ପୁରୀ

କୋଣାର୍କ-ଭୁବନେଶ୍ୱର,କାକଟପୁରକୁ ବସ୍‌ ସେବା ବନ୍ଦ

ପୁରୀ ଅଫିସ,୨୨।୭: କୋଣାର୍କ-ଭୁବନେଶ୍ୱର ଓ କାକଟପୁର-ଭୁବନେଶ୍ୱରକୁ ମୋ ବସ୍‌ ସେବା ସହ ସମସ୍ତ ଯାତ୍ରୀବାହୀ ବସ୍‌ ସେବା ବନ୍ଦ ରହିଛି। କୋଣାର୍କ ଓ ନିମାପଡା ଘରୋଇ ବସ୍‌ ମାଲିକ ସଂଘ ପକ୍ଷରୁ ଅର୍ନିଦ୍ଦିଷ୍ଟ କାଳ ପାଇଁ ଘରୋଇ ବସ୍‌ ସେବା...

ବାଲୁକାକଳାରେ ଦ୍ରୌପଦୀଙ୍କୁ ଶୁଭେଚ୍ଛା

ପୁରୀ ଅଫିସ,୨୧।୭: ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଭାରତର ପରବର୍ତ୍ତୀ ରାଷ୍ଟ୍ରପତି ହେବା ଏକ ପ୍ରକାର ସ୍ପଷ୍ଟ ହୋଇଥିଲେ ହେଁ ଚୂଡ଼ାନ୍ତ ଫଳାଫଳ ପ୍ରକାଶକୁ ଅପେକ୍ଷା ରହିଛି। ଗୁରୁବାର ନିର୍ବାଚନର ଗଣତି ଜାରି ରହିଥିବା ବେଳେ ସାରା ରାଜ୍ୟରେ ଉତ୍ସବର...

କାମରେ ଲାଗୁନି ନୂଆ ନିମାପଡ଼ା ବସ୍‌ଷ୍ଟାଣ୍ଡ

ନିମାପଡ଼ା, ୨୧।୭ (ଡି.ଏନ୍‌.ଏ.): ନିମାପଡ଼ାରେ ନବନିର୍ମିତ ବସ୍‌ଷ୍ଟାଣ୍ଡ କାର୍ଯ୍ୟକ୍ଷମ ହୋଇ ନ ପାରି ଦୀର୍ଘଦିନ ଧରି ଅହେଳିତ ଅବସ୍ଥାରେ ରହିଛି। ଫଳରେ ନୂଆ ବସ୍‌ଷ୍ଟାଣ୍ଡ କାହା ସ୍ବାର୍ଥ ପାଇଁ ନିର୍ମିତ ବୋଲି ନିମାପଡ଼ାବାସୀଙ୍କ ମଧ୍ୟରେ ପ୍ରଶ୍ନ ସୃଷ୍ଟି ହୋଇଛି। ଅଞ୍ଚଳବାସୀଙ୍କ...

ପୁରୀରେ ଭୁଶୁଡ଼ିଲା ନିର୍ମାଣାଧୀନ ଛାତ

ପୁରୀ ଅଫିସ,୨୦।୭: ପୁରୀ ଜିଲା ମଶାଣିଚଣ୍ଡି ନିକଟରେ ବୁଧବାର ଏକ ନିର୍ମାଣାଧୀନ ଘରର ଛାତ ଭୁଶୁଡ଼ି ପଡ଼ିଛି। ଭାଙ୍ଗି ପଡ଼ିଥିବା ଛାତ ତଳେ ୫ ଜଣ ଶ୍ରମିକ ଫସି ରହିଥିଲେ। ସ୍ଥାନୀୟ ଲୋକଙ୍କ ସମେତ ଓଡ୍ରାଫ ବାହିନୀ ଦ୍ୱାରା ଉଦ୍ଧାର...

ଶ୍ରୀଜିଉଙ୍କ ବନକଲାଗି ନୀତି, ସନ୍ଧ୍ୟା ୫ଟାରୁ ରାତି ୧୦ ଯାଏ ଦର୍ଶନ ବନ୍ଦ

ପୁରୀ ଅଫିସ,୨୦।୭: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୫ଟାରୁ ରାତି ୧୦ ଯାଏ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ମଧ୍ୟାହ୍ନ ଧୂପ ସହ ଦ୍ବିତୀୟ ଭୋଗମଣ୍ଡପ ବଢିବା ପରେ ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହକୁ...

ତିନିରଥରୁ କଢ଼ାହେଲା କନା, କଳସ

ପୁରୀ ଅଫିସ, ୨୦ା୭: ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ସରିବା ପରେ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ତିନିରଥ ରହିଛି। ନୀଳାଦ୍ରି ବିଜେ ପର ଦିନ ତିନି ରଥରୁ ସାରଥି, ଠେକରା ବାଡ଼ ଓ ପାର୍ଶ୍ୱଦେବଦେବୀଙ୍କୁ କଢ଼ାଯାଇଥିଲା। ଠେକରାବାଡ଼ ଓ ପାର୍ଶ୍ୱଦେବଦେବୀଙ୍କୁ ଶ୍ରୀମନ୍ଦିର କାର୍ଯ୍ୟାଳୟ...

ଟିକା ପଞ୍ଜୀକରଣ ପାଇଁ ଫେକ୍‌ ଲିଙ୍କ୍‌

ଦତ୍ତାତ୍ରେୟ ନାୟକ ପୁରୀ ଅଫିସ, ୨୦ା୭: ରାଜ୍ୟରେ ସମ୍ପ୍ରତି ବୁଷ୍ଟର ଡୋଜ୍‌ ଟିକାକରଣ ଚାଲିଛି। ଟିକା ନେବା ପାଇଁ ଲୋକଙ୍କ ମଧ୍ୟରେ ଧୀରେ ଧୀରେ ଆଗ୍ରହ ପ୍ରକାଶ ପାଉଛି। ଏଥିଲାଗି ଜୁଲାଇ ୧୫ରୁ ଉଭୟ ଅଫ୍‌ଲାଇନ୍‌ ଓ ଅନ୍‌ଲାଇନରେ ନାମ...

ନାଟମଣ୍ଡପରୁ ପାଣି ଗଳୁଛି

ପୁରୀ ଅଫିସ,୧୯।୭:ଚଳିତବର୍ଷର ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା ସମୟରେ ଶ୍ରୀମନ୍ଦିର ମରାମତି କାର୍ଯ୍ୟ ଚାଲିଥିଲା। ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ (ଏଏସ୍‌ଆଇ) ପକ୍ଷରୁ ନାଟମଣ୍ଡପ, ଭୋଗମଣ୍ଡପ, ରୋଷଘର ସମେତ ଅନେକ ସ୍ଥାନରେ ମରାମତି କାର୍ଯ୍ୟ କରାଯାଇଥିବା କୁହାଯାଇଥିଲା। ତେବେ ମରାମତିକୁ ଦିନ କେଇଟା...

ଶ୍ରଦ୍ଧାଳୁଙ୍କୁ ଜରିମାନା: ସେବାୟତ,ପୋଲିସଙ୍କୁ ଛାଡ଼

ପୁରୀ ଅଫିସ,୧୭।୭: ଶ୍ରୀମନ୍ଦିର ଭିତରକୁ ସାଧାରଣରେ ମୋବାଇଲ ନେବା ନିଷେଧ ରହିଛି। ଜନସାଧାରଣଙ୍କ ପାଇଁ ଏହି ନିୟମ ଲାଗୁ ଥିବାବେଳେ ସେବାୟତ, ପୋଲିସ ଓ ନିର୍ଦ୍ଦିଷ୍ଟ ଭିଆଇପି ଶ୍ରୀମନ୍ଦିରକୁ ମୋବାଇଲ ନେବାକୁ ନେଇ ଜନଅସନ୍ତୋଷ ପ୍ରକାଶ ପାଇଛି। ତେବେ ଶୁକ୍ରବାର...

ବସ୍ତିରେ ପଶିଲା ବର୍ଷାଜଳ, ଭୁଶୁଡ଼ିଲା କଲେଜ ପାଚେରି

ପିପିଲି, ୧୫ା୭: ପିପିଲି ଅଞ୍ଚଳରେ ଗୁରୁବାର ମୂଷଳ ଧାରାରେ ବର୍ଷା ହୋଇଛି। ଫଳରେ ଏନ୍‌ଏସି ଅନ୍ତର୍ଗତ ୨ ନମ୍ବର୍‌ ୱାର୍ଡର କିଛି ବସ୍ତି ଜଳମଗ୍ନ ହୋଇଥିଲା। ଖବର ପାଇ ଏନ୍‌ଏସି ଅଧ୍ୟକ୍ଷ ସେକ୍‌ ବାବୁ ଓ କାଉନସିଲର୍‌ ଚନ୍ଦନ ସେଠୀ...

ଯାଞ୍ଚ ପ୍ରକ୍ରିୟାରେ ଅବହେଳା ସନ୍ଦେହ

ପୁରୀ ଅଫିସ,୧୫।୭: ଜାଲ୍‌ ପ୍ରମାଣପତ୍ର ଦେଇ ସାମନ୍ତ ଚନ୍ଦ୍ରଶେଖର (ଏସ୍‌ସିଏସ୍‌) ମହାବିଦ୍ୟାଳୟରେ ଆଡ୍‌ମିଶନ କରିଥିବା ୧୧ଜଣ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନକୁ ଉଚ୍ଚଶିକ୍ଷା ବିଭାଗ ଅବୈଧ ଘୋଷଣା କରିବା ପରେ କଲେଜ କର୍ତ୍ତୃପକ୍ଷଙ୍କ ଭୂମିକାକୁ ନେଇ ସନ୍ଦେହ ବଢ଼ିବାରେ ଲାଗିଛି। ସମ୍ପୃକ୍ତ ଛାତ୍ରୀଛାତ୍ରମାନେ...

ପୁଅକୁ ନେବା ପାଇଁ ମନା କଲେ ମା’

ପୁରୀ ଅଫିସ,୧୫ା୭: ପୁରୀ ବେଳାଭୂମିରେ ଗୁରୁବାର ନିଜ ନାବାଳକ ପୁଅକୁ ମା’ ନିର୍ଯାତନା ଦେଉଥିବା ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଲୋକଙ୍କ ହସ୍ତକ୍ଷେପ ପରେ ସମ୍ପୃକ୍ତ ନାବାଳକଙ୍କୁ ଉଦ୍ଧାର କରାଯାଇଛି। ଖବର ପାଇ ଚାଇଲ୍ଡ ହେଲ୍ପ ଲାଇନ୍‌ ଟିମ୍‌ ପହଞ୍ଚି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri