ପୁରୀ

କାକଟପୁର-ନିମାପଡ଼ାରେ ଶନିବାର ଭୋଟ୍‌, ବୁଥ୍‌କୁ ଗଲେ ପୋଲିଂ ପାର୍ଟି

ପୁରୀ,୩୧ା୫(ଅଜିତ୍‌ କୁମାର ମହାନ୍ତି)-୧୬ନଂ. ଜଗତ୍‌ସିଂହପୁର ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୧୦୫ ନଂ. କାକଟପୁର ଓ ୧୦୬ ନଂ. ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ଜୁନ ୧ ତାରିଖ ଶନିବାର ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ହେବ ବୋଲି ଜିଲା…

ପୁରୀ ବାଣ ବିସ୍ଫୋରଣ ମାମଲା: ଓଏଚ୍‌ଆର୍‌ସିରେ ପିଟିସନ୍‌

କଟକ,୩୧ା୫(କାର୍ତ୍ତିକ ସାହୁ): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାକୁ ନେଇ ଓଡ଼ିଶା ମାନବିକ ଅଧିକାରୀ ଆୟୋଗ(ଓଏଚ୍‌ଆର୍‌ସି)ରେ ଏକ ପିଟିସନ୍‌ ଶୁକ୍ରବାର ଦାୟର ହୋଇଛି। ବିସ୍ଫୋରଣରେ ମୃତକଙ୍କ ପରିବାରକୁ ପୁରୀ ଶ୍ରୀମନ୍ଦିର ପ୍ରଶାସନ ୩୦ ଲକ୍ଷ ଓ ଆହତଙ୍କୁ ପୁରୀ ଜିଲାପାଳ…

ପୁରୀ ବାଣ ବିସ୍ଫୋରଣ ଘଟଣା, ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି

ପୁରୀ,୩୧।୫: ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି ପାଇଛି। ମୃତ୍ୟୁ ନେଇ ସ୍ବତନ୍ତ୍ର ରିଲିଫ କମିଶନର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି।…

ଜିଲା ମୁଖ୍ୟ ଚିକିତ୍ସାଳୟରେ ନାହିଁ ବର୍ନ ଓ୍ବାର୍ଡ

ପୁରୀ,୩୧ା୫(ଅଜିତ୍‌ କୁମାର ମହାନ୍ତି): ଭଉଁରି ଯାତ୍ରା ଅବସରରେ ବୁଧବାର ରାତିରେ ନରେନ୍ଦ୍ର ପୁଷ୍କରିଣୀ ପରିସରରେ ବାଣ ବିସ୍ଫୋରଣ ଘଟି ୩୦ରୁ ଊର୍ଦ୍ଧ୍ୱ ଭକ୍ତ ଆହତ ହୋଇଥିବା ବେଳେ ଗୁରୁବାର ଚିକିତ୍ସାଧୀନ ଅବସ୍ଥାରେ ୩ଜଣଙ୍କ ମୃତ୍ୟୁ ଘଟିଛି। ତେବେ ପୁରୀ ଜିଲା ମୁଖ୍ୟ…

ବାଣ ବିସ୍ଫୋରଣ ଘଟଣାକୁ ନେଇ ଉଠିଲା ଅନେକ ପ୍ରଶ୍ନ

ପୁରୀ,୩୧ା୫(ଅଜିତ ମହାନ୍ତି): ମହାପ୍ରଭୁଙ୍କ ଭଉଁରି ଯାତ୍ରା ଅବସରରେ ବୁଧବାର ସନ୍ଧ୍ୟାରେ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ଘଟିଥିବା ବାଣ ବିସ୍ଫୋରଣ ଘଟଣା ପୁରୀବାସୀଙ୍କୁ ସ୍ତବ୍ଧ କରିଦେବା ସହ ମୃତାହତଙ୍କ ପରିବାରରେ ଦୁଃଖଦ ପରିବେଶ ସୃଷ୍ଟି କରିଛି। ବାଣ ବିସ୍ଫୋରଣରେ ୩୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି…

ବାଣ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୫: ପୁରୀ ବାଣ ଦୁର୍ଘଟଣାରେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୁଧବାର ପୁରୀ ବାଣ ଦୁର୍ଘଟଣାରେ ଆହତମାନଙ୍କ ଚିକିତ୍ସା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ…

ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଭଉଁରି ନୀତି

ପବିତ୍ର ଅକ୍ଷୟତୃତୀୟାଠାରୁ ଆରମ୍ଭ ହୋଇଥିବା ମହାପ୍ରଭୁଙ୍କ ବାହାର ଚନ୍ଦନଯାତ୍ରାର ବିଂଶତମ ଦିବସକୁ ଭଉଁରି କୁହାଯାଏ। ମାନବୀୟ ଲୀଳାଖେଳା କରୁଥିବା ମହାପ୍ରଭୁ ସାଧାରଣ ମଣିଷ ପରି ପ୍ରଚଣ୍ଡ ରୌଦ୍ରତାପରୁ ରକ୍ଷା ପାଇବା ପାଇଁ ନରେନ୍ଦ୍ର ପୁଷ୍କରିଣୀରେ ନୌକାବିହାର କରିଥାନ୍ତି। ୨୧ଦିନିଆ ବାହାର ଚନ୍ଦନଯାତ୍ରାର…

ପୁରୀରେ ଚାପଖେଳବେଳେ ବାଣ ବିସ୍ଫୋରଣ: ମୃତ୍ୟୁସଂଖ୍ୟା ୨କୁ ବୃଦ୍ଧି

ପୁରୀ,୩୦।୫: ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପଖେଳବେଳେ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏପର୍ଯ୍ୟନ୍ତ ଏହି ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଘଟଣାରେ ୩୦ରୁ ଉର୍ଦ୍ଧ ଆହତ ହୋଇଥିବାବେଳେ ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅନେକଙ୍କ…

ଏଠି ଗୁମାସ୍ତାଗିରି ଶାସନ ଚାଲିଛି: ଧର୍ମେନ୍ଦ୍ର

ଅସ୍ତରଙ୍ଗ,୩୦ା୫(ମମତା ଜେନା)ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ପଡ଼ିଆରେ ବୁଧବାର ଆୟୋଜିତ ଭାଜପାର ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶାସକ ଦଳ ଉପରେ ଗର୍ଜିଛନ୍ତି। ସେ କହିଛନ୍ତି, କାକଟପୁର ନିର୍ବାଚନମଣ୍ଡଳୀ ସ୍ବାଭିମାନର ମାଟି, ଏଠି…

ଚାପଖେଳ ବେଳେ ବାଣ ବିସ୍ଫୋରଣ: ୩୦ ଆହତ, ଜଣେ ନାବାଳକର ମୃତ୍ୟୁ

ପୁରୀ/କଟକ,୩୦।୫(ଅଜିତ୍‌ ମହାନ୍ତି/ଶିଳ୍ପୀ ପ୍ରିୟଦର୍ଶିନୀ)ଭଉଁରୀ ଅବସରରେ ବୁଧବାର ରାତିରେ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପଖେଳ ଚାଲିଥିବାବେଳେ ଅଭାବନୀୟ ଘଟଣା ଘଟିଛି। ବାଣ ବିସ୍ଫୋରଣ ହେବାରୁ ନିଆଁ ପଡ଼ି ୩୦ରୁ ଅଧିକ ଭକ୍ତ ଆହତ ହୋଇଛନ୍ତି। ଆହତମାନଙ୍କୁ ପ୍ରଥମେ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ…

ଚନ୍ଦନ ଯାତ୍ରା ସମୟରେ ନରେନ୍ଦ୍ର ପୋଖରୀରେ ବାଣ ବିସ୍ଫୋରଣ ଘଟଣା : ଉଦ୍‌ବେଗ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୯l୫: ଚନ୍ଦନ ଯାତ୍ରା ସମୟରେ ନରେନ୍ଦ୍ର ପୋଖରୀ ଦେବୀଘାଟରେ ଘଟିଥିବା ଦୁର୍ଭାଗ୍ୟଜନକ ବାଣ ଦୁର୍ଘଟଣାରେ ବହୁ ଲୋକ ଆହତ ହୋଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଆହତମାନଙ୍କ ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରି ତୁରନ୍ତ…

ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳ ବେଳେ ଅଘଟଣ, ବାଣ ନିଆଁ ପଡ଼ି ୨୦ରୁ ଉର୍ଦ୍ଧ ଆହତ

ପୁରୀ,୨୯।୫: ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳ ବେଳେ ଏକ ବଡଧରଣର ଅଘଟଣ ଘଟିଛି। ବାଣ ନିଆଁ ପଡ଼ି ୨୦ରୁ ଉର୍ଦ୍ଧ ଗୁରୁତର ଆହତ ହୋଇଛନ୍ତି। ମହାପ୍ରଭୁ ଚାପ ଖେଳିବା ସମୟରେ ବାଣ ଫୁଟାଯାଇଥିଲା, ଏତିକି ବେଳେ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ବାଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri