ପୁରୀ

ପୁରୀ ପାଇଁ ୪ ବିଜେଡି ପର୍ଯ୍ୟବେକ୍ଷକ ନିଯୁକ୍ତ

ଭୁବନେଶ୍ୱର,୧୬।୧(ଅନିଲଦାସ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଜିଲା ବିଧାନସଭା ଆସନ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛନ୍ତି। ବିଜେଡି ପକ୍ଷରୁ ଏ ନେଇ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ସୂଚନା ଦିଆଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ପ୍ରମୋଦ କୁମାର ସାମଲଙ୍କୁ…

ଜଣେ ସୁଶ୍ରୀ, ଆଉ ଜଣେ ବାବା

ନିମାପଡ଼ା, ୧୬ା୧(ରଞ୍ଜନ କୁମାର ପଟ୍ଟନାୟକ): ନିର୍ବାଚନ ଯେତେ ପାଖେଇ ଆସୁଛି କିଏ କେଉଁଠାରେ ପ୍ରାର୍ଥୀ ହେଉଛନ୍ତି ତାହା ଜାଣିବା ଲାଗି ଭୋଟରଙ୍କ ମଧ୍ୟରେ ଉତ୍ସୁକତା ଦେଖାଦେଉଛି l ଏହି କ୍ରମରେ ନିମାପଡ଼ା ନିର୍ବାଚନମଣ୍ଡଳୀ କଥା ଦେଖିଲେ ଏବେ ବିଜେଡିରୁ ବିଧାୟକ ଅଛନ୍ତି…

ମହାଯଜ୍ଞ ଆରମ୍ଭ: ବେଦମନ୍ତ୍ରରେ କମ୍ପୁଛି ଶ୍ରୀକ୍ଷେତ୍ର

ପୁରୀ,୧୬ା୧(ଅଜିତ ମହାନ୍ତି):ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଆସନ୍ତା ୧୭ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ଏବେ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇଉଠିିଛି। ୧୨ ତାରିଖରେ ଶ୍ରୀନହରରେ ଗଜପତି ମହାରାଜା ଶ୍ରୋତ୍ରୀୟ ବାହ୍ମଣମାନଙ୍କୁ ଗୁଆଟେକା ଓ ବରଣ କରିବା ପରେ ପ୍ରକଳ୍ପ…

ପୂର୍ବ ଶତ୍ରୁତାରୁ ଗଣ୍ଡଗୋଳ, ୪ ଆହତ

ବଳଙ୍ଗା,୧୫ା୧(କେଦାରେଶ୍ୱର ନନ୍ଦ): ପୁରୀ ଜିଲା ବଳଙ୍ଗା ଥାନା ଅଧୀନ ଗଣ୍ଡସାହି ଗ୍ରାମରେ ପୂର୍ବବିବାଦକୁ କେନ୍ଦ୍ରକରି ସୋମବାର ପୂର୍ବାହ୍ନରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ୪ଜଣ ଆହତ ହୋଇଛନ୍ତି। ଏ ନେଇ ଥାନାରେ ଉଭୟ ପକ୍ଷରୁ ଏତଲା କ୍ରମେ ପୋଲିସ ଦୁଇଟି…

ପୁରୀ ରେଳଷ୍ଟେଶନରେ ଶ୍ରୀମନ୍ଦିର ସ୍ଥାପତ୍ୟ ପ୍ରତିଫଳିତ ହେବ

ପୁରୀ,୧୫।୧(ପି.ଟି.): ପୁରୀର ପୁନଃବିକଶିତ ରେଳଷ୍ଟେଶନରେ ପ୍ରସିଦ୍ଧ ଜଗନ୍ନାଥ ମନ୍ଦିରର ପାରମ୍ପରିକ ସ୍ଥାପତ୍ୟ ବିଶେଷତ୍ୱ ପ୍ରତିଫଳିତ ହେବା ସାଙ୍ଗକୁ ଯାତ୍ରୀମାନଙ୍କ ଲାଗି ସମସ୍ତ ଅତ୍ୟାଧୁନିକ ସୁବିଧା ଉପଲବ୍ଧ ହେବ। ରେଳଷ୍ଟେଶନ ବିକାଶ କାର୍ଯ୍ୟ ହାତକୁ ନେଇଥିବା ରଥ ଆର୍କିଟେକ୍ଟୋନିକ୍‌ ପକ୍ଷରୁ ଏହା କୁହାଯାଇଛି।…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ: ଆଜିଠୁ ଯଜ୍ଞ

ପୁରୀ,୧୫ା୧(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ ନେଇ ଏବେ ଶ୍ରୀକ୍ଷେତ୍ର ଉତ୍ସବମୁଖର। ଆସନ୍ତା ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଐତିହାସିକ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଲୋକାର୍ପଣ କରିବେ। ଏଥିଲାଗି ଶ୍ରୀମନ୍ଦିର ଉତ୍ତର-ପୂର୍ବ ଐଶାନ୍ୟ କୋଣରେ ବେଶ୍‌ ନିଷ୍ଠାର…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନକୁ ସରକାରୀ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୪।୧: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦଘାଟନକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ଜାନୁଆରୀ ୧୭ ରେ ଛୁଟି ଘୋଷଣା କରିଛନ୍ତି। ଏହି ଦିନ ପୁରୀଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ ଯାଉଛି।…

ପାଦରେ ଚାଲି ମଧ୍ୟପ୍ରଦେଶରୁ ପୁରୀ

ଗଣିଆ,୧୪ା୧(ସନ୍ତୋଷ କୁମାର ପ୍ରଧାନ)ଜଗା ଦର୍ଶନର ଅଦ୍ୟମ ଇଚ୍ଛାଶକ୍ତି ଆଗରେ ହାର ମାନିଛି ବୟସ। ଶ୍ରୀକ୍ଷେତ୍ରଧାମରେ ଚତୁର୍ଦ୍ଦାମୂର୍ତ୍ତିଙ୍କୁ ଦର୍ଶନ କରିବା ପାଇଁ ସୁଦୂର ମଧ୍ୟପ୍ରଦେଶରୁ ୪ଜଣିଆ ତୀର୍ଥଯାତ୍ରୀ ଦଳ ପୁରୁଣା ଜଗନ୍ନାଥ ସଡ଼କରେ ପାଦରେ ଚାଲି ଚାଲି ପୁରୀ ଅଭିମୁଖେ ଯାଉଛନ୍ତ। ଏହି…

ଭାଜପାରେ ୩ ଗୋଷ୍ଠୀ

ନିମାପଡ଼ା, ୧୪।୧ (ରଞ୍ଜନ ପଟ୍ଟନାୟକ): ପୁରୀ ଜିଲା ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସରେ ଟିକେଟ ଆଶାୟୀଙ୍କ ସଂଖ୍ୟା ବଢ଼ିଚାଲିଛି। ଯଦି ଭାଜପା କଥା ଦେଖାଯାଏ, ଏଠାରେ ତିନି ଗୋଷ୍ଠୀ ସକ୍ରିୟ ଥିବା ଦୃଷ୍ଟିଗୋଚର ହେଉଛି। ଦଳର ପୂର୍ବତନ ରାଜ୍ୟ…

ବ୍ରାହ୍ମଣବରଣ କଲେ ଗଜପତି

ପୁରୀ,୧୩ା୧(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବର ଆଦ୍ୟପର୍ବ ୧୨ତାରିଖ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ସନ୍ଧ୍ୟାରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଶ୍ରୀନଅରରେ ବ୍ରାହ୍ମଣବରଣ ଓ ଗୁଆଟେକା କରିଛନ୍ତି। ବିଧିବିଧାନ ଅନୁଯାୟୀ ଗଜପତି ମହାରାଜା ରାଜଗୁରୁଙ୍କୁ ଗୁଆ ଟେକିବା ସହ…

କାକଟପୁର ବିଧାନସଭା ନିର୍ବାଚନମଣ୍ଡଳୀ: ଭାଜପାରେ ଆଶାୟୀ ଅଧିକ, ଅସ୍ତରଙ୍ଗରେ ବହିଲାଣି ରାଜନୈତିକ ହାଓ୍ବା

ପୁରୀ, ୧ ୨।୧ (ପ୍ରଦୀପ୍ତ ଦୀକ୍ଷିତ): ପୁରୀ ଜିଲା କାକଟପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ବାତାବରଣ ଚଳଚଞ୍ଚଳ ହେଲାଣି। ବିଜେଡି, କଂଗ୍ରେସ ଓ ଭାଜପା ୩ ପ୍ରମୁଖ ଦଳ ନିର୍ବାଚନୀ ରଣାଙ୍ଗନରେ ଅବତୀର୍ଣ୍ଣ ହେବାକୁ ପ୍ରସ୍ତୁତ। ବିଜେଡି ଓ ଭାଜପା ଶିବିରରେ…

ଅପରାହ୍ନ ୩ଟାରୁ ଖୋଲିବ ପରିକ୍ରମା ମାର୍ଗ

ପୁରୀ,୧୨ା୧(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ସବୁ ପ୍ରସ୍ତୁତି ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଆସନ୍ତା ୧୭ ତାରିଖରେ ଗଜପତି ମହାରାଜାଙ୍କ ଦ୍ୱାରା ପୂର୍ଣ୍ଣାହୁତି ଦିଆଯିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ପ୍ରକଳ୍ପ ଲୋକାର୍ପଣ ହେବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri