ପୁରୀ

ଅପରାହ୍ନ ୪ରେ ରଥଟଣା

ପୁରୀ ଅଫିସ,୨୫ା୬: ରଥଯାତ୍ରାଠାରୁ ଆରମ୍ଭକରି ବିଜେ ପର୍ଯ୍ୟନ୍ତ ସମସ୍ତ ନୀତିନିର୍ଘଣ୍ଟ ଶୁକ୍ରବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶ ପାଇଛି। ରଥଯାତ୍ରା ଦିନ ମଙ୍ଗଳଆଳତି ସକାଳ ୬ଟା, ମଇଲମ ୬ଟା ୧୦, ତଡ଼ପ ଲାଗି ଓ ରୋଷହୋମ ୬ଟା ୩୦ରେ ସରିବ।...

ପୁରୀରେ ପୁଣି ବୋମାମାଡ଼

ପୁରୀ ଅଫିସ, ୨୪ା୬: ପୁଣି ପୁରୀ ସହରରେ ବୋମାମାଡ଼। ଶୁକ୍ରବାର ରାତି ପ୍ରାୟ ୯ଟାରେ ପୁରୀ ସଦର ଥାନା ଅନ୍ତର୍ଗତ ମୁକୁନ୍ଦ ମିଶ୍ର ନଗର ଅଞ୍ଚଳରେ ଥିବା ଜଣେ ସିମେଣ୍ଟ ବ୍ୟବସାୟୀଙ୍କ ଘର ଉପରକୁ ବୋମା ମାଡ଼ କରାଯାଇଛି। ଦୁଇଜଣ...

ରଥଯାତ୍ରାରେ ସ୍ବାସ୍ଥ୍ୟ ସେବା ଯୋଗାଇବାକୁ ବାହାର ଜିଲାରୁ ଆସିବେ ୨୨୩ ଡାକ୍ତର

ପୁରୀ ଅଫିସ,୨୪।୬: ଦୀର୍ଘ ଦୁଇ ବର୍ଷ ପରେ ଚଳିତବର୍ଷ ଭକ୍ତଙ୍କ ଗହଣରେ ରଥଯାତ୍ରା ହେବ। ଏଥିରେ ବହୁ ସଂଖ୍ୟାରେ ଭକ୍ତ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଭକ୍ତଙ୍କୁ ଜରୁରିକାଳୀନ ସ୍ବାସ୍ଥ୍ୟ ସେବା ଯୋଗାଇଦେବା ଏକ ଚ୍ୟାଲେଞ୍ଜ ବୋଲି ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା...

୧୨ ଦୁଆର ବେଢ଼ା ତିଆରି ସରିଲା

ପୁରୀ ଅଫିସ, ୨୩ା୬: ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଅସ୍ଥାୟୀ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଜୋରସୋର୍‌ରେ ଆଗେଇ ଚାଲିଛି। ତିନିରଥର ଖପୁରି ସମେତ ପାରାଭାଡ଼ିକୁ ମିଶାଇ ତେର ପରସ୍ତ ପୋଟଳ ସେଟିଂ ଶେଷ ହୋଇଥିବା ବେଳେ ବୁଧବାର ତିନିରଥର...

ରଥଯାତ୍ରାରେ ଭୋଇସେବକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ପୁରୀ ଅଫିସ, ୨୩ା୬: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଭିନ୍ନ ଯାତ୍ରା ଓ ଦୈନନ୍ଦିନ ନୀତିକାନ୍ତି ସମ୍ପାଦନ ପାଇଁ ଶ୍ରୀମନ୍ଦିର ଭିତରେ ଏବଂ ବାହାରେ ପ୍ରାୟ ୧୧୯ ପ୍ରକାର ସେବକ ନିୟୋଜିତ ହୋଇଥାନ୍ତି। ଏମାନଙ୍କ ମଧ୍ୟରୁ ଭୋଇ ସେବକ ଅନ୍ୟତମ। ଭୋଇ ସେବକମାନେ...

ଅଲାରନାଥଙ୍କ ପୀଠରେ ବଢୁଛି ଖିରି ଚାହିଦା

ବ୍ରହ୍ମଗିରି,୨୩ା ୬ (ଡି.ଏନ୍‌.ଏ.): ମହାପ୍ରଭୁ ଜ୍ୱରରେ ପଡ଼ିଥିବା ବେଳେ ଅଣସରରେ ଠାକୁର ଭକ୍ତଙ୍କୁ ବ୍ରହ୍ମଗିରିସ୍ଥିତ ଅଲାରନାଥ ଭାବେ ଦର୍ଶନ ଦିଅନ୍ତି। ଏହି ସମୟରେ ମହାପ୍ରଭୁ ଅଲାରନାଥ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଥିବାରୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିଥାଏ। ଏଥିସହ ଏଠାରେ...

