ଆଜିଠୁ ଶ୍ରୀଜଗନ୍ନାଥ ବସ୍ରେ ପୁରୀ ଆସିବେ ଶ୍ରଦ୍ଧାଳୁ
ପୁରୀ,୨୯ା୧(ଅଜିତ୍ ମହାନ୍ତି): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାନୁଆରୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କରିଥିଲେ। ଏହାପରେ ଏହି ମହତ୍ତ୍ୱାକାଂକ୍ଷୀ ପ୍ରକଳ୍ପକୁ ଦୈନିକ ହଜାର ହଜାର ଶ୍ରଦ୍ଧାଳୁ ଦେଖି ଖୁସି ବ୍ୟକ୍ତ କରୁଛନ୍ତି। ସେହିପରି ରାଜ୍ୟର ବିଭିନ୍ନ ସ୍ଥାନରୁ...
ମହେଶ୍ୱରଙ୍କ ପରେ ଶୂନ୍ୟସ୍ଥାନ
ପୁରୀ ୨୮।୧( ଅଜିତ୍ ମହାନ୍ତି): ସାଧାରଣ ନିର୍ବାଚନକୁ ମାସ କେଇଟା ଅଛି। ପୁରୀ ଜିଲାରେ ଥିବା ୬ଟି ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ୨୦୧୯ ସାଧାରଣ ନିର୍ବାଚନରେ ବିଜେଡି ୪ଟିରେ ଜିତିଥିବା ବେଳେ ଭାଜପା ଦୁଇଟି ଅକ୍ତିଆର କରିଥିଲା। ଏଥିମଧ୍ୟରୁ ପୁରୀ...
ମାରଣାସ୍ତ୍ର ଦେଖାଇ ନେଇଗଲେ ଟଙ୍କା, ସୁନା ଅଳଙ୍କାର
ପୁରୀ,୨୭।୧: ପୁରୀ ଜିଲା ଅସ୍ତରଙ୍ଗ ଆଳସାହିରେ ଏକ ବଡ଼ ଧରଣର ଲୁଟ୍ ହୋଇଛି। ଅବସରପ୍ରାପ୍ତ ହାଇସ୍କୁଲ ଶିକ୍ଷକ ବିଷ୍ଣୁ ଚରଣ ମଲ୍ଲିକଙ୍କ ଘରେ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ। ଘର ଲୋକଙ୍କୁ ମାରଣାସ୍ତ୍ର ଦେଖାଇ ଜୀବନରେ ମାରିଦେବାକୁ ଧମକ ଦେଇ ଟଙ୍କା...
ଗଜପତି ମହାରାଜାଙ୍କ ପୁଷ୍ୟାଭିଷେକ ନୀତି
ପୁରୀ,୨୬।୧: ଆଜି ପବିତ୍ର ପୌଷ ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦେବାଭିଷେକ ତଥା ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହୋଇଛି। ମହାପ୍ରଭୁ ସୁବର୍ଣ୍ଣ ଅଳଙ୍କାର ପରିଧାନ କରି ଆଜି ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଏ ନେଇ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ...
ପୁରୀରେ ପହଞ୍ଚିଲେ କଂଶ ମହାରାଜ: ମହୋଦଧିରେ ଧୋଇଲେ ପାପ
ପୁରୀ,୨୬।୧: ପୁରୀରେ ପହଞ୍ଚିଛନ୍ତି ବରଗଡ଼ର କଂସ ମହାରାଜ । କଂସ ମହାରାଜ ଭୂମିକାରେ ଅଭିନୟ କରିଥିବା ହୃଷିକେଶ ଭୋଇ ପାପର ପ୍ରାୟଶ୍ଚିତ ପାଇଁ ପୁରୀ ଆସିଛନ୍ତି। ଧନୁଯାତ୍ରାରେ ପ୍ରଭୁ ଶ୍ରୀକୃଷ୍ଣଙ୍କୁ କଟୁ ମନ୍ତବ୍ୟ ପ୍ରୟୋଗ କରିଥିବାରୁ ପ୍ରାୟଶ୍ଚିତ ପାଇଁ ମହୋଦଧିରେ...
ଶ୍ରଦ୍ଧାଳୁଙ୍କୁ ସ୍ବାଗତ ପାଇଁ ସଜେଇ ହୋଇଛି ସମଙ୍ଗ
ପୁରୀ,୨୫ା୧(ଅଜିତ୍ ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ମାର୍ଗର ଲୋକାର୍ପଣ ପରେ ରାଜ୍ୟର କୋଣ ଅନୁକୋଣରୁ ଭକ୍ତମାନେ ଯେପରି ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଓ ଶ୍ରୀମନ୍ଦିର ପରିକ୍ରମା ପ୍ର୍କଳ୍ପ ମାର୍ଗରେ ପ୍ରଦକ୍ଷିଣ କରିପାରିବେ ସେ ନେଇ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା ଗ୍ରହଣ...
ଆଜି ପୌଷପୂର୍ଣ୍ଣିମା: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି
ପୁରୀ, ୨୫ା୧(ଅଜିତ ମହାନ୍ତି): ପୌଷପୂର୍ଣ୍ଣିମା ଅବସରରେ ଗୁରୁବାର ଶ୍ରୀମନ୍ଦିରରେ ପୁଷ୍ୟାଭିଷେକ ନୀତି ପାଳନ କରାଯିବ। ଶ୍ରୀବିଗ୍ରହମାନେ ରାଜରାଜେଶ୍ୱର ବା ସୁନାବେଶରେ ସଜ୍ଜିତ ହେବେ। ଏଥିପାଇଁ ପୂର୍ଣ୍ଣିମାର ପୂର୍ବଦିନ ଅର୍ଥାତ ପୌଷ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ବୁଧବାର ଶ୍ରୀମନ୍ଦିରରେ ବିଶେଷ ନୀତି...
ପରିକ୍ରମା ମାର୍ଗ ପୁନଃ ପ୍ରଦକ୍ଷିଣ କଲେ ମୁଖ୍ୟମନ୍ତ୍ରୀ
ପୁରୀ,୨୪।୧(ଅଜିତ୍ ମହାନ୍ତି): ପରିକ୍ରମା ପ୍ରକଳ୍ପ ଲୋକାର୍ପଣର ୭ମ ଦିନ ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଏଥିସହ ପରିକ୍ରମା ପ୍ରକଳ୍ପ ମାର୍ଗ ପୁନଃ ପ୍ରଦକ୍ଷିଣ କରିଛନ୍ତି। ୫-ଟି ତଥା ନବୀନ ଓଡ଼ିଶା...
ପୁରୀରେ ମୁଖ୍ୟମନ୍ତ୍ରୀ
ପୁରୀ,୨୩।୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଶ୍ରୀକ୍ଷେତ୍ରରେ ପହଞ୍ଚିଛନ୍ତି। ଶ୍ରୀ ସେତୁ ନିକଟ ଅସ୍ଥାୟୀ ହେଲିପ୍ୟାଡରେ ଅବତରଣ କଲାପରେ ସେଠାରୁ ସେ ଶ୍ରୀସେତୁ ଦେଇ ଶ୍ରୀଜଗନ୍ନାଥ ବଲ୍ଲଭ ପାର୍କିଂରେ ପହଞ୍ଚିଥିଲେ। ପରେ ସେଠାରୁ ଶ୍ରୀଦାଣ୍ଡ ଦେଇ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ...
ଭକ୍ତଙ୍କୁ ଭଲ ଆଚରଣ ଦେଖାଇବେ ସେବାୟତ, କର୍ମଚାରୀ
ପୁରୀ, ୨୩ା୧(ଅଜିତ୍ ମହାନ୍ତି): ଶ୍ରୀମନ୍ଦିରରେ ସଂସ୍କାର ପାଇଁ ପ୍ରଶାସନ ପୁଣି ଏକ ନୂତନ ପଦକ୍ଷେପ ନେବାକୁ ଯାଉଛି। ପୂର୍ବରୁ ଶ୍ରୀମନ୍ଦିର ପରିସରକୁ ମୋବାଇଲ ଫୋନ ନେବା, ସେବାୟତ, କର୍ମଚାରୀ ଓ ଭକ୍ତ ପାନ, ଗୁଟ୍ଖା ଆଦି ସେବନ କରିବା, ପଲିଥିନ,...
ପ୍ରାଣପ୍ରତିଷ୍ଠା ଉତ୍ସବରେ ସାମିଲ ହେଲେ ଗଜପତି ମହାରାଜ
ଅଯୋଦ୍ଧା,୨୨ା୧: ଦୀର୍ଘ ୫୦୦ ବର୍ଷ ଅପେକ୍ଷାର ଅନ୍ତ ଘଟିଛି। ଆଜି ସମଗ୍ର ଦେଶ ରାମନାମରେ ପ୍ରକମ୍ପିତ ହୋଇଉଠିଛି। ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ଉତ୍ସବ ଦେଖିବା ପାଇଁ ଦେଶ ବିଦେଶରୁ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଅଯୋଧ୍ୟାରେ ପହଞ୍ଚିଥିଲେ। ଏହି ଅବସରରେ ପୁରୀ ଗଜପତି ମହାରାଜା...
ଖୋଲୁନି ଧାନମଣ୍ଡି, ଚାଷୀ ଅସନ୍ତୁଷ୍ଟ
ପିପିଲି,୨୨।୧(ଦୁର୍ଗାମାଧବ ମିଶ୍ର): ପୁରୀ ନିମାପଡ଼ା କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନ ଉଚ୍ଛୁପୁର ସେବା ସମବାୟ ସମିତିରେ ଚଳିତ ଖରିଫ ମଣ୍ଡିରେ ଧାନକ୍ରୟ ଆରମ୍ଭ ହୋଇ ନ ଥିବାରୁ ଚାଷୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ବିବରଣୀରୁ ପ୍ରକାଶ ସମବାୟ ସମିତି ସମ୍ପାଦକ...
Archives


