ପୁରୀ

ଶ୍ରୀମନ୍ଦିର ସାମ୍ନାରେ ଭିକ୍ଷା ବୃତ୍ତି କରୁଛନ୍ତି ଶିଶୁ

ପୁରୀ ଅଫିସ,୧୪।୭: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ଚାକଚକ୍ୟ ଓ ଶ୍ରଦ୍ଧାଳୁଙ୍କ ପାଇଁ ମୌଳିକ ସୁବିଧା ଭଳି ବ୍ୟବସ୍ଥା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଭକ୍ତମାନେ ପୁରୀ ଆସିଲେ କିଭଳି ଭଲ ଅନୁଭୂତି ନେଇ ଫେରିବେ, ତାହା ଉପରେ...

ଏସ୍‌ସିଏସ୍‌ରେ ମାତିଛନ୍ତି ନକଲି ପ୍ରମାଣପତ୍ର ଦଲାଲ

ପୁରୀ ଅଫିସ,୧୪।୭: ସାମନ୍ତ ଚନ୍ଦ୍ରଶେଖର (ଏସ୍‌ସିଏସ୍‌) ମହାବିଦ୍ୟାଳୟରେ ଜାଲ୍‌ ପ୍ରମାଣପତ୍ର ସହାୟତାରେ ଆଡମିଶନ୍‌ କରାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଏ ନେଇ ଉଚ୍ଚଶିକ୍ଷା ବିଭାଗର ଡେପୁଟି ଡାଇରେକ୍ଟର ରାଜେଶ କୁମାର ସାହୁ ଭୁବନେଶ୍ୱରସ୍ଥିତ ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେଶନ୍‌ ସେଣ୍ଟରର ଜେନେରାଲ...

ଲକ୍ଷ୍ମୀଙ୍କ ମାନଭଞ୍ଜନ ପରେ ରତ୍ନ ସିଂହାସନକୁ ବାହୁଡ଼ି ଗଲେ ମହାପ୍ରଭୁ

ପୁରୀ ଅଫିସ,୧୨।୭: ନବଦିନାତ୍ମକ ଯାତ୍ରା ସାରି ଶ୍ରୀମନ୍ଦିର ରତ୍ନସିଂହାସନକୁ ବାହୁଡ଼ିଛନ୍ତି ଚତୁର୍ଦ୍ଧାବିଗ୍ରହ। ମଙ୍ଗଳବାର ମହାପ୍ରଭୁଙ୍କ ନୀଳାଦ୍ରି ବିଜେ ନୀତି ସମ୍ପନ୍ନ ହୋଇଛି। ସନ୍ଧ୍ୟାଧୂପ ଶେଷ ପରେ ପହଣ୍ଡି ଆରମ୍ଭ ହୋଇଥିଲା। ପ୍ରଥମେ ଶ୍ରୀରାମକୃଷ୍ଣ ଓ ଶ୍ରୀମଦନମୋହନଙ୍କୁ ଏବଂ ପରେ ଚକ୍ରରାଜ...

ବୁଧବାର ଶ୍ରୀମନ୍ଦିରରେ ମିଳିବ ‘ନୀଳାଚଳ ଅବଢ଼ା’

ପୁରୀ ଅଫିସ,୧୨।୭- ନବଦିନାମତ୍କ ଘୋଷଯାତ୍ରା ସାରି ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀଭାଇଙ୍କ ସହ ଏବେ ଶ୍ରୀମନ୍ଦିର ରତ୍ନସିଂହାସନରେ ବିରାଜମାନ କରୁଛନ୍ତି। ସ୍ନାନପୂର୍ଣ୍ଣିମାଠାରୁ ଶୂନ୍ୟ ପଡିଥିବା ଶ୍ରୀମନ୍ଦିରକୁ ମହାପ୍ରଭୁଙ୍କ ବିଜେ କରୁଥିବାରୁ ପୁଣି ଚଳଚଞ୍ଚଳ ହୋଇଉଠିଛି। ମହାପ୍ରଭୁ ଶ୍ରୀମନ୍ଦିରକୁ ବିଜେ କରିବା ପରେ...

ରୂପା ଛାଉଣିରେ ଝଲସୁଛି କଳାହାଟ ଦ୍ୱାର

ପୁରୀ ଅଫିସ,୧୨।୭ ଶ୍ରୀମନ୍ଦିର ଜଗମୋହନରୁ ଗର୍ଭଗୃହକୁ ସଂଯୋଗ କରୁଥିବା କଳାହାଟ ଦ୍ୱାରରେ ରୂପା ଛାଉଣି ହୋଇଛି । ରୂପା ଚାଦର ବିଛାଯିବା ପରେ କଳାହାଟ ଦ୍ୱାର ମହାପ୍ରଭୁଙ୍କୁ ଅପେକ୍ଷା କରିଛି । ରୂପା ଚାଦର ଦ୍ୱାରା ଜଗମୋହନ ଆଉ ଗର୍ଭଗୃହ...

ଆଜି ରତ୍ନ ସିଂହାସନକୁ ବିଜେ କରିବେ ଚତୂର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୧୨।୭: ଆଜି ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ । ଚତୂର୍ଦ୍ଧାମୂର୍ତ୍ତି ଶ୍ରୀମନ୍ଦିର ରତ୍ନ ସିଂହାସନରେ ବିଜେ କରିବେ। ତିନି ଠାକୁରଙ୍କ ଗୋଟି ପହଣ୍ଡି ସନ୍ଧ୍ୟାରେ ଅନୁଷ୍ଠିତ ହେବ। ହେଲେ ମହାଲକ୍ଷ୍ମୀଙ୍କୁ ସାଙ୍ଗରେ ନ ନେଇ ତିନି ଭାଇ ଭଉଣୀ ଗୁଣ୍ଡିଚା...

ସରିଲା ଅଧରପଣା ନୀତି

ପୁରୀ ଅଫିସ,୧୨।୭: ରଥ ଉପରେ ସୋମବାର ତିନି ଦିଅଁଙ୍କ ଅଧରପଣା ନୀତି ସମ୍ପାଦିତ ହୋଇଛି। ରାଘବଦାସ ମଠ, ବଡ଼ ଓଡ଼ିଆ ମଠ ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଗୋଟିଏ ଲେଖାଏ ରଥରେ ଦିଅଁଙ୍କୁ ଅଧରପଣା ଲାଗି କରାଯାଇଛି। ପାଣିଆ ଆପଟ...

କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ସ୍ବଲିଖିତ ବହି ଦେଲେ ଅର୍ଚ୍ଚିତା

କଣାସ ୧୨ା୭(ସ୍ବ.ପ୍ର.):କଣାସ ବ୍ଲକ ଅନ୍ତର୍ଗତ ଗଡ଼ିଶାଗୋଦା ପଞ୍ଚାୟତ ନୂଆଗଁା ଗ୍ରାମର ଷଷ୍ଠ ଶ୍ରେଣୀ ଛାତ୍ରୀ ଅର୍ଚ୍ଚିତା ଶ୍ରୀଚନ୍ଦନ ‘ମାମା ମୂର୍ଚ୍ଛନା’ ନାମକ ଏକ ପୁସ୍ତକ ରଚନା କରିଛନ୍ତି। ରବିବାର ପୁରୀଠାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟି ଅର୍ଚ୍ଚିତା ନିଜ...

ବିପଦସଙ୍କୁଳ ଅବସ୍ଥାରେ ପ୍ରାଚୀନ କୁଶଭଦ୍ରା ସେତୁ

ନିମାପଡ଼ା,୧୨।୭(ଡି.ଏନ୍‌.ଏ.):ନିମାପଡ଼ା ଦୋଳବେଦୀ ଛକଠାରେ କୁଶଭଦ୍ରା ନଦୀ ଉପରେ ଥିବା କୁଶଭଦ୍ରା ସେତୁଟି ଏବେ ବିପଦସଙ୍କୁଳ, ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ପୂର୍ତ୍ତ ବିଭାଗର ରକ୍ଷଣାବେକ୍ଷଣ ଅଭାବରୁ ଶହ ଶହ ବର୍ଷର ବହୁ ପ୍ରାଚୀନ ସେତୁର ଅବସ୍ଥା ଏବେ ଅତି ଶୋଚନୀୟ ହୋଇପଡିଛି।...

ରୋଷଘର ଚଟାଣରେ ଲାଗିଲାନି ନୂଆ ପଥର

ପୁରୀ ଅଫିସ,୧୨।୭:ଶ୍ରୀମନ୍ଦିର ମରାମତି ଓ ରୋଷଘର ନୂଆ ଚଟାଣ କାର୍ଯ୍ୟ ଶେଷ ହୋଇପାରିନାହିଁ। ନିର୍ଦ୍ଧାରିତ କାମ ସରି ନ ଥିବାବେଳେ ମଙ୍ଗଳବାର ନୀଳାଦ୍ରି ବିଜେ ହେବାକୁ ଥିବାରୁ ରାଜ୍ୟ ସରକାରଙ୍କୁ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ (ଏଏସ୍‌ଆଇ) ଦାୟିତ୍ୱ ହସ୍ତାନ୍ତର କରିଛି।...

ଆଜି ନୀଳାଦ୍ରି ବିଜେ

ପୁରୀ ଅଫିସ, ୧୨ା୭:ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ମହାବାହୁ। ବଡ଼ଭାଇ ପ୍ରଭୁ ବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ତିନିରଥରେ ଏବେ ଅବସ୍ଥାନ କରୁଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ। ସୋମବାର ରଥ ଉପରେ...

ସମୁଦ୍ରରେ ଗାଧେଇବା ବେଳେ ଭାସିଗଲେ ନାବାଳକ

ପୁରୀ ଅଫିସ,୧୧।୭: ପୁରୀ ସମୁଦ୍ରରେ ଗାଧେଇବା ବେଳେ ସୋମବାର ଜଣେ ନାବାଳକ ଭାସିଯାଇଛନ୍ତି। ନିଖୋଜ ନାବାଳକ ଜଣଙ୍କ ହେଲେ ଯାଜପୁର ଜିଲା ମାଳସାହି ଅଞ୍ଚଳର ଆୟୁଷ ଜେନା(୧୬) ବୋଲି ଜଣାପଡିଛି । ଆୟୁଷ ପରିବାର ସହ ଚୈତନ୍ୟ ଛକ ବେଳାଭୂମି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri