଁ କହିଛନ୍ତି ଯେ, ‘ବିଧାୟକ ସମୀର…
ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ
ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର ପୁଷ୍କରିଣୀରେ ନନ୍ଦା, ଭଦ୍ରା ଓ ବେଜୟନ୍ତୀରେ ଚାପ ଖେଳିବେ ମହରପ୍ରଭୁଙ୍କ ଚଳନ୍ତି ପ୍ରତିମା। ଏଥିପାଇଁ…
କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ
ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ ସମୀର ଦାଶ ନିଜ ସମର୍ଥକଙ୍କୁ ଧରି ଟିକେଟ ଉପରେ ପୁନଃବିଚାର କରିବାକୁ ମୁଖ୍ୟମନ୍ତ୍ରୀ ନବୀନ…
Archives