ମହାପ୍ରଭୁଙ୍କ ସେବାରେ ସର୍ବକନିଷ୍ଠ ଦଇତାପତି ଆୟୁଷ୍ମାନ

ପୁରୀ ଅଫିସ, ୨୩ା୬: ମହାପ୍ରଭୁଙ୍କ ସେବାରେ ବୁଧବାର ସର୍ବକନିଷ୍ଠ ଦଇତାପତି ସେବାୟତ ସାମିଲ ହୋଇଛନ୍ତି। ସେ ହେଉଛନ୍ତି ଆୟୁଷ୍ମାନ ଦାସମହାପାତ୍ର। ଆୟୁଷ୍ମାନ ଅଣସର ତାଟି ଘରେ ପ୍ରବେଶ କରିବା ସହ ଶ୍ରୀବିଗ୍ରହଙ୍କ ସେବାପୂଜାରେ ଆନୁଷ୍ଠାନିକ ଭାବେ ଯୋଗଦାନ କରିଛନ୍ତି। ପରମ୍ପରା...

ଆଗକୁ ରଥଯାତ୍ରା: ପୁରୀରେ କରାଯିବ ବ୍ୟାପକ ଟିକାକରଣ

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ଆଉ କିଛିଦିନ ପରେ ହେବ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏନେଇ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି। ତେଣୁ ପୁରୀରେ ଅଧିକ ଟିକାକରଣ କରିବାକୁ ପୁରୀ ପ୍ରଶାସନକୁ ଅବଗତ କରାଯାଇଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି।...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା ରଦ୍ଦ କଲେ ହାଇକୋର୍ଟ

କଟକ ଅଫିସ,୨୨ା୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ଲାଗି ରହିଥିବା ସମସ୍ତ ବିବାଦର ଅନ୍ତ ଘଟିଛି। ପ୍ରକଳ୍ପକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଦାୟର ହୋଇଥିବା ସମସ୍ତ ମାମଲା ଉପରେ ବୁଧବାର ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି ହାଇକୋର୍ଟ। ଦାୟର ଜନସ୍ବାର୍ଥ ମାମଲା ସହ...

ବିଶ୍ବସ୍ତରୀୟ ହେବ ପୁରୀ ଷ୍ଟେଶନ: ରଥଯାତ୍ରା ଲାଗି ଚାଲିବ ୨୦୫ ସ୍ବତନ୍ତ୍ର ଟ୍ରେନ

ପୁରୀ ଅଫିସ,୨୧। ୬: ରେଳ ମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ପୁରୀ ବିଶ୍ବସ୍ତରୀୟ ଷ୍ଟେଶନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ୩୬୪ କୋଟି ଟଙ୍କାର ପ୍ରକଳ୍ପ କାମ ଦୁଇ ବର୍ଷ ମଧ୍ୟରେ ଶେଷ ହେବ । ବିଶସ୍ତରୀୟ ଷ୍ଟେଶନ...

ମହାପ୍ରଭୁଙ୍କ ବ୍ୟଙ୍ଗଚିତ୍ର ଭାଇରାଲ

ପୁରୀ ଅଫିସ ୨୧।୬:ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନେଇ ସୋସିଆଲ ମିଡିଆରେ ବ୍ୟଙ୍ଗଚିତ୍ର ଭାଇରଲ ହୋଇଛି। ଅଣସର ନୀତି ଅବସରରେ ପଞ୍ଜାବ ଲୁଧିଆନାର ଇସ୍କନ ସଂସ୍ଥା ପକ୍ଷରୁ ଏହି ବ୍ୟଙ୍ଗଚିତ୍ର ପୋଷ୍ଟ କରାଯାଇଛି। ଏକ ଫଟୋରେ ମହାପ୍ରଭୁ ଥର୍ମୋମିଟର ପାଟିରେ ଦେଇଥିବା ଏବଂ...

ମହାପ୍ରଭୁଙ୍କ ସେବାରେ କୁନି ଦଇତା ସେବକ ସର୍ବାଙ୍ଗ

ପୁରୀ ଅଫିସ, ୨୧ା୬:ମହାପ୍ରଭୁଙ୍କ ସେବାରେ ସୋମବାର କୁନି ଦଇତାପତି ସେବକ ସର୍ବାଙ୍ଗ ଦାସମହାପାତ୍ର ସାମିଲ ହୋଇଛନ୍ତି। ସେ ଅଣସର ତାଟି ଘରେ ପ୍ରବେଶ କରିବା ସହ ଶ୍ରୀବିଗ୍ରହଙ୍କ ସେବା ପୂଜାରେ ଆନୁଷ୍ଠାନିକ ଭାବେ ଯୋଗଦାନ କରିଛନ୍ତି। ତାଙ୍କର ବୟସ ଏବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri