ବିଜେଡିରେ ଯୋଗଦେଲେ ଇରାନୀ ରାୟ; ଅରୁଣଙ୍କ ରାସ୍ତା ସଫା, ସମ୍ବିତଙ୍କ ପାଇଁ ସମସ୍ୟା
ଭୁବନେଶ୍ୱର,୨୪।୩: ଭାଜପା ନେତ୍ରୀ ଇରାନୀ ରାୟ ରବିବାର ବିଜେଡିରେ ଯୋଗ ଦେଇଛନ୍ତି। ଶତାଧିକ କର୍ମୀଙ୍କ ସହିତ ଆସି ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେଛନ୍ତି। ଇରାନୀ ବିଜେଡିରେ ଯୋଗ ଦେବା ପରେ ନୟାଗଡ଼ ରାଜନୀତିରେ ବଡ଼…
ସତ୍ୟବାଦୀରୁ ଲଢ଼ିବେ ସଞ୍ଜୟ, ବ୍ରହ୍ମଗିରିରୁ ଉମା ଉମାକାନ୍ତ ସାମନ୍ତରାୟ: ପୁରୀ ବିଜେଡି ସଭାପତି
ପୁରୀ,୨୩।୩: ଆସନ୍ତା ଲୋକସଭା ତଥା ବିଧାନସଭା ନିର୍ବାଚନରେ ଆଶାୟୀ ପ୍ରାର୍ଥୀ ଚୟନ କରିବାକୁ ବିଜୁ ଜନତା ଦଳ (ବିଜେଡି) ର ପକ୍ଷରୁ ପ୍ରାର୍ଥୀ ଚୟନ କରିବା ଆରମ୍ଭ ହୋଇଯାଇଛି। ଏହି ପ୍ରକ୍ରିୟାରେ ପୁରୀ ଜିଲା ସଭାପତି ଦିବାକର ପାତ୍ର ଶନିବାର ସତ୍ୟବାଦୀ…
ପୁଣି ସୁରକ୍ଷା ବ୍ୟବସ୍ଥା ଢିଲା: ଶ୍ରୀମନ୍ଦିରରେ ପଶିଲେ ବିଦେଶିନୀ
ପୁରୀ,୨୩ା୩(ଅଜିତ ମହାନ୍ତି): ପୁଣି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାରେ ଢିଲା ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ବାହାରେ ଓ ଭିତରେ ଶହଶହ ପୋଲିସ ନିୟୋଜିତ ଥିବା ବେଳେ ଶନିବାର ପୂର୍ବାହ୍ନରେ ଜଣେ ବିଦେଶୀ ମହିଳା ଶ୍ରୀମନ୍ଦିରରେ ପ୍ରବେଶ କରିଥିବା ଜଣାପଡ଼ିଛି। ଯାହାକୁ ନେଇ ସେବାୟତମାନଙ୍କଠାରୁ…
କୋଣାର୍କ- ପୁରୀ ରାସ୍ତା ପାଲଟିଛି ପାର୍କିଂ ସ୍ଥାନ
କୋଣାର୍କ,୨୨।୩(ଜ୍ୟୋତିରାଜ ମହାନ୍ତି): କୋଣାର୍କ- ପୁରୀ ରାସ୍ତାର ଉଭୟ ପାର୍ଶ୍ୱରେ ହଜାର ହଜାର ସଂଖ୍ୟାରେ ଯାତ୍ରୀବାହୀ ବସ୍ ପାର୍କିଂ ହେବା ଯୋଗୁ ଗମନାଗମନ ବ୍ୟବସ୍ଥା ବିପର୍ଯ୍ୟସ୍ତ ହେବା ସହ ଦୁର୍ଘଟଣା ବୃଦ୍ଧି ପାଉଛି। ଖବରରୁ ପ୍ରକାଶ, କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିବାକୁ…
ବିଜେଡି ନେତାଙ୍କ ଶ୍ରୀଜଗନ୍ନାଥ ଦର୍ଶନ
ପୁରୀ,,୨୨।୩(ଅଜିତ୍ ମହାନ୍ତି) କିଛି ଦିନ ତଳେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ସଂସଦୀୟ ଦଳର ନେତାଙ୍କ ସହ ଆଲୋଚନା କରିଥିଲେ। ଏପରି କି ଏହି କ୍ଷେତ୍ର ପାଇଁ ଦଳର ପ୍ରାର୍ଥୀ ଚୟନ ହୋଇଥିବା କୁହାଯାଇଥିଲା। ପରେ ବ୍ରହ୍ମଗିରି…
ଦୋଳ ପୂର୍ଣ୍ଣିମାରେ ଶ୍ରୀଜିଉଙ୍କ ସୁନାବେଶ
ପୁରୀ,୧୯।୩: ଶ୍ରୀମନ୍ଦିରରେ ଦୋଳ ପୂର୍ଣ୍ଣିମା ପାଇଁ ଛତିଶା ନିଯୋଗ ବୈଠକରେ ନୀତିକାନ୍ତି ଚୂଡାନ୍ତ ହୋଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଛି । ଆସନ୍ତା ୨୪ରେ ମେଣ୍ଡାପୋଡ଼ି ଏବଂ ୨୫ରେ ଦୋଳ ପୂର୍ଣ୍ଣିମା ଥିବାରୁ…
୨ ବ୍ୟାଙ୍କରେ ଜମାହେବ ଶ୍ରୀମନ୍ଦିର ପାଣ୍ଠିର ୩୯ କୋଟି ୨୨ ଲକ୍ଷ
ପୁରୀ, ୧୯ା୩(ଅଜିତ୍ ମହାନ୍ତି):ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ସୋମବାର ଶ୍ରୀମନ୍ଦିର ଅର୍ଥ ସବ୍କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ଦାନ ଅର୍ଥ ତଥା ଶ୍ରୀମନ୍ଦିର ପାଣ୍ଠି ଅର୍ଥ ଡିପୋଜିଟ ନେଇ ବୈଠକରେ ବିଡିଂ କରାଯାଇଥିଲା। ଦୁଇଟି ବ୍ୟାଙ୍କ୍ରେ ଶ୍ରୀମନ୍ଦିର ଉନ୍ନୟନ ପାଣ୍ଠିର ମୋଟ…
ଦୁଇ ବ୍ୟାଙ୍କରେ ପୁରୀ ଶ୍ରୀମନ୍ଦିରର ଡିପୋଜିଟ୍ ହେଲା ୩୯ କୋଟି ଟଙ୍କା
ଭୁବନେଶ୍ୱର,୧୮।୩: ପୁରୀ ଶ୍ରୀମନ୍ଦିରରକୁ ବିଭିନ୍ନ ସୂତ୍ରରୁ ମିଳିଥିବା ଆର୍ଥିକ ଆୟ ମଧ୍ୟରୁ ୩୯ କୋଟି ୨୧ ଲକ୍ଷ ଟଙ୍କା ପ୍ରଶାସନ ପକ୍ଷରୁ ବ୍ୟାଙ୍କରେ ଜମା କରାଯାଇଛି । ୭ ଦଶମିକ ୮/ଶୂନ ପ୍ରତିଶତ ସୁଧ ହାରରେ କାନାରା ବ୍ୟାଙ୍କରେ ୩୬ କୋଟି…
ଏସି ଶେଡ୍: ୨ ମାସରେ ବିଦ୍ୟୁତ ବିଲ୍ ୧୪.୧୭ ଲକ୍ଷ
ପୁରୀ,୧୮ା୩ (ଅଜିତ୍ ମହାନ୍ତି): ଭକ୍ତଙ୍କ ପାଇଁ ବଡ଼ଦାଣ୍ଡରେ ସରକାର ନିର୍ମାଣ କରିଥିବା ଏସି ଶେଡ୍ ଏବେ ସମସ୍ତଙ୍କ ଚିନ୍ତାର କାରଣ ପାଲଟିଛି। ଗତ ୨ ମାସରେ ଆସିଥିବା ବିଦ୍ୟୁତ ବିଲ୍କୁ ଦେଖି ଲୋକେ ବିସ୍ମୟ ପ୍ରକାଶ କରିଛନ୍ତି। ଏସି ଶେଡ୍ରେ ଗତ…
ପାନୀୟଜଳ ପାଇଁ ହନ୍ତସନ୍ତ ପଞ୍ଚାୟତବାସୀ
କଣାସ,୧୮।୩(ବିଭୂତି ଭୂଷଣ ତ୍ରିପାଠୀ): କଣାସ ବ୍ଲକ ଚିଲିକା ଉପକୂଳରେ ଅବସ୍ଥାପିତ ହୋଇଥିବାରୁ ବର୍ଷ ତମାମ ଏଠାରେ ପାନୀୟ ଜଳ ସମସ୍ୟା ଲାଗିରୁହେ। ରୌଦ୍ରତାପ ସମୟରେ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରେ। ସେଥିପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ଏପ୍ରିଲ ୧ରୁ…
ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ରଜତ ପ୍ରତିହାରୀଙ୍କ ପରଲୋକ
ପୁରୀ,୧୭।୩: ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ପୂର୍ବତନ ପରିଚାଳନା କମିଟି ସଦସ୍ୟ ରଜତ କୁମାର ପ୍ରତିହାରୀଙ୍କ ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ ଘଟିଛି। ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ରଜତ କୁମାର ପ୍ରତିହାରୀଙ୍କ ପାର୍ଥିବ ଶରୀର ମୁମ୍ବାଇରୁ ପୁରୀର…
ଦୋଳବେଦି ପାଇବ ନୂଆରୂପ
ପୁରୀ,୧୪ା୩ (ଅଜିତ୍ ମହାନ୍ତି)ଦୋଳପୂର୍ଣ୍ଣିମାରେ ମହାପ୍ରଭୁଙ୍କ ବିଶେଷ ନୀତି ଦୋଳବେଦିରେ ଅନୁଷ୍ଠିତ ହୋଇଥାଏ। ଦୋଳପୂର୍ଣ୍ଣିମା ପୂର୍ବଦିନ ଦୋଳବେଦିରେ ସ୍ବତନ୍ତ୍ର ମେଣ୍ଢାପୋଡ଼ି ନୀତି ଅନୁଷ୍ଠିତ ହେବା ସହ ଦୋଳପୂର୍ଣ୍ଣିମା ଦିନ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଶ୍ରୀଦେବୀ ଓ ଭୂଦେବୀ ବିମାନରେ ଦୋଳବେଦିକୁ ଆସି…
Archives


